Shuru
Apke Nagar Ki App…
ଭାରତୀୟତାର ଝଲକ ପିଲା ହାତ ଯୋଡ଼ି କ୍ଷମା ମାଗିଲେ ଅଭିଭାବକ କ୍ଷମା କଲେ ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।
Ram Shankar Bhoi
ଭାରତୀୟତାର ଝଲକ ପିଲା ହାତ ଯୋଡ଼ି କ୍ଷମା ମାଗିଲେ ଅଭିଭାବକ କ୍ଷମା କଲେ ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।
More news from Odisha and nearby areas
- ବରପାହାଡ଼ ଖୋଲ ଚେକ ଡେମ ନିର୍ମାଣ ରେ ହୋଇଥିବା ନିମ୍ନମାନର କାମ କୁ ନେଇ ବନଖଣ୍ଡ ଅଧିକାର କଣ କହୁଛନ୍ତି ଶୁଣନ୍ତୁ #rishitv #checkdam #ranger #forestdeparment #subarnapur #sonepur #cmoodisha #village #menda #highlight #trendingpost ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରହମଣୀପାଲି ରାଜପାଲି ର ବରପାହାଡ଼ ଖୋଲ ରେ ହୋଇଛି ନିମ୍ନମାନର ଚେକ ଡେମ କାମ...1
- ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ1
- ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ଵାଡ ପକ୍ଷରୁ ପିକପ୍ ସହ 100 କେଜି ଗଞ୍ଜେଇ ଜବତ୍1
- Post by Nilakantha Kumar1
- ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ। ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବିଲୁପ୍ତ ହେବ ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି, ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।3
- ବୌଦ୍ଧରେ ୧୦୦ କେଜି ଗଞ୍ଜେଇ ସହ ବୋଲେରୋ ପିକଅପ୍ ଜବତ୍, ଡ୍ରାଇଭର ଫେରାର ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଡାକ ବଙ୍ଗଳା ନିକଟରେ ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ୱାଡ୍ ପକ୍ଷରୁ ଚଢ଼ାଉ କରାଯାଇ ଏକ ବୋଲେରୋ ପିକଅପ୍ ଗାଡ଼ିରୁ ପ୍ରାୟ ୧୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ସୂଚନା ଅନୁସାରେ, ସନ୍ଦେହଜନକ ଭାବେ ରାସ୍ତା କଡ଼ରେ ଠିଆ ହୋଇଥିବା ବୋଲେରୋ ପିକଅପ୍ ଉପରେ ଅବକାରୀ ଅଧିକାରୀମାନେ ଚଢ଼ାଉ କରିଥିଲେ। ତଲାସି ବେଳେ ଗାଡ଼ି ଭିତରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହେବା ସହ ଗାଡ଼ିଟିକୁ ମଧ୍ୟ ସିଜ୍ କରାଯାଇଛି। ତେବେ ଚଢ଼ାଉ ସମୟରେ ଗାଡ଼ିର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏନେଇ ବୌଦ୍ଧ ଅବକାରୀ ବିଭାଗ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।1
- ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା1
- #ମୋର_ମା_ଆଏ_ସମ୍ବଲପୁରୀ #ମୋର_ମା_ଆଏ_ସମ୍ବଲପୁରୀ #ମୋର_ମା_ଆଏ_ସମ୍ବଲପୁରୀ #ମୋର_ମା_ଆଏ_ସମ୍ବଲପୁରୀ ଜୁଆନ୍ କବି - ମନୋରଞ୍ଜନ ଲୁହା ....& କବିୟତ୍ରୀ ଜ୍ୟୋତି ଲିନା ପଣ୍ଡା....1
- ଜାତୀୟ ରାଜପଥରେ ଖାଲ : ଖାଲରେ ପଡ଼ି ଯାତ୍ରୀବାହୀ ଅଟୋ ଓଲଟି ଅଟୋ ଚାଳକ ଗୁରୁତର1