logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମାଥିଲିର ଧୁଙ୍ଗିଆପୁଟରେ ମୁଖ୍ୟ ଶିବିର ସହ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ମାଲକାନଗିରି,୧୧/୫/୨୬: ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶିବିରଟି ମାଥିଲି ବ୍ଲକର ଧୁଙ୍ଗିଆପୁଟ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥୀ ସରାବୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଡୋଲାମଣି ପ୍ରଧାନ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଶ୍ମିରଞ୍ଜନ ସେନାପତି ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଶୁଣିଥିଲେ।ମାଥିଲି ବ୍ଲକ ବ୍ୟତୀତ ଜିଲ୍ଲାର ଅନ୍ୟ ବ୍ଲକଗୁଡ଼ିକରେ ମଧ୍ୟ ଏହି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ କାଲିମେଳା ବ୍ଲକର ବାଡିଗେଟା, ମାଲକାନଗିରି ବ୍ଲକର ଝାରପାଲି, ଚିତ୍ରକୋଣ୍ଡା ବ୍ଲକର ବଡ଼ପଡ଼ା, ଖଇରପୁଟ ବ୍ଲକର ଗୋବିନ୍ଦପାଲି, କୋରୁକୋଣ୍ଡା ବ୍ଲକର ମାରିୱାଡ଼ା ଏବଂ ପୋଡ଼ିଆ ବ୍ଲକର ବାପନପାଲି ପଞ୍ଚାୟତରେ ଅଭିଯୋଗ ଶୁଣାଣି କରାଯାଇଥିଲା। ଏହି ଅବସରରେ ମୋଟ ୫୭ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଏବଂ ୩୫ଟି ଗ୍ରାମ ଭିତ୍ତିକ ସାମୂହିକ ସମସ୍ୟା ରହିଥିଲା।ଶିବିର ପରିସରରେ ବିଭିନ୍ନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସହାୟତା କ୍ୟାମ୍ପ ଆୟୋଜିତ ହୋଇଥିଲା। ମାଥିଲି ବିଡିଓ ପ୍ରମୋଦ ବେହେରା ଏବଂ ସହକାରୀ ଜିଲ୍ଲାପାଳ ପ୍ରୀତମ ଦେବତା ସମଗ୍ର କାର୍ଯ୍ୟକ୍ରମର ସମନ୍ୱୟ ରକ୍ଷା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଆପତ୍ତି ଓ ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ।

1 hr ago
user_The Malkangiri news
The Malkangiri news
ସାମ୍ବାଦିକ ମାଲକାନଗିରି, ମାଲକାନଗିରି, ଓଡ଼ିଶା•
1 hr ago
37929e7c-bc13-4bec-9904-72f24acb270e

ମାଥିଲିର ଧୁଙ୍ଗିଆପୁଟରେ ମୁଖ୍ୟ ଶିବିର ସହ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ମାଲକାନଗିରି,୧୧/୫/୨୬: ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶିବିରଟି ମାଥିଲି ବ୍ଲକର ଧୁଙ୍ଗିଆପୁଟ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥୀ ସରାବୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଡୋଲାମଣି ପ୍ରଧାନ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଶ୍ମିରଞ୍ଜନ ସେନାପତି ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଶୁଣିଥିଲେ।ମାଥିଲି ବ୍ଲକ ବ୍ୟତୀତ ଜିଲ୍ଲାର ଅନ୍ୟ ବ୍ଲକଗୁଡ଼ିକରେ ମଧ୍ୟ ଏହି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ

be19e261-7bbd-495d-b022-e5d20c571c95

କାଲିମେଳା ବ୍ଲକର ବାଡିଗେଟା, ମାଲକାନଗିରି ବ୍ଲକର ଝାରପାଲି, ଚିତ୍ରକୋଣ୍ଡା ବ୍ଲକର ବଡ଼ପଡ଼ା, ଖଇରପୁଟ ବ୍ଲକର ଗୋବିନ୍ଦପାଲି, କୋରୁକୋଣ୍ଡା ବ୍ଲକର ମାରିୱାଡ଼ା ଏବଂ ପୋଡ଼ିଆ ବ୍ଲକର ବାପନପାଲି ପଞ୍ଚାୟତରେ ଅଭିଯୋଗ ଶୁଣାଣି କରାଯାଇଥିଲା। ଏହି ଅବସରରେ ମୋଟ ୫୭ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଏବଂ ୩୫ଟି ଗ୍ରାମ ଭିତ୍ତିକ ସାମୂହିକ ସମସ୍ୟା ରହିଥିଲା।ଶିବିର ପରିସରରେ ବିଭିନ୍ନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସହାୟତା କ୍ୟାମ୍ପ ଆୟୋଜିତ ହୋଇଥିଲା। ମାଥିଲି ବିଡିଓ ପ୍ରମୋଦ ବେହେରା ଏବଂ ସହକାରୀ ଜିଲ୍ଲାପାଳ ପ୍ରୀତମ ଦେବତା ସମଗ୍ର କାର୍ଯ୍ୟକ୍ରମର ସମନ୍ୱୟ ରକ୍ଷା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଆପତ୍ତି ଓ ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ।

More news from ଓଡ଼ିଶା and nearby areas
  • ମାଲକାନଗିରି ଜିଲ୍ଲାର ମାଥିଲି ଥାନା ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ବାପା ଓ ୧୧ ମାସର ପୁଅଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇ କୋରାପୁଟ ମେଡିକାଲ କଲେଜ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଛନ୍ତି ଏବଂ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
    1
    ମାଲକାନଗିରି ଜିଲ୍ଲାର ମାଥିଲି ଥାନା ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ବାପା ଓ ୧୧ ମାସର ପୁଅଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇ କୋରାପୁଟ ମେଡିକାଲ କଲେଜ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଛନ୍ତି ଏବଂ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
    user_Kbk Darpan
    Kbk Darpan
    କୋରାପୁଟ ଟାଉନ୍, କୋରାପୁଟ, ଓଡ଼ିଶା•
    21 hrs ago
  • ନିର୍ବାଚନ ପ୍ରଚାରରେ କାହାକୁ ଧମକ ଦେବା ବଦଳରେ, କେବଳ ଦଳର ଦୋଷ ଦୁର୍ବଳତାକୁ ଦର୍ଶାଇବା ଉଚିତ୍। ନବରଙ୍ଗପୁରରେ ଏହି ନିୟମ ଉପରେ ଗୁରୁତ୍ୱ ଦିଆଯାଇଛି, ଯାହା ନିରପେକ୍ଷ ପ୍ରଚାର ପାଇଁ ସହାୟକ ହେବ।
    1
    ନିର୍ବାଚନ ପ୍ରଚାରରେ କାହାକୁ ଧମକ ଦେବା ବଦଳରେ, କେବଳ ଦଳର ଦୋଷ ଦୁର୍ବଳତାକୁ ଦର୍ଶାଇବା ଉଚିତ୍। ନବରଙ୍ଗପୁରରେ ଏହି ନିୟମ ଉପରେ ଗୁରୁତ୍ୱ ଦିଆଯାଇଛି, ଯାହା ନିରପେକ୍ଷ ପ୍ରଚାର ପାଇଁ ସହାୟକ ହେବ।
    user_MANOJ KUMAR
    MANOJ KUMAR
    Video Creator ନବରଙ୍ଗପୁର ପି.ଏସ., ନବରଙ୍ଗପୁର, ଓଡ଼ିଶା•
    19 hrs ago
  • ଓଡ଼ିଶା ଜନତା କଂଗ୍ରେସ (OJC) ଦଳ ପକ୍ଷରୁ ଭବାନୀପାଟଣାରେ ଏକ ବିଶାଳ ସମାବେଶ ଆୟୋଜିତ ହୋଇଛି। ଏଥିରେ ବହୁ ସଂଖ୍ୟକ କର୍ମୀ ଓ ସମର୍ଥକ ଯୋଗ ଦେଇ ଦଳର ଶକ୍ତି ପ୍ରଦର୍ଶନ କରିଛନ୍ତି, ଯାହା ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି।
    1
    ଓଡ଼ିଶା ଜନତା କଂଗ୍ରେସ (OJC) ଦଳ ପକ୍ଷରୁ ଭବାନୀପାଟଣାରେ ଏକ ବିଶାଳ ସମାବେଶ ଆୟୋଜିତ ହୋଇଛି। ଏଥିରେ ବହୁ ସଂଖ୍ୟକ କର୍ମୀ ଓ ସମର୍ଥକ ଯୋଗ ଦେଇ ଦଳର ଶକ୍ତି ପ୍ରଦର୍ଶନ କରିଛନ୍ତି, ଯାହା ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି।
    user_Mr Dilesh Rout
    Mr Dilesh Rout
    Content Creator (YouTuber) ଜୟପାଟଣା, କଳାହାଣ୍ଡି, ଓଡ଼ିଶା•
    6 hrs ago
  • ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
    1
    ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    2 hrs ago
  • ଦେଖନ୍ତୁ 🙏🙏🙏
    1
    ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    14 hrs ago
  • ରାୟଗଡ଼ାର ଇନ୍ଦିରା ନଗରରେ ଜଣେ ଯୁବକଙ୍କୁ ଅପହରଣ ପରେ ଗୁଳି କରି ହତ୍ୟା କରାଯାଇଛି। ଏହି ଭୟଙ୍କର ଘଟଣା ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ଚାଞ୍ଚଲ୍ୟ ସୃଷ୍ଟି କରିଛି ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି।
    1
    ରାୟଗଡ଼ାର ଇନ୍ଦିରା ନଗରରେ ଜଣେ ଯୁବକଙ୍କୁ ଅପହରଣ ପରେ ଗୁଳି କରି ହତ୍ୟା କରାଯାଇଛି। ଏହି ଭୟଙ୍କର ଘଟଣା ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ଚାଞ୍ଚଲ୍ୟ ସୃଷ୍ଟି କରିଛି ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି।
    user_Sonu Bagh CREATION
    Sonu Bagh CREATION
    ରାୟଗଡା, ରାୟଗଡା, ଓଡ଼ିଶା•
    22 hrs ago
  • କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ବୋବେୟା ପଞ୍ଚାୟତରେ 13 ବର୍ଷ ପରେ ଐତିହାସିକ କୃଷି ଭିତ୍ତିକ ବାଲିଯାତ୍ରା ଅନୁଷ୍ଠିତ ହେଉଛି। ଏହି ଉତ୍ସବକୁ ନେଇ ବୋବେୟା ଅଞ୍ଚଳରେ ଉତ୍ସାହର ମାହୋଲ ସୃଷ୍ଟି ହୋଇଛି ଏବଂ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଛି।
    1
    କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ବୋବେୟା ପଞ୍ଚାୟତରେ 13 ବର୍ଷ ପରେ ଐତିହାସିକ କୃଷି ଭିତ୍ତିକ ବାଲିଯାତ୍ରା ଅନୁଷ୍ଠିତ ହେଉଛି। ଏହି ଉତ୍ସବକୁ ନେଇ ବୋବେୟା ଅଞ୍ଚଳରେ ଉତ୍ସାହର ମାହୋଲ ସୃଷ୍ଟି ହୋଇଛି ଏବଂ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଛି।
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    21 hrs ago
  • ବାଇକ୍ କିମ୍ବା କାରରେ କାହାକୁ ଲିଫ୍ଟ ଦେବା ପୂର୍ବରୁ ସତର୍କ ରହିବାକୁ ଏହି ଭିଡିଓ ପରାମର୍ଶ ଦେଉଛି। ନବରଙ୍ଗପୁରରେ ଏପରି ଘଟଣା ବଢ଼ୁଥିବାରୁ, ଅଜଣା ଲୋକଙ୍କୁ ଲିଫ୍ଟ ଦେବା ପୂର୍ବରୁ ଦୁଇଥର ଚିନ୍ତା କରିବା ଜରୁରୀ।
    1
    ବାଇକ୍ କିମ୍ବା କାରରେ କାହାକୁ ଲିଫ୍ଟ ଦେବା ପୂର୍ବରୁ ସତର୍କ ରହିବାକୁ ଏହି ଭିଡିଓ ପରାମର୍ଶ ଦେଉଛି। ନବରଙ୍ଗପୁରରେ ଏପରି ଘଟଣା ବଢ଼ୁଥିବାରୁ, ଅଜଣା ଲୋକଙ୍କୁ ଲିଫ୍ଟ ଦେବା ପୂର୍ବରୁ ଦୁଇଥର ଚିନ୍ତା କରିବା ଜରୁରୀ।
    user_MANOJ KUMAR
    MANOJ KUMAR
    Video Creator ନବରଙ୍ଗପୁର ପି.ଏସ., ନବରଙ୍ଗପୁର, ଓଡ଼ିଶା•
    19 hrs ago
  • good morning 🌄 guys // #mrdileshrout
    1
    good morning 🌄 guys // #mrdileshrout
    user_Mr Dilesh Rout
    Mr Dilesh Rout
    Content Creator (YouTuber) ଜୟପାଟଣା, କଳାହାଣ୍ଡି, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.