logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ​

51 min ago
user_Basudev Sandha
Basudev Sandha
Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
51 min ago

ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ​

More news from ଓଡ଼ିଶା and nearby areas
  • ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ​
    1
    ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ 
ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ
ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ 
ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ।
​
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    51 min ago
  • କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    1
    କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    1 hr ago
  • Post by ସାମ୍ବାଦିକ Biswamitra padhi
    1
    Post by ସାମ୍ବାଦିକ Biswamitra padhi
    user_ସାମ୍ବାଦିକ Biswamitra padhi
    ସାମ୍ବାଦିକ Biswamitra padhi
    Farmer କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    3 hrs ago
  • ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ
    1
    ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ
    user_Bansidhar Majhi
    Bansidhar Majhi
    Voice of people କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    20 hrs ago
  • ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।
    2
    ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର 
ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    21 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    1
    ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l 
ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ  ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ  ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି। ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    1
    ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    5 hrs ago
  • ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    1
    ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.