Shuru
Apke Nagar Ki App…
ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ। ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
Lili Bhue
ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ। ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
More news from ଓଡ଼ିଶା and nearby areas
- ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ। ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।1
- ଲଗାଣ ବର୍ଷାରେ ବେହାଲ।ଚାଷ ଜମିରେ ଜମି ରହିଛି ପାଣି। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ କଲେ ମହିଳା ଚାଷୀ।1
- ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି । (ରିପୋର୍ଟ, ବିଭୁ ପ୍ରସାଦ ଶତପତି) ଢେଙ୍କାନାଳ ସଦର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଜଣେ ମହିଳା ପହଞ୍ଚି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି। ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟାର ଧମକ ମଧ୍ୟ ଦେଇଛନ୍ତି। ସୁଚନା ମୁତାବକ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଞ୍ଚଳର ଜନୈକା ମହିଳା ସେହି ଥାନା ଅଞ୍ଚଳ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଯୁବକ ବିବାହର ପ୍ରତିଶୃତି ଦେବାରୁ ତାଙ୍କ ସହିତ ମହିଳା ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ କିଛି ଦିନ ପରେ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମହିଳା HIV ସଂକ୍ରମିତ ଅଛନ୍ତି। ଏହାପରେ ଯୁବକ ମଧ୍ୟ HIV ସଂକ୍ରମିତ ହୋଇଥିବା ଜଣାପଡିଥିଲା। ହେଲେ ଯୁବକ ମହିଳାଙ୍କୁ ବିବାହ କରିବାକୁ ନାରାଜ।ଯୁବକ ଜଣଙ୍କ ଅନ୍ୟ ଯୁବତୀ ଓ ମହିଳାଙ୍କ ସହିତ ସମ୍ପର୍କ ରଖି ଏବେ କାମାକ୍ଷାନଗର ଅଞ୍ଚଳରେ HIV ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି ବୋଲି ମହିଳା ଅଭିଯୋଗ କରିଛନ୍ତି। ପୂର୍ବେ ବିବାହ ପାଇଁ ପ୍ରତିଶୃତି ଦେଇ ଥିବା ବେଳେ ଏଚ ଆଇବି ରେ ଆକ୍ରାନ୍ତ ଜାଣି ବିବାହ ପାଇଁ ଏବେ ରାଜି ନ ଥିବା ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି।1
- ଧମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଉପରେ ପ୍ରତିକ୍ରୀୟା ରଖିଲେ ବିଧାୟକ ଲକ୍ଷ୍ମଣ ବାଗ1
- ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସଭାଗୃହ ପରିସରରେ ଶିକ୍ଷା ବିଭାଗ ଅଧ୍ୟାପିକା ଗୀତାଶ୍ରୀ ପ୍ରିୟମ୍ବଦାଙ୍କ କବିତା ସଂକଳନ "ନିରବ ନିର୍ବାଣ"ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ1
- 🌹🌹🌹🌹🌹🌹🌹1
- କାନ୍ଥ ପଡ଼ି ବୁଧାଗୁରୁତ୍ତର, ଉଧାର କଳା ଅଗ୍ନିଷ। ବାହୀନି l ଏଭଳି ଏକ ଘଟଣା ଘଟୁଛି ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନାଏକ୍ ପଡ଼ା ଗ୍ରାମରେ1