Shuru
Apke Nagar Ki App…
ରାଜ୍ୟର ବିଭିନ୍ନ ସ୍ଥାନ ସହ ଟ୍ବିନସିଟିରେ ଘନ କୁହୁଡ଼ି, ଗାଡ଼ି ଚଳାଚଳ ହୋଇଛି ପ୍ରଭାବିତ ଦିନରେ ଖରା, ରାତିରେ ଶୀତ, ଭୋରରୁ କୁହୁଡ଼ି । ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନ ସହ ଟ୍ବିନସିଟିରେ ଘନ କୁହୁଡ଼ିର ଆସ୍ତରଣ। ୫୦ ମିଟର ପର୍ଯ୍ୟନ୍ତ ଭିଜିବିଲିଟି ଶୂନ ରହିଛି । ରାସ୍ତାଘାଟ ଦିଶୁନଥିବାରୁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି ଏହା ସତ୍ତ୍ବେ ମଧ୍ୟ ଥଣ୍ଡା କିଛି ମାତ୍ରାରେ ଜାରି ରହିବା ଆକଳନ କରାଯାଇଛି ।
ODISHA NEWS

More news from ଓଡ଼ିଶା and nearby areas
- Post by SonepurSambad1
- #ଇଥାନାଲ_ପକେଇଲେ #ପୁରୁଣା_ଗାଡି_ଖରାପ_ହେବ ! ଗାଡି ଖରାପ ହେଲେ ଗାଡି ଖର୍ଚ୍ଚ କିଏ ଦେବ ? ଆମ ଗାଡ଼ିରେ ଆମେ Ethanol ପକେଇବୁ କି ନାହିଁ ସେଇଟା ଆମ ଇଚ୍ଛା,ଆମ ଗାଡ଼ିରେ ଆମେ କଣ ପକେଇବୁ ସେଇଟା ତମେ କହିବାକୁ କିଏ ? ଲୋକଙ୍କ ପାଇଁ ମାଗଣା ପଲ୍ୟୁସନ ୭ କରାଯାଉ1
- Post by KOSAL TIMES1
- Post by BAHUJAN ADHIKAR1
- ଦାମୀ କାରରେ କିଭଳି ହେଉଥିଲା ଗଞ୍ଜେଇ ଚାଲାଣ ଦେଖନ୍ତୁ ସମ୍ପୂର୍ଣ୍ଣ ଭିଡିଓ1
- Post by SONEPUR NEWS1
- ଧୁ ଧୁ ଖରାରେ ଯାତ୍ରୀ ଅବ୍ୟବସ୍ଥା ଘେରରେ ଅସ୍ଥାୟୀ ବସ ଷ୍ଟାଣ୍ଡ ସୁବର୍ଣ୍ଣପୁର: ଗତ ମାସ ୧୧ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପାରାଜ ସାହୁ ଅସ୍ଥାୟୀ ବସଷ୍ଟାଣ୍ଡ ଅଚାନକ ପରିଦର୍ଶନ କରିଥିଲେ। ଜନସାଧାରଣ ଓ ଯାତ୍ରୀଙ୍କ ପିଇବା ପାଣି ଅସୁବିଧା କଥା ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା। ଶୌଚାଳୟ ଶୀଘ୍ର କାର୍ଯ୍ୟକ୍ଷମ ଏବଂ ଏକ ରହଣି ସ୍ଥାନ ତିଆରି ପାଇଁ ପୌରନିର୍ବାହୀ ଅଧିକାରୀଙ୍କୁ ଆଦେଶ ଦେଇଥିଲେ। ହେଲେ ଆଜି ଯାଏ ତାହା କାର୍ଯ୍ୟକାରୀ ହୋଇ ପାରିନାହିଁ। ଧୁ ଧୁ ଖରାରେ ଯାତ୍ରୀ ବସ ଅପେକ୍ଷା କରିବାକୁ ବାଧ୍ୟ ହେଉଛନ୍ତି। ପାନୀୟ ଜଳ ବ୍ୟବସ୍ଥା ନୈରାଶ୍ୟଜନକ।1
- Post by BAHUJAN ADHIKAR1