ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଅସ୍ତରଙ୍ଗ, (BT)୯/୩ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୭୫ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୬୪ ଗୋଟି ବ୍ୟକ୍ତିଗତ,୧୦ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୭ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ରାଜୀବ କୁମାର ବେହେରା, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ଅସ୍ତରଙ୍ଗ ବିଡ଼ିଓ ସସ୍ମିତା ବେହେରା, ତହସିଲଦାର ପ୍ରିୟଙ୍କା ପ୍ରିୟଦର୍ଶିନୀ ପତି, ପୋଲିସ ଡିଏସପି ମାନବିକ ଅଧିକାର ତିଳୋତ୍ତମା ରାଉତ,ଡେପୁଟି କଲେକ୍ଟର ଅନୁଶ୍ରବ ଗନ୍ତାୟତ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୧୬ ତାରିଖରେ ରେ ପିପିଲି ବ୍ଲକ ସମ୍ମିଳନୀ ଗୃହରେ,୨୩ ତାରିଖରେ ଡେଲାଙ୍ଗ ଓ ୩୦ ତାରିଖରେ ଗୋପ ବ୍ଲକ ସମ୍ମିଳନୀ ଗୃହ ରେ ଦିବା ୧୦ ଘଟିକା ରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି।

- Post by Darbar Tv1
- Post by Manoj kumar baliyarsingh4
- Post by Rajesh Samantaray1
- Post by Gagan Bhoi1
- ଜଟଣୀ :ପିପିଲି ଖୋର୍ଦ୍ଧା ମୂଖ୍ୟ ରାସ୍ତା ନାଇଜର ପାଖରେ ମରମନ୍ତୁଦ ସଡ଼କ ଦୁର୍ଘଟଣା। ପାସେଞ୍ଜର ଅଟକୁ ଧକାଦେଲା କାର। ଦୁର୍ଘଟଣା ରେ ମହିଳା ଯାତ୍ରୀ ମୃତ। ଘଟଣା ସ୍ଥଳରେ ଜଟଣୀ ପୋଲିସ ପହଁଚି ଦୁଇଟି ଗାଡି ଜବତ କରି ଅଧିକ ତଦନ୍ତ କରୁଛି। ବିଗତ ୧ ବର୍ଷ ଭିତରେ ୧୪ ଜଣଙ୍କ ଜୀବନ ଗଲାଣି ଏହି ରାସ୍ତାରେ। ତଥାପି ପ୍ରଶାସନ ତରଫରୁ ସ୍ପିଡ଼ ଗାଡି ଚାଳନା ଉପରେ ରୋକ ଲଗାଇପାରୁନି ପ୍ରଶାସନ।8
- Post by NEWS MANORANJAN1
- Post by Thabira Majhi1
- Post by Darbar Tv1