logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଅଜିତ୍ ପାତ୍ରଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ୬୪ ୟୁନିଟ୍ ରକ୍ତ ସଂଗ୍ରହ ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ଅତିଥି ମାନଙ୍କୁ ଶ୍ରୀ ପାତ୍ର ଫୁଲତୋଡ଼ା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ବ୍ରହ୍ମପୁର ରକ୍ତଭଣ୍ଡାରେ ରକ୍ତ ଅଭାବ ଥିବା ଯୋଗୁଁ ଏହା ମହାନ୍ କାର୍ଯ୍ୟରୁ ଆଖି ଆଗରେ ରଖି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ସମାଜସେବୀ ଶ୍ରୀ ପାତ୍ର କହିଛନ୍ତି l ସମାଜ ର ମଙ୍ଗଳ ପାଇଁ ହାତ ବଢ଼େଇ ଥିବା ଶ୍ରୀ ପାତ୍ର ଙ୍କୁ ଅଞ୍ଚଳ ବାସି ଖୁବ୍ ପ୍ରଶଂସା କରିଥିବା ସାଧାରଣ ଲୋକଙ୍କ ମଧ୍ୟ ଖୁବ୍ ଚର୍ଚ୍ଚା କରାଯାଇଥିବା ଦେଖିବାକୁ ମିଳିଛି।

13 hrs ago
user_Live Odisha NewsUpdate District reporter
Live Odisha NewsUpdate District reporter
Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•

More news from ଓଡ଼ିଶା and nearby areas
  • କୁକୁଡ଼ାଖଣ୍ତି ବ୍ଳକର ଶିହଳା ଗ୍ରାମ ପଞ୍ଚାୟତରେ ଜନଅଭିଯୋଗ ଶୁଣାଣି ଶିବିର
    1
    କୁକୁଡ଼ାଖଣ୍ତି ବ୍ଳକର ଶିହଳା ଗ୍ରାମ ପଞ୍ଚାୟତରେ ଜନଅଭିଯୋଗ ଶୁଣାଣି ଶିବିର
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    49 min ago
  • ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    11 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    4 hrs ago
  • ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    1
    ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    2 hrs ago
  • ରଣପୁର ଅନ୍ତର୍ଗତ ତାଳକଣି ପଞ୍ଚାୟତ ଉପ ସ୍ୱାସ୍ଥ୍ୟକେନ୍ଦ୍ର କାହା ସ୍ବାର୍ଥରେ,,,, ଦୁଇବର୍ଷ ବିତିଗଲା ପରେ ବି ଏପର୍ଯ୍ୟନ୍ତ ହୋଇନାହିଁ କାର୍ଯ୍ୟକ୍ଷମ ସରକାର ଙ୍କ ଲକ୍ଷ ଲକ୍ଷ ଟଙ୍କା ରେ ନିର୍ମିତ ଏହି ଉପ ସ୍ୱାସ୍ଥ୍ୟକେନ୍ଦ୍ର କାହା ପାଇଁ,,,,
    1
    ରଣପୁର ଅନ୍ତର୍ଗତ ତାଳକଣି ପଞ୍ଚାୟତ ଉପ ସ୍ୱାସ୍ଥ୍ୟକେନ୍ଦ୍ର କାହା ସ୍ବାର୍ଥରେ,,,,
ଦୁଇବର୍ଷ ବିତିଗଲା ପରେ ବି ଏପର୍ଯ୍ୟନ୍ତ ହୋଇନାହିଁ କାର୍ଯ୍ୟକ୍ଷମ
ସରକାର ଙ୍କ ଲକ୍ଷ ଲକ୍ଷ ଟଙ୍କା ରେ ନିର୍ମିତ ଏହି ଉପ ସ୍ୱାସ୍ଥ୍ୟକେନ୍ଦ୍ର କାହା ପାଇଁ,,,,
    user_Dillip Parida
    Dillip Parida
    Local News Reporter ରଣପୁର, ନୟାଗଡ଼, ଓଡ଼ିଶା•
    23 hrs ago
  • Post by SOUMYA RANJAN
    2
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel ପୁରୀ (M), ପୁରୀ, ଓଡ଼ିଶା•
    41 min ago
  • Post by Rajesh Samantaray
    1
    Post by Rajesh Samantaray
    user_Rajesh Samantaray
    Rajesh Samantaray
    Bank Sadar, Puri•
    1 hr ago
  • ଅଜିତ୍ ପାତ୍ରଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ୬୪ ୟୁନିଟ୍ ରକ୍ତ ସଂଗ୍ରହ ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ଅତିଥି ମାନଙ୍କୁ ଶ୍ରୀ ପାତ୍ର ଫୁଲତୋଡ଼ା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ବ୍ରହ୍ମପୁର ରକ୍ତଭଣ୍ଡାରେ ରକ୍ତ ଅଭାବ ଥିବା ଯୋଗୁଁ ଏହା ମହାନ୍ କାର୍ଯ୍ୟରୁ ଆଖି ଆଗରେ ରଖି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ସମାଜସେବୀ ଶ୍ରୀ ପାତ୍ର କହିଛନ୍ତି l ସମାଜ ର ମଙ୍ଗଳ ପାଇଁ ହାତ ବଢ଼େଇ ଥିବା ଶ୍ରୀ ପାତ୍ର ଙ୍କୁ ଅଞ୍ଚଳ ବାସି ଖୁବ୍ ପ୍ରଶଂସା କରିଥିବା ସାଧାରଣ ଲୋକଙ୍କ ମଧ୍ୟ ଖୁବ୍ ଚର୍ଚ୍ଚା କରାଯାଇଥିବା ଦେଖିବାକୁ ମିଳିଛି।
    1
    ଅଜିତ୍ ପାତ୍ରଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ୬୪ ୟୁନିଟ୍ ରକ୍ତ ସଂଗ୍ରହ
ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ଅତିଥି ମାନଙ୍କୁ ଶ୍ରୀ ପାତ୍ର ଫୁଲତୋଡ଼ା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। 
ବ୍ରହ୍ମପୁର ରକ୍ତଭଣ୍ଡାରେ ରକ୍ତ ଅଭାବ ଥିବା ଯୋଗୁଁ ଏହା ମହାନ୍ କାର୍ଯ୍ୟରୁ ଆଖି ଆଗରେ ରଖି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ସମାଜସେବୀ ଶ୍ରୀ ପାତ୍ର କହିଛନ୍ତି l
ସମାଜ ର ମଙ୍ଗଳ ପାଇଁ ହାତ ବଢ଼େଇ ଥିବା ଶ୍ରୀ ପାତ୍ର ଙ୍କୁ ଅଞ୍ଚଳ ବାସି ଖୁବ୍ ପ୍ରଶଂସା କରିଥିବା ସାଧାରଣ ଲୋକଙ୍କ ମଧ୍ୟ ଖୁବ୍ ଚର୍ଚ୍ଚା କରାଯାଇଥିବା ଦେଖିବାକୁ ମିଳିଛି।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.