logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାଣୀତୀର୍ଥ କରଞ୍ଜିଆରେ ବିଦ୍ୟାଳୟସ୍ତରୀୟ ଜ୍ଞାନ-ବିଜ୍ଞାନ ମେଳା ଅନୁଷ୍ଠିତ କରଞ୍ଜିଆ, ୧/୮ (ପାର୍ଥ ପ୍ରଶନ୍ନ ମିଶ୍ର): କରଞ୍ଜିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ବାଣୀତୀର୍ଥ ପରିସରରେ ଶନିବାର ବିଦ୍ୟାଳୟସ୍ତରୀୟ ଜ୍ଞାନ-ବିଜ୍ଞାନ ମେଳା–୨୦୨୬ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ମୋଟ ୪୩୮ ଜଣ ପ୍ରତିଯୋଗୀ ବିଜ୍ଞାନ ପ୍ରକଳ୍ପ, ଗଣିତ ପ୍ରକଳ୍ପ, ପତ୍ରବାଚନ, କଥାକଥନ, ଆଶୁ ଭାଷଣ, ବିଜ୍ଞାନ ପ୍ରୟୋଗ, ଗଣିତ ପ୍ରୟୋଗ, ସଂସ୍କୃତିଜ୍ଞାନ ପ୍ରଶ୍ନମଞ୍ଚ, ଗଣିତ ପ୍ରଶ୍ନମଞ୍ଚ, ବିଜ୍ଞାନ ପ୍ରଶ୍ନମଞ୍ଚ ଓ ନିବନ୍ଧ ଲିଖନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ପାଞ୍ଚପୀଢ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପ କୁମାର ପୃଷ୍ଟି ମୁଖ୍ୟ ଅତିଥି, କେ.ଟି. ଗ୍ଲୋବାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରୁଣେଇ (ଖୋର୍ଦ୍ଧା)ର ଅଧ୍ୟକ୍ଷ ବିଭୂତି ଭୂଷଣ ଚୌଧୁରୀ ସମ୍ମାନିତ ଅତିଥି ଏବଂ ପରିଚାଳନା ସମିତିର ସଭାପତି ତଥା ଅବସରପ୍ରାପ୍ତ ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି ଅତିଥିଭାବେ ଯୋଗଦେଇ ମେଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମହେନ୍ଦ୍ର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ରଖିଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ବୈଜ୍ଞାନିକ ମନୋଭାବ ବିକଶିତ କରିବା, ବିଜ୍ଞାନର ସଦୁପଯୋଗ କରି ସମାଜ ଓ ଜନକଲ୍ୟାଣରେ ନିଜକୁ ସାମିଲ କରିବାକୁ ଆହ୍ୱାନ ଦେଇଥିଲେ। ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ୩୦ ଜଣ ବିଚାରକ ବିଭିନ୍ନ ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ। ସମସ୍ତଙ୍କ ସହଯୋଗରେ ସମଗ୍ର କାର୍ଯ୍ୟକ୍ରମ ସୁଚାରୁ ଓ ସଫଳତାର ସହ ସମ୍ପନ୍ନ ହୋଇଥିଲା।

1 hr ago
user_Partha Prasanna Mishra
Partha Prasanna Mishra
ସାମ୍ବାଦିକ Karanjia, Mayurbhanj•
1 hr ago
5f72463b-69ee-4f1d-99ab-f5c25bd31a0d

ବାଣୀତୀର୍ଥ କରଞ୍ଜିଆରେ ବିଦ୍ୟାଳୟସ୍ତରୀୟ ଜ୍ଞାନ-ବିଜ୍ଞାନ ମେଳା ଅନୁଷ୍ଠିତ କରଞ୍ଜିଆ, ୧/୮ (ପାର୍ଥ ପ୍ରଶନ୍ନ ମିଶ୍ର): କରଞ୍ଜିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ବାଣୀତୀର୍ଥ ପରିସରରେ ଶନିବାର ବିଦ୍ୟାଳୟସ୍ତରୀୟ ଜ୍ଞାନ-ବିଜ୍ଞାନ ମେଳା–୨୦୨୬ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ମୋଟ ୪୩୮ ଜଣ ପ୍ରତିଯୋଗୀ ବିଜ୍ଞାନ ପ୍ରକଳ୍ପ, ଗଣିତ ପ୍ରକଳ୍ପ, ପତ୍ରବାଚନ, କଥାକଥନ, ଆଶୁ ଭାଷଣ, ବିଜ୍ଞାନ ପ୍ରୟୋଗ, ଗଣିତ ପ୍ରୟୋଗ, ସଂସ୍କୃତିଜ୍ଞାନ ପ୍ରଶ୍ନମଞ୍ଚ, ଗଣିତ ପ୍ରଶ୍ନମଞ୍ଚ, ବିଜ୍ଞାନ ପ୍ରଶ୍ନମଞ୍ଚ ଓ ନିବନ୍ଧ ଲିଖନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ପାଞ୍ଚପୀଢ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପ କୁମାର ପୃଷ୍ଟି ମୁଖ୍ୟ ଅତିଥି, କେ.ଟି. ଗ୍ଲୋବାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରୁଣେଇ (ଖୋର୍ଦ୍ଧା)ର ଅଧ୍ୟକ୍ଷ ବିଭୂତି ଭୂଷଣ ଚୌଧୁରୀ ସମ୍ମାନିତ ଅତିଥି ଏବଂ ପରିଚାଳନା ସମିତିର ସଭାପତି ତଥା ଅବସରପ୍ରାପ୍ତ ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି ଅତିଥିଭାବେ ଯୋଗଦେଇ ମେଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମହେନ୍ଦ୍ର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ରଖିଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ବୈଜ୍ଞାନିକ ମନୋଭାବ ବିକଶିତ କରିବା, ବିଜ୍ଞାନର ସଦୁପଯୋଗ କରି ସମାଜ ଓ ଜନକଲ୍ୟାଣରେ ନିଜକୁ ସାମିଲ କରିବାକୁ ଆହ୍ୱାନ ଦେଇଥିଲେ। ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ୩୦ ଜଣ ବିଚାରକ ବିଭିନ୍ନ ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ। ସମସ୍ତଙ୍କ ସହଯୋଗରେ ସମଗ୍ର କାର୍ଯ୍ୟକ୍ରମ ସୁଚାରୁ ଓ ସଫଳତାର ସହ ସମ୍ପନ୍ନ ହୋଇଥିଲା।

More news from ଓଡ଼ିଶା and nearby areas
  • ମୁଣ୍ଡ ପିଛା 150 ଟଙ୍କାରେ ଲୋକଙ୍କୁ କିଣାବିକା ହୁଏ ବିଶ୍ୱାସ ସାମ୍ନାରେ ଗୋରୁ ବେପାର ବ୍ୟାନ ପରେ ମୁଁ ମଣିଷଙ୍କୁ କିପରି ବେପାର କରନ୍ତି ଦେଖିଲି।ମୁଣ୍ଡ ପିଛା 150 ଟଙ୍କାରେ ଲୋକଙ୍କୁ କିଣାବିକା ହୁଏ ବିଶ୍ୱାସ ସାମ୍ନାରେ
    1
    ମୁଣ୍ଡ ପିଛା 150 ଟଙ୍କାରେ ଲୋକଙ୍କୁ କିଣାବିକା ହୁଏ ବିଶ୍ୱାସ ସାମ୍ନାରେ 
ଗୋରୁ ବେପାର ବ୍ୟାନ ପରେ ମୁଁ ମଣିଷଙ୍କୁ କିପରି ବେପାର କରନ୍ତି ଦେଖିଲି।ମୁଣ୍ଡ ପିଛା 150 ଟଙ୍କାରେ ଲୋକଙ୍କୁ କିଣାବିକା ହୁଏ ବିଶ୍ୱାସ ସାମ୍ନାରେ
    user_Haybusha Hr
    Haybusha Hr
    କପ୍ତିପଦା, ମୟୂରଭଞ୍ଜ, ଓଡ଼ିଶା•
    14 hrs ago
  • ଚେନ୍ନାଇକୁ ଦାଦନ ଖଟିବାକୁ ଯାଇଥିବା ଅଗର୍ଦା ଗ୍ରାମାର ଯୁବକ ମୃତ। ମୃତ ଶରୀରକୁ ଫ୍ରେରାଇ ଆଣିବା ପାଇଁ ପରିବାରର ଆକୁଳ ନିବେଦନ।
    1
    ଚେନ୍ନାଇକୁ ଦାଦନ ଖଟିବାକୁ ଯାଇଥିବା ଅଗର୍ଦା ଗ୍ରାମାର ଯୁବକ ମୃତ।  ମୃତ ଶରୀରକୁ ଫ୍ରେରାଇ ଆଣିବା ପାଇଁ ପରିବାରର ଆକୁଳ ନିବେଦନ।
    user_Rudra Narayan Parida
    Rudra Narayan Parida
    TV News Anchor ଘାସିପୁରା, କେନ୍ଦୁଝର, ଓଡ଼ିଶା•
    23 hrs ago
  • ବନ୍ତ ବ୍ଲକ୍ ର ନିଶ୍ଚଳ ମହାନ୍ତି ନିଟ ପରୀକ୍ଷାରେ ସଫଳତା ଆଣିଲେ । ବନ୍ତ ବ୍ଲକ୍ ର ନିଶ୍ଚଳ ମହାନ୍ତି ନିଟ ପରୀକ୍ଷାରେ ସଫଳତା ଆଣିଲେ ।
    1
    ବନ୍ତ ବ୍ଲକ୍ ର ନିଶ୍ଚଳ ମହାନ୍ତି ନିଟ ପରୀକ୍ଷାରେ ସଫଳତା ଆଣିଲେ ।
ବନ୍ତ ବ୍ଲକ୍ ର ନିଶ୍ଚଳ ମହାନ୍ତି ନିଟ ପରୀକ୍ଷାରେ ସଫଳତା ଆଣିଲେ ।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    8 hrs ago
  • ସାମ୍ବାଦିକ ପରିଚୟର ଅପବ୍ୟବହାର -ଗଣମାଧ୍ୟମର ମର୍ଯ୍ୟାଦା କ୍ଷୁର୍ଣ୍ଣ କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି -ଜିଲ୍ଲାପାଳଙ୍କୁ ଭେଟିଲା ମୟୂରଭଞ୍ଜ ସାମ୍ବାଦିକ ପରିବାର ମୟୂରଭଞ୍ଜ ଜିଲ୍ଲା କାର୍ଯ୍ୟରତ ସାମ୍ବାଦିକ ପରିବାର ସଦସ୍ୟ ଶନିବାର ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ଭେଟି ନିଜର ସମସ୍ୟା ଜଣାଇବା ସହିତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିବେଦନ ପତ୍ର ପ୍ରଦାନ କରିଛନ୍ତି । ଜିଲ୍ଲାରେ କିଛି ବ୍ୟକ୍ତି ସାମ୍ବାଦିକ କିମ୍ବା ୱେବ୍ ଚ୍ୟାନେଲର ପ୍ରତିନିଧି/ସମ୍ପାଦକ/ମାଲିକ ପରିଚୟ ଦେଇ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଅବାଧରେ ପ୍ରବେଶ କରୁଥିବା ଏବଂ ସାମ୍ବାଦିକତାର ନାମରେ ଅନୈତିକ କାର୍ଯ୍ୟକଳାପରେ ଲିପ୍ତ ଥିବା ନେଇ ପତ୍ରରେ ଦର୍ଶାଇଛନ୍ତି । ଅଭିଯୋଗ ଅନୁଯାୟୀ, କେତେକ ବ୍ୟକ୍ତି ନାମକୁ ଖବରକାଗଜ ସହ ଜଡ଼ିତ ଥିଲେ ମଧ୍ୟ ସେମାନଙ୍କ ଖବର ପ୍ରକାଶ ପାଉନଥିବା ସତ୍ତ୍ୱେ ସାମ୍ବାଦିକ ପରିଚୟକୁ ବ୍ୟବହାର କରି ବିଭିନ୍ନ ଅଧିକାରୀ ଓ ଜନପ୍ରତିନିଧିଙ୍କ ସହ ନିକଟତା ସୃଷ୍ଟି କରିବାର ପ୍ରୟାସ କରୁଛନ୍ତି। ଏପରିକି ନିଜସ୍ୱ ବୁମ୍ ଓ ମାଇକ୍ ବ୍ୟବହାର କରି ୱେବ୍ ରିପୋର୍ଟର ପରିଚୟ ଦେଇ ବିଭିନ୍ନ କାର୍ଯ୍ୟାଳୟ ବୁଲି ବିଜ୍ଞାପନ ଆଳରେ ଅର୍ଥ ଦାବି କରିବା ଏବଂ ଅର୍ଥ ନମିଳିଲେ ସୋସିଆଲ ମିଡିଆରେ ମିଥ୍ୟା କିମ୍ବା ଅପମାନଜନକ ପ୍ରଚାର କରିବାର ଧମକ ଦେଉଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି । ସେହିପରି, ରାସ୍ତାଘାଟରେ ଯାନବାହନ/ପରିବହନ ଯାଞ୍ଚକରିବା, ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ପ୍ରବେଶ କରି ତ୍ରୁଟି ଖୋଜିବା ନାଁରେ ଅନୈତିକ ଭାବେ ଅର୍ଥ ଆଦାୟ କରିବାର ଉଦ୍ୟମ କରାଯାଉଥିବା ନେଇ ମଧ୍ୟ ବିଭିନ୍ନ ଅଭିଯୋଗ ସାମ୍ନାକୁ ଆସୁଛି। ଏହାବ୍ୟତୀତ, କିଛି ଅପରାଧିକ ପୃଷ୍ଠଭୂମି ଥିବା କିମ୍ବା ବିଭିନ୍ନ ଥାନାରେ ମାମଲା ରହିଥିବା ବ୍ୟକ୍ତିମାନେ ମଧ୍ୟ ସାମ୍ବାଦିକ, ୱେବ୍ ଚ୍ୟାନେଲ ରିପୋର୍ଟର କିମ୍ବା କ୍ୟାମେରାମ୍ୟାନ୍ ପରିଚୟ ଦେଇ ସରକାରୀ ଓ ବେସରକାରୀ ପ୍ରେସ୍ ମିଟ୍‌ରେ ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ସାମ୍ବାଦିକ ନଥାଇ ନିଜ ଦୁଇ/ଚାରି ଚକିଆ ଯାନରେ ପ୍ରେସ୍ ଲେଖି କିଛି ବ୍ୟକ୍ତି ବେଆଇନ କାର୍ଯ୍ୟର ଫାଇଦା ହାସଲ କରୁଛନ୍ତି । ଏପରି କାର୍ଯ୍ୟକଳାପ ଫଳରେ ଜିଲ୍ଲାର ପ୍ରକୃତ ଓ ମୁଖ୍ୟଧାରାର ସାମ୍ବାଦିକମାନଙ୍କର ସମ୍ମାନ କ୍ଷୁର୍ଣ୍ଣ ହେଉଥିବା ସହ ସାମ୍ବାଦିକତା ପେଶାର ବିଶ୍ୱସନୀୟତା ମଧ୍ୟ ପ୍ରଭାବିତ ହେଉଛି। ଏଣୁ, ଉପରୋକ୍ତ ବିଷୟରେ ଏକ ନିରପେକ୍ଷ ତଦନ୍ତ ସହ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ମାଧ୍ୟମରେ ପ୍ରକୃତ ସାମ୍ବାଦିକ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ପରିଚୟ ଯାଞ୍ଚ କରାଯାଇ ଆବଶ୍ୟକ ଆଇନଗତ ଓ ପ୍ରଶାସନିକ ପଦକ୍ଷେପ ଗ୍ରହଣ ପାଇଁ ସମସ୍ତ ଉପସ୍ଥିତ ସଦସ୍ୟ ଅନୁରୋଧ କରିଛନ୍ତି। ଏହାଦ୍ୱାରା ଗଣମାଧ୍ୟମର ମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବା ସହ ସାଧାରଣ ଲୋକଙ୍କ ବିଶ୍ୱାସ ମଧ୍ୟ ବଜାୟ ରହିବ।
    4
    ସାମ୍ବାଦିକ ପରିଚୟର ଅପବ୍ୟବହାର
 -ଗଣମାଧ୍ୟମର ମର୍ଯ୍ୟାଦା କ୍ଷୁର୍ଣ୍ଣ କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି
-ଜିଲ୍ଲାପାଳଙ୍କୁ ଭେଟିଲା ମୟୂରଭଞ୍ଜ ସାମ୍ବାଦିକ ପରିବାର
ମୟୂରଭଞ୍ଜ ଜିଲ୍ଲା କାର୍ଯ୍ୟରତ ସାମ୍ବାଦିକ ପରିବାର ସଦସ୍ୟ ଶନିବାର ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ଭେଟି ନିଜର ସମସ୍ୟା ଜଣାଇବା ସହିତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିବେଦନ ପତ୍ର ପ୍ରଦାନ କରିଛନ୍ତି । 
ଜିଲ୍ଲାରେ କିଛି ବ୍ୟକ୍ତି ସାମ୍ବାଦିକ କିମ୍ବା ୱେବ୍ ଚ୍ୟାନେଲର ପ୍ରତିନିଧି/ସମ୍ପାଦକ/ମାଲିକ ପରିଚୟ ଦେଇ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଅବାଧରେ ପ୍ରବେଶ କରୁଥିବା ଏବଂ ସାମ୍ବାଦିକତାର ନାମରେ ଅନୈତିକ କାର୍ଯ୍ୟକଳାପରେ ଲିପ୍ତ ଥିବା ନେଇ ପତ୍ରରେ ଦର୍ଶାଇଛନ୍ତି ।
ଅଭିଯୋଗ ଅନୁଯାୟୀ, କେତେକ ବ୍ୟକ୍ତି ନାମକୁ ଖବରକାଗଜ ସହ ଜଡ଼ିତ ଥିଲେ ମଧ୍ୟ ସେମାନଙ୍କ ଖବର ପ୍ରକାଶ ପାଉନଥିବା ସତ୍ତ୍ୱେ ସାମ୍ବାଦିକ ପରିଚୟକୁ ବ୍ୟବହାର କରି ବିଭିନ୍ନ ଅଧିକାରୀ ଓ ଜନପ୍ରତିନିଧିଙ୍କ ସହ ନିକଟତା ସୃଷ୍ଟି କରିବାର ପ୍ରୟାସ କରୁଛନ୍ତି। ଏପରିକି ନିଜସ୍ୱ ବୁମ୍ ଓ ମାଇକ୍ ବ୍ୟବହାର କରି ୱେବ୍ ରିପୋର୍ଟର ପରିଚୟ ଦେଇ ବିଭିନ୍ନ କାର୍ଯ୍ୟାଳୟ ବୁଲି ବିଜ୍ଞାପନ ଆଳରେ ଅର୍ଥ ଦାବି କରିବା ଏବଂ ଅର୍ଥ ନମିଳିଲେ ସୋସିଆଲ ମିଡିଆରେ ମିଥ୍ୟା କିମ୍ବା ଅପମାନଜନକ ପ୍ରଚାର କରିବାର ଧମକ ଦେଉଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି ।
ସେହିପରି, ରାସ୍ତାଘାଟରେ ଯାନବାହନ/ପରିବହନ ଯାଞ୍ଚକରିବା, ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ପ୍ରବେଶ କରି ତ୍ରୁଟି ଖୋଜିବା ନାଁରେ ଅନୈତିକ ଭାବେ ଅର୍ଥ ଆଦାୟ କରିବାର ଉଦ୍ୟମ କରାଯାଉଥିବା ନେଇ ମଧ୍ୟ ବିଭିନ୍ନ ଅଭିଯୋଗ ସାମ୍ନାକୁ ଆସୁଛି।
ଏହାବ୍ୟତୀତ, କିଛି ଅପରାଧିକ ପୃଷ୍ଠଭୂମି ଥିବା କିମ୍ବା ବିଭିନ୍ନ ଥାନାରେ ମାମଲା ରହିଥିବା ବ୍ୟକ୍ତିମାନେ ମଧ୍ୟ ସାମ୍ବାଦିକ, ୱେବ୍ ଚ୍ୟାନେଲ ରିପୋର୍ଟର କିମ୍ବା କ୍ୟାମେରାମ୍ୟାନ୍ ପରିଚୟ ଦେଇ ସରକାରୀ ଓ ବେସରକାରୀ ପ୍ରେସ୍ ମିଟ୍‌ରେ ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ସାମ୍ବାଦିକ ନଥାଇ ନିଜ ଦୁଇ/ଚାରି ଚକିଆ ଯାନରେ ପ୍ରେସ୍ ଲେଖି କିଛି ବ୍ୟକ୍ତି ବେଆଇନ କାର୍ଯ୍ୟର ଫାଇଦା ହାସଲ କରୁଛନ୍ତି ।
ଏପରି କାର୍ଯ୍ୟକଳାପ ଫଳରେ ଜିଲ୍ଲାର ପ୍ରକୃତ ଓ ମୁଖ୍ୟଧାରାର ସାମ୍ବାଦିକମାନଙ୍କର ସମ୍ମାନ କ୍ଷୁର୍ଣ୍ଣ ହେଉଥିବା ସହ ସାମ୍ବାଦିକତା ପେଶାର ବିଶ୍ୱସନୀୟତା ମଧ୍ୟ ପ୍ରଭାବିତ ହେଉଛି।
ଏଣୁ,  ଉପରୋକ୍ତ ବିଷୟରେ ଏକ ନିରପେକ୍ଷ ତଦନ୍ତ ସହ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ମାଧ୍ୟମରେ ପ୍ରକୃତ ସାମ୍ବାଦିକ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ପରିଚୟ  ଯାଞ୍ଚ କରାଯାଇ ଆବଶ୍ୟକ ଆଇନଗତ ଓ ପ୍ରଶାସନିକ ପଦକ୍ଷେପ ଗ୍ରହଣ ପାଇଁ ସମସ୍ତ ଉପସ୍ଥିତ ସଦସ୍ୟ ଅନୁରୋଧ କରିଛନ୍ତି। ଏହାଦ୍ୱାରା ଗଣମାଧ୍ୟମର ମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବା ସହ ସାଧାରଣ ଲୋକଙ୍କ ବିଶ୍ୱାସ ମଧ୍ୟ ବଜାୟ ରହିବ।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    7 hrs ago
  • ବନ୍ୟା ପରିଚାଳନାରେ ପ୍ରଶାସନକୁ ଦୋଷାରପ୍ କଲେ ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ l
    1
    ବନ୍ୟା ପରିଚାଳନାରେ ପ୍ରଶାସନକୁ ଦୋଷାରପ୍ କଲେ ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ l
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    1 hr ago
  • କଉଠିକି ଜୀବ, ଆଜି ଟ୍ରାନ୍ସଫର କରିବି, ସବୁ ପୋଲ ଖୋଲି ତାଗିଦ କଲେ
    1
    କଉଠିକି ଜୀବ, ଆଜି ଟ୍ରାନ୍ସଫର କରିବି, ସବୁ ପୋଲ ଖୋଲି ତାଗିଦ କଲେ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଛଟେଇକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସୁରକ୍ଷା ସେବା ପରିଚାଳନା କରୁଥିବା କଳିଙ୍ଗ ୱାରିୟର ସଂସ୍ଥା ପକ୍ଷରୁ ପୁରୁଣା ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବାଦ ଦିଆଯାଉଥିବା ଅଭିଯୋଗ କରି ପ୍ରଭାବିତ କର୍ମଚାରୀମାନେ ସିଡିଏମ୍ଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। #Jajpur #JajpurNews #CDMO #DistrictHeadquartersHospital #SecurityGuards #Protest #Dharna #KalingaWarriors #Odisha #OdishaNews #news7odia #BreakingNews #HospitalNews #JusticeForSecurityGuards #JobLoss #SecurityStaff #OdiaNews #LatestNews #ViralNews #Jajpurdistrict
    1
    ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଛଟେଇକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସୁରକ୍ଷା ସେବା ପରିଚାଳନା କରୁଥିବା କଳିଙ୍ଗ ୱାରିୟର ସଂସ୍ଥା ପକ୍ଷରୁ ପୁରୁଣା ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବାଦ ଦିଆଯାଉଥିବା ଅଭିଯୋଗ କରି ପ୍ରଭାବିତ କର୍ମଚାରୀମାନେ ସିଡିଏମ୍ଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି।
#Jajpur #JajpurNews #CDMO #DistrictHeadquartersHospital #SecurityGuards #Protest #Dharna #KalingaWarriors #Odisha #OdishaNews #news7odia  #BreakingNews #HospitalNews #JusticeForSecurityGuards #JobLoss #SecurityStaff #OdiaNews #LatestNews #ViralNews #Jajpurdistrict
    user_NEWS7ODIA
    NEWS7ODIA
    କୋରାଇ, ଯାଜପୁର, ଓଡ଼ିଶା•
    4 hrs ago
  • Post by Bhadrak bulletin
    1
    Post by Bhadrak bulletin
    user_Bhadrak bulletin
    Bhadrak bulletin
    ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    5 hrs ago
  • ବୈତରଣୀ ବନ୍ୟା ଜଳର ପ୍ରଭାବରେ ଖେତୀ ଗ୍ରସ୍ତ ହୋଇଥିବା ପରିବାର ଙ୍କୁ ଜାଗୃତି ସମାଜ ପକ୍ଷରୁ ରିଲିପ ବଣ୍ଟନ କରି ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ #News19ଓଡ଼ିଶା #social #work #jagruti #Samajwadi
    1
    ବୈତରଣୀ ବନ୍ୟା ଜଳର ପ୍ରଭାବରେ ଖେତୀ ଗ୍ରସ୍ତ ହୋଇଥିବା ପରିବାର ଙ୍କୁ 
ଜାଗୃତି ସମାଜ ପକ୍ଷରୁ ରିଲିପ ବଣ୍ଟନ କରି ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ 
#News19ଓଡ଼ିଶା #social #work #jagruti #Samajwadi
    user_Rajashree maharana
    Rajashree maharana
    Advertising agency ପାଣିକୋଇଲି, ଯାଜପୁର, ଓଡ଼ିଶା•
    40 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.