Shuru
Apke Nagar Ki App…
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ରାକ୍ଷୀ ଭେଟି,,, ସୁଭଦ୍ରା ପଞ୍ଚମ କିସ୍ତି ପ୍ରଦାନ,, ସୁଭଦ୍ରା ଭଉଣୀ ମାନଙ୍କୁ ରାକ୍ଷୀ ଭେଟି ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତ ସୁଭଦ୍ରା ଭଉଣୀ ମାନଙ୍କୁ ପଞ୍ଚମ କିସ୍ତି ପ୍ରଦାନ ନୟାଗଡ଼ ଜିଲ୍ଲା ଲାଠିପଡା ପଡିଆରେ ବିଶାଳ ଜନ ସମାଗମ ଡିବିଟ ମାଧ୍ୟମରେ ସିଧାସଳଖ ହିତାଧିକାରୀ ଙ୍କ ବ୍ୟାଙ୍କ ଖାତାରେ ସୁଭଦ୍ରା ପଞ୍ଚମ କିସ୍ତି
Dillip Parida
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ରାକ୍ଷୀ ଭେଟି,,, ସୁଭଦ୍ରା ପଞ୍ଚମ କିସ୍ତି ପ୍ରଦାନ,, ସୁଭଦ୍ରା ଭଉଣୀ ମାନଙ୍କୁ ରାକ୍ଷୀ ଭେଟି ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତ ସୁଭଦ୍ରା ଭଉଣୀ ମାନଙ୍କୁ ପଞ୍ଚମ କିସ୍ତି ପ୍ରଦାନ ନୟାଗଡ଼ ଜିଲ୍ଲା ଲାଠିପଡା ପଡିଆରେ ବିଶାଳ ଜନ ସମାଗମ ଡିବିଟ ମାଧ୍ୟମରେ ସିଧାସଳଖ ହିତାଧିକାରୀ ଙ୍କ ବ୍ୟାଙ୍କ ଖାତାରେ ସୁଭଦ୍ରା ପଞ୍ଚମ କିସ୍ତି
More news from ଓଡ଼ିଶା and nearby areas
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ରାକ୍ଷୀ ଭେଟି,,, ସୁଭଦ୍ରା ପଞ୍ଚମ କିସ୍ତି ପ୍ରଦାନ,, ସୁଭଦ୍ରା ଭଉଣୀ ମାନଙ୍କୁ ରାକ୍ଷୀ ଭେଟି ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତ ସୁଭଦ୍ରା ଭଉଣୀ ମାନଙ୍କୁ ପଞ୍ଚମ କିସ୍ତି ପ୍ରଦାନ ନୟାଗଡ଼ ଜିଲ୍ଲା ଲାଠିପଡା ପଡିଆରେ ବିଶାଳ ଜନ ସମାଗମ ଡିବିଟ ମାଧ୍ୟମରେ ସିଧାସଳଖ ହିତାଧିକାରୀ ଙ୍କ ବ୍ୟାଙ୍କ ଖାତାରେ ସୁଭଦ୍ରା ପଞ୍ଚମ କିସ୍ତି1
- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାନ୍ଧିଲେ ରାକ୍ଷୀ ମୁଖ୍ୟମନ୍ତ୍ରୀ1
- English Grammar Study Material by ଆଦର୍ଶ ବିଦ୍ୟାଳୟ କୋଚିଂ ABC Nuagaon What is Modal ?1
- ଇଏ ହେଉଛନ୍ତି ତେଲେଙ୍ଗାନାର ସାଂସଦ ବିଶ୍ୱେଶ୍ୱର ରେଡ୍ଡୀ। ସେ ମାଦ୍ରାସ ବିଶ୍ୱବିଦ୍ୟାଳୟରୁ ବି.ଇ. (ଇଲେକ୍ଟ୍ରିକାଲ୍) ଏବଂ ନ୍ୟୁଜର୍ସି ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଏମ୍.ଏସ୍. ଡିଗ୍ରୀ ହାସଲ କରିଛନ୍ତି। ସାଂସଦ ଭାବେ କାର୍ଯ୍ୟରତ ଥିବା ସମୟରେ ଆମେରିକାର ପେଟେଣ୍ଟ ହାସଲ କରିଥିବା ସେ ଏକମାତ୍ର ସାଂସଦ। ସେ E-20 (ଇଥାନଲ୍ + ପେଟ୍ରୋଲ୍) ସମ୍ପର୍କରେ ଏକ ଭିଡିଓ ପ୍ରସ୍ତୁତ କରିଛନ୍ତି1
- Slug- କୁମାରପୁର ପଞ୍ଚାୟତ ରେ ରେସନ ଚାଉଳ ହଡ଼ପ ଅଭିଯୋଗ ରେ, ବିଜେପି ନେତା ଅଭୟଙ୍କ ନେତୃତ୍ୱରେ ଉଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ। Anchor- କଟକ ଜିଲ୍ଲା ଆଠଗଡ ବ୍ଲକ କୁମାରପୁର ପଞ୍ଚାୟତ ରେ, ସୂଚନା ମୁତାବକ କୁମାରପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହୁଥିବା ଆଦିବାସୀ ହିତାଧୀକାରୀ ମାନଙ୍କୁ ରାସନ ଦେବାରେ ଅନିୟମିତତା କରୁଛନ୍ତି ଆଜିକୁ ୨୦ ବର୍ଷ ଧରି ଡିଲର୍ ଭାବରେ କାର୍ଯ୍ୟ କରୁଥିବା ବିଚିତ୍ରାନନ୍ଦ ପ୍ରଧାନ। ସରକାରୀ ନୀତି ନିୟମ କୁ ବେଖାତିର କରି ଡିଲର୍ ଆଜିକୁ 6 ମାସରୁ ଉର୍ଦ୍ଧ୍ୱ ସମୟ ହୋଇଯିବ କୁମାରପୁର ପଞ୍ଚାୟତ ର ଗରୀବ ଆଦିବାସୀ ହିତାଧୀକାରୀ ଙ୍କୁ ଚାଉଳ ନ ଦେବା ସହିତ, ଡାକି ଫେରାଇ ଦେଉଥିବା, ଗାଳି ଗୁଲଜ କରୁଥିବା ଓ ମୂଖ୍ୟମନ୍ତ୍ରୀ ଅର୍ଣ୍ଣପୂର୍ଣ୍ଣା କାର୍ଡ ଦେଉନଥିବା ସହିତ ପୁର୍ବରୁ ମିଳିଥିବା NFSA କାର୍ଡ ଆଦୌ ଦେଉ ନଥିବା ଅଭିଯୋଗ ହୋଇଆସୁଥିଲା। ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅଭୟ ବାରିକ୍ କୁମାରପୁର ପଞ୍ଚାୟତ ର ଗରୀବ ହିତାଧିକାରୀଙ୍କୁ ସାଙ୍ଗରେ ନେଇ ଆଠଗଡ ଉପଜିଲ୍ଲାପାଳ ଙ୍କ ନିକଟରେ ଅଭିଯୋଗ ପ୍ରଦାନ କରିଛନ୍ତି। ଡିଲର୍ ବିଚିତ୍ରାନନ୍ଦ ପ୍ରଧାନ ବିଜେଡ଼ି ସରକାରଙ୍କ ସମୟରୁ ରହି ଥିବାରୁ ଜାଣି ଶୁଣି ବିଜେପି ସରକାର ଙ୍କୁ ବଦନାମ୍ କରୁଥିବା କଥା ଆଠଗଡ ଉପଜିଲ୍ଲାପାଳ ଓ ACSO ଙ୍କ ସହିତ ଆଲୋଚନା କରିଛନ୍ତି ବିଜେପି ନେତା ଅଭୟ ବାରିକ୍। ଆଠଗଡ ଉପଜିଲ୍ଲାପାଳଙ୍କ ନିକଟରେ କୁମାରପୁର ହିତାଧିକାରୀ ,ଡିଲର୍ ବିଚିତ୍ରାନନ୍ଦ ପ୍ରଧାନ କରୁଥିବା ଅନିୟମିତତା ସଂମ୍ପର୍କରେ ଅଭିଯୋଗ କରିଥିବା ପ୍ରତିକ୍ରିୟାରେ ପ୍ରକାଶ କରିଥିବା ବେଳେ, ତୁରନ୍ତ ତଦନ୍ତ କରି କୁମାରପୁର ହିତାଧିକାରୀଙ୍କ ରାସନ୍ ସମସ୍ୟା ସମାଧାନ କରାଯିବ ବୋଲି କହିଛନ୍ତି ଆଠଗଡ ACSO । ଡିଲର୍ ମାନେ ସରକାରଙ୍କୁ ବଦନାମ ପାଇଁ କରିଥିବା ଷଡ଼ଯନ୍ତ୍ର କୁ ପ୍ରଶୟ ନ ଦିଆଯିବା ସହିତ ୪୮ ଘଣ୍ଟା ମଧ୍ୟରେ କୁମାରପୁର ଗରୀବ ହିତାଧିକାରୀ ଙ୍କୁ ରାସନ ଯୋଗାଇ ଦିଆଯିବ ବୋଲି ଆଠଗଡ ଉପଜିଲ୍ଲାପାଳ ଓ Acso ଙ୍କ ସହିତ ଆଲୋଚନା ପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜେପି ନେତା ଅଭୟ ବାରିକ୍। ଆଠଗଡ କୁମାରପୁର ଦୁର୍ନୀତିର ଗଡ଼ ଓ ସବୁ ଦୁର୍ନୀତି ରେ ଆଠଗଡ ବିଧାୟକ ଓ ବ୍ଲକ୍ ଅଧ୍ୟକ୍ଷା ଙ୍କ ସ୍ଵାମୀ ରଞ୍ଜନ ଆଚର୍ଯ୍ୟ ଙ୍କ ସମ୍ପୃକ୍ତି ଥିବା ପ୍ରତିକ୍ରିୟାରେ କହିଛନ୍ତି ବିଜେପି ନେତା ଅଭୟ ବାରିକ୍। Slug- କୁମାରପୁର ପଞ୍ଚାୟତ ରେ ରେସନ ଚାଉଳ ହଡ଼ପ ଅଭିଯୋଗ ରେ, ବିଜେପି ନେତା ଅଭୟଙ୍କ ନେତୃତ୍ୱରେ ଉଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ। Anchor- କଟକ ଜିଲ୍ଲା ଆଠଗଡ ବ୍ଲକ କୁମାରପୁର ପଞ୍ଚାୟତ ରେ, ସୂଚନା ମୁତାବକ କୁମାରପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହୁଥିବା ଆଦିବାସୀ ହିତାଧୀକାରୀ ମାନଙ୍କୁ ରାସନ ଦେବାରେ ଅନିୟମିତତା କରୁଛନ୍ତି ଆଜିକୁ ୨୦ ବର୍ଷ ଧରି ଡିଲର୍ ଭାବରେ କାର୍ଯ୍ୟ କରୁଥିବା ବିଚିତ୍ରାନନ୍ଦ ପ୍ରଧାନ। ସରକାରୀ ନୀତି ନିୟମ କୁ ବେଖାତିର କରି ଡିଲର୍ ଆଜିକୁ 6 ମାସରୁ ଉର୍ଦ୍ଧ୍ୱ ସମୟ ହୋଇଯିବ କୁମାରପୁର ପଞ୍ଚାୟତ ର ଗରୀବ ଆଦିବାସୀ ହିତାଧୀକାରୀ ଙ୍କୁ ଚାଉଳ ନ ଦେବା ସହିତ, ଡାକି ଫେରାଇ ଦେଉଥିବା, ଗାଳି ଗୁଲଜ କରୁଥିବା ଓ ମୂଖ୍ୟମନ୍ତ୍ରୀ ଅର୍ଣ୍ଣପୂର୍ଣ୍ଣା କାର୍ଡ ଦେଉନଥିବା ସହିତ ପୁର୍ବରୁ ମିଳିଥିବା NFSA କାର୍ଡ ଆଦୌ ଦେଉ ନଥିବା ଅଭିଯୋଗ ହୋଇଆସୁଥିଲା। ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅଭୟ ବାରିକ୍ କୁମାରପୁର ପଞ୍ଚାୟତ ର ଗରୀବ ହିତାଧିକାରୀଙ୍କୁ ସାଙ୍ଗରେ ନେଇ ଆଠଗଡ ଉପଜିଲ୍ଲାପାଳ ଙ୍କ ନିକଟରେ ଅଭିଯୋଗ ପ୍ରଦାନ କରିଛନ୍ତି। ଡିଲର୍ ବିଚିତ୍ରାନନ୍ଦ ପ୍ରଧାନ ବିଜେଡ଼ି ସରକାରଙ୍କ ସମୟରୁ ରହି ଥିବାରୁ ଜାଣି ଶୁଣି ବିଜେପି ସରକାର ଙ୍କୁ ବଦନାମ୍ କରୁଥିବା କଥା ଆଠଗଡ ଉପଜିଲ୍ଲାପାଳ ଓ ACSO ଙ୍କ ସହିତ ଆଲୋଚନା କରିଛନ୍ତି ବିଜେପି ନେତା ଅଭୟ ବାରିକ୍। ଆଠଗଡ ଉପଜିଲ୍ଲାପାଳଙ୍କ ନିକଟରେ କୁମାରପୁର ହିତାଧିକାରୀ ,ଡିଲର୍ ବିଚିତ୍ରାନନ୍ଦ ପ୍ରଧାନ କରୁଥିବା ଅନିୟମିତତା ସଂମ୍ପର୍କରେ ଅଭିଯୋଗ କରିଥିବା ପ୍ରତିକ୍ରିୟାରେ ପ୍ରକାଶ କରିଥିବା ବେଳେ, ତୁରନ୍ତ ତଦନ୍ତ କରି କୁମାରପୁର ହିତାଧିକାରୀଙ୍କ ରାସନ୍ ସମସ୍ୟା ସମାଧାନ କରାଯିବ ବୋଲି କହିଛନ୍ତି ଆଠଗଡ ACSO । ଡିଲର୍ ମାନେ ସରକାରଙ୍କୁ ବଦନାମ ପାଇଁ କରିଥିବା ଷଡ଼ଯନ୍ତ୍ର କୁ ପ୍ରଶୟ ନ ଦିଆଯିବା ସହିତ ୪୮ ଘଣ୍ଟା ମଧ୍ୟରେ କୁମାରପୁର ଗରୀବ ହିତାଧିକାରୀ ଙ୍କୁ ରାସନ ଯୋଗାଇ ଦିଆଯିବ ବୋଲି ଆଠଗଡ ଉପଜିଲ୍ଲାପାଳ ଓ Acso ଙ୍କ ସହିତ ଆଲୋଚନା ପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜେପି ନେତା ଅଭୟ ବାରିକ୍। ଆଠଗଡ କୁମାରପୁର ଦୁର୍ନୀତିର ଗଡ଼ ଓ ସବୁ ଦୁର୍ନୀତି ରେ ଆଠଗଡ ବିଧାୟକ ଓ ବ୍ଲକ୍ ଅଧ୍ୟକ୍ଷା ଙ୍କ ସ୍ଵାମୀ ରଞ୍ଜନ ଆଚର୍ଯ୍ୟ ଙ୍କ ସମ୍ପୃକ୍ତି ଥିବା ପ୍ରତିକ୍ରିୟାରେ କହିଛନ୍ତି ବିଜେପି ନେତା ଅଭୟ ବାରିକ୍।1
- Jay Jagannath Swami Nayan Patha Gami Bhaba Tume ⭕❗⭕🙏🙏🙏1
- **ଡିଏଭି ପୁରୀରେ ରକ୍ତଦାନ ଶିବିର ଅନୁଷ୍ଠିତ।* ପୁରୀ; ତା ୨୯/୦୮/୨୦୨୬ରିଖ (ଶନିବାର) ଜାତୀୟ କ୍ରୀଡ଼ା ଦିବସ ଅବସରରେ ସକାଳ ୧୦ ଘଟିକା ସମୟରେ ଡିଏଭି ପବ୍ଲିକ ସ୍କୁଲ, ପୁରୀ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତ୍ସ୍ନା ମଙ୍ଗରାଜ ଏବଂ ବିଦ୍ୟାଳୟର ଉପ ସଭାପତି ଆହ୍ଲାଦିନୀ ପଟ୍ଟନାୟକ ମହୋଦୟା ଏହି ଶିବିରକୁ ଉଦଘାଟନ କରିବା ସହ ଏହିପରି ଏକ ମହତ କାର୍ଯ୍ୟରେ ଅଗ୍ରସର ହେବା ପାଇଁ ସମସ୍ତଙ୍କୁ ଉପଦେଶ ପ୍ରଦାନ କରିଥିଲେ। ଇତ୍ୟବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସକାଳ ୬.୩୦ ଘଟିକା ସମୟରେ ଇନଡୋର ଷ୍ଟାଡିୟମ ଠାରୁ ଡିଏଭି ସ୍କୁଲ ପର୍ଯ୍ୟନ୍ତ ଏକ ଗଣ ଦୌଡ଼ ଅନୁଷ୍ଠିତ ହୋଇଯାଇଛି। ମହାନ କ୍ରୀଡ଼ାବିତ୍ ଧ୍ୟାନ ଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ କ୍ରୀଡ଼ା ଦିବସ ମଧ୍ୟ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଅଛି । ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକଗଣ ଏହି ଶିବିରରେ ଯୋଗଦେବା ସହ ରକ୍ତଦାନ କରିଥିଲେ । ରକ୍ତଦାତା ମାନଙ୍କୁ ଏକ ଏକ ଚାରା ଗଛ ସହ ମାନପତ୍ର ପ୍ରଦାନ କରାଯାଇଥିଲା । ଏତଦ୍ ଭିନ୍ନ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ତଥା ଅଭିଭାବକ ଗଣଙ୍କ ମିଳିତ ସହଯୋଗରେ ଏହି ମହାନ ସେବା କାର୍ଯ୍ୟଟି ସାଫଲ୍ୟମଣ୍ଡିତ ହେବା ସହ ଅଭିଭାବକଙ୍କ ଗହଣରେ ପ୍ରେରଣାପ୍ରଦ ଓ ପ୍ରଶଂସା ମୁଖର ହୋଇଥିଲା। ପୁରୀରୁ ଡ଼ଃ ମନୋଜ କୁମାର ବଳିଆରସିଂଙ୍କ ରିପୋର୍ଟ4
- ନେପାଳ ବିଭୀଷିକା ଏହା କେବଳ ସମ୍ଭବ ହୁଏ ପ୍ରକୃତି ସହିତ ଖେଳ ଖେଳିବା ରେ ।1