logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

BERHAMPUR - GANGSTERS REELS ON SOCIAL MEDIA - OPEN CHALLENGE TO POLICE - VIDEO MADE WITH ILLEGAL WEAPONS GANGSTER MADE REELS ON SOCIAL MEDIA - OPEN CHALLENGE TO POLICE

7 hrs ago
user_Mrutyunjaya Nayak
Mrutyunjaya Nayak
Teacher ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
7 hrs ago

BERHAMPUR - GANGSTERS REELS ON SOCIAL MEDIA - OPEN CHALLENGE TO POLICE - VIDEO MADE WITH ILLEGAL WEAPONS GANGSTER MADE REELS ON SOCIAL MEDIA - OPEN CHALLENGE TO POLICE

More news from ଓଡ଼ିଶା and nearby areas
  • BERHAMPUR - GANGSTERS REELS ON SOCIAL MEDIA - OPEN CHALLENGE TO POLICE - VIDEO MADE WITH ILLEGAL WEAPONS GANGSTER MADE REELS ON SOCIAL MEDIA - OPEN CHALLENGE TO POLICE
    1
    BERHAMPUR - GANGSTERS REELS ON SOCIAL MEDIA - OPEN CHALLENGE TO POLICE - VIDEO MADE WITH ILLEGAL WEAPONS 
GANGSTER MADE REELS ON SOCIAL MEDIA - OPEN CHALLENGE TO POLICE
    user_Mrutyunjaya Nayak
    Mrutyunjaya Nayak
    Teacher ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    7 hrs ago
  • ରଣାଲଇ ଗ୍ରାମ ରେ ଶିକ୍ଷା ବ୍ୟବସ୍ଥା ର ନଗ୍ନ ଚିତ୍ର ବ୍ଲକ ଶିକ୍ଷା ଅଧିକାରୀ କି ଜିଲ୍ଲା ଅଧିକାରୀଙ୍କ ପ୍ରତି ଭୟ ନାହିଁ ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକ ର ଏହି ଦୃଶ୍ୟ
    1
    ରଣାଲଇ ଗ୍ରାମ ରେ ଶିକ୍ଷା ବ୍ୟବସ୍ଥା ର ନଗ୍ନ ଚିତ୍ର ବ୍ଲକ ଶିକ୍ଷା ଅଧିକାରୀ କି ଜିଲ୍ଲା ଅଧିକାରୀଙ୍କ ପ୍ରତି ଭୟ ନାହିଁ ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକ ର ଏହି ଦୃଶ୍ୟ
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    3 hrs ago
  • ଚଡ଼ିଆପଦା ଗ୍ରାମରେ ଆମୋର ମେଣ୍ଟାଭାଇ ସେଲୁନୁଁ ଦୁକାନ ଖଲି ଛନ୍ତି..
    1
    ଚଡ଼ିଆପଦା ଗ୍ରାମରେ ଆମୋର ମେଣ୍ଟାଭାଇ ସେଲୁନୁଁ ଦୁକାନ ଖଲି ଛନ୍ତି..
    user_ସଲମନ ମ କ
    ସଲମନ ମ କ
    ମୋହନା, ଗଜପତି, ଓଡ଼ିଶା•
    8 hrs ago
  • ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଓ ପାଠଚକ୍ର ଆଲୋଚନା ! ବୁଗୁଡ଼ା, ୦୭/୮/୨୬ : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରିନ୍ସିପାଲ ଭଗବାନ ଶତପଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ ଓ ପାଠଚକ୍ର ଆନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସିପାଲ ଶ୍ରୀ ଶତପଥୀ ଅଧ୍ୟକ୍ଷତା କରିବା ସହ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ଉଦଘାଟନ କରିଥିଲେ। ବିଭାଗ ପକ୍ଷରୁ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ ନୂତନ ଅଧ୍ୟକ୍ଷ ଶ୍ରୀ ଶତପଥୀଙ୍କୁ ହାର୍ଦ୍ଦିକ ସ୍ୱାଗତ କରବା ସହ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ବିଭାଗର ଅଧ୍ୟାପକ ପବିତ୍ର ଖଣ୍ଡୁଆଳ ନୂତନ ପ୍ରିନ୍ସିପାଲଙ୍କୁ ସ୍ଵାଗତ କରିବା ସହ ପାଠଚକ୍ରର ବିଷୟ ବସ୍ତୁ "ଓଡ଼ିଶା ପଞ୍ଚାୟତ ରାଜ ନିର୍ବାଚନରେ ମହିଳାଙ୍କ ଅଂଶଗ୍ରହଣ: ଏକବିଂଶ ଶତାବ୍ଦୀରେ ସାମ୍ବିଧାନିକ ବ୍ୟବସ୍ଥା ଏବଂ ଆହ୍ୱାନ" ଉପସ୍ଥାପନ କରି ସମ୍ୟକ୍ ଧାରଣା ପ୍ରଦାନ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗର ଶେଷ ବର୍ଷର ଛାତ୍ରୀ ବର୍ଷା ସ୍ୱାଇଁ ଓ ଗୀତାଞ୍ଜଳୀ ପ୍ରଧାନ ପାଠଚକ୍ରର ସନ୍ଦର୍ଭ ପାଠ କରିଥିଲେ। ଏହାପରେ ପାଠଚକ୍ରର ବିଷୟ ବସ୍ତୁ ଉପରେ ମୁକ୍ତ ଆଲୋଚନା କରାଯାଇଥିଲା। ବିଭାଗର ଅନ୍ୟତମ ଅଧ୍ୟାପକ ଲୋକନାଥ ବେହେରା ବର୍ତ୍ତମାନର ପୁରୁଷ ପ୍ରାଧାନ୍ୟ ସମାଜରେ ମହିଳାମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଦିଗରେ ଉପୁଜୁଥିବା ଆହ୍ୱାନ ବିଷୟରେ ଆଲୋକପାତ କରିଥିଲେ। ଶେଷରେ ଶେଷ ବର୍ଷର ଛାତ୍ରୀ ଶ୍ରଦ୍ଧାଞ୍ଜଳି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
    3
    ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଓ ପାଠଚକ୍ର ଆଲୋଚନା !

ବୁଗୁଡ଼ା, ୦୭/୮/୨୬ :  ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ  ନୂତନ ପ୍ରିନ୍ସିପାଲ ଭଗବାନ ଶତପଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ ଓ ପାଠଚକ୍ର ଆନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସିପାଲ ଶ୍ରୀ ଶତପଥୀ ଅଧ୍ୟକ୍ଷତା କରିବା ସହ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ଉଦଘାଟନ କରିଥିଲେ। ବିଭାଗ ପକ୍ଷରୁ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ ନୂତନ ଅଧ୍ୟକ୍ଷ ଶ୍ରୀ ଶତପଥୀଙ୍କୁ ହାର୍ଦ୍ଦିକ ସ୍ୱାଗତ କରବା ସହ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ବିଭାଗର ଅଧ୍ୟାପକ ପବିତ୍ର ଖଣ୍ଡୁଆଳ ନୂତନ ପ୍ରିନ୍ସିପାଲଙ୍କୁ ସ୍ଵାଗତ କରିବା ସହ ପାଠଚକ୍ରର ବିଷୟ ବସ୍ତୁ "ଓଡ଼ିଶା ପଞ୍ଚାୟତ ରାଜ ନିର୍ବାଚନରେ ମହିଳାଙ୍କ ଅଂଶଗ୍ରହଣ: ଏକବିଂଶ ଶତାବ୍ଦୀରେ ସାମ୍ବିଧାନିକ ବ୍ୟବସ୍ଥା ଏବଂ ଆହ୍ୱାନ" ଉପସ୍ଥାପନ କରି ସମ୍ୟକ୍ ଧାରଣା ପ୍ରଦାନ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗର ଶେଷ ବର୍ଷର ଛାତ୍ରୀ ବର୍ଷା ସ୍ୱାଇଁ ଓ ଗୀତାଞ୍ଜଳୀ ପ୍ରଧାନ ପାଠଚକ୍ରର ସନ୍ଦର୍ଭ ପାଠ କରିଥିଲେ। ଏହାପରେ ପାଠଚକ୍ରର ବିଷୟ ବସ୍ତୁ ଉପରେ ମୁକ୍ତ ଆଲୋଚନା କରାଯାଇଥିଲା। ବିଭାଗର ଅନ୍ୟତମ ଅଧ୍ୟାପକ ଲୋକନାଥ ବେହେରା ବର୍ତ୍ତମାନର ପୁରୁଷ ପ୍ରାଧାନ୍ୟ ସମାଜରେ ମହିଳାମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଦିଗରେ ଉପୁଜୁଥିବା ଆହ୍ୱାନ ବିଷୟରେ ଆଲୋକପାତ କରିଥିଲେ। ଶେଷରେ ଶେଷ ବର୍ଷର ଛାତ୍ରୀ ଶ୍ରଦ୍ଧାଞ୍ଜଳି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
    user_PURNACHANDRA BARIK
    PURNACHANDRA BARIK
    Court reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    23 hrs ago
  • ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ କମିଟିର ୪ ଦଫା ପ୍ରମୁଖ ଦାବି । ​GIA ଓ ପେନ୍‌ସନ୍ ସୁବିଧା: ବ୍ଲକ୍ ଗ୍ରାଣ୍ଟ ବ୍ୟବସ୍ଥା ବିଲୋପ ପରେ ପ୍ରଚଳିତ GIA-୨୦୧୭ ନୀତିରେ ସେବା ସର୍ତ୍ତ ଓ ପେନ୍‌ସନ୍‌ର ସ୍ପଷ୍ଟ ବ୍ୟବସ୍ଥା ନଥିବାରୁ ଏହାକୁ ତୁରନ୍ତ ଲାଗୁ କରିବା, ସମସ୍ତ ଯୋଗ୍ୟ ଶିକ୍ଷାନୁଷ୍ଠାନ (ବଞ୍ଚିତ ଥିବା ୧୯୪ଟି ଉଚ୍ଚ ବିଦ୍ୟାଳୟ ସମେତ) କୁ GIA ଅଧୀନକୁ ଆଣିବା ଏବଂ ପୁରୁଣା ପେନ୍‌ସନ୍ ଯୋଜନା (OPS) ପୁନଃପ୍ରଚଳନ କରିବା। ​ଅବସର ବୟସ ବୃଦ୍ଧି: ଶିକ୍ଷକ ଓ କର୍ମଚାରୀଙ୍କ ଅବସର ବୟସକୁ ୬୨ ବର୍ଷକୁ ବୃଦ୍ଧି କରିବା। ​ପଦବୀ ପୂରଣ: ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ ପଦବୀଗୁଡ଼ିକୁ ତୁରନ୍ତ ପୂରଣ କରିବା। ​ବେତନ ଓ ଗ୍ରେଡ୍ ପେ ଅସଙ୍ଗତି ଦୂରୀକରଣ: ଗ୍ରେଡ୍ ପେ ଅସଙ୍ଗତି ଦୂର କରିବା ସହ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି କଳ୍ପିତ ବେତନ ବୃଦ୍ଧି (Incrment) ପ୍ରଦାନ କରିବା।
    1
    ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ କମିଟିର ୪ ଦଫା ପ୍ରମୁଖ ଦାବି ।
​GIA ଓ ପେନ୍‌ସନ୍ ସୁବିଧା: ବ୍ଲକ୍ ଗ୍ରାଣ୍ଟ ବ୍ୟବସ୍ଥା ବିଲୋପ ପରେ ପ୍ରଚଳିତ GIA-୨୦୧୭ ନୀତିରେ ସେବା ସର୍ତ୍ତ ଓ ପେନ୍‌ସନ୍‌ର ସ୍ପଷ୍ଟ ବ୍ୟବସ୍ଥା ନଥିବାରୁ ଏହାକୁ ତୁରନ୍ତ ଲାଗୁ କରିବା, ସମସ୍ତ ଯୋଗ୍ୟ ଶିକ୍ଷାନୁଷ୍ଠାନ (ବଞ୍ଚିତ ଥିବା ୧୯୪ଟି ଉଚ୍ଚ ବିଦ୍ୟାଳୟ ସମେତ) କୁ GIA ଅଧୀନକୁ ଆଣିବା ଏବଂ ପୁରୁଣା ପେନ୍‌ସନ୍ ଯୋଜନା (OPS) ପୁନଃପ୍ରଚଳନ କରିବା।
​ଅବସର ବୟସ ବୃଦ୍ଧି: ଶିକ୍ଷକ ଓ କର୍ମଚାରୀଙ୍କ ଅବସର ବୟସକୁ ୬୨ ବର୍ଷକୁ ବୃଦ୍ଧି କରିବା।
​ପଦବୀ ପୂରଣ: ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ ପଦବୀଗୁଡ଼ିକୁ ତୁରନ୍ତ ପୂରଣ କରିବା।
​ବେତନ ଓ ଗ୍ରେଡ୍ ପେ ଅସଙ୍ଗତି ଦୂରୀକରଣ: ଗ୍ରେଡ୍ ପେ ଅସଙ୍ଗତି ଦୂର କରିବା ସହ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି କଳ୍ପିତ ବେତନ ବୃଦ୍ଧି (Incrment) ପ୍ରଦାନ କରିବା।
    user_Jagruti khabar
    Jagruti khabar
    TV News Anchor ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    20 hrs ago
  • ଲିଫ୍ଟ ନଦେବାରୁ ଯୁବକଙ୍କ ତଣ୍ଟି କାଟିଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଏହି ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । #OdishaNews #Ganjam #Hinjilicut #GanjamNews #CrimeNews #OdishaCrime #BreakingNewsOdisha #OdiaNews #LatestOdiaNews #CrimeUpdate
    1
    ଲିଫ୍ଟ ନଦେବାରୁ ଯୁବକଙ୍କ ତଣ୍ଟି କାଟିଦେଲେ ଦୁର୍ବୃତ୍ତ ।

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଏହି ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

#OdishaNews #Ganjam #Hinjilicut #GanjamNews #CrimeNews #OdishaCrime #BreakingNewsOdisha #OdiaNews #LatestOdiaNews #CrimeUpdate
    user_Jagruti khabar
    Jagruti khabar
    TV News Anchor ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.