Shuru
Apke Nagar Ki App…
କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ସରକାର ବାତିଲ କରିବା ପରିପ୍ରେକ୍ଷୀରେ କଟକ ବିଜେଡ଼ି ପକ୍ଷରୁ ପ୍ରତିବାଦ। କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବାତିଲ କଟକ ବିଜେଡ଼ି ପକ୍ଷରୁ ବିକ୍ଷୋଭ। ବିଜେପି ସରକାର ମେଟ୍ରୋ ପ୍ରକଳ୍ପ ବନ୍ଦ କରି ଭୁବନେଶ୍ୱର-କଟକର ସ୍ୱପ୍ନକୁ ଧୂଳିସାତ କରିଛି: ବିଜେଡି କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ସରକାର ବାତିଲ କରିବା ପରିପ୍ରେକ୍ଷୀରେ କଟକ ବିଜେଡ଼ି ପକ୍ଷରୁ ପ୍ରତିବାଦ।
Amrit Prasad Das

More news from ଓଡ଼ିଶା and nearby areas
- Cuttack jila re barsha start1
- କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବାତିଲ କଟକ ବିଜେଡ଼ି ପକ୍ଷରୁ ବିକ୍ଷୋଭ। ବିଜେପି ସରକାର ମେଟ୍ରୋ ପ୍ରକଳ୍ପ ବନ୍ଦ କରି ଭୁବନେଶ୍ୱର-କଟକର ସ୍ୱପ୍ନକୁ ଧୂଳିସାତ କରିଛି: ବିଜେଡି କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ସରକାର ବାତିଲ କରିବା ପରିପ୍ରେକ୍ଷୀରେ କଟକ ବିଜେଡ଼ି ପକ୍ଷରୁ ପ୍ରତିବାଦ।1
- ମାନ୍ୟବର ମେୟର କଟକ ଙ୍କ ଆବାସିକ କାର୍ଜ୍ୟାଳୟ ଠାରେ କଟକ ମହାନଗର ନିଗମ ର ନବ ନିର୍ବାଚିତ କାଉନସିଲ କୁ ୪ ବର୍ଷ ପୂର୍ତି ଅବସରରେ ଏକ ବିଶେଷ ସାମ୍ବାଦିକ ସମିଳନୀ ଆୟୋଜିତ ହୋଇଅଛି4
- ଚକ୍ର ପାଣି ଙ୍କ ଚକ୍ରାନ୍ତ ରେ ପେଶୀ ହେବାକୁ ଦଶାନନ ରାବଣ ଶ୍ରୀ ମନ୍ଦିର କୁ ସିଂହ ଦ୍ୱାର ଦେଇ ପ୍ରବେଶ କରୁଛନ୍ତି..... ଜଗମୋହନ ପାଖରେ ନିଜ କଳା ର ଠାଣି ଦେଖାଇ ଆଜ୍ଞା ଆଣିବେ ରାମ ଲକ୍ଷ୍ମଣ ବେନି ଭାଇ ଙ୍କୁ ପରାଜିତ କରିବେ ! ମହାପ୍ରଭୁ ଚତୁରତାର ସହ ଆଜ୍ଞା ଦେବେ ହେଲେ ଫଳ ସ୍ୱରୂପରେ ମନ୍ଦାର ମାଳ...1
- Post by NEWS MANORANJAN1
- Post by Thabira Majhi1
- କେନ୍ଦ୍ରିୟ ଜଳସେଚନ ସର୍କଲ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ୍ ଚଢାଉ କରାଯାଇଛି I ଢେଙ୍କାନାଳ ସହରର ଦେଉଳ ସାହିଠାରେ ଥିବା ଘର ଏବଂ ଭାପୁର ବିମ୍ବୋଳ ଗ୍ରାମ ନିକଟରେ ଥିବା ଫାର୍ମ ହାଉସ ଏହି ୨ଟି ସ୍ଥାନରେ ଚଢାଉ ଆଜି ଢେଙ୍କାନାଳ ଭିଜିଲାନ୍ସ ଟିମ ଚଢାଉ କରାଯାଇଛି। ଏହା ସହିତ କଟକ ଘର, ଭୁବନେଶ୍ଵର ଅଫିସ ଚାମ୍ବର, ଜାଜପୁର ଅଞ୍ଚଳରେ ଥିବା ଘର ଏବଂ ଭୁବନେଶ୍ଵର ଅଞ୍ଚଳରେ ଥିବା ଘର ଉପରେ ଏକ କାଳିନ ଚଢାଉ କରାଯାଇଥିବା ଜଣା ପଡ଼ିଛି।1
- କଟକ ସିଏମସିରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହେଉଥିବା ଅଭିଯୋଗ। ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସିଏମସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ।କଟକ ସିଏମସିରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହେଉଥିବା ଅଭିଯୋଗ। ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସିଏମସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ।1