logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅବସର କର୍ମଚାରୀଙ୍କ ଦେହାନ୍ତ, ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଗ୍ରାମ ପଞ୍ଚାୟତ ବଡଖୁଡ଼ି ଗ୍ରାମରେ। ବାଲେଶ୍ବର ଜିଲ୍ଲା ବସ୍ତା ବ୍ଳକ ମଥାନୀ ପଞ୍ଚାୟତ ବଡଖୁଡି ଗ୍ରାମର ଅବସର ପିଡ୍ଲୁ ଏସ କର୍ମଚାରୀ ଗୁଣନିଧି ମହାନ୍ତି(୭୬) ସୋମବାର ରାତ୍ରୀ ୧୨ଟା ୧୫ମିନିଟରେ ମୃତ୍ଯୁବରଣ କରିଛନ୍ତି। ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ ଡାକ୍ତରଖାନାକୁ ନେବା ପାଇଁ ବ୍ଯବସ୍ଥା କରୁଥିବା ବେଳେ ତାଙ୍କର ମୃତ୍ଯୁ ଘଟିଥିଲା। ମୃତ୍ଯୁ ସମୟରେ ସହଧର୍ମିଣୀ ଶାନ୍ତିଲତା ପୁଅ ବାପୁ ସାନଭାଇ ପାର୍ଥ ସାରଥି ଉପସ୍ଥିତ ଥିଲେ। ସେ ଜଣେ ପରୋପକାରୀ ମିଷ୍ଟଭାଷି ବିଭିନ୍ନ ସଂଗଠନ ସହିତ ଜଡିତ ଥିଲେ। ମଙ୍ଗଳବାର ସକାଳେ ତାଙ୍କ ମୃତ୍ଯୁ ଖବର ପ୍ରଚାରୀତ ହେବାପରେ ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ମହାପାତ୍ର, ସଞୟ ମହାପାତ୍ର ସାମ୍ବାଦିକ ବିଜୟ କୁମାର ଭୂୟାଁ, ସମାଜସେବୀ ବିଜୟ କୁମାର ସିଂହ, କିଶୋର ପାଳ, ଅନିଲ ମହାପାତ୍ର, ଜଗବନ୍ଧୁ ଭୂୟାଁ, ପାଗଲା ସିଂହ, ଅମର ପାଳ, ପ୍ରଦୀପ ମହାପାତ୍ର, ରାଜେନ୍ଦ୍ର ଆଇଚ ସମେତ ବହୁ ମାନ୍ଯଗନ୍ଯ ବ୍ଯକ୍ତି ବାସଭବନକୁ ଯାଇ ଶେଷ ଦର୍ଶନ କରିଥିଲେ। ପୁତ୍ର ବାପୁ, ଦିପୁ, ସପୁ, ଲିପୁ ଓ ଗ୍ରାମବାସୀ ଶସ୍ମାନକୁ ନେଇଥିଲେ ପୁତ୍ରତାପସ ମୂଖାଗ୍ନୀ ଦେଇଥିଲେ।

1 hr ago
user_Sk Ajaruddin
Sk Ajaruddin
Local News Reporter Basta, Baleshwar•
1 hr ago
01ff3b97-e445-4788-a2f6-25a38768562b

ଅବସର କର୍ମଚାରୀଙ୍କ ଦେହାନ୍ତ, ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଗ୍ରାମ ପଞ୍ଚାୟତ ବଡଖୁଡ଼ି ଗ୍ରାମରେ। ବାଲେଶ୍ବର ଜିଲ୍ଲା ବସ୍ତା ବ୍ଳକ ମଥାନୀ ପଞ୍ଚାୟତ ବଡଖୁଡି ଗ୍ରାମର ଅବସର ପିଡ୍ଲୁ ଏସ କର୍ମଚାରୀ ଗୁଣନିଧି ମହାନ୍ତି(୭୬) ସୋମବାର ରାତ୍ରୀ ୧୨ଟା ୧୫ମିନିଟରେ ମୃତ୍ଯୁବରଣ କରିଛନ୍ତି। ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ ଡାକ୍ତରଖାନାକୁ ନେବା ପାଇଁ ବ୍ଯବସ୍ଥା କରୁଥିବା ବେଳେ ତାଙ୍କର ମୃତ୍ଯୁ ଘଟିଥିଲା। ମୃତ୍ଯୁ ସମୟରେ ସହଧର୍ମିଣୀ ଶାନ୍ତିଲତା ପୁଅ ବାପୁ ସାନଭାଇ ପାର୍ଥ ସାରଥି ଉପସ୍ଥିତ ଥିଲେ। ସେ ଜଣେ ପରୋପକାରୀ ମିଷ୍ଟଭାଷି ବିଭିନ୍ନ ସଂଗଠନ ସହିତ ଜଡିତ ଥିଲେ। ମଙ୍ଗଳବାର ସକାଳେ ତାଙ୍କ ମୃତ୍ଯୁ ଖବର ପ୍ରଚାରୀତ ହେବାପରେ ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ମହାପାତ୍ର, ସଞୟ ମହାପାତ୍ର ସାମ୍ବାଦିକ ବିଜୟ କୁମାର ଭୂୟାଁ, ସମାଜସେବୀ ବିଜୟ କୁମାର ସିଂହ, କିଶୋର ପାଳ, ଅନିଲ ମହାପାତ୍ର, ଜଗବନ୍ଧୁ ଭୂୟାଁ, ପାଗଲା ସିଂହ, ଅମର ପାଳ, ପ୍ରଦୀପ ମହାପାତ୍ର, ରାଜେନ୍ଦ୍ର ଆଇଚ ସମେତ ବହୁ ମାନ୍ଯଗନ୍ଯ ବ୍ଯକ୍ତି ବାସଭବନକୁ ଯାଇ ଶେଷ ଦର୍ଶନ କରିଥିଲେ। ପୁତ୍ର ବାପୁ, ଦିପୁ, ସପୁ, ଲିପୁ ଓ ଗ୍ରାମବାସୀ ଶସ୍ମାନକୁ ନେଇଥିଲେ ପୁତ୍ରତାପସ ମୂଖାଗ୍ନୀ ଦେଇଥିଲେ।

More news from ଓଡ଼ିଶା and nearby areas
  • ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ... #jaleswarnews #mahimatv #balasore #sisterinlaw #trainaccident #breakingnews
    1
    ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ...
#jaleswarnews #mahimatv #balasore #sisterinlaw #trainaccident #breakingnews
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    8 hrs ago
  • ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକରେ କାମରେ ଆସୁନାହିଁ ଭତ୍ତା ବିଭାଗ, ବାରମ୍ବାର ଆସି ଅସୁବିଧାର ସମ୍ମୁଖିନ ହେଉଛନ୍ତି ଲୋକେ। କବାଟରେ ଝୁଲୁଛି ତାଲା। ତାଲା ଖୋଲିବା ପାଇଁ ନାହାଁନ୍ତି ଅଧିକାରୀ।
    2
    ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକରେ କାମରେ ଆସୁନାହିଁ ଭତ୍ତା ବିଭାଗ, ବାରମ୍ବାର ଆସି ଅସୁବିଧାର ସମ୍ମୁଖିନ ହେଉଛନ୍ତି ଲୋକେ। କବାଟରେ ଝୁଲୁଛି ତାଲା। ତାଲା ଖୋଲିବା ପାଇଁ ନାହାଁନ୍ତି ଅଧିକାରୀ।
    user_Sk Ajaruddin
    Sk Ajaruddin
    Local News Reporter Basta, Baleshwar•
    10 hrs ago
  • ଆଜିବି ବଞ୍ଚି ରହିଛି ଗୋପାଳ ଙ୍କ ବାଡ଼ିଖେଳ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଦେଉଳା ପଞ୍ଚାୟତ ବାସୁଦେବ ପୁର ଗ୍ରାମରେ
    1
    ଆଜିବି ବଞ୍ଚି ରହିଛି ଗୋପାଳ ଙ୍କ ବାଡ଼ିଖେଳ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଦେଉଳା ପଞ୍ଚାୟତ ବାସୁଦେବ ପୁର ଗ୍ରାମରେ
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    4 hrs ago
  • ବାଲେଶ୍ବର ରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ।
    1
    ବାଲେଶ୍ବର ରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    10 hrs ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • *ପ୍ରେସ ବିଜ୍ଞପ୍ତି* ଗର୍ଭାଶୟ କ୍ୟାନ୍ସର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ବାରିପଦା, ୧୦/୦୩/୨୦୨୬: ଗର୍ଭାଶୟ କ୍ୟାନ୍ସର ସମ୍ପର୍କରେ ସଚେତନତାର ବାର୍ତ୍ତା ସାଇକଲିଂ ଯାତ୍ରା କରି ପ୍ରଚାର କରୁଛନ୍ତି ସମୀରା ଖାନ୍ । ଏଥିପାଇଁ ଆନ୍ଧ୍ରପ୍ରଦେଶରୁ ସାଇକଲିଂ ଯାତ୍ରା ଆରମ୍ଭ କରି ବିଭିନ୍ନ ରାଜ୍ୟ ଅତିକ୍ରମ କରି ଆଜି ବାରିପଦାରେ ପହଞ୍ଚି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ସମ୍ମୁଖରେ ଏ ସମ୍ପର୍କିତ ବୈଠକରେ ଯୋଗଦାନ କରିଛନ୍ତି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୀରା ଖାନ୍ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ଏଭଳି ପ୍ରଚାର ଯାତ୍ରା ଜିଲ୍ଲାରେ ତଥା ବିଶେଷ ଭାବରେ ଗ୍ରାମାଞ୍ଚଳରେ ଗର୍ଭାଶୟ କ୍ୟାନ୍ସର ବିଷୟରେ ସଚେତନତା ବଢ଼ାଇବାରେ ସହାୟକ ହେବ ଏବଂ ମହିଳାମାନଙ୍କୁ ନିୟମିତ ସ୍କ୍ରିନିଂ ପାଇଁ ପ୍ରେରିତ କରିବ ବୋଲି ନିଜ ଅଭିଭାଷଣରେ ମତପ୍ରକାଶ କରିଛନ୍ତି । ସେହିପରି ଏଡିପିଏଚଓ (ଭିବିଡି) ଡ଼ ବିଜୟ କୁମାର ଦାସ ସଠିକ୍ ସମୟରେ ସ୍କ୍ରିନିଂ ଓ ସଚେତନତା ମାଧ୍ୟମରେ ଗର୍ଭାଶୟ କ୍ୟାନ୍ସରକୁ ପ୍ରତିରୋଧ କରିବା ସମ୍ଭବ ବୋଲି ପ୍ରକାଶ କରିଛନ୍ତି । ଏହା ସହ ବର୍ତ୍ତମାନ ୧୪ ବର୍ଷରୁ କମ୍ ସମସ୍ତ ବାଳିକାମାନଙ୍କ ପାଇଁ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ ମାଗଣାରେ ଉପଲବ୍ଧ ହେଉଥିବା ସମ୍ପର୍କରେ ସୂଚାଇଥିଲେ । ସମୀରା ଖାନଙ୍କ ଏହି ସାଇକଲିଂ ଯାତ୍ରା ମହିଳା ସ୍ୱାସ୍ଥ୍ୟ ସୁରକ୍ଷା ଓ ଗର୍ଭାଶୟ କ୍ୟାନ୍ସର ବିରୋଧରେ ସଚେତନତା ବୃଦ୍ଧି ପାଇଁ ଏକ ପ୍ରେରଣାଦାୟୀ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଛନ୍ତି । ଏହି ଅବସରରେ ଏଡିପିଏଚଓ (ଏଫ୍‌ଡବ୍ଲ୍ୟୁ) ଡ଼ ସୁନାନ୍ଦା ମିଶ୍ର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା , ଓ ଜିଲ୍ଲା କ୍ରୀଡା ଅଧିକାରୀ ଡ଼ ଶୁଭାଶିଷ ନାୟକ ସହିତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜ
    1
    *ପ୍ରେସ ବିଜ୍ଞପ୍ତି*
ଗର୍ଭାଶୟ କ୍ୟାନ୍ସର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ 
ବାରିପଦା, ୧୦/୦୩/୨୦୨୬: 
ଗର୍ଭାଶୟ କ୍ୟାନ୍ସର ସମ୍ପର୍କରେ ସଚେତନତାର ବାର୍ତ୍ତା ସାଇକଲିଂ ଯାତ୍ରା କରି ପ୍ରଚାର କରୁଛନ୍ତି ସମୀରା ଖାନ୍ । ଏଥିପାଇଁ ଆନ୍ଧ୍ରପ୍ରଦେଶରୁ ସାଇକଲିଂ ଯାତ୍ରା ଆରମ୍ଭ କରି ବିଭିନ୍ନ ରାଜ୍ୟ ଅତିକ୍ରମ କରି ଆଜି ବାରିପଦାରେ ପହଞ୍ଚି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ସମ୍ମୁଖରେ ଏ ସମ୍ପର୍କିତ ବୈଠକରେ ଯୋଗଦାନ କରିଛନ୍ତି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୀରା ଖାନ୍ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ଏଭଳି ପ୍ରଚାର ଯାତ୍ରା ଜିଲ୍ଲାରେ ତଥା ବିଶେଷ ଭାବରେ ଗ୍ରାମାଞ୍ଚଳରେ ଗର୍ଭାଶୟ କ୍ୟାନ୍ସର ବିଷୟରେ ସଚେତନତା ବଢ଼ାଇବାରେ ସହାୟକ ହେବ ଏବଂ ମହିଳାମାନଙ୍କୁ ନିୟମିତ ସ୍କ୍ରିନିଂ ପାଇଁ ପ୍ରେରିତ କରିବ ବୋଲି ନିଜ ଅଭିଭାଷଣରେ ମତପ୍ରକାଶ କରିଛନ୍ତି । ସେହିପରି ଏଡିପିଏଚଓ (ଭିବିଡି) ଡ଼ ବିଜୟ କୁମାର ଦାସ ସଠିକ୍ ସମୟରେ ସ୍କ୍ରିନିଂ ଓ ସଚେତନତା ମାଧ୍ୟମରେ ଗର୍ଭାଶୟ କ୍ୟାନ୍ସରକୁ ପ୍ରତିରୋଧ କରିବା ସମ୍ଭବ ବୋଲି ପ୍ରକାଶ କରିଛନ୍ତି । ଏହା ସହ ବର୍ତ୍ତମାନ ୧୪ ବର୍ଷରୁ କମ୍ ସମସ୍ତ ବାଳିକାମାନଙ୍କ ପାଇଁ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ ମାଗଣାରେ ଉପଲବ୍ଧ ହେଉଥିବା ସମ୍ପର୍କରେ ସୂଚାଇଥିଲେ । ସମୀରା ଖାନଙ୍କ ଏହି ସାଇକଲିଂ ଯାତ୍ରା ମହିଳା ସ୍ୱାସ୍ଥ୍ୟ ସୁରକ୍ଷା ଓ ଗର୍ଭାଶୟ କ୍ୟାନ୍ସର ବିରୋଧରେ ସଚେତନତା ବୃଦ୍ଧି ପାଇଁ ଏକ ପ୍ରେରଣାଦାୟୀ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଛନ୍ତି ।
ଏହି ଅବସରରେ ଏଡିପିଏଚଓ (ଏଫ୍‌ଡବ୍ଲ୍ୟୁ) ଡ଼ ସୁନାନ୍ଦା ମିଶ୍ର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା , ଓ ଜିଲ୍ଲା କ୍ରୀଡା ଅଧିକାରୀ ଡ଼ ଶୁଭାଶିଷ ନାୟକ ସହିତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜ
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • କଥା କୁହା ସରକାର ଚାଷୀ ଙ୍କୁ କେବଳ ଦେଉଛନ୍ତି ଧୋକା ଭାଷଣ ଦେଇ ଗପ ମାରୀ ଚାଲିଚି ସରକାର ବୋଲି କହିଲେ ସାଧାରଣ ଜନତା
    1
    କଥା କୁହା ସରକାର ଚାଷୀ ଙ୍କୁ କେବଳ ଦେଉଛନ୍ତି ଧୋକା ଭାଷଣ ଦେଇ ଗପ ମାରୀ ଚାଲିଚି ସରକାର ବୋଲି କହିଲେ ସାଧାରଣ ଜନତା
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • #ବାଇକ_କୁ_ପିଟିଲା_ବାଇକ୍_ଜଣେ_ଗୁରୁତର_ଆହତ । 🟥ହଠାତ୍ ଟର୍ନ ନେବାରୁ ଘଟିଲା ଦୁର୍ଘଟଣା । 🟥ଗୁରୁତର ଆହତ ବସ୍ତା ହସ୍ପିଟାଲ ରେ ଭର୍ତ୍ତି । 🟥ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଦୁଇ ବାଇକ ଜବତ କରିଛି । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୧୬ନଂ ଜାତୀୟ ରାଜପଥ ଜୁଣବଳଦା ନିକଟରେ ଘଟିଛି ଏହି ଦୁର୍ଘଟଣା । #accident #news #road #nhi #BASTA #balasore
    1
    #ବାଇକ_କୁ_ପିଟିଲା_ବାଇକ୍_ଜଣେ_ଗୁରୁତର_ଆହତ । 
🟥ହଠାତ୍ ଟର୍ନ ନେବାରୁ ଘଟିଲା ଦୁର୍ଘଟଣା । 
🟥ଗୁରୁତର ଆହତ ବସ୍ତା ହସ୍ପିଟାଲ ରେ ଭର୍ତ୍ତି । 
🟥ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଦୁଇ ବାଇକ ଜବତ କରିଛି । 
ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୧୬ନଂ ଜାତୀୟ ରାଜପଥ ଜୁଣବଳଦା ନିକଟରେ ଘଟିଛି ଏହି ଦୁର୍ଘଟଣା । 
#accident #news #road #nhi #BASTA #balasore
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.