logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପ୍ରଶାସନର ପାତରଅନ୍ତର ପାଇଁ ଚାଷୀ ହନ୍ତସନ୍ତ  *ଧାନ ଉଠି ନଥିବା ଯୋଗୁଁ ତିର୍ତ୍ତୋଲ କୃଷି ସମବାୟ ସମିତି ସମ୍ମୁଖରେ ଚାଷୀଙ୍କ ଧାରଣା।* ଜଗତସିଂହପୁର ୨/୪ - ତିର୍ତ୍ତୋଲ କୃଷି ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀମାନଙ୍କ ଧାନ ଉଠି ନଥିବା ପ୍ରତିବାଦରେ ଆନ୍ଦୋଳନ ରେ ବସିଥିଲେ l ପ୍ରଶାସନର ପାତରଅନ୍ତର ପାଇଁ ଚାଷୀ ହନ୍ତସନ୍ତ l ଧାନ ଉଠି ନଥିବା ଯୋଗୁଁ ତିର୍ତ୍ତୋଲ କୃଷି ସମବାୟ ସମିତି ସମ୍ମୁଖରେ ଚାଷୀ ଦେଲେ ଧାରଣା l ଏ ପର୍ଯ୍ୟନ୍ତ ପଞ୍ଜିକୃତ କରିଥିବା ୧୨୧ ଜଣ ଚାଷୀଙ୍କ ପ୍ରାୟ ଚାରିହଜାରରୁ ଉର୍ଦ୍ଧ୍ୱ କୁଇଣ୍ଟାଲ ଧାନ ଚାଷୀମାନଙ୍କ ର ଉଠିନଥିବା ଅଭିଯୋଗ ହୋଇଛି। ଯାହା ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଚାଷୀ ଫକୀର ଚରଣ ସ୍ବାଇଁ, ପୂର୍ବତନ ସରପଂଚ ପ୍ରହ୍ଲାଦ ସାହୁ, ଇନ୍ଦ୍ରମଣି ସାହୁ, ଅନିଲ ମହାପାତ୍ର, ସମ୍ବିତ ନାଥ, ରବୀନ୍ଦ୍ର ସାହୁ, ଉତ୍ତମ ମହାନ୍ତି,ସରୋଜ ମଲ୍ଲିକ, ସୁରେନ୍ଦ୍ର ମହାପାତ୍ରଙ୍କ ସମେତ ବହୁ ଚାଷୀ ତୁରନ୍ତ ପଞ୍ଜୀକୃତ ସମସ୍ତ ଚାଷୀ ଙ୍କ ଧାନ ନିଆଯାଉ l କେତେକ କୃଷି ସମବାୟ ସମିତି ରେ ପଞ୍ଜୀକୃତ ଚାଷୀ ଙ୍କ ୧୦୦ ପ୍ରତିଶତ ଧାନ କିଣା ଯାଇଥିବାବେଳେ ତିର୍ତ୍ତୋଲ ରେ ସମସ୍ତ ଚାଷୀ ଙ୍କ ଧାନ କାହିଁକି କିଣା ଯାଇ ନାହିଁ ବୋଲି ଅଭିଯୋଗ କରିଥିଲେ l ଘଟଣା ସ୍ଥଳରେ ତିର୍ତ୍ତୋଲ ତହସିଲଦାର ମହେଶ୍ବର ବେହେରା ପହଞ୍ଚି ଚାଷୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ଧାନ ବିକ୍ରୟ ର ଟାର୍ଗେଟ ସଂଧ୍ୟା ସୁଦ୍ଧା ପହଁଚିବ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀ ମାନେ ଧାରଣା ରୁ ଉଠି ଥିଲେ l

21 hrs ago
user_Ranjan Khuntia
Ranjan Khuntia
Jagatsinghapur, Odisha•
21 hrs ago
428a7af3-c6dc-4533-8954-1d45e1dc6087

More news from Odisha and nearby areas
  • ଜଗତସିଂହପୁର  ୨/୪- ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ ଗ୍ରାମ୍ୟବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଜଣ ଆହତ l କାର ଘୋଷାଡ଼ିନେଲା ମଟରସାଇକେଲକୁ l ମଟରସାଇକେଲରେ ପ୍ରଶାନ୍ତ ସାହୁ, ପ୍ରଭୁ ପଦ ସାହୁ, (୨୬) ବାପା ପୁଅ କଟକରୁ ଆପାଚି ମଟର ସାଇକେଲ ନମ୍ବର ଓଡି ୨୧ ଏସ ୪୪୯୩ ରେ ପଞ୍ଚୁପଲାଇ ପୋଖରିଆପଡା ନିଜ ଘରକୁ ଫେରୁଥିଲେ l ପାରାଦ୍ୱୀପ କଷ୍ଟମ କାର୍ଯ୍ୟାଳୟ ରେ ଲାଗିଥିବା ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬, ପାରାଦ୍ୱୀପରୁ କଟକ ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ଼ ଗ୍ରାମ୍ୟବ୍ୟାଙ୍କ ସମ୍ମୁଖରେ ମଟର ସାଇକେଲକୁ ଡାହାଣରୁ ଘୋଷାଡ଼ି ଆଣିଥିଲା ଚାପିଦେଇଥିଲା l ଯାହାଫଳରେ ମଟରସାଇକଲେରେ ଥିବା ଦୁଇଜଣ ବାପାପୁଅ ରାସ୍ତାକୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ l ଉପସ୍ଥିତ କିଛି ଯୁବକ ସଙ୍ଗେ ସଙ୍ଗେ ସ୍ଥାନୀୟ ମଣିଜଙ୍ଗା ମେଡିକାଲକୁ ନେଇଯାଇଥିଲେ l ସେଠାରେ ସେମାନେ ଚିକିଶ୍ଚିତ ହେଉଥିବା ଜଣାପଡିଛି l ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬ ଗାଡିଟି ପାରାଦ୍ୱୀପ ଅଞ୍ଚଳର ବୋଲି ଜଣାପଡିଛି l ଉଭୟ ଦୁଇଟି ଗାଡିକୁ ତିର୍ତ୍ତୋଲ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି l
    2
    ଜଗତସିଂହପୁର  ୨/୪- ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ ଗ୍ରାମ୍ୟବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଜଣ ଆହତ l କାର ଘୋଷାଡ଼ିନେଲା ମଟରସାଇକେଲକୁ l ମଟରସାଇକେଲରେ ପ୍ରଶାନ୍ତ ସାହୁ, ପ୍ରଭୁ ପଦ ସାହୁ, (୨୬) ବାପା ପୁଅ କଟକରୁ ଆପାଚି ମଟର ସାଇକେଲ ନମ୍ବର ଓଡି ୨୧ ଏସ ୪୪୯୩ ରେ ପଞ୍ଚୁପଲାଇ ପୋଖରିଆପଡା ନିଜ ଘରକୁ ଫେରୁଥିଲେ l ପାରାଦ୍ୱୀପ କଷ୍ଟମ କାର୍ଯ୍ୟାଳୟ ରେ ଲାଗିଥିବା ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬, ପାରାଦ୍ୱୀପରୁ କଟକ ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ଼ ଗ୍ରାମ୍ୟବ୍ୟାଙ୍କ ସମ୍ମୁଖରେ ମଟର ସାଇକେଲକୁ ଡାହାଣରୁ ଘୋଷାଡ଼ି ଆଣିଥିଲା ଚାପିଦେଇଥିଲା l ଯାହାଫଳରେ ମଟରସାଇକଲେରେ ଥିବା ଦୁଇଜଣ ବାପାପୁଅ ରାସ୍ତାକୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ l ଉପସ୍ଥିତ କିଛି ଯୁବକ ସଙ୍ଗେ ସଙ୍ଗେ ସ୍ଥାନୀୟ ମଣିଜଙ୍ଗା ମେଡିକାଲକୁ ନେଇଯାଇଥିଲେ l ସେଠାରେ ସେମାନେ ଚିକିଶ୍ଚିତ ହେଉଥିବା ଜଣାପଡିଛି l ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬ ଗାଡିଟି ପାରାଦ୍ୱୀପ ଅଞ୍ଚଳର ବୋଲି ଜଣାପଡିଛି l ଉଭୟ ଦୁଇଟି ଗାଡିକୁ ତିର୍ତ୍ତୋଲ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି l
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    22 hrs ago
  • ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ
    1
    ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ
    user_Susanta Kumar Behera
    Susanta Kumar Behera
    ବିରିଡି, ଜଗତସିଂହପୁର, ଓଡ଼ିଶା•
    6 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by Himanshu Nanda
    1
    Post by Himanshu Nanda
    user_Himanshu Nanda
    Himanshu Nanda
    Interior designer କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    5 hrs ago
  • ଗାଡ଼ିରେ ପ୍ରେସ୍ ଲେଖୁଥିଲେ ସାବଧାନ! ପୋଲିସ୍ ଚେକିଙ୍ଗରୁ ବଞ୍ଚିବା ପାଇଁ ଗାଡ଼ିରେ ପ୍ରେସ୍ ଲେଖି ଛାତି ଫୁଲାଇ ବୁଲୁଥିଲେ ବାବୁ। ଧରାପଡ଼ି ଗଲେ 😂 ପ୍ରେସ୍ ଲେଖି ମନ ଇଚ୍ଛା ଗାଡ଼ି ଧରି ରାସ୍ତାରେ ବୁଲିବା ପଡ଼ିଲା ମହଙ୍ଗା । ଚେକିଂ ବେଳେ ଧରାପଡ଼ିଗଲେ କଟକ ଟ୍ରାଫିକ୍ ଆଇଆଇସିଙ୍କ ହାବୁଡ଼ରେ।
    1
    ଗାଡ଼ିରେ ପ୍ରେସ୍ ଲେଖୁଥିଲେ ସାବଧାନ! ପୋଲିସ୍ ଚେକିଙ୍ଗରୁ ବଞ୍ଚିବା ପାଇଁ ଗାଡ଼ିରେ ପ୍ରେସ୍ ଲେଖି ଛାତି ଫୁଲାଇ ବୁଲୁଥିଲେ ବାବୁ। ଧରାପଡ଼ି ଗଲେ 😂 ପ୍ରେସ୍ ଲେଖି ମନ ଇଚ୍ଛା ଗାଡ଼ି ଧରି ରାସ୍ତାରେ ବୁଲିବା ପଡ଼ିଲା ମହଙ୍ଗା । ଚେକିଂ ବେଳେ ଧରାପଡ଼ିଗଲେ କଟକ ଟ୍ରାଫିକ୍ ଆଇଆଇସିଙ୍କ ହାବୁଡ଼ରେ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    10 hrs ago
  • Post by Sibanava Panda
    2
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    20 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.