logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଯାଜପୁର ଜିଲ୍ଲା ବିଜେଡି ପକ୍ଷରୁ କଲେକ୍ଟର ଅଫିସ ସାମ୍ନାରେ ବିକ୍ଷୋଭ :ବରୀ ବିଧାୟକଙ୍କ କଡା ପ୍ରତିବାଦ ଚାଷୀ ମାରଣା ନୀତି ଏବଂ ବ୍ୟାପକ ଲଘୁ ଖଣିଜ ସମ୍ପଦ ଲୁଟ ପ୍ରତିବାଦ ରେ ବିକ୍ଷୋଭ ଏବଂ ପ୍ରତିବାଦ, ଯାଜପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ କରାଯାଇଛି ।

1 hr ago
user_ସୁଧାଂଶୁ ଶେଖର ନାୟକ
ସୁଧାଂଶୁ ଶେଖର ନାୟକ
Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
1 hr ago

ଯାଜପୁର ଜିଲ୍ଲା ବିଜେଡି ପକ୍ଷରୁ କଲେକ୍ଟର ଅଫିସ ସାମ୍ନାରେ ବିକ୍ଷୋଭ :ବରୀ ବିଧାୟକଙ୍କ କଡା ପ୍ରତିବାଦ ଚାଷୀ ମାରଣା ନୀତି ଏବଂ ବ୍ୟାପକ ଲଘୁ ଖଣିଜ ସମ୍ପଦ ଲୁଟ ପ୍ରତିବାଦ ରେ ବିକ୍ଷୋଭ ଏବଂ ପ୍ରତିବାଦ, ଯାଜପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ କରାଯାଇଛି ।

More news from ଓଡ଼ିଶା and nearby areas
  • ଚାଷୀ ମାରଣା ନୀତି ଏବଂ ବ୍ୟାପକ ଲଘୁ ଖଣିଜ ସମ୍ପଦ ଲୁଟ ପ୍ରତିବାଦ ରେ ବିକ୍ଷୋଭ ଏବଂ ପ୍ରତିବାଦ, ଯାଜପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ କରାଯାଇଛି ।
    1
    ଚାଷୀ ମାରଣା ନୀତି ଏବଂ ବ୍ୟାପକ ଲଘୁ ଖଣିଜ ସମ୍ପଦ ଲୁଟ ପ୍ରତିବାଦ ରେ ବିକ୍ଷୋଭ ଏବଂ ପ୍ରତିବାଦ, ଯାଜପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ କରାଯାଇଛି ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    1 hr ago
  • ରାଜ୍ୟ ସରକାରଙ୍କ ବିରୋଧରେ ଯାଜପୁର ବିଜୁ ଜନତା ଦଳର ରଣହୁଙ୍କାର।ବିଜେପି ସରକାରରେ ଲଘୁ ଖଣିଜର ବ୍ୟାପକ ଚୋରି, ଚାଷୀ ମାରଣ ନୀତି ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୁଦ୍ଧରେ ଯାଜପୁର ବିଜେଡିର ବିକ୍ଷୋଭ ଓ ପ୍ରତିବାଦ। ଏ ନେଇ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
    1
    ରାଜ୍ୟ ସରକାରଙ୍କ ବିରୋଧରେ ଯାଜପୁର ବିଜୁ ଜନତା ଦଳର ରଣହୁଙ୍କାର।ବିଜେପି ସରକାରରେ ଲଘୁ ଖଣିଜର ବ୍ୟାପକ ଚୋରି, ଚାଷୀ ମାରଣ ନୀତି ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୁଦ୍ଧରେ ଯାଜପୁର ବିଜେଡିର ବିକ୍ଷୋଭ ଓ ପ୍ରତିବାଦ।  ଏ ନେଇ  ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
    user_Sovin kumar parida
    Sovin kumar parida
    Photographer କୋରାଇ, ଯାଜପୁର, ଓଡ଼ିଶା•
    10 hrs ago
  • କଟକ ଚାନ୍ଦବାଲି ରୋଡ କାଟିକଟା ବଜାର ଠାରୁ ଅନାମଦାସ ଛକ ପଯ୍ୟନ୍ତ ରାସ୍ତା ଆରୋହୀଙ୍କ ପାଇଁ କତେ ସୁରକ୍ଷିତ ତୁଇ ପାର୍ଶ୍ୱ ରେ ବଡ଼ ଗାଡି ପର୍କିଙ୍ଗ ବିପଦଜନକ
    1
    କଟକ ଚାନ୍ଦବାଲି ରୋଡ କାଟିକଟା ବଜାର ଠାରୁ ଅନାମଦାସ ଛକ ପଯ୍ୟନ୍ତ ରାସ୍ତା ଆରୋହୀଙ୍କ ପାଇଁ କତେ ସୁରକ୍ଷିତ ତୁଇ ପାର୍ଶ୍ୱ ରେ ବଡ଼ ଗାଡି ପର୍କିଙ୍ଗ ବିପଦଜନକ
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    ନିଶ୍ଚିନ୍ତକୋଇଲି, କଟକ, ଓଡ଼ିଶା•
    8 hrs ago
  • ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ଼ ଫାଣ୍ଡି ଅନ୍ତର୍ଗତ ବିରିଡି ରେଳ ଲାଇନ ପାର୍ଶ୍ଵରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୁଲିସ ଏହାର ତଦନ୍ତ କରିଥିବା ବେଳେ ଅଭିଯୁକ୍ତକୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି। ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପୁଲିସ ଉପଖଣ୍ଡ ଅଧିକାରୀ ଅନିରୁଦ୍ଧ ମୁଦୁଲି ସୂଚନା ଦେଇଛନ୍ତି।
    1
    ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ଼ ଫାଣ୍ଡି ଅନ୍ତର୍ଗତ ବିରିଡି ରେଳ ଲାଇନ ପାର୍ଶ୍ଵରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୁଲିସ ଏହାର ତଦନ୍ତ କରିଥିବା ବେଳେ ଅଭିଯୁକ୍ତକୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି। ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପୁଲିସ ଉପଖଣ୍ଡ ଅଧିକାରୀ ଅନିରୁଦ୍ଧ ମୁଦୁଲି ସୂଚନା ଦେଇଛନ୍ତି।
    user_ଭଣ୍ଡାରିପୋଖରୀ ଖବର
    ଭଣ୍ଡାରିପୋଖରୀ ଖବର
    ଭଣ୍ଡାରୀ ପୋଖରୀ, ଭଦ୍ରକ, ଓଡ଼ିଶା•
    9 hrs ago
  • ଅଙ୍ଗନବାଡ଼ିରେ ଛୁଆଁ ଅଛୁଆଁ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଜାତିପ୍ରଥାର କୁତ୍ସିତ ପରମ୍ପରା । ୮୧ଦିନ ହେଲା ଘଡ଼ିଆମାଳ ନୂଆଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ଝୁଲୁଛି ତାଲା । ଅନୁସୂଚିତ ଜାତିର ଯୁବତୀଙ୍କୁ ନିଯୁକ୍ତି ପରେ ଅଙ୍ଗନବାଡି କେନ୍ଦ୍ରରେ ସହାୟିକା ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ। ଆସୁନାହାନ୍ତି ଛାତ୍ରଛାତ୍ରୀ, ନେଉନାହାନ୍ତି ଶୁଖିଲା ଖାଦ୍ୟ।
    1
    ଅଙ୍ଗନବାଡ଼ିରେ ଛୁଆଁ ଅଛୁଆଁ
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଜାତିପ୍ରଥାର କୁତ୍ସିତ ପରମ୍ପରା । ୮୧ଦିନ ହେଲା ଘଡ଼ିଆମାଳ ନୂଆଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ଝୁଲୁଛି ତାଲା । ଅନୁସୂଚିତ ଜାତିର ଯୁବତୀଙ୍କୁ ନିଯୁକ୍ତି ପରେ ଅଙ୍ଗନବାଡି କେନ୍ଦ୍ରରେ  ସହାୟିକା ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ। ଆସୁନାହାନ୍ତି ଛାତ୍ରଛାତ୍ରୀ, ନେଉନାହାନ୍ତି ଶୁଖିଲା ଖାଦ୍ୟ।
    user_Prafulla Kumar Malla
    Prafulla Kumar Malla
    Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    5 hrs ago
  • ଧାଡ଼ି ଧାଡ଼ି ହୋଇ ଗଛ ଲାଗିଚି । ଗଛ କୁ ଗଛ ଏଭଳି ରାସ୍ତା ର ଦୁଇ ପାର୍ଶ୍ଵ ରେ ଠିଆ ହୋଇଛନ୍ତି ଯେପରି ଏଗୁଡ଼ିକ ବାଟୋଇ ଙ୍କ ପାଇଁ ପ୍ରକୃତି ତରଫ ରୁ ସ୍ଵାଗତ ତୋରଣ। ଖରାଦିନେ ଏହି ରାସ୍ତା ବାଇକ୍ କିମ୍ବା ସାଇକେଲ ରେ ଗଲେ ଖୁବ୍ ଅସ୍ଵସ୍ଥି ଲାଗିବା ସହ ଖରା ପ୍ରତି ଏତେଟା ଡର ନ ଥାଏ। କେବେ ବାଙ୍କୀ ଯାଆନ୍ତୁ ବାଟରେ ଏଭଳି ଦୃଶ୍ୟ ଦେଖିବାକୁ ପାଇବେ ।
    1
    ଧାଡ଼ି ଧାଡ଼ି ହୋଇ ଗଛ ଲାଗିଚି । ଗଛ କୁ ଗଛ ଏଭଳି ରାସ୍ତା ର ଦୁଇ ପାର୍ଶ୍ଵ ରେ ଠିଆ ହୋଇଛନ୍ତି ଯେପରି ଏଗୁଡ଼ିକ ବାଟୋଇ ଙ୍କ ପାଇଁ ପ୍ରକୃତି ତରଫ ରୁ ସ୍ଵାଗତ ତୋରଣ। ଖରାଦିନେ ଏହି ରାସ୍ତା ବାଇକ୍ କିମ୍ବା ସାଇକେଲ ରେ ଗଲେ ଖୁବ୍ ଅସ୍ଵସ୍ଥି ଲାଗିବା ସହ ଖରା ପ୍ରତି ଏତେଟା ଡର ନ ଥାଏ। କେବେ ବାଙ୍କୀ ଯାଆନ୍ତୁ ବାଟରେ ଏଭଳି ଦୃଶ୍ୟ ଦେଖିବାକୁ ପାଇବେ ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ କଷଣଅଣ୍ଟାଠାରେ ୫୮ କୋଟି ଟଙ୍କାର ସବ୍‌ଡିଭିଜନ୍ ହସ୍ପିଟାଲ ର କ୍ଵାଟର୍ସ ନିର୍ମାଣ ର ଶୁଭ ଶିଳାନ୍ୟାସ
    1
    କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ କଷଣଅଣ୍ଟାଠାରେ ୫୮ କୋଟି ଟଙ୍କାର  ସବ୍‌ଡିଭିଜନ୍ ହସ୍ପିଟାଲ ର କ୍ଵାଟର୍ସ ନିର୍ମାଣ ର ଶୁଭ ଶିଳାନ୍ୟାସ
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    8 hrs ago
  • ଯାଜପୁର ଜିଲ୍ଲା ର ସମସ୍ତ ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳ ର କର୍ମୀ, ନେତା, ବିଧାୟକ ଓ ବିଧାୟିକା ଙ୍କ ଦ୍ୱାରା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଠାରେ ବିକ୍ଷୋଭ ଓ ପ୍ରତିବାଦ ସଭା ସହ ଉପ- ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା
    1
    ଯାଜପୁର ଜିଲ୍ଲା ର ସମସ୍ତ ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳ ର କର୍ମୀ, ନେତା, ବିଧାୟକ ଓ ବିଧାୟିକା ଙ୍କ ଦ୍ୱାରା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଠାରେ ବିକ୍ଷୋଭ ଓ ପ୍ରତିବାଦ ସଭା ସହ ଉପ- ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.