logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

क्रिकेट की अत्यंत रोचक झलकियां , सांगृहित video बहुत कैमत्कार

1 hr ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
1 hr ago

क्रिकेट की अत्यंत रोचक झलकियां , सांगृहित video बहुत कैमत्कार

More news from Khordha and nearby areas
  • ଆଜି (୧ ଅଗଷ୍ଟ ୨୦୨୬) ସକାଳ ୭ଟାର OTV ଓଡ଼ିଆ ଟପ୍ ହେଡଲାଇନ୍ସ 🌧️ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା। 🌊 ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ସତର୍କ; ନଦୀ ଜଳସ୍ତର ଉପରେ କଡ଼ା ନଜର। ଆଜି (୧ ଅଗଷ୍ଟ ୨୦୨୬) ସକାଳ ୭ଟାର OTV ଓଡ଼ିଆ ଟପ୍ ହେଡଲାଇନ୍ସ 🌧️ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା। 🌊 ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ସତର୍କ; ନଦୀ ଜଳସ୍ତର ଉପରେ କଡ଼ା ନଜର। 🏛️ ରାଜ୍ୟର ବିଭିନ୍ନ ଉନ୍ନୟନ ଓ ପ୍ରଶାସନିକ ପ୍ରସଙ୍ଗରେ ସରକାରଙ୍କ ସମୀକ୍ଷା ବୈଠକ। 🚨 ବିଭିନ୍ନ ସ୍ଥାନରେ ଅପରାଧ ଓ ସଡ଼କ ଦୁର୍ଘଟଣା ସମ୍ବନ୍ଧୀୟ ଖବର। 🇮🇳 ଦେଶର ତାଜା ରାଜନୈତିକ ଓ ଜାତୀୟ ଖବର। 🌍 ଆନ୍ତର୍ଜାତୀୟ ସ୍ତରର ପ୍ରମୁଖ ଘଟଣାବଳୀ। 🏏 କ୍ରୀଡ଼ା ଜଗତର ସବୁଠାରୁ ବଡ଼ ଅପଡେଟ୍। 🎬 ମନୋରଞ୍ଜନ ଜଗତର ତାଜା ଖବର
    1
    ଆଜି (୧ ଅଗଷ୍ଟ ୨୦୨୬) ସକାଳ ୭ଟାର OTV ଓଡ଼ିଆ ଟପ୍ ହେଡଲାଇନ୍ସ 
🌧️ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା। 
🌊 ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ସତର୍କ; ନଦୀ ଜଳସ୍ତର ଉପରେ କଡ଼ା ନଜର। 
ଆଜି (୧ ଅଗଷ୍ଟ ୨୦୨୬) ସକାଳ ୭ଟାର OTV ଓଡ଼ିଆ ଟପ୍ ହେଡଲାଇନ୍ସ 
🌧️ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା। 
🌊 ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ସତର୍କ; ନଦୀ ଜଳସ୍ତର ଉପରେ କଡ଼ା ନଜର। 
🏛️ ରାଜ୍ୟର ବିଭିନ୍ନ ଉନ୍ନୟନ ଓ ପ୍ରଶାସନିକ ପ୍ରସଙ୍ଗରେ ସରକାରଙ୍କ ସମୀକ୍ଷା ବୈଠକ। 
🚨 ବିଭିନ୍ନ ସ୍ଥାନରେ ଅପରାଧ ଓ ସଡ଼କ ଦୁର୍ଘଟଣା ସମ୍ବନ୍ଧୀୟ ଖବର। 
🇮🇳 ଦେଶର ତାଜା ରାଜନୈତିକ ଓ ଜାତୀୟ ଖବର। 
🌍 ଆନ୍ତର୍ଜାତୀୟ ସ୍ତରର ପ୍ରମୁଖ ଘଟଣାବଳୀ। 
🏏 କ୍ରୀଡ଼ା ଜଗତର ସବୁଠାରୁ ବଡ଼ ଅପଡେଟ୍। 
🎬 ମନୋରଞ୍ଜନ ଜଗତର ତାଜା ଖବର
    user_Top Headlines News Today
    Top Headlines News Today
    Financial Advisor Saheednagar, Khordha•
    15 hrs ago
  • ଠିକା ଦାର କେମିତି ପଇସା ଛାପନ୍ତି 😱 । ଲୋକେ ସବୁ ଅନ୍ଧ ସବୁ ଦେଖିଲା ପରେ ବି ବିରୋଧ କରୁନାହାନ୍ତି ❌ ନିମାପଡ଼ା ଟ୍ରାଫିକ ରୁ ଉତ୍ତରା ରୋଡ କୁ bank of india ସାମ୍ନା ରେ ଏ କାର୍ଯ୍ୟ ଚାଲିଛି। ଧ୍ୟାନ ଦେବେ ଜନତା ଯେଉଁ କାମ ଯେ ପ୍ରକାର ହେବା କଥା ତାହା କରାଯାଉ ନାହିଁ । ସର୍ବ ସାଧାରଣ ଲୋକଙ୍କ ପଇସା କୁ ପାଣିରେ ପକାଉଛନ୍ତି। କଂକ୍ରିଟ ଆଡ ମିକ୍ସର କୁ ପାଣିରେ ପକାଉଛନ୍ତି ଏ କିଭଳି କାର୍ଯ୍ୟ । କିଏ ସେ ମହାନ୍ ଇଞ୍ଜିନିୟର ଯିଏ ଏଭଳି କାର୍ଯ୍ୟ ପାଇଁ ପରାମର୍ଶ ଦେଇଛନ୍ତି। ଏହା ଅନ୍ୟାୟ ଏବଂ ଅନ୍ଧ କାନୁନ୍ ର ବ୍ୟବସ୍ଥା। ଏହା ବିରୋଧ ଯୋଗ୍ୟ 100% । ସଡ଼କ ମନ୍ତ୍ରୀ ଟିକେ ଦେଖ। jai hind 🇮🇳
    1
    ଠିକା ଦାର କେମିତି ପଇସା ଛାପନ୍ତି 😱 । ଲୋକେ ସବୁ ଅନ୍ଧ ସବୁ ଦେଖିଲା ପରେ ବି ବିରୋଧ କରୁନାହାନ୍ତି ❌
ନିମାପଡ଼ା ଟ୍ରାଫିକ ରୁ ଉତ୍ତରା ରୋଡ କୁ bank of india ସାମ୍ନା ରେ ଏ କାର୍ଯ୍ୟ ଚାଲିଛି। ଧ୍ୟାନ ଦେବେ ଜନତା ଯେଉଁ କାମ ଯେ ପ୍ରକାର ହେବା କଥା ତାହା କରାଯାଉ ନାହିଁ । ସର୍ବ ସାଧାରଣ ଲୋକଙ୍କ ପଇସା କୁ ପାଣିରେ ପକାଉଛନ୍ତି। କଂକ୍ରିଟ ଆଡ ମିକ୍ସର କୁ ପାଣିରେ ପକାଉଛନ୍ତି ଏ କିଭଳି କାର୍ଯ୍ୟ । କିଏ ସେ ମହାନ୍ ଇଞ୍ଜିନିୟର ଯିଏ ଏଭଳି କାର୍ଯ୍ୟ ପାଇଁ ପରାମର୍ଶ ଦେଇଛନ୍ତି। ଏହା ଅନ୍ୟାୟ ଏବଂ ଅନ୍ଧ କାନୁନ୍ ର ବ୍ୟବସ୍ଥା। ଏହା ବିରୋଧ ଯୋଗ୍ୟ 100% । ସଡ଼କ ମନ୍ତ୍ରୀ ଟିକେ ଦେଖ। jai hind 🇮🇳
    user_Santosh Kumar
    Santosh Kumar
    ନାଉଗାଁ, ଜଗତସିଂହପୁର, ଓଡ଼ିଶା•
    9 hrs ago
  • Are inlvie held together Assam people together today?I'll take this y video like share comment my instagram channel c m pintu month twenty four k , please view and follow me
    1
    Are inlvie held together Assam people together today?I'll take this y video like share comment my instagram channel c m pintu month twenty four k , please view and follow me
    user_Ritali Behera
    Ritali Behera
    Artist ଅଭୟଚାନ୍ଦପୁର, ଜଗତସିଂହପୁର, ଓଡ଼ିଶା•
    10 hrs ago
  • #ଆବାସ_ସର୍ଭ_କୁ_ନେଇ_ନିର୍ବାହୀ_ଅଧିକାରୀ_ଉପରେ_ବର୍ଷିଲେ_ଯୋଗାଣ_ମନ୍ତ୍ରୀ.... ଘଟଣାସ୍ଥଳ ପରିଦର୍ଶନ ବେଳେ ଅଧିକାରୀଙ୍କ ଉପରେ ବର୍ଷିଲେ ମନ୍ତ୍ରୀପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଥିଲା । ଏହାର ସମୀକ୍ଷା କରିବା ପାଇଁ ଘଟଣାସ୍ଥଳ ପରିଦର୍ଶନରେ ଯାଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେଠାରେ ଯୋଗ୍ୟ ହିତାଧିକାରୀ ଘର ନ ପାଇଥ‌ିବା ଦେଖି ଢେଙ୍କାନାଳ ସଦର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଉପରେ ବର୍ଷିଥିଲେ ମନ୍ତ୍ରୀ.. #KrishnaChandraPatra #PMAY #Dhenkanal #OdishaPolitics #HousingScheme #GovernmentScheme #Beneficiarylssue #OdishaNews #DhenkanalnewsOdisha
    1
    #ଆବାସ_ସର୍ଭ_କୁ_ନେଇ_ନିର୍ବାହୀ_ଅଧିକାରୀ_ଉପରେ_ବର୍ଷିଲେ_ଯୋଗାଣ_ମନ୍ତ୍ରୀ....

ଘଟଣାସ୍ଥଳ ପରିଦର୍ଶନ ବେଳେ ଅଧିକାରୀଙ୍କ ଉପରେ
ବର୍ଷିଲେ ମନ୍ତ୍ରୀପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଥିଲା । ଏହାର ସମୀକ୍ଷା କରିବା ପାଇଁ ଘଟଣାସ୍ଥଳ ପରିଦର୍ଶନରେ ଯାଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେଠାରେ ଯୋଗ୍ୟ ହିତାଧିକାରୀ ଘର ନ ପାଇଥ‌ିବା ଦେଖି ଢେଙ୍କାନାଳ ସଦର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ନିର୍ବାହୀ
ଅଧିକାରୀଙ୍କ ଉପରେ ବର୍ଷିଥିଲେ ମନ୍ତ୍ରୀ..

#KrishnaChandraPatra #PMAY #Dhenkanal
#OdishaPolitics #HousingScheme
#GovernmentScheme #Beneficiarylssue
#OdishaNews #DhenkanalnewsOdisha
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    1 hr ago
  • ଆକାଶ ଠୁ ବଡ ଜାଣି ଜଗା ତୋର କରୁଣା ସିଂହଦ୍ୱାର ହେଲେ କାଇଁ ହେଇଚି ମତେ ମନା ⭕❗⭕🙏
    1
    ଆକାଶ ଠୁ ବଡ ଜାଣି ଜଗା ତୋର କରୁଣା ସିଂହଦ୍ୱାର ହେଲେ କାଇଁ ହେଇଚି ମତେ ମନା ⭕❗⭕🙏
    user_Rajesh Samantaray
    Rajesh Samantaray
    Bank ଚନ୍ଦନପୁର, ପୁରୀ, ଓଡ଼ିଶା•
    2 hrs ago
  • ୧୩ ହଜାର ଆଦିବାସୀ କଳାକାରଙ୍କ ଧିମ୍ସା ନୃତ୍ୟରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ l Dhenkanal news odisha l
    1
    ୧୩ ହଜାର ଆଦିବାସୀ କଳାକାରଙ୍କ ଧିମ୍ସା ନୃତ୍ୟରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ l Dhenkanal news odisha l
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    2 hrs ago
  • ଢେଙ୍କାନାଳ ଟାଟା ପକ୍ଷରୁ ୫ମ ଶ୍ରେଣୀ ପାସ କରିଥିବା ଯୁବକ ଯୁବତୀ ମାନଙ୍କ ପାଇଁ ରୋଜଗାର କରିବା ପାଇଁ ସୁଯୋଗ
    1
    ଢେଙ୍କାନାଳ ଟାଟା ପକ୍ଷରୁ ୫ମ ଶ୍ରେଣୀ ପାସ କରିଥିବା ଯୁବକ ଯୁବତୀ ମାନଙ୍କ ପାଇଁ ରୋଜଗାର କରିବା ପାଇଁ ସୁଯୋଗ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    10 hrs ago
  • ହଂସପାଳ ଛକ କୁଆଖାଇ ନଦୀ ବ୍ରିଜ ଉପରୁ ପାଣିକୁ ଡେଇଁଲେ ଯୁବତୀ। ଯୁବତୀ ଙ୍କ ପରିଚୟ ମିଳିପାରି ନଥିବା ବେଳେ ସେ ଏବେ ସୁଦ୍ଧା ନିଖୋଜ ଅଛନ୍ତି। ସୂଚନା ଅନୁସାରେ ସନ୍ଧ୍ୟା ସମୟରେ ଜଣେ ଯୁବତୀ ହଟାତ୍ ବ୍ରିଜ୍ ଉପରୁ ନଦୀ କୁ ଡେଇଁ ପଡିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ସଙ୍ଗେ ସଙ୍ଗେ ମଞ୍ଚେଶ୍ୱର ଥାନା କୁ ଖବର ଦେଇଥିଲେ।ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ପାହାଳ ଅଗ୍ନିଶମ ବାହିନୀ ପହଞ୍ଚି ନଦୀ ଭିତରେ ବହୁତ୍ ସମୟ ଖୋଜାଖୋଜି କରିଥିଲେ।ରାତି ହୋଇଯିବା ସହ କୁଆଖାଇ ନଦୀ ର ସ୍ରୋତ ପ୍ରଖର ଥିବାରୁ ଯୁବତୀ ଙ୍କୁ ଉଦ୍ଧାର କରିବାରେ ବିଫଳ ହୋଇଥିଲେ ଅଗ୍ନିଶମ ବାହିନୀ। ଯୁବତୀ ନଦୀ ସ୍ରୋତ ରେ ଭାସି ଭାସି ଦୟାନଦୀ କିମ୍ବା କୁଶଭଦ୍ରା ନଦୀ ମୁହାଣ କୁ ଯାଇଥାଇ ପାରେ ବୋଲି ଅନୁମାନ କରାଯାଉଛି।ପୁଣି ସକାଳୁ ଖୋଜାଖୋଜି କରାଯିବା ନେଇ ସୂଚନା ମିଳିଛି।
    1
    ହଂସପାଳ ଛକ କୁଆଖାଇ ନଦୀ  ବ୍ରିଜ ଉପରୁ ପାଣିକୁ ଡେଇଁଲେ ଯୁବତୀ।

ଯୁବତୀ ଙ୍କ ପରିଚୟ ମିଳିପାରି ନଥିବା ବେଳେ ସେ ଏବେ ସୁଦ୍ଧା ନିଖୋଜ ଅଛନ୍ତି।

ସୂଚନା ଅନୁସାରେ ସନ୍ଧ୍ୟା ସମୟରେ ଜଣେ ଯୁବତୀ ହଟାତ୍ ବ୍ରିଜ୍ ଉପରୁ ନଦୀ କୁ ଡେଇଁ ପଡିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ସଙ୍ଗେ ସଙ୍ଗେ ମଞ୍ଚେଶ୍ୱର ଥାନା କୁ ଖବର ଦେଇଥିଲେ।ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ପାହାଳ ଅଗ୍ନିଶମ ବାହିନୀ ପହଞ୍ଚି ନଦୀ ଭିତରେ ବହୁତ୍ ସମୟ ଖୋଜାଖୋଜି କରିଥିଲେ।ରାତି ହୋଇଯିବା ସହ କୁଆଖାଇ ନଦୀ ର ସ୍ରୋତ ପ୍ରଖର ଥିବାରୁ ଯୁବତୀ ଙ୍କୁ ଉଦ୍ଧାର କରିବାରେ ବିଫଳ ହୋଇଥିଲେ ଅଗ୍ନିଶମ ବାହିନୀ। ଯୁବତୀ ନଦୀ ସ୍ରୋତ ରେ ଭାସି ଭାସି ଦୟାନଦୀ କିମ୍ବା କୁଶଭଦ୍ରା ନଦୀ ମୁହାଣ କୁ ଯାଇଥାଇ ପାରେ ବୋଲି ଅନୁମାନ କରାଯାଉଛି।ପୁଣି ସକାଳୁ ଖୋଜାଖୋଜି କରାଯିବା ନେଇ ସୂଚନା ମିଳିଛି।
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.