logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ; ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ମଧୁସୂଦନ ଦାସ ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଆଜି ଗୋଟାଏ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ ଗୋଟି ଅଭିଯୋଗର ଶୁଣାଣି କରିଥିଲେ ଜିଲ୍ଲାପାଳ।

1 hr ago
user_HEMANTA KUMAR BEHERA
HEMANTA KUMAR BEHERA
Video Creator ଖରିଆର, ନୂଆପଡ଼ା, ଓଡ଼ିଶା•
1 hr ago

ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ; ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ମଧୁସୂଦନ ଦାସ ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଆଜି ଗୋଟାଏ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ ଗୋଟି ଅଭିଯୋଗର ଶୁଣାଣି କରିଥିଲେ ଜିଲ୍ଲାପାଳ।

More news from ଓଡ଼ିଶା and nearby areas
  • ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ; ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ମଧୁସୂଦନ ଦାସ ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଆଜି ଗୋଟାଏ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ ଗୋଟି ଅଭିଯୋଗର ଶୁଣାଣି କରିଥିଲେ ଜିଲ୍ଲାପାଳ।
    1
    ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ; ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ମଧୁସୂଦନ ଦାସ 
ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ଆଜି ଗୋଟାଏ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ ଗୋଟି ଅଭିଯୋଗର ଶୁଣାଣି କରିଥିଲେ ଜିଲ୍ଲାପାଳ।
    user_HEMANTA KUMAR BEHERA
    HEMANTA KUMAR BEHERA
    Video Creator ଖରିଆର, ନୂଆପଡ଼ା, ଓଡ଼ିଶା•
    1 hr ago
  • ନୂଆପଡ଼ା ଜିଲ୍ଲା ଖରିଆର ବ୍ଲକର ମନ୍ତ୍ରିତରାଇ ଗାଁରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଏହି ସମସ୍ୟାକୁ ନେଇ ଗାଁର ମହିଳାମାନେ ଜିଲ୍ଲାପାଳଙ୍କ ଅଭିଯୋଗ ଶିବିରରେ ଜଳ ଯୋଗାଣ ପାଇଁ ଗୁହାରି କରିଛନ୍ତି।
    2
    ନୂଆପଡ଼ା ଜିଲ୍ଲା ଖରିଆର ବ୍ଲକର ମନ୍ତ୍ରିତରାଇ ଗାଁରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଏହି ସମସ୍ୟାକୁ ନେଇ ଗାଁର ମହିଳାମାନେ ଜିଲ୍ଲାପାଳଙ୍କ ଅଭିଯୋଗ ଶିବିରରେ ଜଳ ଯୋଗାଣ ପାଇଁ ଗୁହାରି କରିଛନ୍ତି।
    user_RudraRaj Bag
    RudraRaj Bag
    Khariar, Nuapada•
    6 hrs ago
  • ନୂଆପଡା ଥାନା ସମ୍ମୁଖରେ ଥିବା ଏକ ସୁନା ଦୁକାନରୁ ଲୁଟି ନେଇଥିବା ୭ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଓ ବିଭିନ୍ନ ସାମଗ୍ରୀ ଜବତ କରିବା ସହ ୩ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କଳା ନୂଆପଡା ପୋଲିସ। ନୂଆପଡା ଥାନା ସମ୍ମୁଖରେ ଥିବା ଏକ ସୁନା ଦୁକାନରୁ ଲୁଟି ନେଇଥିବା ୭ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଓ ବିଭିନ୍ନ ସାମଗ୍ରୀ ଜବତ କରିବା ସହ ୩ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କଳା ନୂଆପଡା ପୋଲିସ।
    1
    ନୂଆପଡା ଥାନା ସମ୍ମୁଖରେ ଥିବା ଏକ ସୁନା ଦୁକାନରୁ ଲୁଟି ନେଇଥିବା ୭ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଓ ବିଭିନ୍ନ ସାମଗ୍ରୀ ଜବତ କରିବା ସହ ୩ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କଳା ନୂଆପଡା ପୋଲିସ।
ନୂଆପଡା ଥାନା ସମ୍ମୁଖରେ ଥିବା ଏକ ସୁନା ଦୁକାନରୁ ଲୁଟି ନେଇଥିବା ୭ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଓ ବିଭିନ୍ନ ସାମଗ୍ରୀ ଜବତ କରିବା ସହ ୩ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କଳା ନୂଆପଡା ପୋଲିସ।
    user_Nata Adbang Journalist Dtv Odia
    Nata Adbang Journalist Dtv Odia
    Reporter କୋମନା, ନୂଆପଡ଼ା, ଓଡ଼ିଶା•
    5 hrs ago
  • ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ବ୍ଲକ ଅଧୀନ ଡ଼ଙ୍ଗରପଡ଼ା ପଞ୍ଚାୟତକୁ ବସୁନ୍ଧରା ପାଣି ଯୋଗାଣ ଆରମ୍ଭ ହୋଇଛି। ଏହାଦ୍ୱାରା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପାନୀୟ ଜଳ ସମସ୍ୟା ଦୂର ହେବା ସହ ଖୁସିର ଲହରୀ ଖେଳିଯାଇଛି।
    1
    ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ବ୍ଲକ ଅଧୀନ ଡ଼ଙ୍ଗରପଡ଼ା ପଞ୍ଚାୟତକୁ ବସୁନ୍ଧରା ପାଣି ଯୋଗାଣ ଆରମ୍ଭ ହୋଇଛି। ଏହାଦ୍ୱାରା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପାନୀୟ ଜଳ ସମସ୍ୟା ଦୂର ହେବା ସହ ଖୁସିର ଲହରୀ ଖେଳିଯାଇଛି।
    user_Nitya majhi
    Nitya majhi
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    13 hrs ago
  • ଓଡ଼ିଶାର ନୂଆପଡା ଜିଲ୍ଲା କୋମନାରେ ବିଜେପି ପକ୍ଷରୁ 'ଜନ ଆକ୍ରୋଶ ମହିଳା ପଦଯାତ୍ରା' ଆୟୋଜିତ ହୋଇଛି। ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ବିରୋଧ କରୁଥିବା ଦଳମାନଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଇଛି।
    1
    ଓଡ଼ିଶାର ନୂଆପଡା ଜିଲ୍ଲା କୋମନାରେ ବିଜେପି ପକ୍ଷରୁ 'ଜନ ଆକ୍ରୋଶ ମହିଳା ପଦଯାତ୍ରା' ଆୟୋଜିତ ହୋଇଛି। ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ବିରୋଧ କରୁଥିବା ଦଳମାନଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଇଛି।
    user_Hareram karuan
    Hareram karuan
    ସାମ୍ବାଦିକ Nuapada, Odisha•
    2 hrs ago
  • Post by KOSAL TIMES
    1
    Post by KOSAL TIMES
    user_KOSAL TIMES
    KOSAL TIMES
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    5 hrs ago
  • 💋💋💋💋💋💋💋💋💋💋
    1
    💋💋💋💋💋💋💋💋💋💋
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    15 hrs ago
  • ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବ୍ଲକ ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମ ପଞ୍ଚାୟତରେ ପ୍ରଚୁର ଜଳ ସମସ୍ୟା ଦେଖାଦେଇଛି। ବିଶେଷ କରି ବସୁନ୍ଧରା ଗାଁରେ ପାଣିର ଅଭାବ ଅଧିକ ଉତ୍କଟ ହୋଇଥିବାରୁ ସ୍ଥାନୀୟ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
    1
    ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବ୍ଲକ ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମ ପଞ୍ଚାୟତରେ ପ୍ରଚୁର ଜଳ ସମସ୍ୟା ଦେଖାଦେଇଛି। ବିଶେଷ କରି ବସୁନ୍ଧରା ଗାଁରେ ପାଣିର ଅଭାବ ଅଧିକ ଉତ୍କଟ ହୋଇଥିବାରୁ ସ୍ଥାନୀୟ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
    user_Nitya majhi
    Nitya majhi
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.