Shuru
Apke Nagar Ki App…
*ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ଶୁଭ ବୁଧବାର ୨୦୨୬ ମସିହା* *ଭାଦ୍ରବମାସ ଶୁକ୍ଳପକ୍ଷ ଗଣେଶ ମହାପ୍ରଭୁଙ୍କ ଆଶୀର୍ବାଦ ସଦାସର୍ବଦା ଆପଣ ଆପଣଙ୍କ ପରିବାର ଉପରେ ରହିଥାଉ। ଶୁଭମୟ ଓ ମଙ୍ଗମୟ ହେଉ* *ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ଶୁଭ ବୁଧବାର ୨୦୨୬ ମସିହା* *ଭାଦ୍ରବମାସ ଶୁକ୍ଳପକ୍ଷ ଗଣେଶ ମହାପ୍ରଭୁଙ୍କ ଆଶୀର୍ବାଦ ସଦାସର୍ବଦା ଆପଣ ଆପଣଙ୍କ ପରିବାର ଉପରେ ରହିଥାଉ। ଶୁଭମୟ ଓ ମଙ୍ଗମୟ ହେଉ*
Santosh Nayak PRESS
*ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ଶୁଭ ବୁଧବାର ୨୦୨୬ ମସିହା* *ଭାଦ୍ରବମାସ ଶୁକ୍ଳପକ୍ଷ ଗଣେଶ ମହାପ୍ରଭୁଙ୍କ ଆଶୀର୍ବାଦ ସଦାସର୍ବଦା ଆପଣ ଆପଣଙ୍କ ପରିବାର ଉପରେ ରହିଥାଉ। ଶୁଭମୟ ଓ ମଙ୍ଗମୟ ହେଉ* *ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ଶୁଭ ବୁଧବାର ୨୦୨୬ ମସିହା* *ଭାଦ୍ରବମାସ ଶୁକ୍ଳପକ୍ଷ ଗଣେଶ ମହାପ୍ରଭୁଙ୍କ ଆଶୀର୍ବାଦ ସଦାସର୍ବଦା ଆପଣ ଆପଣଙ୍କ ପରିବାର ଉପରେ ରହିଥାଉ। ଶୁଭମୟ ଓ ମଙ୍ଗମୟ ହେଉ*
More news from Odisha and nearby areas
- *ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ଶୁଭ ବୁଧବାର ୨୦୨୬ ମସିହା* *ଭାଦ୍ରବମାସ ଶୁକ୍ଳପକ୍ଷ ଗଣେଶ ମହାପ୍ରଭୁଙ୍କ ଆଶୀର୍ବାଦ ସଦାସର୍ବଦା ଆପଣ ଆପଣଙ୍କ ପରିବାର ଉପରେ ରହିଥାଉ। ଶୁଭମୟ ଓ ମଙ୍ଗମୟ ହେଉ* *ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ଶୁଭ ବୁଧବାର ୨୦୨୬ ମସିହା* *ଭାଦ୍ରବମାସ ଶୁକ୍ଳପକ୍ଷ ଗଣେଶ ମହାପ୍ରଭୁଙ୍କ ଆଶୀର୍ବାଦ ସଦାସର୍ବଦା ଆପଣ ଆପଣଙ୍କ ପରିବାର ଉପରେ ରହିଥାଉ। ଶୁଭମୟ ଓ ମଙ୍ଗମୟ ହେଉ*1
- ପଶ୍ଚିମ ଓଡ଼ିଶାର ଗଣପର୍ବ ନୁଆଁଖାଇ ଜୁହାର ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା ନୁଆଁଖାଇ ଜୁହାର ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା1
- Post by Ram Shankar Bhoi1
- 🇹🇯🇹🇯🇹🇯🇹🇯♥️🇹🇯♥️♥️1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମରେ ଆଜି ନୂଆଁଖାଇ ପାଳନ ପରେ ଗ୍ରାମର ସମସ୍ତେ ଏକତ୍ରିତ ହୋଇ ନୂଆଁଖାଇ ଜୁହାର ଭେଟ ହୋଇଥିଲେ।1
- ଆଜି ଆମେ ନୁଆଁଖାଇ ସାରି ଦେଖିବାକୁ ଆସିଲୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋର୍ଟ ସମଲେଇ ପାତାଳି ଶ୍ରୀକ୍ଷେତ୍ର1
- ଗୋବିନ୍ଦ ନାଗ, ସମାଜସେବୀ, ବରଗଡ଼ #Nuakhai2026 #nuakhainews #nuakhaiwishes #Nuakhai #NuakhaiJuhar #Baragada ଗୋବିନ୍ଦ ନାଗ, ସମାଜସେବୀ, ବରଗଡ଼1
- ପ୍ରାପ୍ତେଷୁ: ସାମ୍ବାଦିକ, ଫଟୋ ସାମ୍ବାଦିକ, ଜିଲ୍ଲା ପ୍ରତିନିଧି ଛାପା ଓ ବୈଦୁତିକ ଗଣମାଧ୍ୟମ ଏବଂ ସମସ୍ତ ଓ୍ବେବ ଚ୍ୟାନେଲ ପ୍ରତିନିଧି, ପୁରୀ । ଜୟ ଜଗନ୍ନାଥ ପ୍ରାପ୍ତେଷୁ: ସାମ୍ବାଦିକ, ଫଟୋ ସାମ୍ବାଦିକ, ଜିଲ୍ଲା ପ୍ରତିନିଧି ଛାପା ଓ ବୈଦୁତିକ ଗଣମାଧ୍ୟମ ଏବଂ ସମସ୍ତ ଓ୍ବେବ ଚ୍ୟାନେଲ ପ୍ରତିନିଧି, ପୁରୀ । ଆସନ୍ତା ତା୧୬.୦୯.୨୦୨୬ରିଖ ବୁଧବାର ଦିନ ଅପରାହ୍ନ ୪ଘଟିକା ସମୟରେ ହୋଟେଲ ହଲିଡେ ରିସର୍ଟ ରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀ ନିମ୍ନଲିଖିତ କାରଣରୁ ଆୟୋଜନ କରାଯିବାକୁ ସ୍ଥିର ହୋଇଛି ଯଥା: (୧)ସଦ୍ୟ ପ୍ରକାଶିତ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଜମି ବ୍ୟବସ୍ତିକରଣ ବ୍ୟବସ୍ଥା, (୨)ପୁରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ଜ଼ିଲ୍ଲା ଚିକିତ୍ସାଳୟ ର ନୂତନ କୋଠା ସର୍ବସାଧାରଣ ଙ୍କ ପାଇଁ ଖୋଲିବାରେ ଅହେତୁକ ବିଳମ୍ବ ଏବଂ ଏହି ବିଳମ୍ବ ପାଇଁ ଦାୟୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ,(୩) ୨୦୧୪ ମସିହା ରୁ ଶହ ଶହ କୋଟି କୋଟି ଟଙ୍କା ବ୍ୟୟ ରେ ସହରର ବର୍ଷା ଓ ନର୍ଦମା ଜଳ ନିଷ୍କାସନ ବିଫଳତାର ସିବିଆଇ ତଦନ୍ତ ଓ ପୁରୀ ବାସୀଙ୍କୁ ସର୍ବନିମ୍ନ ସୁବିଧା ଦେବାରେ ବିଫଳତା ,(୪) ଅସମ୍ପୂର୍ଣ୍ଣ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ପୁରୀ ବାସୀଙ୍କ ଶ୍ରୀମନ୍ଦିର ରେ ସ୍ୱତନ୍ତ୍ର ପ୍ରବେଶ ବିଷୟରେ ଦଳର ଆଭିମୁଖ୍ୟ ଏବଂ ଆଗାମୀ କାର୍ଯ୍ୟପନ୍ଥା ବିଷୟରେ ବିସ୍ତୃତ ଆଲୋଚନା କରାଯିବ.. ଏଣୁ ଆପଣ ମାନଙ୍କ ସଦୟ ଉପସ୍ଥିତି ତଥା ଖବର ପ୍ରସାରଣ ପାଇଁ ବିନମ୍ର ନିବେଦନ । ଇଂ ରାଜେଶ କୁମାର ମିଶ୍ର ସଭାପତି, ଜିଲ୍ଲା କଂଗ୍ରେସ କମିଟି, ପୁରୀ ଯୋଗାଯୋଗ: +9194370581001