logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେନ୍ଦ୍ରାପଡା ଅବକାରୀ ବିଭାଗ ଦ୍ଵାରା ଚୋରା ମଦ ଜବତ ୯ କୋର୍ଟ ଚାଲାଣ । କେନ୍ଦ୍ରାପଡ଼ା ଜିଲ୍ଲ।ପାଳ ଶ୍ରୀ ରଘୁରାମ ଆୟର ନିର୍ଦ୍ଦେଶକ୍ରମେ ଅବକାରୀ ଅଧିକ୍ଷକ ଶ୍ରୀ ବିପ୍ର ଚରଣ ମଣ୍ଡଳ ପ୍ରତ୍ୟକ୍ଷ ତତ୍ୱାବଧାନରେ କେନ୍ଦ୍ରାପଡ଼ା ଜିଲ୍ଲାର ଜମ୍ବୁମେରାଇନ, କୁଦାନଗରୀ, କେନ୍ଦ୍ରାପଡ଼ା ଟାଉନ, କେନ୍ଦ୍ରାପଡ଼ା ଟାଉନ ଓ ନିକିରେଇ ଥାନା ଅଧିନିସ୍ଥ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ପ୍ରଭାକରପୁର ଗ୍ରାମର ଦୀପ୍ତି ଖିଲାର (ବୟସ-୨୬) ଙ୍କ ଠାରୁ ୩୫ ଲିଟର ଦେଶୀ ରନ୍ଧା ମଦ, ରୋହିତ ଖିଲାର (ବୟସ-୩୦) ଙ୍କ ଠାରୁ ୧୦୦୦ ଲିଟର ଗୁଡ଼ାପୋଚ, ରବି ଖିଲାର (ବୟସ-୪୨) ଙ୍କ ଠାରୁ ୯୦୦ ଲିଟର ଗୁଡପୋଚ, ମାହାଙ୍ଗା ଗ୍ରାମର ରମାକାନ୍ତ ବେହେରା (ବୟସ-୬୨) ଙ୍କ ଠାରୁ ୩୨ ଲିଟର ବିଦେଶୀ ମଦ, ବଡହାଟ ଗ୍ରାମର ମୁନା ମହାରଣା (ବୟସ-୪୦) ଙ୍କ ଠାରୁ ୨୩ ଲିଟର ବିଦେଶୀ ମଦ, ବଳଗଣ୍ଡି ଗ୍ରାମର କଳ୍ପନା ସାହୁ (ବୟସ-୪୧) ଙ୍କ ଠାରୁ ୨୦ ଲିଟର ଦେଶୀ ରନ୍ଧା ମଦ, କୋର ଗ୍ରାମର ଅଭିମନ୍ୟୁ ବେହେରା (ବୟସ-୪୯) ଙ୍କ ଠାରୁ ୨୪ ଲିଟର ବିଦେଶୀ ମଦ, ଗୁଲନଗର ଗ୍ରାମର ଅଶୋକ ମଳିକ (ବୟସ-୪୦) ଙ୍କ ଠାରୁ ୩୦ ଲିଟର ଦେଶୀ ମଦ ଓ ଜଳନ୍ଧର ଗ୍ରାମର (ବୟସ-୩୮) ଙ୍କ ଠାରୁ ୨୫ ଲିଟର ଦେଶୀ ମଦ ଜବତ କରାଯାଇ ଏମାନଙ୍କୁ ଗିରଫ କରାଯାଇ ଅଛି । ଏମାନଙ୍କ ପାକ୍ଷରୁ ସମୁଦାୟ ୨୦୮୯ ଲିଟର ବିଦେଶୀ, ଦେଶୀ, ଦେଶୀ ରନ୍ଧା ମଦ ଓ ଗୁଡ଼ପୋଚ ଜବତ କରାଯାଇ ୦୯ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଅଛି । ଏହି ଚଢ଼ାଉରେ ଅବକାରୀ ଉପ ନିରିକ୍ଷକ ଶ୍ରୀ ପ୍ରିୟଦର୍ଶୀ ମାନସ ରଞ୍ଜନ ମିଶ୍ର, ମିସ ଋତୁପ୍ରଭା ସ୍ବାଇଁ ଓ ଅନ୍ୟ କର୍ମଚାରି ସାମିଲ ଥିଲେ ।

2 hrs ago
user_Prafulla Kumar Malla
Prafulla Kumar Malla
Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
2 hrs ago
66896d6a-f5b9-48e8-8070-5a8666bc88b4

କେନ୍ଦ୍ରାପଡା ଅବକାରୀ ବିଭାଗ ଦ୍ଵାରା ଚୋରା ମଦ ଜବତ ୯ କୋର୍ଟ ଚାଲାଣ । କେନ୍ଦ୍ରାପଡ଼ା ଜିଲ୍ଲ।ପାଳ ଶ୍ରୀ ରଘୁରାମ ଆୟର ନିର୍ଦ୍ଦେଶକ୍ରମେ ଅବକାରୀ ଅଧିକ୍ଷକ ଶ୍ରୀ ବିପ୍ର ଚରଣ ମଣ୍ଡଳ ପ୍ରତ୍ୟକ୍ଷ ତତ୍ୱାବଧାନରେ କେନ୍ଦ୍ରାପଡ଼ା ଜିଲ୍ଲାର ଜମ୍ବୁମେରାଇନ, କୁଦାନଗରୀ, କେନ୍ଦ୍ରାପଡ଼ା ଟାଉନ, କେନ୍ଦ୍ରାପଡ଼ା ଟାଉନ ଓ ନିକିରେଇ ଥାନା ଅଧିନିସ୍ଥ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ପ୍ରଭାକରପୁର ଗ୍ରାମର ଦୀପ୍ତି ଖିଲାର (ବୟସ-୨୬) ଙ୍କ ଠାରୁ ୩୫ ଲିଟର ଦେଶୀ ରନ୍ଧା ମଦ, ରୋହିତ ଖିଲାର (ବୟସ-୩୦) ଙ୍କ ଠାରୁ ୧୦୦୦ ଲିଟର ଗୁଡ଼ାପୋଚ, ରବି ଖିଲାର (ବୟସ-୪୨) ଙ୍କ ଠାରୁ ୯୦୦ ଲିଟର ଗୁଡପୋଚ, ମାହାଙ୍ଗା ଗ୍ରାମର ରମାକାନ୍ତ ବେହେରା (ବୟସ-୬୨) ଙ୍କ ଠାରୁ ୩୨ ଲିଟର ବିଦେଶୀ ମଦ, ବଡହାଟ ଗ୍ରାମର ମୁନା ମହାରଣା (ବୟସ-୪୦) ଙ୍କ ଠାରୁ ୨୩ ଲିଟର ବିଦେଶୀ ମଦ, ବଳଗଣ୍ଡି ଗ୍ରାମର କଳ୍ପନା ସାହୁ (ବୟସ-୪୧) ଙ୍କ ଠାରୁ ୨୦ ଲିଟର ଦେଶୀ ରନ୍ଧା ମଦ, କୋର ଗ୍ରାମର ଅଭିମନ୍ୟୁ ବେହେରା (ବୟସ-୪୯) ଙ୍କ ଠାରୁ ୨୪ ଲିଟର ବିଦେଶୀ ମଦ, ଗୁଲନଗର ଗ୍ରାମର ଅଶୋକ ମଳିକ (ବୟସ-୪୦) ଙ୍କ ଠାରୁ ୩୦ ଲିଟର ଦେଶୀ ମଦ ଓ ଜଳନ୍ଧର ଗ୍ରାମର (ବୟସ-୩୮) ଙ୍କ ଠାରୁ ୨୫ ଲିଟର ଦେଶୀ ମଦ ଜବତ କରାଯାଇ ଏମାନଙ୍କୁ ଗିରଫ କରାଯାଇ ଅଛି । ଏମାନଙ୍କ ପାକ୍ଷରୁ ସମୁଦାୟ ୨୦୮୯ ଲିଟର ବିଦେଶୀ, ଦେଶୀ, ଦେଶୀ ରନ୍ଧା ମଦ ଓ ଗୁଡ଼ପୋଚ ଜବତ କରାଯାଇ ୦୯ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଅଛି । ଏହି ଚଢ଼ାଉରେ ଅବକାରୀ ଉପ ନିରିକ୍ଷକ ଶ୍ରୀ ପ୍ରିୟଦର୍ଶୀ ମାନସ ରଞ୍ଜନ ମିଶ୍ର, ମିସ ଋତୁପ୍ରଭା ସ୍ବାଇଁ ଓ ଅନ୍ୟ କର୍ମଚାରି ସାମିଲ ଥିଲେ ।

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Darbar Tv
    1
    Post by Darbar Tv
    user_Darbar Tv
    Darbar Tv
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ। #ପ୍ରବାଦ_ପୁରୁଷ_ଦିବସ #PrabadPrushaDibasa #17April #BijuBabu
    1
    ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ। 
#ପ୍ରବାଦ_ପୁରୁଷ_ଦିବସ
#PrabadPrushaDibasa
#17April #BijuBabu
    user_Odisha khabar
    Odisha khabar
    Bhubaneswar (M.Corp.), Khordha•
    11 hrs ago
  • ସିନେମା କଥା କହୁ କହୁ କାନ୍ଦି ପକାଇଲେ ଅଭିନେତା | ସିନେମାର ମେସେଜ୍ ସାରା ଦୁନିଆ ଜାଣିବ | ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    ସିନେମା କଥା କହୁ କହୁ କାନ୍ଦି ପକାଇଲେ ଅଭିନେତା | ସିନେମାର ମେସେଜ୍ ସାରା ଦୁନିଆ ଜାଣିବ |
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    11 hrs ago
  • ଢେଙ୍କାନାଳ ତିବ୍ର ଗ୍ରୀଷ୍ମ ପ୍ରବାହରେଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡରେ ଅହମଦିୟା ଯୁବ ସଂଗଠନ ପକ୍ଷରୁ ଜଳ ଛତ୍ର* ଢେଙ୍କାନାଳ ତିବ୍ର ଗ୍ରୀଷ୍ମ ପ୍ରବାହରେ ଯେତେବେଳେ ସମଗ୍ର ଜନଜୀବନ ଅସ୍ଥିର ହୋଇପଡ଼ିଛି ଏବଂ ପଥଚାରୀମାନେ ତୃଷ୍ଣାରେ କ୍ଳାନ୍ତ ଓ ବିକଳ ହେଉଛନ୍ତି, ସେହି ସମୟରେ ଅହମଦିୟା ମୁସଲିମ ଯୁବ ସଂଗଠନ "ମଜଲିସ ଖୁଦ୍ଦାମୁଲ ଅହମଦିୟା" ପକ୍ଷରୁ ପୂର୍ବପରି ଗୋଟିଏ ମାନବତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଢେଙ୍କାନାଳ ସହର ଉପକଣ୍ଠ ଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡ ସ୍ଥିତ ସହିଦ୍ ସ୍ମାରକୀ ପ୍ରାଙ୍ଗଣରେ ଏହି ଜଳ ଛତ୍ର ଉଦ୍ଘାଟିତ ହୋଇଥିବା ବେଳେ, ଏହା ମାଧ୍ୟମରେ ପଥଚାରୀମାନଙ୍କୁ ଶୀତଳ ଦହି ସରବତ ଓ ବିଶୁଦ୍ଧ ପାନୀୟ ଜଳ ବଣ୍ଟନ କରାଯାଉଛି। ଏହି ସେବା କାର୍ଯ୍ୟ ସ୍ଥାନୀୟ ଲୋକଙ୍କ ମନରେ ବିଶେଷ ସ୍ଥାନ ଦାବି କରିଛି। ଅହମଦିୟା ମୁସଲିମ ସମ୍ପ୍ରଦାୟ ଗୁଣ୍ଡିଚାପଡ଼ାର ସଭାପତି ସୁଲେମାନ ଅଲୀ ଖାଁଙ୍କ ନିର୍ଦ୍ଦେଶନାରେ, ମୌଲବୀ ମୁଜାଫର ଖାଁ ସାମୁହିକ ଦୂଆ (ନିରବ ପ୍ରାର୍ଥନା) କରି ଏହି ଶୁଭ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏହି ପୁଣ୍ୟ କାର୍ଯ୍ୟକୁ ସଫଳ କରିବାରେ ସଲିମ୍ ଉଦ୍ଦିନ ଖାଁ,ଅହମଦିୟା ଯୁବ ସଂଗଠନର ଅଧ୍ୟକ୍ଷ ସୋଲେମାନ ଖାଁ, ପୂର୍ବତନ ଅଧ୍ୟକ୍ଷ ମହମୁଦ ଖାଁ, ସକ୍ରିୟ ସଦସ୍ୟ ଶେଖ୍ ଜହୀର ଓ ଅନ୍ୟାନ୍ୟ ସଦସ୍ୟମାନେ ନିଷ୍ଠାର ସହିତ ସହଯୋଗ କରିଥିଲେ।
    3
    ଢେଙ୍କାନାଳ  ତିବ୍ର ଗ୍ରୀଷ୍ମ ପ୍ରବାହରେଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡରେ ଅହମଦିୟା ଯୁବ ସଂଗଠନ ପକ୍ଷରୁ ଜଳ ଛତ୍ର*
ଢେଙ୍କାନାଳ  ତିବ୍ର ଗ୍ରୀଷ୍ମ ପ୍ରବାହରେ ଯେତେବେଳେ ସମଗ୍ର ଜନଜୀବନ ଅସ୍ଥିର ହୋଇପଡ଼ିଛି ଏବଂ ପଥଚାରୀମାନେ ତୃଷ୍ଣାରେ କ୍ଳାନ୍ତ ଓ ବିକଳ ହେଉଛନ୍ତି, ସେହି ସମୟରେ ଅହମଦିୟା ମୁସଲିମ ଯୁବ ସଂଗଠନ "ମଜଲିସ ଖୁଦ୍ଦାମୁଲ ଅହମଦିୟା" ପକ୍ଷରୁ ପୂର୍ବପରି ଗୋଟିଏ ମାନବତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।
ଢେଙ୍କାନାଳ ସହର ଉପକଣ୍ଠ ଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡ ସ୍ଥିତ ସହିଦ୍ ସ୍ମାରକୀ ପ୍ରାଙ୍ଗଣରେ ଏହି ଜଳ ଛତ୍ର ଉଦ୍ଘାଟିତ ହୋଇଥିବା ବେଳେ, ଏହା ମାଧ୍ୟମରେ ପଥଚାରୀମାନଙ୍କୁ ଶୀତଳ ଦହି ସରବତ ଓ ବିଶୁଦ୍ଧ ପାନୀୟ ଜଳ ବଣ୍ଟନ କରାଯାଉଛି। ଏହି ସେବା କାର୍ଯ୍ୟ ସ୍ଥାନୀୟ ଲୋକଙ୍କ ମନରେ ବିଶେଷ ସ୍ଥାନ ଦାବି କରିଛି।
ଅହମଦିୟା ମୁସଲିମ ସମ୍ପ୍ରଦାୟ ଗୁଣ୍ଡିଚାପଡ଼ାର ସଭାପତି ସୁଲେମାନ ଅଲୀ ଖାଁଙ୍କ ନିର୍ଦ୍ଦେଶନାରେ, ମୌଲବୀ ମୁଜାଫର ଖାଁ ସାମୁହିକ ଦୂଆ (ନିରବ ପ୍ରାର୍ଥନା) କରି ଏହି ଶୁଭ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।
ଏହି ପୁଣ୍ୟ କାର୍ଯ୍ୟକୁ ସଫଳ କରିବାରେ ସଲିମ୍ ଉଦ୍ଦିନ ଖାଁ,ଅହମଦିୟା ଯୁବ ସଂଗଠନର ଅଧ୍ୟକ୍ଷ ସୋଲେମାନ ଖାଁ, ପୂର୍ବତନ ଅଧ୍ୟକ୍ଷ ମହମୁଦ ଖାଁ, ସକ୍ରିୟ ସଦସ୍ୟ ଶେଖ୍ ଜହୀର ଓ ଅନ୍ୟାନ୍ୟ ସଦସ୍ୟମାନେ ନିଷ୍ଠାର ସହିତ ସହଯୋଗ କରିଥିଲେ।
    user_Tapasdas 6372788705
    Tapasdas 6372788705
    Photographer Kankalunda•
    22 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    4 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Darbar Tv
    1
    Post by Darbar Tv
    user_Darbar Tv
    Darbar Tv
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • ଏ ସିନେମାରେ ଗୋଟେ ବହୁତ ବଡ଼ ମେସେଜ ଅଛି | ଯାହା ସମାଜକୁ ପ୍ରେରଣା ଯୋଗାଇବ | ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    ଏ ସିନେମାରେ ଗୋଟେ ବହୁତ ବଡ଼ ମେସେଜ ଅଛି | ଯାହା ସମାଜକୁ ପ୍ରେରଣା ଯୋଗାଇବ |
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.