Shuru
Apke Nagar Ki App…
ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଅଜୟ ସର୍ତ୍ତ ମୂଳକ ଜାମିନ ରେ ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
Ansubhai Pandey

More news from ଓଡ଼ିଶା and nearby areas
- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଅଜୟ ସର୍ତ୍ତ ମୂଳକ ଜାମିନ ରେ ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l1
- ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ #ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice1
- ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,4
- ମହେନ୍ଦ୍ରଗିରି ଶିଖର ରେ ୧୫୦ଟି ଦେଶୀ ପ୍ରଜାତି ର ଚାରା ରୂପଣ ଗଜପତି ଜିଲ୍ଲା ରାୟଗଡ ବ୍ଲକ ର ମହେନ୍ଦ୍ରଗିରି ପାହାଡ଼ ଶିଖରରେ ୧୫୦ଟି ଦେଶୀ ପ୍ରଜାତିର ଚାରା ଅଶୋକ ୫୦ଟି ଏବଂ ଜାମୁ ୧୦୦ଟି ଚାରା ରୋପଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ରାମଗିରି ରେଞ୍ଜର ପିୟସ ପଟନାୟକ ଜିରାଙ୍ଗ ବନପାଳ ଅନ୍ତର୍ଗତ ସମସ୍ତ ବନପାଳ, ବନରକ୍ଷୀ , ଲକ୍ଷ୍ମୀ ବାବା, ସମାଜ ସେବୀ, ମହେନ୍ଦ୍ରଗିରି ଇଡିସି ସଭାପତି ଓ କୋଷାଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ, କଇଁପୁର ଏବଂ ବନ ବିଭାଗର ସ୍କ୍ୱାଡ, କର୍ମଚାରୀ ତଥା ସ୍ଥାନୀୟ। ଜନ ସାଧାରଣ ମାନେ ଉପସ୍ଥିତ ଥିଲେ।1
- ନିଜ କର୍ମଚାରୀ ଲୋକ ଲଗାଇ ମାଲିକ ଠାରୁ ଲୁଟିଥିଲା ୩୬ ଲକ୍ଷ ଟଙ୍କା,ସମସ୍ତଙ୍କୁ ଗିରଫ କଲା ପୋଲିସ୍ #cuttack #PoliceCase #investigation #Arrest #theft #odishabhaskar1