logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବୌଦ୍ଧ ଠାରେ ରେ ରକ୍ଷାବନ୍ଧନ ଉତ୍ସବ ପାଳିତ। ବୌଦ୍ଧ:୨୨/୦୮(ବୃନ୍ଦାବନ ପାତ୍ର) ଆଜି ବୌଦ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇ ଯାଇଛି।ବୌଦ୍ଧ ଗଡର ପୌର ପରିଷଦର ପୌରପାଳିକା ଶ୍ରୀଯୁକ୍ତ ମୃତ୍ୟୁଞ୍ଜୟ ମିଶ୍ରଙ୍କ କରକମଳରେ ଜ୍ଞାନ ଦୀପ ପ୍ରଜ୍ୱଳିତ ହୋଇଥିଲା । ଅନ୍ୟତମ ସମ୍ମାନିତ ଅତିଥି ୭ ନଂ ୱାର୍ଡର କାଉନସିଲର ଶ୍ରୀମତୀ ସ୍ୱର୍ଣ୍ଣଲତା ଦଳେଇ ଉପସ୍ଥିତ ଥିଲେ । ମଞ୍ଚରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶ୍ରୀବତ୍ସ ମିଶ୍ର ଉପସ୍ଥିତ ଥିଲେ। ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ଅଶୋକ କୁମାର ପୁରୋହିତ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଶିଶୁ ଭଉଣୀମାନଙ୍କଦ୍ୱାରା ଅତିଥିମାନଙ୍କୁ ଶ୍ରଦ୍ଧାର ସହ ରାକ୍ଷୀ ବାନ୍ଧିଥିଲେ । ମୁଖ୍ୟ ଅତିଥି ତଥା ଶିଶୁମାନଙ୍କ ଦ୍ୱାରା ବୃକ୍ଷମାନଙ୍କୁ ମଧ୍ୟ ରାକ୍ଷୀ ବନ୍ଧା ଯାଇଥିଲା । ବର୍ତ୍ତମାନ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଯୋଗୁଁ ବିଶ୍ୱରେ ଯେଉଁ ହା ହା କାର ଲାଗି ରହିଛି , ସେଥି ପାଇଁ ବୃକ୍ଷ ହିଁ ଗୁରୁତ୍ୱପୂର୍ଣ୍ଣ ଅଟନ୍ତି । ତେଣୁ ଏହି ଉଦ୍ଦେଶ୍ୟ ନେଇ ବୃକ୍ଷ ମାନଙ୍କୁ ରାକ୍ଷୀ ବନ୍ଧା ଯାଇଥିଲା। ଶିଶୁ ଭାଇ ଭଉଣୀ ପରସ୍ପରକୁ ରାକ୍ଷୀ ବାନ୍ଧିବା ସହ ମିଠା ଖୁଆଇ ଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ନରେନ୍ଦ୍ର ମହାକୁଳ ଧନ୍ୟବାଦ ଜ୍ଞାପନ କରିଥିଲେ।

57 min ago
user_Brundaban Patra
Brundaban Patra
ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
57 min ago
e832c6a8-b5ae-416a-b20d-5d827d5668a5

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବୌଦ୍ଧ ଠାରେ ରେ ରକ୍ଷାବନ୍ଧନ ଉତ୍ସବ ପାଳିତ। ବୌଦ୍ଧ:୨୨/୦୮(ବୃନ୍ଦାବନ ପାତ୍ର) ଆଜି ବୌଦ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇ ଯାଇଛି।ବୌଦ୍ଧ ଗଡର ପୌର ପରିଷଦର ପୌରପାଳିକା ଶ୍ରୀଯୁକ୍ତ ମୃତ୍ୟୁଞ୍ଜୟ ମିଶ୍ରଙ୍କ କରକମଳରେ ଜ୍ଞାନ ଦୀପ ପ୍ରଜ୍ୱଳିତ ହୋଇଥିଲା । ଅନ୍ୟତମ ସମ୍ମାନିତ ଅତିଥି ୭ ନଂ ୱାର୍ଡର କାଉନସିଲର ଶ୍ରୀମତୀ ସ୍ୱର୍ଣ୍ଣଲତା ଦଳେଇ ଉପସ୍ଥିତ ଥିଲେ । ମଞ୍ଚରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶ୍ରୀବତ୍ସ ମିଶ୍ର ଉପସ୍ଥିତ ଥିଲେ। ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ଅଶୋକ କୁମାର ପୁରୋହିତ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ

f4d6a795-d1a0-4562-bab8-63e9bd35bf93

କରିଥିଲେ। ଶିଶୁ ଭଉଣୀମାନଙ୍କଦ୍ୱାରା ଅତିଥିମାନଙ୍କୁ ଶ୍ରଦ୍ଧାର ସହ ରାକ୍ଷୀ ବାନ୍ଧିଥିଲେ । ମୁଖ୍ୟ ଅତିଥି ତଥା ଶିଶୁମାନଙ୍କ ଦ୍ୱାରା ବୃକ୍ଷମାନଙ୍କୁ ମଧ୍ୟ ରାକ୍ଷୀ ବନ୍ଧା ଯାଇଥିଲା । ବର୍ତ୍ତମାନ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଯୋଗୁଁ ବିଶ୍ୱରେ ଯେଉଁ ହା ହା କାର ଲାଗି ରହିଛି , ସେଥି ପାଇଁ ବୃକ୍ଷ ହିଁ ଗୁରୁତ୍ୱପୂର୍ଣ୍ଣ ଅଟନ୍ତି । ତେଣୁ ଏହି ଉଦ୍ଦେଶ୍ୟ ନେଇ ବୃକ୍ଷ ମାନଙ୍କୁ ରାକ୍ଷୀ ବନ୍ଧା ଯାଇଥିଲା। ଶିଶୁ ଭାଇ ଭଉଣୀ ପରସ୍ପରକୁ ରାକ୍ଷୀ ବାନ୍ଧିବା ସହ ମିଠା ଖୁଆଇ ଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ନରେନ୍ଦ୍ର ମହାକୁଳ ଧନ୍ୟବାଦ ଜ୍ଞାପନ କରିଥିଲେ।

More news from ଓଡ଼ିଶା and nearby areas
  • ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ ​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    1
    ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ 
​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି
୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    user_Ranjan Kumar Dash
    Ranjan Kumar Dash
    Local News Reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    23 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    4 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    1
    ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l 
ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ  ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ  ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    1
    ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
🚩 ଜୟ ଗୁରୁ ରବିଦାସ 🚩
ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ
12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ
ଏହି କାର୍ଯ୍ୟକ୍ରମରେ 
*ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ଜଣେ ଗଂଜେଇ ମାଫିଆକୁ ଗୋଡ଼ାଇ ଗୋଡ଼ାଇ କାବୁକଲା ମନମୁଣ୍ଡା ପୋଲିସ ମନମୁଣ୍ଡା ପୋଲିସ ଗଂଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଆଜି ଅପରାହ୍ନ ସମୟରେ ମନମୁଣ୍ଡା ଶଗଡା ରାସ୍ତାର ଭୋଇ ସାହି ନିକଟରେ ଚଢ଼ାଉ କରିଥିଲା | ଏକ ଗାଡିକୁ ସନ୍ଦେହରେ ଅଟକାଇ ଥିଲା | ପୋଲିସକୁ ଦେଖି ମାଫିଆ ଗାଡି ଛାଡି ଫେରାର ମାରିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଥିବା ଦେଖିବାକୁ ମିଳିଛି | ଉକ୍ତ ଘଟଣା ଅଞ୍ଚଳର ଏକ ସିସିଟିଭିରେ ରେକର୍ଡ ହୋଇଥିବା ଦେଖିବାକୁ ମିଳିଛି |
    1
    ଜଣେ ଗଂଜେଇ ମାଫିଆକୁ ଗୋଡ଼ାଇ  ଗୋଡ଼ାଇ କାବୁକଲା ମନମୁଣ୍ଡା ପୋଲିସ 
ମନମୁଣ୍ଡା ପୋଲିସ ଗଂଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଆଜି ଅପରାହ୍ନ ସମୟରେ ମନମୁଣ୍ଡା ଶଗଡା ରାସ୍ତାର ଭୋଇ ସାହି ନିକଟରେ ଚଢ଼ାଉ କରିଥିଲା | ଏକ ଗାଡିକୁ ସନ୍ଦେହରେ ଅଟକାଇ ଥିଲା | ପୋଲିସକୁ ଦେଖି ମାଫିଆ ଗାଡି ଛାଡି ଫେରାର ମାରିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଥିବା ଦେଖିବାକୁ ମିଳିଛି | ଉକ୍ତ ଘଟଣା ଅଞ୍ଚଳର ଏକ ସିସିଟିଭିରେ ରେକର୍ଡ ହୋଇଥିବା ଦେଖିବାକୁ ମିଳିଛି |
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    19 min ago
  • ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ ​ଆଜି ପବିତ୍ର ରକ୍ଷାବନ୍ଧନ ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ରାକ୍ଷୀ ପର୍ବ ପାଳିତ ହୋଇଯାଇଛି। ପୋଲିସ କର୍ମଚାରୀ ଭାଇମାନଙ୍କ ହାତରେ ସ୍ନେହର ସୂତା (ରାକ୍ଷୀ) ବାନ୍ଧି ସେମାନଙ୍କର ଦୀର୍ଘାୟୁ ଓ ଶୁଭକାମନା କରିଥିଲେ। ଦିନରାତି ଜନସାଧାରଣଙ୍କ ସୁରକ୍ଷାରେ ନିୟୋଜିତ ଥିବା ଆମ ପୋଲିସ ଭାଇମାନେ ମଧ୍ୟ ଭଉଣୀମାନଙ୍କୁ ସଦାସର୍ବଦା ସୁରକ୍ଷା ଦେବାର ସଂକଳ୍ପ ନେଇଥିଲେ। ​ଏହି ଅବସରରେ ସମସ୍ତ ପୋଲିସ ଅଫିସର ଓ କର୍ମଚାରୀଙ୍କ ତରଫରୁ ଅଞ୍ଚଳବାସୀଙ୍କୁ ରକ୍ଷାବନ୍ଧନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ!
    1
    ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ
ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ 
​ଆଜି ପବିତ୍ର ରକ୍ଷାବନ୍ଧନ ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ରାକ୍ଷୀ ପର୍ବ ପାଳିତ ହୋଇଯାଇଛି।
ପୋଲିସ କର୍ମଚାରୀ ଭାଇମାନଙ୍କ ହାତରେ ସ୍ନେହର ସୂତା (ରାକ୍ଷୀ) ବାନ୍ଧି ସେମାନଙ୍କର ଦୀର୍ଘାୟୁ ଓ ଶୁଭକାମନା କରିଥିଲେ। ଦିନରାତି ଜନସାଧାରଣଙ୍କ ସୁରକ୍ଷାରେ ନିୟୋଜିତ ଥିବା ଆମ ପୋଲିସ ଭାଇମାନେ ମଧ୍ୟ ଭଉଣୀମାନଙ୍କୁ ସଦାସର୍ବଦା ସୁରକ୍ଷା ଦେବାର ସଂକଳ୍ପ ନେଇଥିଲେ।
​ଏହି ଅବସରରେ ସମସ୍ତ ପୋଲିସ ଅଫିସର ଓ କର୍ମଚାରୀଙ୍କ ତରଫରୁ ଅଞ୍ଚଳବାସୀଙ୍କୁ ରକ୍ଷାବନ୍ଧନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ!
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    3 hrs ago
  • କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    1
    କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    5 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.