logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କଟକରେ_ଗର୍ଜିଲେ_ମହିଳା କଟକରେ ରନ୍ଧନ ଗ୍ଯାସର ଅହେତୁକ ଦର ବୃଦ୍ଧି ଓ ଗ୍ଯାସ ସିଲିଣ୍ଡରର ମନୁଷ୍ୟାକୃତ ଅଭାବ ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ବକ୍ସିବଜାର ଠାରେ ବଡ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଥିରେ ଶତାଧିକ ମହିଳା ଏକାଠି ହୋଇ ହାତରେ ପ୍ଲାକାର୍ଡ ଧରି ପ୍ରତିବାଦ କରୁଛନ୍ତି ।

13 hrs ago
user_Aritkumar Mohapatra
Aritkumar Mohapatra
କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
13 hrs ago

କଟକରେ_ଗର୍ଜିଲେ_ମହିଳା କଟକରେ ରନ୍ଧନ ଗ୍ଯାସର ଅହେତୁକ ଦର ବୃଦ୍ଧି ଓ ଗ୍ଯାସ ସିଲିଣ୍ଡରର ମନୁଷ୍ୟାକୃତ ଅଭାବ ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ବକ୍ସିବଜାର ଠାରେ ବଡ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଥିରେ ଶତାଧିକ ମହିଳା ଏକାଠି ହୋଇ ହାତରେ ପ୍ଲାକାର୍ଡ ଧରି ପ୍ରତିବାଦ କରୁଛନ୍ତି ।

More news from ଓଡ଼ିଶା and nearby areas
  • ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    1
    ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    1 hr ago
  • Post by Aritkumar Mohapatra
    4
    Post by Aritkumar Mohapatra
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    13 hrs ago
  • ମର୍ଦ୍ଦମେଖ ଅଞ୍ଚଳରେ ବିଦ୍ୟୁତ ତାର ଛିଡ଼ି ସର୍ଟ ସର୍କିଟ ହେବାରୁ ଚାଷଜମିରେ ଥିବା ଧାନଗଦାରେ ନିଆଁ ଲାଗି ଦୁଇ ଏକର ଧାନ ପୋଡ଼ି ନଷ୍ଟ। କୋଦଳା ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି।
    2
    ମର୍ଦ୍ଦମେଖ ଅଞ୍ଚଳରେ ବିଦ୍ୟୁତ ତାର ଛିଡ଼ି ସର୍ଟ ସର୍କିଟ ହେବାରୁ ଚାଷଜମିରେ ଥିବା ଧାନଗଦାରେ ନିଆଁ ଲାଗି ଦୁଇ ଏକର ଧାନ ପୋଡ଼ି ନଷ୍ଟ। କୋଦଳା ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି।
    user_Odisha khabar
    Odisha khabar
    Bhubaneswar (M.Corp.), Khordha•
    11 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    18 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    24 min ago
  • #LPG ର ଅଭାବ ନାହିଁ କିନ୍ତୁ ଲୋକଙ୍କୁ ଆମେ ଦେବୁ ନାହିଁ। #ଜନତାଙ୍କ_ସରକାରଙ୍କୁ_ପ୍ରଶ୍ନ:- 🗣️🗣️🗣️🗣️ #ଜବାବ_ମାଗୁଛି_ଜନତା 👉 ଯଦି ଗ୍ୟାସ ଅଭାବ ନାହିଁ ତେବେ ଗ୍ୟାସ ଦର ବୃଦ୍ଧି କାହିଁକି କରିଲେ? ❌❌❌❌❌❌❌❌ 👉 ପୂର୍ବରୁ ଯେଉଁ ନିୟମ ଥିଲା ଗୋଟିଏ ମାସରେ ଜଣେ ଚାହିଁଲେ ଗୋଟିଏ ସିଲିଣ୍ଡର ନେଇ ପାରିବ ସେ ନିୟମରେ ପରିବର୍ତ୍ତନ କରି ସମୟକୁ ଦୁଇ ମାସ କାହିଁକି କରିଲେ? ❌❌❌❌❌❌❌❌ 👉 ଯଦି ଗ୍ୟାସ ଅଭାବ ନାହିଁ ଲୋକ କାହିଁକି ଗ୍ୟାସ ଏଜେନ୍ସୀରେ ଲମ୍ବା ଲାଇନ୍ ଲଗାଇଛନ୍ତି? ❌❌❌❌❌❌ 👉 ପ୍ରଧାନମନ୍ତ୍ରୀଙ୍କ ଜ୍ଞାନକୌଶଳ କାହିଁକି ଉପଯୋଗ କରାଯାଉ ନାହିଁ? ଆମ ଦେଶରେ ତ ନାଳ ନର୍ଦ୍ଦମା ଅଭାବ ନାହିଁ?😬😬😬😬 ❌❌❌❌❌❌
    1
    #LPG ର ଅଭାବ ନାହିଁ କିନ୍ତୁ ଲୋକଙ୍କୁ ଆମେ ଦେବୁ ନାହିଁ।
#ଜନତାଙ୍କ_ସରକାରଙ୍କୁ_ପ୍ରଶ୍ନ:- 🗣️🗣️🗣️🗣️
#ଜବାବ_ମାଗୁଛି_ଜନତା 
👉 ଯଦି ଗ୍ୟାସ ଅଭାବ ନାହିଁ ତେବେ  ଗ୍ୟାସ ଦର ବୃଦ୍ଧି କାହିଁକି କରିଲେ?
❌❌❌❌❌❌❌❌
👉 ପୂର୍ବରୁ ଯେଉଁ ନିୟମ ଥିଲା ଗୋଟିଏ ମାସରେ ଜଣେ ଚାହିଁଲେ ଗୋଟିଏ ସିଲିଣ୍ଡର ନେଇ ପାରିବ ସେ ନିୟମରେ ପରିବର୍ତ୍ତନ କରି ସମୟକୁ ଦୁଇ ମାସ କାହିଁକି କରିଲେ?
❌❌❌❌❌❌❌❌
👉 ଯଦି ଗ୍ୟାସ ଅଭାବ ନାହିଁ ଲୋକ କାହିଁକି ଗ୍ୟାସ ଏଜେନ୍ସୀରେ ଲମ୍ବା ଲାଇନ୍ ଲଗାଇଛନ୍ତି?
❌❌❌❌❌❌
👉 ପ୍ରଧାନମନ୍ତ୍ରୀଙ୍କ ଜ୍ଞାନକୌଶଳ କାହିଁକି ଉପଯୋଗ କରାଯାଉ ନାହିଁ? ଆମ ଦେଶରେ ତ ନାଳ ନର୍ଦ୍ଦମା ଅଭାବ ନାହିଁ?😬😬😬😬
❌❌❌❌❌❌
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    35 min ago
  • ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।
    1
    ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.