logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅକ୍ଷି ମୁଠି ଅନୁକୂଳ କଲେ ସମ୍ବଲପୁର ଜିଲ୍ଲାପାଳ ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସର ରେ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବୋଲିରାମ ବନ୍ଦର ଏକ ଜିଲ୍ଲା ସ୍ତରୀୟ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମରେ ଯୋଗ ଦେଇ ଜମିରେ ହଲ ବୁଲାଇ ଧାନ ବିହନ ବୁଣି ଏହାକୁ ଶୁଭାରମ୍ଭ କରିଥିଲେ।

3 hrs ago
user_Rajendra Nayak
Rajendra Nayak
Voice of people ଜମନକିରା, ସମ୍ବଲପୁର, ଓଡ଼ିଶା•
3 hrs ago
44111511-d2a1-4f79-b0bf-c24ef06dd178

ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅକ୍ଷି ମୁଠି ଅନୁକୂଳ କଲେ ସମ୍ବଲପୁର ଜିଲ୍ଲାପାଳ ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସର ରେ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବୋଲିରାମ ବନ୍ଦର ଏକ ଜିଲ୍ଲା ସ୍ତରୀୟ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମରେ ଯୋଗ ଦେଇ ଜମିରେ ହଲ ବୁଲାଇ ଧାନ ବିହନ ବୁଣି ଏହାକୁ ଶୁଭାରମ୍ଭ କରିଥିଲେ।

More news from ଓଡ଼ିଶା and nearby areas
  • ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।
    1
    ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା  ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    7 hrs ago
  • ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।
    3
    ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।
    user_Rajendra Nayak
    Rajendra Nayak
    Voice of people ଜମନକିରା, ସମ୍ବଲପୁର, ଓଡ଼ିଶା•
    12 hrs ago
  • ଜନତାଙ୍କ ପ୍ରଶ୍ନ ଜନପ୍ରତିନିଧିଙ୍କୁ (ପ୍ରଥମ ଭାଗ)
    1
    ଜନତାଙ୍କ ପ୍ରଶ୍ନ ଜନପ୍ରତିନିଧିଙ୍କୁ (ପ୍ରଥମ ଭାଗ)
    user_Hemanta bhainsa
    Hemanta bhainsa
    Local News Reporter ସମ୍ବଲପୁର (M), ସମ୍ବଲପୁର, ଓଡ଼ିଶା•
    4 hrs ago
  • इस तेज गर्मी को देखते हुए हमारे P24NEWS EXPRESS चैनल की और से आम पानी और ठंडा पानी वितरण #bamranews #P24NEWSEXPRESS #sarbatsewa #socialwork #todaybamranews
    1
    इस तेज गर्मी को देखते हुए हमारे P24NEWS EXPRESS चैनल की और से आम पानी और ठंडा पानी वितरण 
#bamranews #P24NEWSEXPRESS #sarbatsewa #socialwork #todaybamranews
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    6 hrs ago
  • Post by Titu Dehuru
    1
    Post by Titu Dehuru
    user_Titu Dehuru
    Titu Dehuru
    Art Centre କୁଣ୍ଢେଇଗୋଲା, ଦେବଗଡ଼, ଓଡ଼ିଶା•
    11 hrs ago
  • ଏହି ଦୃଶ୍ୟଟି ଝାରସୁଗୁଡା ର ନୂଆ ବସ୍ ଷ୍ଟାଣ୍ଡ୍ ଓଭର୍ ବ୍ରିଜ୍ ର ଦୃଶ୍ୟ ଜଣେ ମହିଳା ଯାତ୍ରୀ ଠିଆ ହୋଇଥିବା ଏକ ଓଟୋ ରେ ବସିଦେଲେ ବୋଲି ଜଣେ ବସର କର୍ମଚାରୀ ଓଟୋ driver କୁ ମାଡ଼ ମାରୁଛନ୍ତି କାରଣ ସେହି ସମୟଟି ବସ୍ ର paasenger ଚଢେଇବାର ସମୟ।ଦେଖନ୍ତୁ କେମିତି ବସ କର୍ମଚାରୀ ଅଟୋ ଡ୍ରାଇଭର କୁ ମାରି ଲହୁଲୁହାଣ କରିଛନ୍ତି। ମହିଳା ଯାତ୍ରୀ ଜଣକ ଅନେକ ମନା କରିବା ସତ୍ୱେ ବସ କର୍ମଚାରୀ ମାନି ନଥିଲା। ଏମିତି ଝଗଡ଼ା କରିବା କଣ ଠିକ କି ? ଯାହାର୍ ମନ ଯେମିତି ଲାଗିବ ସେମିତି ଯିବ। ଏଇଟା ବସବାଲା ର ଦାଦାଗିରି ନୁହେଁ କି ? ଅନୁରୋଧ ଏମିତି ବସ କର୍ମଚାରୀଙ୍କୁ ଗିରଫ କରିବାସହିତ ତାଙ୍କୁ ବ୍ୟାନ କରାଯାଉ। ଏବଂ ବସ ମାଲିକଙ୍କୁ ବି ଅନୁରୋଧ ଏଭଳି କର୍ମଚାରୀ ରଖନ୍ତୁ ନାହିଁ କାରଣ ସାଧାରଣ ଜନତା ଯେମିତି ଏବଂ ଯାଉଥିରେ ଚାହିଁବେ ସେମିତି ଯିବେ। କଣ ଜୋରଜବରଜସ୍ତ ଜିବେକି?
    1
    ଏହି ଦୃଶ୍ୟଟି ଝାରସୁଗୁଡା ର ନୂଆ ବସ୍ ଷ୍ଟାଣ୍ଡ୍ ଓଭର୍ ବ୍ରିଜ୍ ର ଦୃଶ୍ୟ ଜଣେ ମହିଳା ଯାତ୍ରୀ ଠିଆ ହୋଇଥିବା ଏକ ଓଟୋ ରେ ବସିଦେଲେ ବୋଲି ଜଣେ ବସର କର୍ମଚାରୀ ଓଟୋ driver କୁ ମାଡ଼ ମାରୁଛନ୍ତି କାରଣ ସେହି ସମୟଟି ବସ୍ ର paasenger ଚଢେଇବାର ସମୟ।ଦେଖନ୍ତୁ  କେମିତି ବସ କର୍ମଚାରୀ ଅଟୋ ଡ୍ରାଇଭର କୁ ମାରି ଲହୁଲୁହାଣ କରିଛନ୍ତି। ମହିଳା ଯାତ୍ରୀ ଜଣକ ଅନେକ ମନା କରିବା ସତ୍ୱେ ବସ କର୍ମଚାରୀ ମାନି ନଥିଲା। ଏମିତି ଝଗଡ଼ା କରିବା କଣ ଠିକ କି ? ଯାହାର୍ ମନ ଯେମିତି ଲାଗିବ ସେମିତି ଯିବ। ଏଇଟା ବସବାଲା ର ଦାଦାଗିରି ନୁହେଁ କି ? ଅନୁରୋଧ ଏମିତି ବସ କର୍ମଚାରୀଙ୍କୁ ଗିରଫ କରିବାସହିତ ତାଙ୍କୁ ବ୍ୟାନ କରାଯାଉ। ଏବଂ ବସ ମାଲିକଙ୍କୁ ବି ଅନୁରୋଧ ଏଭଳି କର୍ମଚାରୀ ରଖନ୍ତୁ ନାହିଁ କାରଣ ସାଧାରଣ ଜନତା ଯେମିତି ଏବଂ ଯାଉଥିରେ ଚାହିଁବେ ସେମିତି ଯିବେ। କଣ ଜୋରଜବରଜସ୍ତ ଜିବେକି?
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    3 hrs ago
  • ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ ଅନ୍ତର୍ଗତ ଠିଡିକଯୋର୍ ଶ୍ରୀ ଜଗନ୍ନାଥଙ୍କ ପାଈଁ ରଥକାଠ ଅନୁକୂଳ ପର୍ବ ପାଳନ ହୋଇଯାଇଛି । ଏହା ପ୍ରତିବର୍ଷ ଅକ୍ଷୟ ତୃତୀୟା ତିଥିରେ ଅନଷ୍ଠିତ ହୋଇଥାଏ ।
    1
    ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ ଅନ୍ତର୍ଗତ ଠିଡିକଯୋର୍ ଶ୍ରୀ ଜଗନ୍ନାଥଙ୍କ ପାଈଁ ରଥକାଠ ଅନୁକୂଳ ପର୍ବ ପାଳନ ହୋଇଯାଇଛି । ଏହା ପ୍ରତିବର୍ଷ ଅକ୍ଷୟ ତୃତୀୟା ତିଥିରେ ଅନଷ୍ଠିତ ହୋଇଥାଏ ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    2 hrs ago
  • ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।
    1
    ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.