Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ

- Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ1
- ଆନନ୍ଦ ବଜ଼ାର ଅଞ୍ଚଳରେ ଯୋଗାଇ ଦିଆଯାଉଥିବା ପାଇପ ପାଣି ଗୋଳିଆ ନେଇ ଗ୍ରାମ୍ୟ ଜଳ ଯୋଗାଣ ଯନ୍ତ୍ରୀଙ୍କୁ ଅଭିଯୋଗ କଲେ ଗ୍ରାମବାସୀ ତାଳଚେର :- ତାଳଚେର ବ୍ଲକ ସନ୍ଥପଡା ଗ୍ରାମ ପଂଚାୟତ ଅନ୍ତର୍ଗତ ଆନନ୍ଦ ବଜ଼ାର ଅଞ୍ଚଳରେ ଯୋଗାଇ ଦିଆଯାଉଥିବା ବସୁଧା ପାଇପ ପାଣି ଆଜିକୁ ଦୁଇ ଦିନ ହେବ ଗୋଳିଆ ନେଇ ଗ୍ରାମ୍ୟ ଜଳ ଯୋଗାଣ ଯନ୍ତ୍ରୀଙ୍କୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି l ଶୀଘ୍ର ପାଣି ସମସ୍ୟାକୁ ସମାଧାନ କରିବା ପାଇଁ ଜଳ ଯୋଗାଣ କର୍ତ୍ତୃପକ୍ଷ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଲେ l1
- ତାଳଚେରର ଟ୍ରକ ମାଲିକମାନଙ୍କ ଦୁଃଖ କଣ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଦେଖାଯାଉନାହିଁ କି ? ଏନେଇ ତାଳଚେର ବିଧାୟକଙ୍କ ପ୍ରତିକ୍ରିୟା ତାଳଚେର :-କୋଇଲା ଶିଳ୍ପର ମେରୁଦଣ୍ଡ ହୋଇଥିବା ତାଳଚେରର ଟ୍ରକ ମାଲିକମାନେ ଆଜି ଆର୍ଥିକ ସଙ୍କଟ, କାମର ଅଭାବ ଓ ଅନିଶ୍ଚିତ ଭବିଷ୍ୟତ ସହ ସଂଘର୍ଷ କରୁଛନ୍ତି l ସରକାରଙ୍କ ନିକଟରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ପ୍ରଶ୍ନ କରିଛନ୍ତି l ଯେଉଁମାନେ ଶିଳ୍ପକୁ ଗତି ଦେଉଛନ୍ତି, ସେମାନଙ୍କ ସମସ୍ୟାର ସମାଧାନ କେବେ ହେବ ବୋଲି ବିଧାୟକ ଶ୍ରୀ ପ୍ରଧାନ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l1
- କୁନୁଆଁ ଗାଁ ଜମିରେ ଗଳିତ ମୃତ ଦେହ ଉଦ୍ଧାର ପରେ ଆଜି ମିଳିଲା ପରିଚୟ. ଘରୁ ନିଖୋଜ ହୋଇଥିଲେ ସମ୍ପୃକ୍ତ ଯୁବକ. ହିନ୍ଦୋଳ ରାସୋଳ ଥାନା କୁନୁଆଁ ଗାଁ ଧାନ ଜମିରୁ ଉଦ୍ଧାର ଗଳିତ ମୃତ ଦେହ ର ମିଳିଲା ପରିଚୟ. ସେ ବାର୍ଷୀଙ୍ଗା ଗାଁର ସନାତନ ନାଏକ ବୋଲି ପୋଲିସ ସୂଚନା ମିଳିଲା. ସେ 15 ଦିନ ହେବ ଘରୁ ନିଖୋଜ ଥିଲେ.1
- #ପଥର_ଖସିଲା_ରାସ୍ତା_ବନ୍ଦ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ପାତ୍ରପଡା–ହଣ୍ଡପା ମୁଖ୍ୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ #Anugul #Odisha #ପଥର_ଖସିଲା_ରାସ୍ତା_ବନ୍ଦ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ପାତ୍ରପଡା–ହଣ୍ଡପା ମୁଖ୍ୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ #Anugul #Odisha1
- ଚାଳିଶି ବର୍ଷ ଶିକ୍ଷକତା କରି ସମ୍ବର୍ଦ୍ଧିତ ହେଲେ ହିନ୍ଦୀ ଶିକ୍ଷକ.. ଗ୍ରାମବାସୀ ଆଜିଠାରୁ ଝୁରିବେ ସାର୍ ଙ୍କୁ... ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ସୋଗରେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକ ଶ୍ରୀଧର ଷେଣ୍ଢ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀଙ୍କ ଉପସ୍ଥିତିରେ ସମଗ୍ର ପରିବେଶ ଭାବବିହ୍ୱଳ ହୋଇଉଠିଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ଶ୍ରୀକାନ୍ତ ତରାଇ ଓ ଏକାଡେମୀର ମୁଖ୍ୟ ସୁଶାନ୍ତ ମହାପାତ୍ର ଯୋଗଦେଇଥିଲେ, ପ୍ରଥମେ ଅତିଥିମାନେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ର ନିକଟରେ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ଅତିଥି ଓ ବିଦ୍ୟାଳୟ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା ଦୀର୍ଘ ୪୦ ବର୍ଷ ଧରି ସୋଗର ଗ୍ରାମରେ ରହି ହିନ୍ଦୀ ଶିକ୍ଷକ ଭାବେ ସେବା ପ୍ରଦାନ କରିଆସିଥିବା ଶ୍ରୀଧର ଷେଣ୍ଢ କେବଳ ଜଣେ ଶିକ୍ଷକ ନୁହଁନ୍ତି, ସେ ଥିଲେ ହଜାର ହଜାର ଛାତ୍ରଛାତ୍ରୀଙ୍କ ଆଦର୍ଶ, ପାଠପଢ଼ା ସହିତ ସେ ଛାତ୍ରଛାତ୍ରୀଙ୍କୁ ନିଜର ସାଙ୍ଗସାଥୀ ଭଳି ବ୍ୟବହାର କରୁଥିଲେ। ତାଙ୍କର ସରଳତା, ନିଷ୍ଠା ଓ କର୍ତ୍ତବ୍ୟପରାୟଣତା ଆଜି ମଧ୍ୟ ଅନେକଙ୍କ ପାଇଁ ପ୍ରେରଣା ହୋଇ ରହିଛି। ଅନୁଷ୍ଠାନରେ ଉପସ୍ଥିତ ନୂତନ ଓ ପୁରାତନ ଛାତ୍ରଛାତ୍ରୀମାନେ ନିଜ ଅନୁଭୂତି ବ୍ୟକ୍ତ କରିବା ସହିତ ଶ୍ରୀଧର ସାରଙ୍କ ସହିତ କାଟିଥିବା ସ୍ମୃତିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ, ଅନେକ ଛାତ୍ରଛାତ୍ରୀ ଭାବବିହ୍ୱଳ ହୋଇପଡ଼ିଥିବା ବେଳେ, ଶ୍ରୀଧର ସାର ମଧ୍ୟ ନିଜ ବକ୍ତବ୍ୟରେ ବିଦ୍ୟାଳୟ ଓ ଛାତ୍ରଛାତ୍ରୀଙ୍କ ସହ ଥିବା ଅତୁଟ ସମ୍ପର୍କର କଥା ମନେପକାଇଥିଲେ। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାଲାମୀ ମୁର୍ମୁଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଶ୍ରୀଧର ସାରଙ୍କୁ ଫୁଲମାଳ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କୁ ମଧ୍ୟ ସେମାନଙ୍କର ଦୀର୍ଘ ସେବା ପାଇଁ ସମ୍ମାନିତ କରାଯାଇଥିଲା।1
- ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର1
- ଢେଙ୍କାନାଳ ବ୍ରାହ୍ମଣୀ ନଦୀରେ ବନ୍ୟ ନିଖୋଜ ଏଥି ସହ ସାପୁଆ ରେ ମଧ୍ୟ ବନ୍ୟା ନିଖୋଜ ଜଣେ1