ଲୋକଙ୍କ ମୁହଁରେ ହସ ଫୁଟାଇଲା ଟିଟିଲାଗଡ଼ ପୋଲିସ. ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ଉଦ୍ଧାର.. ମୋବାଇଲ ମାଲିକ ମନରେ ହସ ଫୁଟାଇଲେ ଟିଟିଲାଗଡ଼ ପୋଲିସ.. ଟିଟିଲାଗଡ଼.. ଗତ ଏକ ବର୍ଷ ତଥା ଉର୍ଦ୍ଧ ସମୟ ଧରି ନିଜ ଝାଳ ବୁହା ଟଙ୍କା ରେ ମୋବାଇଲ କିଣିଥିବା ବେଳେ ଉକ୍ତ ମୋବାଇଲ ଗୁଡିକ ଚୋରି ହୋଇଯାଇଥିବା ବେଳେ କେତେକ ମୋବାଇଲ ହଜି ଯାଇଥିବା ନେଇ ଟିଟିଲାଗଡ଼ ଥାନା ରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପାଇବା ପରେ ବଲାଙ୍ଗୀର ଏସ ପି ଅଭିଳାଷ ଜି ଙ୍କ ନିର୍ଦେଶ ରେ ତଥା ଟିଟିଲାଗଡ଼ ଏସ ଡ଼ି ପି ଓ ଯଶୋବନ୍ତ ପ୍ରଧାନ ଙ୍କ ନେତୃତ୍ୱ ରେ ଟିଟିଲାଗଡ଼ ଥାନାଅଧିକାରୀ ମନୋଜ କୁମାର ମୁଣ୍ଡା ଏକ ସ୍ୱତନ୍ତ୍ର ଟିମ କରି ଏହାର ତଦନ୍ତ ଆରମ୍ଭ କରିଥିଲେ l ତଦନ୍ତକାରୀ ଟିମ ଟିଟିଲାଗଡ଼ ଥାନାରେ ହୋଇଥିବା ବିଭିନ୍ନ ମୋବାଇଲ କେଶ ଗୁଡିକୁ ତଦାରଖ କରି ତଦନ୍ତ କରିବା ସହିତ ଆଜି ୧୬ ଗୋଟି ମୋବାଇଲ କୁ ଉଦ୍ଧାର କରି ମୋବାଇଲ ମାଲିକ ମାନଙ୍କୁ ହସ୍ତାନ୍ତର କରିବାରେ ସଫଳ ହୋଇଛି l ନିଜ ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ପୁଣି ଫେରିପାଇବାର ଆଶା ଛାଡି ଦେଇଥିବା ଲୋକେ ନିଜ ନିଜ ମୋବାଇଲ ପାଇ ଟିଟିଲାଗଡ଼ ପୋଲିସ କୁ ଧନ୍ୟବାଦ ଦେବା ସହ ଥାନାଅଧିକାରୀ ଏବଂ ତଦନ୍ତ କାରି ଟିମ କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ମୋବାଇଲ ଫେରିପାଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରେ ଗୁଳାପ ଛତର, ତେନ୍ତୁଳୀଖୁଣ୍ଟି, ବିବେକ ଘିଭେଲା ଗୂଂଚିତରା, ମଳୟ କୁମାର ବିଶି, ଲୁଥୁରବନ୍ଧ, ସୁଜିତ ସାହୁ, ଗୁଲମୀ, ଚନ୍ଦ୍ରଶିକା, ଭାଟି ପଡା, ପିତାମ୍ବର ବଗର୍ତି, ଶିରୋଲ,ସୁବ୍ରତ ପଣ୍ଡା, ରଘୁନାଥ ପଡା, କାଞ୍ଚନ ମହାରଣା, ହାଟପଦା ପଡା, ସୁଜିତ ସାହୁ, ତେଜରାଜ କୁମ୍ଭାର, ଦୀନବନ୍ଧୁ ସାହୁ, ବୈକୁଣ୍ଠ ବଗର୍ତି,ମିହିର ଚରଣ ଆଡ଼ଜୁଆର୍ଡ, ଙ୍କ ମୋବାଇଲ ଉଦ୍ଧାର କରି ହସ୍ତାନ୍ତର କରିଛି ଟିଟିଲାଗଡ଼ ପୋଲିସ l ଇନ୍ସପେକ୍ଟର ମନୋଜ କୁମାର ମୁଣ୍ଡା,ଏସ ଆଇ ତାରାବତୀ କିଷାନ ପ୍ରମୁଖ ରହିଛନ୍ତି l ଏହା ପୂର୍ବରୁ ମଧ୍ୟ ଟିଟିଲାଗଡ଼ ପୋଲିସ ଅନେକ ମୋବାଇଲ ଉଦ୍ଧାର କରି ମାଲିକ ମାନଙ୍କୁ ହସ୍ତାନ୍ତର କରି ପ୍ରଶଂସା ର ପାତ୍ର ହୋଇପାରିଛି l
ଲୋକଙ୍କ ମୁହଁରେ ହସ ଫୁଟାଇଲା ଟିଟିଲାଗଡ଼ ପୋଲିସ. ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ଉଦ୍ଧାର.. ମୋବାଇଲ ମାଲିକ ମନରେ ହସ ଫୁଟାଇଲେ ଟିଟିଲାଗଡ଼ ପୋଲିସ.. ଟିଟିଲାଗଡ଼.. ଗତ ଏକ ବର୍ଷ ତଥା ଉର୍ଦ୍ଧ ସମୟ ଧରି ନିଜ ଝାଳ ବୁହା ଟଙ୍କା ରେ ମୋବାଇଲ କିଣିଥିବା ବେଳେ ଉକ୍ତ ମୋବାଇଲ ଗୁଡିକ ଚୋରି ହୋଇଯାଇଥିବା ବେଳେ କେତେକ ମୋବାଇଲ ହଜି ଯାଇଥିବା ନେଇ ଟିଟିଲାଗଡ଼
ଥାନା ରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପାଇବା ପରେ ବଲାଙ୍ଗୀର ଏସ ପି ଅଭିଳାଷ ଜି ଙ୍କ ନିର୍ଦେଶ ରେ ତଥା ଟିଟିଲାଗଡ଼ ଏସ ଡ଼ି ପି ଓ ଯଶୋବନ୍ତ ପ୍ରଧାନ ଙ୍କ ନେତୃତ୍ୱ ରେ ଟିଟିଲାଗଡ଼ ଥାନାଅଧିକାରୀ ମନୋଜ କୁମାର ମୁଣ୍ଡା ଏକ ସ୍ୱତନ୍ତ୍ର ଟିମ କରି ଏହାର ତଦନ୍ତ ଆରମ୍ଭ କରିଥିଲେ l ତଦନ୍ତକାରୀ ଟିମ ଟିଟିଲାଗଡ଼ ଥାନାରେ ହୋଇଥିବା
ବିଭିନ୍ନ ମୋବାଇଲ କେଶ ଗୁଡିକୁ ତଦାରଖ କରି ତଦନ୍ତ କରିବା ସହିତ ଆଜି ୧୬ ଗୋଟି ମୋବାଇଲ କୁ ଉଦ୍ଧାର କରି ମୋବାଇଲ ମାଲିକ ମାନଙ୍କୁ ହସ୍ତାନ୍ତର କରିବାରେ ସଫଳ ହୋଇଛି l ନିଜ ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ପୁଣି ଫେରିପାଇବାର ଆଶା ଛାଡି ଦେଇଥିବା ଲୋକେ ନିଜ ନିଜ ମୋବାଇଲ ପାଇ ଟିଟିଲାଗଡ଼ ପୋଲିସ କୁ ଧନ୍ୟବାଦ ଦେବା
ସହ ଥାନାଅଧିକାରୀ ଏବଂ ତଦନ୍ତ କାରି ଟିମ କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ମୋବାଇଲ ଫେରିପାଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରେ ଗୁଳାପ ଛତର, ତେନ୍ତୁଳୀଖୁଣ୍ଟି, ବିବେକ ଘିଭେଲା ଗୂଂଚିତରା, ମଳୟ କୁମାର ବିଶି, ଲୁଥୁରବନ୍ଧ, ସୁଜିତ ସାହୁ, ଗୁଲମୀ, ଚନ୍ଦ୍ରଶିକା, ଭାଟି ପଡା, ପିତାମ୍ବର ବଗର୍ତି, ଶିରୋଲ,ସୁବ୍ରତ ପଣ୍ଡା, ରଘୁନାଥ ପଡା, କାଞ୍ଚନ ମହାରଣା, ହାଟପଦା ପଡା, ସୁଜିତ ସାହୁ, ତେଜରାଜ କୁମ୍ଭାର,
ଦୀନବନ୍ଧୁ ସାହୁ, ବୈକୁଣ୍ଠ ବଗର୍ତି,ମିହିର ଚରଣ ଆଡ଼ଜୁଆର୍ଡ, ଙ୍କ ମୋବାଇଲ ଉଦ୍ଧାର କରି ହସ୍ତାନ୍ତର କରିଛି ଟିଟିଲାଗଡ଼ ପୋଲିସ l ଇନ୍ସପେକ୍ଟର ମନୋଜ କୁମାର ମୁଣ୍ଡା,ଏସ ଆଇ ତାରାବତୀ କିଷାନ ପ୍ରମୁଖ ରହିଛନ୍ତି l ଏହା ପୂର୍ବରୁ ମଧ୍ୟ ଟିଟିଲାଗଡ଼ ପୋଲିସ ଅନେକ ମୋବାଇଲ ଉଦ୍ଧାର କରି ମାଲିକ ମାନଙ୍କୁ ହସ୍ତାନ୍ତର କରି ପ୍ରଶଂସା ର ପାତ୍ର ହୋଇପାରିଛି l
- ମୋବାଇଲ ମାଲିକ ମନରେ ହସ ଫୁଟାଇଲେ ଟିଟିଲାଗଡ଼ ପୋଲିସ.. ଟିଟିଲାଗଡ଼.. ଗତ ଏକ ବର୍ଷ ତଥା ଉର୍ଦ୍ଧ ସମୟ ଧରି ନିଜ ଝାଳ ବୁହା ଟଙ୍କା ରେ ମୋବାଇଲ କିଣିଥିବା ବେଳେ ଉକ୍ତ ମୋବାଇଲ ଗୁଡିକ ଚୋରି ହୋଇଯାଇଥିବା ବେଳେ କେତେକ ମୋବାଇଲ ହଜି ଯାଇଥିବା ନେଇ ଟିଟିଲାଗଡ଼ ଥାନା ରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପାଇବା ପରେ ବଲାଙ୍ଗୀର ଏସ ପି ଅଭିଳାଷ ଜି ଙ୍କ ନିର୍ଦେଶ ରେ ତଥା ଟିଟିଲାଗଡ଼ ଏସ ଡ଼ି ପି ଓ ଯଶୋବନ୍ତ ପ୍ରଧାନ ଙ୍କ ନେତୃତ୍ୱ ରେ ଟିଟିଲାଗଡ଼ ଥାନାଅଧିକାରୀ ମନୋଜ କୁମାର ମୁଣ୍ଡା ଏକ ସ୍ୱତନ୍ତ୍ର ଟିମ କରି ଏହାର ତଦନ୍ତ ଆରମ୍ଭ କରିଥିଲେ l ତଦନ୍ତକାରୀ ଟିମ ଟିଟିଲାଗଡ଼ ଥାନାରେ ହୋଇଥିବା ବିଭିନ୍ନ ମୋବାଇଲ କେଶ ଗୁଡିକୁ ତଦାରଖ କରି ତଦନ୍ତ କରିବା ସହିତ ଆଜି ୧୬ ଗୋଟି ମୋବାଇଲ କୁ ଉଦ୍ଧାର କରି ମୋବାଇଲ ମାଲିକ ମାନଙ୍କୁ ହସ୍ତାନ୍ତର କରିବାରେ ସଫଳ ହୋଇଛି l ନିଜ ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ପୁଣି ଫେରିପାଇବାର ଆଶା ଛାଡି ଦେଇଥିବା ଲୋକେ ନିଜ ନିଜ ମୋବାଇଲ ପାଇ ଟିଟିଲାଗଡ଼ ପୋଲିସ କୁ ଧନ୍ୟବାଦ ଦେବା ସହ ଥାନାଅଧିକାରୀ ଏବଂ ତଦନ୍ତ କାରି ଟିମ କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ମୋବାଇଲ ଫେରିପାଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରେ ଗୁଳାପ ଛତର, ତେନ୍ତୁଳୀଖୁଣ୍ଟି, ବିବେକ ଘିଭେଲା ଗୂଂଚିତରା, ମଳୟ କୁମାର ବିଶି, ଲୁଥୁରବନ୍ଧ, ସୁଜିତ ସାହୁ, ଗୁଲମୀ, ଚନ୍ଦ୍ରଶିକା, ଭାଟି ପଡା, ପିତାମ୍ବର ବଗର୍ତି, ଶିରୋଲ,ସୁବ୍ରତ ପଣ୍ଡା, ରଘୁନାଥ ପଡା, କାଞ୍ଚନ ମହାରଣା, ହାଟପଦା ପଡା, ସୁଜିତ ସାହୁ, ତେଜରାଜ କୁମ୍ଭାର, ଦୀନବନ୍ଧୁ ସାହୁ, ବୈକୁଣ୍ଠ ବଗର୍ତି,ମିହିର ଚରଣ ଆଡ଼ଜୁଆର୍ଡ, ଙ୍କ ମୋବାଇଲ ଉଦ୍ଧାର କରି ହସ୍ତାନ୍ତର କରିଛି ଟିଟିଲାଗଡ଼ ପୋଲିସ l ଇନ୍ସପେକ୍ଟର ମନୋଜ କୁମାର ମୁଣ୍ଡା,ଏସ ଆଇ ତାରାବତୀ କିଷାନ ପ୍ରମୁଖ ରହିଛନ୍ତି l ଏହା ପୂର୍ବରୁ ମଧ୍ୟ ଟିଟିଲାଗଡ଼ ପୋଲିସ ଅନେକ ମୋବାଇଲ ଉଦ୍ଧାର କରି ମାଲିକ ମାନଙ୍କୁ ହସ୍ତାନ୍ତର କରି ପ୍ରଶଂସା ର ପାତ୍ର ହୋଇପାରିଛି l5
- Post by Padmanabha Naik1
- 🇹🇯🇹🇯🇹🇯🇹🇯🇹🇯🇹🇯🇹🇯🇹🇯🇹🇯🇹🇯1
- Post by TV5ODIA 95566059931
- ଡିସେମ୍ବର ମାସ ସୁଦ୍ଧା କାର୍ଯ୍ୟକାରୀ ହେବ ମେଗା ପ୍ରକଳ୍ପ ୨୦୨୭ ପୂର୍ବରୁ ଲୋକ ପାନୀୟ ଜଳ ସମସ୍ୟା ଭୋଗିଲେ ମୁଁ କଣ କରିବି,ଜିଲ୍ଲା ମୁଖ୍ୟ ଜଳ ଯୋଗାଣ ଅଧିକାରୀ ବଲାଙ୍ଗୀରଟିଟିଲାଗଡ, ତା୨୦-୦୪: ତତଲାକଡେଇ ରେ ଟିଟିଲାଗଡ ସବ ଡିଭିଜନ ଅଞ୍ଚଳ ର ଲୋକେ ଡହଳ ବିକଳ ହୋଇ ଆସୁଥିବା ବେଳେ ନିୟମିତ ଅଂଶୁଘାତ ରୋଗୀଙ୍କ ସୁଅ ଛୁଟୁଛି । ପ୍ରକାଶ ଯେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ ରେ ଅଂଶୁଘାତ କକ୍ଷ ବ୍ୟବସ୍ଥା ରହିଛି। ପ୍ରକାଶ ଯେ, ବିଗତ ଦିନରେ ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ରବି ନାରାୟଣ ନାଏକ ଏକ ଗସ୍ତ ରେ ଆସି ଥିବା ଓ ପାନୀୟ ଜଳ ଯୋଗାଣ ସମସ୍ୟା ତଥା ବୃକ୍ଷ ରୋପଣ ନେଇ କେବଳ ଭାଷଣ ଦେଇ ଚାଲି ଯାଇଥିଲେ । ବିଭାଗୀୟ ଅଧିକାରୀ ଡିସେମ୍ବର ମାସ ପୂର୍ବରୁ କୋଟି, କୋଟି ଟଙ୍କା ର ମେଗା ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ପାରିବନି ବୋଲି ପ୍ରକାଶ କରିଥିବା ବେଳେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଇଛି । ଜିଲ୍ଲା ଜଳ ଯୋଗାଣ ମୁଖ୍ୟ ଅଧିକାରୀ ଡିସେମ୍ବର ମାସ ସୁଦ୍ଧା ପାନୀୟ ଜଳ ଯୋଗାଣ ହୋଇ ପାରିବନି ବୋଲି ସ୍ପଷ୍ଟୀକରଣ କରି ସେ ବର୍ଷେ ହେବ ଯୋଗ ଦେଇଛି ପୂର୍ବ ଅଧିକାରୀ ଙ୍କ ତାହା କାମ ବୋଲି କହି ମୁଁ କଣ କରିବି ବୋଲି ପ୍ରକାଶ କରିଛନ୍ତି । ଟିଟିଲାଗଡ ଉପ ଜିଲ୍ଲାପାଳ ଅଂଶୁଘାତ ର ମୁକାବିଲା କରାଯିବ ଓ ପ୍ରତିଟି ଗ୍ରାମ ରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରାଯିବ ବୋଲି ପ୍ରକାଶ କରିଛନ୍ତି । ଏଠି ପ୍ରଶ୍ନ ଉଠୁଚି ଯେ,ସମୟ ସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ନ କଲେ ବିଭାଗୀୟ ଅଧିକାରୀ ଙ୍କ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିୟମ ରହିଛି । ଏହା ସମ୍ପୂର୍ଣ୍ଣ ସରକାରୀ ଅଧିକାରୀ ଙ୍କ ଦାୟିତ୍ୱ ହୀନତା ବୋଲି ଗୁରୁତର ଅଭିଯୋଗ ହୋଇଛି। ଏବେ ଅଂଶୁଘାତ ଜନିତ ମୃତ୍ୟୁ ନ ହେବା ,ଲୋକ ଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ନିଜେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହୋଇଛି।4
- ଦାଦନ ଗଡ଼ରେ ମନରେଗାର ହରିଲୁଟ ତୁରକେଲା ବଡ଼ଡକଲା ଗୁର୍ଲଗୁଡା..... ରୁ ଏହି ରିପୋଟ2
- Post by RAGHUNANDAN SINGH1
- ଦାଦନ ଗଡ଼ରେ ମନରେଗାର ଆତ୍ମସାତ ବଡ଼ଡ଼କଲା... ଗୁର୍ଲଗୁଡା ରୁ ଦେଖିବା ରିପୋଟ.....1