Shuru
Apke Nagar Ki App…
ତୃତୀୟ ଲିଙ୍ଗୀଙ୍କ ପାଇଁ ନୂଆଁ ବାସ ଗୃହ ନିର୍ମାଣ ପାଇଁ ଭୂମି ପୂଜନ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟ ନୂଆଁ ଫାଏର ଷ୍ଟେସନ୍ ଠାରେ ଆଜି ଗଜପତି ଜିଲ୍ଲାର ତୃତୀୟ ଲିଙ୍ଗୀ ମାନଙ୍କ ପାଇଁ ବାସଗୃହ ନିର୍ମାଣ ଏଵଂ ଥଇଥାନ ବ୍ୟବସ୍ଥା ପାଇଁ ଭୂମି ପୂଜନ କରାଯାଇଥିବା ଦେଖିବାକୁ ମିଳିଛି। ବହୁ ବର୍ଷରୁ ଏହି କିନ୍ନର ସମାଜ ବାସ ଗୃହ ପାଇଁ ଦାବି କରି ଆସୁଥିବା ବେଳେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରସାଶନ ପକ୍ଷରୁ ଆଜି ଠାରୁ ବାସଗୃହ ନିର୍ମାଣ କାର୍ଯ୍ୟ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଯାହାକୁ ନେଇ ଆଜି ଗଜପତି ଜିଲ୍ଲାର ତୃତୀୟ ଲିଂଗୀ ସମାଜ ସଭାନେତ୍ରୀ ମଧୁ ବରାଡ , ସମ୍ପାଦିକା ଜସ୍ମିନ୍ ଶେଖ୍ ଖୁସି ବ୍ୟକ୍ତ କରି ସରକାର ଏବଂ ଜିଲ୍ଲା ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ଗୋଷାଣୀ ବ୍ଲକ ଜେଇ ଙ୍କ ସହ ଜିଲ୍ଲାର ତୃତୀୟ ଲୀଙ୍ଗୀ ସମାଜ ର ସଦସ୍ୟ ଗଣ ଉପସ୍ଥିତ ଥିଲେ।
Ansubhai Pandey

More news from ଓଡ଼ିଶା and nearby areas
- ରଣାଲଇ ଗ୍ରାମ ରେ ଶିକ୍ଷା ବ୍ୟବସ୍ଥା ର ନଗ୍ନ ଚିତ୍ର ବ୍ଲକ ଶିକ୍ଷା ଅଧିକାରୀ କି ଜିଲ୍ଲା ଅଧିକାରୀଙ୍କ ପ୍ରତି ଭୟ ନାହିଁ ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକ ର ଏହି ଦୃଶ୍ୟ1
- ଚଡ଼ିଆପଦା ଗ୍ରାମରେ ଆମୋର ମେଣ୍ଟାଭାଇ ସେଲୁନୁଁ ଦୁକାନ ଖଲି ଛନ୍ତି..1
- Aji chaula dua nadira pani kamijaiachi apora parsare bahut matrare Ghasa uti thibata deka deichi au bartaman chhasa Dhana chhasa abng kopa chasa bahula bhabe bhala hebapara laguchi hele bartaman dhana gacha au kopa gacha sabu bhalare achanti dekhi paru thibe4
- BERHAMPUR - GANGSTERS REELS ON SOCIAL MEDIA - OPEN CHALLENGE TO POLICE - VIDEO MADE WITH ILLEGAL WEAPONS GANGSTER MADE REELS ON SOCIAL MEDIA - OPEN CHALLENGE TO POLICE1
- ଗଜପତି: ତୃତୀୟ ଲିଙ୍ଗି ଙ୍କ ନୂଆଁ ବାସ ଗୃହ ନିର୍ମାଣ ପାଇଁ ଭୂମି ପୂଜନ ତୃତୀୟ ଲିଙ୍ଗୀଙ୍କ ପାଇଁ ନୂଆଁ ବାସ ଗୃହ ନିର୍ମାଣ ପାଇଁ ଭୂମି ପୂଜନ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟ ନୂଆଁ ଫାଏର ଷ୍ଟେସନ୍ ଠାରେ ଆଜି ଗଜପତି ଜିଲ୍ଲାର ତୃତୀୟ ଲିଙ୍ଗୀ ମାନଙ୍କ ପାଇଁ ବାସଗୃହ ନିର୍ମାଣ ଏଵଂ ଥଇଥାନ ବ୍ୟବସ୍ଥା ପାଇଁ ଭୂମି ପୂଜନ କରାଯାଇଥିବା ଦେଖିବାକୁ ମିଳିଛି। ବହୁ ବର୍ଷରୁ ଏହି କିନ୍ନର ସମାଜ ବାସ ଗୃହ ପାଇଁ ଦାବି କରି ଆସୁଥିବା ବେଳେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରସାଶନ ପକ୍ଷରୁ ଆଜି ଠାରୁ ବାସଗୃହ ନିର୍ମାଣ କାର୍ଯ୍ୟ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଯାହାକୁ ନେଇ ଆଜି ଗଜପତି ଜିଲ୍ଲାର ତୃତୀୟ ଲିଂଗୀ ସମାଜ ସଭାନେତ୍ରୀ ମଧୁ ବରାଡ , ସମ୍ପାଦିକା ଜସ୍ମିନ୍ ଶେଖ୍ ଖୁସି ବ୍ୟକ୍ତ କରି ସରକାର ଏବଂ ଜିଲ୍ଲା ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ଗୋଷାଣୀ ବ୍ଲକ ଜେଇ ଙ୍କ ସହ ଜିଲ୍ଲାର ତୃତୀୟ ଲୀଙ୍ଗୀ ସମାଜ ର ସଦସ୍ୟ ଗଣ ଉପସ୍ଥିତ ଥିଲେ।1
- ତୃତୀୟ ଲିଙ୍ଗୀଙ୍କ ପାଇଁ ନୂଆଁ ବାସ ଗୃହ ନିର୍ମାଣ ପାଇଁ ଭୂମି ପୂଜନ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟ ନୂଆଁ ଫାଏର ଷ୍ଟେସନ୍ ଠାରେ ଆଜି ଗଜପତି ଜିଲ୍ଲାର ତୃତୀୟ ଲିଙ୍ଗୀ ମାନଙ୍କ ପାଇଁ ବାସଗୃହ ନିର୍ମାଣ ଏଵଂ ଥଇଥାନ ବ୍ୟବସ୍ଥା ପାଇଁ ଭୂମି ପୂଜନ କରାଯାଇଥିବା ଦେଖିବାକୁ ମିଳିଛି। ବହୁ ବର୍ଷରୁ ଏହି କିନ୍ନର ସମାଜ ବାସ ଗୃହ ପାଇଁ ଦାବି କରି ଆସୁଥିବା ବେଳେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରସାଶନ ପକ୍ଷରୁ ଆଜି ଠାରୁ ବାସଗୃହ ନିର୍ମାଣ କାର୍ଯ୍ୟ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଯାହାକୁ ନେଇ ଆଜି ଗଜପତି ଜିଲ୍ଲାର ତୃତୀୟ ଲିଂଗୀ ସମାଜ ସଭାନେତ୍ରୀ ମଧୁ ବରାଡ , ସମ୍ପାଦିକା ଜସ୍ମିନ୍ ଶେଖ୍ ଖୁସି ବ୍ୟକ୍ତ କରି ସରକାର ଏବଂ ଜିଲ୍ଲା ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ଗୋଷାଣୀ ବ୍ଲକ ଜେଇ ଙ୍କ ସହ ଜିଲ୍ଲାର ତୃତୀୟ ଲୀଙ୍ଗୀ ସମାଜ ର ସଦସ୍ୟ ଗଣ ଉପସ୍ଥିତ ଥିଲେ।1
- ଅଜବ କୂଅର ଗଜବ ପାଣି ଗଣେଶ ପାଣିଗ୍ରାହୀ ରିପୋର୍ଟ ଗଞ୍ଜାମ ଜିଲ୍ଲା ରିପୋର୍ଟ1