Shuru
Apke Nagar Ki App…
ସୁବର୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ପାନୀୟ ଜଳ ସଙ୍କଟ। ପ୍ରାୟ ଦଶ ଦିନ ହେଲା ଗ୍ରାମରେ ଥିବା ଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇ ପଡ଼ିଛି। ଫଳରେ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ତେଣୁ ଏହା ତୁରନ୍ତ ମରାମତି କରିବାକୁ ସାଧାରଣ ରେ ଦାବୀ ହେଉଛି।
Pitambar Sahu
ସୁବର୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ପାନୀୟ ଜଳ ସଙ୍କଟ। ପ୍ରାୟ ଦଶ ଦିନ ହେଲା ଗ୍ରାମରେ ଥିବା ଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇ ପଡ଼ିଛି। ଫଳରେ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ତେଣୁ ଏହା ତୁରନ୍ତ ମରାମତି କରିବାକୁ ସାଧାରଣ ରେ ଦାବୀ ହେଉଛି।
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।1
- Post by Pitambar Sahu2
- Post by Sonepur news khulasa1
- ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।2
- ସୁବର୍ଣ୍ଣପୁର: ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଲେ ଏସପି ନାରାୟଣ ନାୟକ ଫାର୍ମ ହାଉସ ରୁ ଗଞ୍ଜେଇ ଜବତ କରିବା ନେଇ ରଖିଲେ ପ୍ରତିକ୍ରିୟା1
- ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।1
- ନରଣପୁର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ମେରୁଯାତ୍ରା ଢେଙ୍କାନାଳ,ସଦର ବ୍ଲକ୍ ଅନ୍ତର୍ଗତ ନରଣପୁର ଗ୍ରାମର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ଆଜି ମେରୁ ପର୍ବ ମହାଆଡମ୍ବର ସହ ପାଳିତ ହୋଇଯାଇଛି । ପ୍ରତଃରୁ ମା'ଙ୍କ ମଙ୍ଗଳଆଳତି କରାଯାଇ ମାଜଣା କରାଯାଇଥିଲା। ମଧ୍ୟାହ୍ନ ସମୟରେ ହୋମ ଓ ଯଜ୍ଞ ପରେ ଝାମୁରେ ଅଗ୍ନି ସଂଯୋଗ କରାଯାଇଥିଲା। ସ୍ଥାନୀୟ ବଡଜୋରା ଠାରେ ପୂଜାର୍ଚ୍ଚନା ପରେ ବାଦ୍ୟ, ଘଂଟ ଦ୍ୱାରା ଗ୍ରାମ ପରିକ୍ରମା କରି ମାନସିକ ଦଣ୍ଡୁଆମାନେ, ପାଟ୍ଟଭକ୍ତ ଓ କାଳସୀ ଝାମୁରେ ଚାଲିଥିଲେ । ୨୧ ହାତିଆ ଝାମୁରେ ମାନସିକଧାରୀମାନେ ଚାଲିଥିଲେ । ୧୩ଦିନ ଧରି ଗ୍ରାମ ଗ୍ରାମ ବୁଲି ଦଣ୍ଡୁଆମାନେ ଧୂଳିଦଣ୍ଡ ଓ ରାତିରେ ଦଣ୍ଡ କରି ମାନସିକ ପୂରଣ କରିଥିଲେ । ଏହି ଝାମୁଯାତ୍ରା ଦେଖିବା ପାଇଁ ଆଖପାଖ ଅଂଚଳର ବହୁ ପୁରୁଷ ଓ ମହିଳାଙ୍କ ଭିଡ ଜମିଥିଲା ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।1