Shuru
Apke Nagar Ki App…
ଜିଲ୍ଲା ପୋଲିସ ପଡ଼ିଆରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂ ଜିଲ୍ଲା ପୋଲିସ ପଡ଼ିଆରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂ
Koraput News
ଜିଲ୍ଲା ପୋଲିସ ପଡ଼ିଆରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂ ଜିଲ୍ଲା ପୋଲିସ ପଡ଼ିଆରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂ
More news from ଓଡ଼ିଶା and nearby areas
- ଜିଲ୍ଲା ପୋଲିସ ପଡ଼ିଆରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂ1
- ଜୟପୁର: ଗ୍ରୀଷ୍ମ ଋତୁର ତୀବ୍ର ତାପଦାହକୁ ଆଖି ଆଗରେ ରଖି ସାଧାରଣ ଲୋକଙ୍କ ସୁବିଧା ପାଇଁ କୋରାପୁଟ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି।1
- Post by HABIL DONGRI1
- କୋଟପାଡ଼ କଟପ୍ପା #kotpad #katapaa #kotpadkatapaa #viral #viralfbreels #katapaviralvideo1
- ମୌଳିକ ସମସ୍ୟାରୁ ବଞ୍ଚିତ ଶତାଧିକ ପରିବାର, ଡ଼ଙ୍ଗାସିଲ, କାଶୀପୁର !1
- ଜଲ୍ଲାଦ ସ୍ଵାମୀର ଉନ୍ମତ୍ତ କାଣ୍ଡ ଟଙ୍କା ନ ଦେବାରୁ ସ୍ତ୍ରୀକୁ ମାରି ପୋତିଦେଲା ନିଜ ଚାଷ ଜମିରେ । ହତ୍ୟା ପରେ ଭାବୁକ ହୋଇ ନିଜେ କୀଟନାଶକ ପିଇ ଜଲ୍ଲାଦ ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ । Anchor_କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଲ୍ଲାଦ ସ୍ୱାମୀ ସ୍ତ୍ରୀଙ୍କୁ ଟଙ୍କା ମାଗିଵାରୁ ଟଙ୍କା ନ ଦେବା ଫଳରେ ନିଜ ଚାଷ ଜମିରେ ସ୍ତ୍ରୀକୁ ହତ୍ୟା ହତ୍ୟା କରି ନିଜ ଚାଷଜମିରେ ପୋଟିଦେବା ପରେ ସ୍ୱାମୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଭଳି ଘଟଣା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ସନ୍ୟାସୀ କୁଣ୍ଡାମାଲ ଗ୍ରାମର ପ୍ରମୋଦ ଚନ୍ଦନ ଓ ସ୍ତ୍ରୀ କସ୍ତୁରୀ ଚନ୍ଦନ ଘାସ ସଫା କରିବାକୁ ନିଜ ଚାଷଜମିକୁ ଯାଇଥିଲେ । ସ୍ତ୍ରୀଙ୍କୁ ଟଙ୍କା ମାଗିବାରୁ ମନା କରିଦେବାରୁ ରାଗରେ ଫାଉଡାରେ ମାରି ନିଜ ସ୍ତ୍ରୀ କୁ ହତ୍ୟାକଲା ସ୍ୱାମୀ । ହତ୍ୟା ପରେ ନିଜ ଚାଷ ଜମିରେ ପୋତିଦେଇ ଘରକୁ ଯାଇଥିଲା । ଘରକୁ ଯାଇ ପରେ ସେ ଭାବୁକ ହୋଇ ବିଷ ପିଇଦେଇଥିଲେ । ଗୁରୁତ୍ତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା ଓ ପରେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଚିକିସ୍ୟା ହେଉଛନ୍ତି । ପ୍ରଥମେ ହତ୍ୟାକାରୀ ସ୍ୱାମୀ ଶବ କୁ କେନାଲ ରେ ଫିଙ୍ଗି ଦେଇଥିବା କହୁଥିବା ବେଳେ ପରବର୍ତ୍ତି ସମୟରେ ଜମିରେ ପୋତି ଦେଇଥିବା ନେଇ ଗ୍ରାମବାସୀ ଦେଖିବାକୁ ପାଇଥିଲେ ଓ ଶବକୁ ଉଦ୍ଧାର କରିଥିଲେ । ମାଁକୁ ହତ୍ୟା କରିଥିବା ନେଇ ପୁଅ ର ଅଭିଯୋଗ ପରେ ଜୁନାଗଡ଼ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।2
- ଆଜି ମାଲକାନଗିରି ରାଜଶ୍ରୀ ହୋଟଲ ଠାରେ ସେଞ୍ଚୁରୀୟାନ ୟୁନିଭର୍ସିଟି ତରଫ ରୁ ଏକ ବୁଦ୍ଧିଜୀବୀ ସମ୍ମିଲନୀ ଆୟୋଜିତ ହୋଇଯାଇଛି । ଏହି ଅବସରରେ ୟୁନିଭର୍ସିଟି ପକ୍ଷରୁ ବିଭିନ୍ନ ସ୍କିଲ ପାଠ୍ୟକ୍ରମ ଉପରେ ଆଲୋଚନା ହେବା ସହ ବିଭିନ୍ନ ସଂସ୍ଥାରେ ଚାକିରି କୁ ନେଇ ଆଲୋଚନା ହୋଇଥିଲା ।2
- କୋରାପୁଟ ପୋଲିସ ପ୍ରଶାସନ ସବୁବେଳେ ଜନସାଧାରଣଙ୍କ ସୁରକ୍ଷା ପାଇଁ ସଜାଗ ଓ ପ୍ରତିବଦ୍ଧ ଅଛି ବୋଲି ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନ୍ଵର ବିଶାଳ ସିଂହ।1