logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁସ୍ଥ ଓ ଶିକ୍ଷିତ ଯୁବ ସମାଜ ଦେଶର ଭବିଷ୍ୟତ -ବୀରମହାରାଜପୁର ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ "ସୁସ୍ଥ ଏବଂ ଶିକ୍ଷିତ ଯୁବ ସମାଜ ଦେଶର ଭବିଷ୍ୟତ " ବୀରମହାରାଜପୁର ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ଯୁବ ରେଡ଼କ୍ରସ ଏବଂ ରେଡ ରିବନ କ୍ଲବ ଆନୁକୂଲ୍ୟରେ ରେ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି. ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ ଅବସରେ ପାଳିତ ଏହି ସଭାରେ କଲେଜ ଅଧକ୍ଷ ଆଶୁତୋଷ ହୋତା ସଭାପତିତ୍ବ କରିଥିବାବେଳେ, ଗୃହବିଜ୍ଞାନ ବିଭାଗ ର ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ପଦ୍ମିନୀ ପୁରୋହିତ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଯୁବ ସମାଜ କେମିତି ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ଶକ୍ତ ଏବଂ ସୁସ୍ଥ ସମାଜ ଗଠନ ରେ ମୁଖ୍ୟ ଭୂମିକା ଗ୍ରହଣକରି ପାରିବେ ତା ଉପରେ ଆଲୋକପାତ କରିଥିଲେ. ସଂସ୍କୃତ ବିଭାଗ ଅଧ୍ୟାପିକା ସନ୍ତୋଷିନୀ ନାୟକ ଅତିଥି ପରିଚୟ ସହ ସଭା କାର୍ଯ୍ୟ ସମ୍ପାଦନ କରିଥିବାବେଳେ ଯୁବ ରେଡ଼କ୍ରସ ପରାମର୍ଶ ଦାତା ଗୀତାଞ୍ଜଳି ପଧାନ ସଭା ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ. ବରିଷ୍ଠ ଅଧ୍ୟାପିକା ସନ୍ଧ୍ୟାରାଣୀ ରାଉତ ସମ୍ମାନିତ ଅତିଥିଭାବେ ମଞ୍ଚସୀନ ଥିଲେ. ଶେଷରେ ଅଧ୍ୟାପିକା ଅପର୍ଣ୍ଣା ମେହେର ଧନ୍ୟବାଦ ଅର୍ପଣ କରିଥିଲେ. ସଭା ପୂର୍ବରୁ ବନ୍ଦେ ମାତରମ ସଂଗୀତ ର ୧୫୦ବର୍ଷ ପୂର୍ତ୍ତି ଅବସରରେ ସମସ୍ତ ଛାତ୍ରୀ ଏବଂ କର୍ମଚାରୀ ମାନଙ୍କ ଦ୍ୱାରା ସମବେତ ଭାବରେ ଏହି ଜାତୀୟ ସଂଗୀତ ଗାନ କରାଯାଇଥିଲା. ଏହି ଅବସରରେ କଲେଜ ର ସମସ୍ତ କର୍ମଚାରି ତଥା ଯୁବରେଡ଼କ୍ରସ ସ୍ବେଛାସେବୀ ଏବଂ ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ.

2 hrs ago
user_Pitambar Sahu
Pitambar Sahu
Journalist ବୀରମହାରାଜପୁର, ସୋନପୁର, ଓଡ଼ିଶା•
2 hrs ago
e2b5f981-1166-4717-a5ac-13a8c8b437c8

ସୁସ୍ଥ ଓ ଶିକ୍ଷିତ ଯୁବ ସମାଜ ଦେଶର ଭବିଷ୍ୟତ -ବୀରମହାରାଜପୁର ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ "ସୁସ୍ଥ ଏବଂ ଶିକ୍ଷିତ ଯୁବ ସମାଜ ଦେଶର ଭବିଷ୍ୟତ " ବୀରମହାରାଜପୁର ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ଯୁବ ରେଡ଼କ୍ରସ ଏବଂ ରେଡ ରିବନ କ୍ଲବ ଆନୁକୂଲ୍ୟରେ ରେ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି. ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ ଅବସରେ ପାଳିତ ଏହି ସଭାରେ କଲେଜ ଅଧକ୍ଷ ଆଶୁତୋଷ ହୋତା ସଭାପତିତ୍ବ କରିଥିବାବେଳେ, ଗୃହବିଜ୍ଞାନ ବିଭାଗ ର ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ପଦ୍ମିନୀ ପୁରୋହିତ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଯୁବ ସମାଜ କେମିତି ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ଶକ୍ତ ଏବଂ ସୁସ୍ଥ ସମାଜ ଗଠନ ରେ ମୁଖ୍ୟ ଭୂମିକା ଗ୍ରହଣକରି ପାରିବେ

44a92420-c117-4fb4-9d27-c293a5a8115e

ତା ଉପରେ ଆଲୋକପାତ କରିଥିଲେ. ସଂସ୍କୃତ ବିଭାଗ ଅଧ୍ୟାପିକା ସନ୍ତୋଷିନୀ ନାୟକ ଅତିଥି ପରିଚୟ ସହ ସଭା କାର୍ଯ୍ୟ ସମ୍ପାଦନ କରିଥିବାବେଳେ ଯୁବ ରେଡ଼କ୍ରସ ପରାମର୍ଶ ଦାତା ଗୀତାଞ୍ଜଳି ପଧାନ ସଭା ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ. ବରିଷ୍ଠ ଅଧ୍ୟାପିକା ସନ୍ଧ୍ୟାରାଣୀ ରାଉତ ସମ୍ମାନିତ ଅତିଥିଭାବେ ମଞ୍ଚସୀନ ଥିଲେ. ଶେଷରେ ଅଧ୍ୟାପିକା ଅପର୍ଣ୍ଣା ମେହେର ଧନ୍ୟବାଦ ଅର୍ପଣ କରିଥିଲେ. ସଭା ପୂର୍ବରୁ ବନ୍ଦେ ମାତରମ ସଂଗୀତ ର ୧୫୦ବର୍ଷ ପୂର୍ତ୍ତି ଅବସରରେ ସମସ୍ତ ଛାତ୍ରୀ ଏବଂ କର୍ମଚାରୀ ମାନଙ୍କ ଦ୍ୱାରା ସମବେତ ଭାବରେ ଏହି ଜାତୀୟ ସଂଗୀତ ଗାନ କରାଯାଇଥିଲା. ଏହି ଅବସରରେ କଲେଜ ର ସମସ୍ତ କର୍ମଚାରି ତଥା ଯୁବରେଡ଼କ୍ରସ ସ୍ବେଛାସେବୀ ଏବଂ ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ.

More news from Sonepur and nearby areas
  • ସୁବର୍ଣ୍ଣପୁର: "ମହିମା" ଲୋକ ମହୋତ୍ସବର ଶେଷ ସନ୍ଧ୍ୟାରେ କୋରାପୁଟର ଢେମସା ନୃତ୍ୟର ତାଳେ ତାଳେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଏସ୍ପି ନାରାୟଣ ନାୟକ ଝୁମିଲେ।
    1
    ସୁବର୍ଣ୍ଣପୁର: "ମହିମା" ଲୋକ ମହୋତ୍ସବର ଶେଷ ସନ୍ଧ୍ୟାରେ କୋରାପୁଟର ଢେମସା ନୃତ୍ୟର ତାଳେ ତାଳେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଏସ୍ପି ନାରାୟଣ ନାୟକ ଝୁମିଲେ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    21 hrs ago
  • ମହିମା ସୁବର୍ଣ୍ଣ ଲୋକ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଦର୍ଶକଙ୍କ ମନମହିଲା କୋରାପୁଟ କଳାକାରଞ୍ଜ ଢେମସା ନୃତ୍ୟ l କଳାକାରଙ୍କ ଏହା ନୃତ୍ୟ କଲେ ଜିଲ୍ଲାପାଳ ଓ ଏସପି
    1
    ମହିମା ସୁବର୍ଣ୍ଣ ଲୋକ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଦର୍ଶକଙ୍କ ମନମହିଲା କୋରାପୁଟ କଳାକାରଞ୍ଜ ଢେମସା ନୃତ୍ୟ l କଳାକାରଙ୍କ ଏହା ନୃତ୍ୟ କଲେ ଜିଲ୍ଲାପାଳ ଓ ଏସପି
    user_SONEPUR NEWS
    SONEPUR NEWS
    Journalist Sonapur, Sonepur•
    22 hrs ago
  • ଆଭାସି ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୫ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
    1
    ଆଭାସି ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୫ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
    user_Ranjan Kumar Dash
    Ranjan Kumar Dash
    Journalist Baudh Sadar, Boudh•
    1 hr ago
  • Post by Meena
    1
    Post by Meena
    user_Meena
    Meena
    Artist Sambalpur, Odisha•
    22 hrs ago
  • କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ଗ୍ରାମପଞ୍ଚାୟତ ତରଲଙ୍ଗୀ ଗ୍ରାମର ୮୨ ବର୍ଷୀୟା ବୃଦ୍ଧାଙ୍କୁ ଆଜି ପର୍ଯନ୍ତ ମିଳିପାରିନି କୌଣସି ଆବାସ ଗୃହ, କେବଳ ଭତା ଏବଂ ମାଗଣା ଚାଉଳରେ ସତେ ଜେମିତି ସ୍ବପ୍ନ ସରିଯାଉଛି l ଅନେକ ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଧା କୌଣସି ସୁଫଳ ମିଳିପାରିନି l
    1
    କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ଗ୍ରାମପଞ୍ଚାୟତ ତରଲଙ୍ଗୀ ଗ୍ରାମର ୮୨ ବର୍ଷୀୟା ବୃଦ୍ଧାଙ୍କୁ ଆଜି ପର୍ଯନ୍ତ ମିଳିପାରିନି କୌଣସି ଆବାସ ଗୃହ, କେବଳ ଭତା ଏବଂ ମାଗଣା ଚାଉଳରେ ସତେ ଜେମିତି ସ୍ବପ୍ନ ସରିଯାଉଛି l ଅନେକ ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଧା କୌଣସି ସୁଫଳ ମିଳିପାରିନି l
    user_Emmanuel Nayak
    Emmanuel Nayak
    Journalist ବାଲିଗୁଡା, କନ୍ଧମାଳ, ଓଡ଼ିଶା•
    4 hrs ago
  • Post by KOSAL TIMES
    1
    Post by KOSAL TIMES
    user_KOSAL TIMES
    KOSAL TIMES
    Journalist ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    2 hrs ago
  • #
    1
    #
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    12 hrs ago
  • ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
    1
    ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
    user_Ranjan Kumar Dash
    Ranjan Kumar Dash
    Journalist Baudh Sadar, Boudh•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.