logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ରେ ଉଦଳାରେ ଉଛେଦ ଚାଲୁ rahichi

2 hrs ago
user_Rajib Behera
Rajib Behera
ସାମ୍ବାଦିକ Mayurbhanj, Odisha•
2 hrs ago

ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ରେ ଉଦଳାରେ ଉଛେଦ ଚାଲୁ rahichi

More news from Odisha and nearby areas
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    ସାମ୍ବାଦିକ Mayurbhanj, Odisha•
    2 hrs ago
  • ଜୈବ ବିବିଧତାର ଅଦ୍ଭୁତ ସମ୍ଭାବନା ଥିବା ଶିମିଳିପାଳ ଅଭୟାରଣ୍ୟ ବନ୍ୟପ୍ରାଣୀ ,ସବୁଜ ବନାନୀ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ସାରା ଦେଶରେ ପ୍ରସିଦ୍ଧ ଲାଭ କରିପାରିଥିବା ଆମେ ସମସ୍ତେ ଉଣା ଅଧିକେ ଜାଣିଛୁ । ହେଲେ ଏଥିରେ ଏବେ ଆଉ ଏକ ନୁଆ ଅଧ୍ୟାୟ ଯୋଡିହେବାକୁ ଯାଉଛି । ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଜୈବପ୍ରଯୁକ୍ତି ବିଦ୍ୟା ବିଭାଗର ଗବେଷଣାରୁ ଶିମିଳିପାଳ ଜଙ୍ଗଲ ଭିତରେ ଲୁଚିଥିବା ଔଷଧୀୟ ଧନ "ଲାଇକେନ୍" ବିଷୟରେ ଏବେ ଅନେକ ତଥ୍ୟ ସାମ୍ନାକୁ ଆସିପାରିଛି। ଯାହା ଭବିଷ୍ୟତର ଔଷଧିୟ ଗବେଷଣାର ଏକ ମୁଖ୍ୟ କେନ୍ଦ୍ର ଭାବେ ପରିଚୟ ସୃଷ୍ଟି କରିପାରିବ ବୋଲି ଆଶା ସଂଚାର ହୋଇଛି।
    1
    ଜୈବ ବିବିଧତାର ଅଦ୍ଭୁତ ସମ୍ଭାବନା ଥିବା ଶିମିଳିପାଳ ଅଭୟାରଣ୍ୟ ବନ୍ୟପ୍ରାଣୀ ,ସବୁଜ ବନାନୀ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ସାରା ଦେଶରେ ପ୍ରସିଦ୍ଧ ଲାଭ କରିପାରିଥିବା ଆମେ ସମସ୍ତେ ଉଣା ଅଧିକେ ଜାଣିଛୁ । ହେଲେ ଏଥିରେ ଏବେ ଆଉ ଏକ ନୁଆ ଅଧ୍ୟାୟ ଯୋଡିହେବାକୁ ଯାଉଛି । ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଜୈବପ୍ରଯୁକ୍ତି ବିଦ୍ୟା ବିଭାଗର ଗବେଷଣାରୁ ଶିମିଳିପାଳ ଜଙ୍ଗଲ ଭିତରେ ଲୁଚିଥିବା ଔଷଧୀୟ ଧନ "ଲାଇକେନ୍" ବିଷୟରେ ଏବେ ଅନେକ ତଥ୍ୟ ସାମ୍ନାକୁ ଆସିପାରିଛି। ଯାହା ଭବିଷ୍ୟତର ଔଷଧିୟ ଗବେଷଣାର ଏକ ମୁଖ୍ୟ କେନ୍ଦ୍ର ଭାବେ ପରିଚୟ ସୃଷ୍ଟି କରିପାରିବ ବୋଲି ଆଶା ସଂଚାର ହୋଇଛି।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • Post by Mayurbhanj Live
    1
    Post by Mayurbhanj Live
    user_Mayurbhanj Live
    Mayurbhanj Live
    Engineer ଝରପୋଖରିଆ, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • ବାରିପଦା - ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ପ୍ରେସ ମିଟ (ବାରିପଦା ଷ୍ଟାଡିଅମ କନଫରେନ୍ସ ହଲ )11/2/26
    1
    ବାରିପଦା - ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ  ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ପ୍ରେସ ମିଟ (ବାରିପଦା ଷ୍ଟାଡିଅମ କନଫରେନ୍ସ ହଲ )11/2/26
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • କାଲି ଭାରତ ବନ୍ଦ ଡାକରା ସମର୍ଥନ ଦେଲା କଂଗ୍ରେସ ପ୍ରବାଭ ରେ ସବୁ ସରକାରୀ ଅଫିସ ରହିବ ବନ୍ଦ ସହିତ ବ୍ୟାଙ୍କ୍ ସ୍କୁଲ
    1
    କାଲି ଭାରତ ବନ୍ଦ ଡାକରା ସମର୍ଥନ ଦେଲା କଂଗ୍ରେସ  ପ୍ରବାଭ ରେ ସବୁ ସରକାରୀ ଅଫିସ ରହିବ ବନ୍ଦ ସହିତ ବ୍ୟାଙ୍କ୍ ସ୍କୁଲ
    user_Prime time press
    Prime time press
    ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରକାଶ ଥାଉ କି ଆସନ୍ତା ଏପ୍ରିଲ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ଏହି ବୈଠକରେ ସୂଚନା ପ୍ରଦାନ କରା ଯାଇଛି।
    1
    ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରକାଶ ଥାଉ କି ଆସନ୍ତା ଏପ୍ରିଲ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ଏହି ବୈଠକରେ ସୂଚନା ପ୍ରଦାନ କରା ଯାଇଛି।
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    9 hrs ago
  • ଆଜିକାର ଇଣ୍ଟରନେଟ୍ ଯୁଗରେ ଡିଜିଟାଲ୍ ସୁରକ୍ଷା ଏବଂ ସାଇବର୍ ଅପରାଧରୁ ସୁରକ୍ଷା ନିୟମିତ ସଚେତନତାର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଏମ୍‌ପିସି ଅଟୋନୋମସ୍ କଲେଜ ଠାରେ ସେଫାର୍ ଇଣ୍ଟରନେଟ୍ ଡେ ଭବ୍ୟତାର ସହିତ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ GET 2 NET କମ୍ପ୍ୟୁଟର୍ ଷ୍ଟଡି ସେଣ୍ଟର ଦ୍ୱାରା ଓଡ଼ିଶା କମ୍ପ୍ୟୁଟର୍ ଅପ୍ପଲିକେସନ ସେଣ୍ଟର (OCAC) ଏବଂ ଓଡ଼ିଶା ନଲେଜ କର୍ପୋରେସନ ଲିମିଟେଡ଼ (OKCL) ର ସହଯୋଗରେ ଆୟୋଜିତ ହୋଇଥିଲା।
    1
    ଆଜିକାର ଇଣ୍ଟରନେଟ୍ ଯୁଗରେ ଡିଜିଟାଲ୍ ସୁରକ୍ଷା ଏବଂ ସାଇବର୍ ଅପରାଧରୁ ସୁରକ୍ଷା ନିୟମିତ ସଚେତନତାର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଏମ୍‌ପିସି ଅଟୋନୋମସ୍ କଲେଜ ଠାରେ ସେଫାର୍ ଇଣ୍ଟରନେଟ୍ ଡେ ଭବ୍ୟତାର ସହିତ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ GET 2 NET କମ୍ପ୍ୟୁଟର୍ ଷ୍ଟଡି ସେଣ୍ଟର ଦ୍ୱାରା ଓଡ଼ିଶା କମ୍ପ୍ୟୁଟର୍ ଅପ୍ପଲିକେସନ ସେଣ୍ଟର  (OCAC) ଏବଂ ଓଡ଼ିଶା ନଲେଜ କର୍ପୋରେସନ ଲିମିଟେଡ଼ (OKCL) ର ସହଯୋଗରେ ଆୟୋଜିତ ହୋଇଥିଲା।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.