Shuru
Apke Nagar Ki App…
ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ବଡ଼ବଜାର ପୋଲିସର ଚଢ଼ାଉ। ଗୁପ୍ତ ସୂଚନା ଆଧାରରେ କାଳୁପାତ୍ର ସାହିର ଏକ ଭଡ଼ା ଘରର ତୃତୀୟ ମହଲାରେ ଚାଲିଥିବା ଜୁଆ ଆସର ଉପରେ ରେଡ୍ କରାଯାଇଥିଲା। ଘଟଣାସ୍ଥଳରୁ ୭ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ₹୩ ଲକ୍ଷ ୯୪ ହଜାର ୧୫୦ ନଗଦ ଟଙ୍କା, ୫ଟି ବାଇକ୍, ୭ଟି ଦାମୀ ମୋବାଇଲ୍ ଫୋନ୍ ଓ ତାସ୍ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। #BerhampurNews #GanjamNews #OdishaNews #PoliceRaid #GamblingRaid #OdishaBreakingNews #CrimeNews #Brahmapur #Ganjam #Odisha
GANESH PANlGRAHl
ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ବଡ଼ବଜାର ପୋଲିସର ଚଢ଼ାଉ। ଗୁପ୍ତ ସୂଚନା ଆଧାରରେ କାଳୁପାତ୍ର ସାହିର ଏକ ଭଡ଼ା ଘରର ତୃତୀୟ ମହଲାରେ ଚାଲିଥିବା ଜୁଆ ଆସର ଉପରେ ରେଡ୍ କରାଯାଇଥିଲା। ଘଟଣାସ୍ଥଳରୁ ୭ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ₹୩ ଲକ୍ଷ ୯୪ ହଜାର ୧୫୦ ନଗଦ ଟଙ୍କା, ୫ଟି ବାଇକ୍, ୭ଟି ଦାମୀ ମୋବାଇଲ୍ ଫୋନ୍ ଓ ତାସ୍ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। #BerhampurNews #GanjamNews #OdishaNews #PoliceRaid #GamblingRaid #OdishaBreakingNews #CrimeNews #Brahmapur #Ganjam #Odisha
More news from ଓଡ଼ିଶା and nearby areas
- ଭଞ୍ଜନଗରରେ ସାଙ୍ଗଠନିକ ଜିଲ୍ଲା ସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା... #ଭଞ୍ଜନଗର #ତିରଙ୍ଗାଯାତ୍ରା #ତିରଙ୍ଗାଶୋଭାଯାତ୍ରା #ସ୍ୱାଧୀନତାଦିବସ #ଦେଶପ୍ରେମ #ଜାତୀୟଏକତା #ହରଘରତିରଙ୍ଗା #ଆମତିରଙ୍ଗା #ଘୁମୁସର #ଭଞ୍ଜନଗରଖବର #ଗଞ୍ଜାମଖବର #OdishaNews #Bhanjanagar #GanjamNews #TirangaYatra #IndependenceDay #HarGharTiranga #ProudIndian 🇮🇳1
- ଆସିକା : ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଆସିକା ରେ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଇଦ-ମିଲାଦୁନ୍ ନବୀ ପାଳିତ ଆଜି ମହାପୁରୁଷ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଭାବେ ଇଦ୍-ମିଲାଦୁନ୍ ନବୀ ଧୁମଧାମ ରେ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇଯାଇଛି। ଜିଲ୍ଲାର ବ୍ରହ୍ମପୁର, ଆସିକା, ଛତ୍ରପୁର, ଖଲ୍ଲିକୋଟ, ବୁଢ଼ାମ୍ବ, ସୋରଡ଼ା, ଭଞ୍ଜନଗର ଆଦି ସ୍ଥାନରେ ଇଦ-ମିଲାଦୁନ୍ ନବୀ ଅବସରରେ ସହର ପରିକ୍ରମା କରିବା ସହ ମହାପୁରୁଷ ମହମ୍ମଦ ଜୀବନୀ ଉପରେ ଚର୍ଚ୍ଚା କରାଯାଇ ଥିଲା। ସେହିଭଳି ଆସିକା ଜାମିଆ ମସଜିଦ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହରର ବିଭିନ୍ନ ୱାର୍ଡ ପରିକ୍ରମା କରାଯାଇଥିଲା ପରେ ମିଷ୍ଟାନ୍ନ ବଣ୍ଟନ କରାଯିବା ସହ ମଧ୍ୟାନ୍ନ ରେ (ଲଙ୍ଗର) ବା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଆସିକା ଜାମିଆ ମସଜିଦର ସାହି ଇମାମ ସାନାୱାଜ୍ ହୁସେନ ମହାପୁରୁଷ ମହମ୍ମଦଙ୍କ ଜୀବନୀ ଉପରେ ଚର୍ଚ୍ଚା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ମୁନାଫ ସରିଫ, ଇମାମା ଅବଦୁଲ ମାନାନ୍ ସାହେବ, ଶେଖ ସାଜିଦ, ନାଶେର ସାରିଫ, ମେହେମୁଦ ସାରିଫ,ୱାଲି ମହମ୍ମଦ, ଅବଦୁସ ସମ୍ମି, ଅବଦୁଲ ରିଜୱାନ, ରାଶିଦ ଅଲ୍ଲୀ, ସୟଦ ଇମିତାଜ, ହୁସେନ ସରିଫ,ମେହେମୁଦ ଖାନ, ଅଲ୍ଲୀଖାନ, ଆବୁ ଖାନ, ସୟଦ ୱାସିମ, ଶେଖ ଆସଲାମ, ରିଆଜ ମହମ୍ମଦଙ୍କ ସମେତ ଆସିକା ଓ କୋଟିନଡ଼ା ଅଞ୍ଚଳର ବହୁ ମୁସଲିମ ସମ୍ପ୍ରଦାୟର ଲୋକେ ଅଂଶ ଗ୍ରହଣ କରିଥିଲେ। ଆସିକା ଥାନା ପକ୍ଷରୁ ପୋଲିସ ସୁରକ୍ଷାର ର ବନ୍ଦୋବସ୍ତ କରାଯାଇଥିଲା।1
- ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’ ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।1
- କିଛି ହସ କାନ୍ଦ ଜୀବନ ଭିତରେ କେବଳ 24ଘଣ୍ଟା ଭିତରୁ 1 ମିନିଟ୍ ବାହାର କରି କିଛି ଲୋକମାନଙ୍କୁ ଖୁସି କରିବା ମୋର ପ୍ରୟାସ1
- କାଦମୂଳି ଗ୍ରାମ ନିକଟ ଜଙ୍ଗଲ ରୁ 30ଟି ବସ୍ତା ରୁ 9କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ଆର ଉଦୟଗିରି ପୋଲିସ ବୁଧୁବାର ଭରସକାଳୁ ଅଭିଯୁକ୍ତ ଫେରା ଅଛନ୍ତି ତୁରନ୍ତ ଗିରଫ କରାଯିବ ବୋଲି ଥାନା ଅଧିକାରୀ କଳ୍ପଲତା ପ୍ରଧାନ ସୂଚନା ଦେଇଛନ୍ତି1
- ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର1
- ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ ଘରୋଇ କରଣ ଯାହା ଚିନ୍ତା ଏବେ ନବୀନ ଙ୍କ ପାଇଁ1
- ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ବଡ଼ବଜାର ପୋଲିସର ଚଢ଼ାଉ। ଗୁପ୍ତ ସୂଚନା ଆଧାରରେ କାଳୁପାତ୍ର ସାହିର ଏକ ଭଡ଼ା ଘରର ତୃତୀୟ ମହଲାରେ ଚାଲିଥିବା ଜୁଆ ଆସର ଉପରେ ରେଡ୍ କରାଯାଇଥିଲା। ଘଟଣାସ୍ଥଳରୁ ୭ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ₹୩ ଲକ୍ଷ ୯୪ ହଜାର ୧୫୦ ନଗଦ ଟଙ୍କା, ୫ଟି ବାଇକ୍, ୭ଟି ଦାମୀ ମୋବାଇଲ୍ ଫୋନ୍ ଓ ତାସ୍ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। #BerhampurNews #GanjamNews #OdishaNews #PoliceRaid #GamblingRaid #OdishaBreakingNews #CrimeNews #Brahmapur #Ganjam #Odisha1