Shuru
Apke Nagar Ki App…
କଳାହାଣ୍ଡି: ଭବାନୀପାଟଣା ଜିଲ୍ଳା ମୁଖ୍ୟ କାରାଗାର ରୁ କଏଦି ଫେରାର ।ରାତି ପ୍ରାୟ 12.30 ସମୟରେ ପାଚେରୀ ଡେଇଁ ଫେରାର ମାରିଥିଲା। ଚୋରୀ ଘଟଣା ରେ ଜେଲ ରେ ଥିଲେ ସଦରଥାନା ଅନ୍ତର୍ଗତ ଠେମରା ଗାଁ ର ଜଗନ୍ନାଥ ଶବର, ଗତ ବିଳମ୍ବିତ ରାତିରେ ପାଚେରୀ ଡେଇଁ ଫେରାର ।ସଦର ଥାନା ରେ ଜେଲ କର୍ତ୍ତୁପକ୍ଷଙ୍କ ଲିଖିତ ଅଭିଯୋଗ ପରେ ସଦର ପୋଲିସ ର ତଦନ୍ତ ଜାରୀ ରହିଛି ।
Bharat Bishi
କଳାହାଣ୍ଡି: ଭବାନୀପାଟଣା ଜିଲ୍ଳା ମୁଖ୍ୟ କାରାଗାର ରୁ କଏଦି ଫେରାର ।ରାତି ପ୍ରାୟ 12.30 ସମୟରେ ପାଚେରୀ ଡେଇଁ ଫେରାର ମାରିଥିଲା। ଚୋରୀ ଘଟଣା ରେ ଜେଲ ରେ ଥିଲେ ସଦରଥାନା ଅନ୍ତର୍ଗତ ଠେମରା ଗାଁ ର ଜଗନ୍ନାଥ ଶବର, ଗତ ବିଳମ୍ବିତ ରାତିରେ ପାଚେରୀ ଡେଇଁ ଫେରାର ।ସଦର ଥାନା ରେ ଜେଲ କର୍ତ୍ତୁପକ୍ଷଙ୍କ ଲିଖିତ ଅଭିଯୋଗ ପରେ ସଦର ପୋଲିସ ର ତଦନ୍ତ ଜାରୀ ରହିଛି ।
More news from ଓଡ଼ିଶା and nearby areas
- କଳାହାଣ୍ଡି: ଭବାନୀପାଟଣା ଜିଲ୍ଳା ମୁଖ୍ୟ କାରାଗାର ରୁ କଏଦି ଫେରାର ।ରାତି ପ୍ରାୟ 12.30 ସମୟରେ ପାଚେରୀ ଡେଇଁ ଫେରାର ମାରିଥିଲା। ଚୋରୀ ଘଟଣା ରେ ଜେଲ ରେ ଥିଲେ ସଦରଥାନା ଅନ୍ତର୍ଗତ ଠେମରା ଗାଁ ର ଜଗନ୍ନାଥ ଶବର, ଗତ ବିଳମ୍ବିତ ରାତିରେ ପାଚେରୀ ଡେଇଁ ଫେରାର ।ସଦର ଥାନା ରେ ଜେଲ କର୍ତ୍ତୁପକ୍ଷଙ୍କ ଲିଖିତ ଅଭିଯୋଗ ପରେ ସଦର ପୋଲିସ ର ତଦନ୍ତ ଜାରୀ ରହିଛି ।1
- ପାନୀୟ ଜଳ ସମସ୍ୟାକୁ ନେଇଁ ବିଡ଼ିଓଙ୍କ ଦ୍ୱାରସ୍ତ ହେଲେ ସିନ୍ଧିଭଟା ଗ୍ରାମବାସୀ। ପାଣି ସମସ୍ୟାର ଦୂର ହେବା ପର୍ଯ୍ୟନ୍ତ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦେବାକୁ ବିଡ଼ିଓ ଓ #RWSS ଯନ୍ତ୍ରୀ ଙ୍କ ପ୍ରତିଶୃତି. #ଲାଞ୍ଜିଗଡ଼ରୁ ମଳୟ ବେନୁଆଁଙ୍କ ରିପୋର୍ଟ A1TV.1
- ଜିଲ୍ଲା କଳାହାଣ୍ଡି ବ୍ଳକ ଥୁଆମୂଳ ରାମପୁର ପଞ୍ଚାୟତ କେରପାଇ ଗ୍ରାମ ସେର୍କପାଇ1
- like share comment follow kar please soft2
- 🌹🌹🌹🌹🌹🌹🇹🇯🌹🌹🇹🇯🌹🌹🌹🌹🌹🌹🌹🌹🌹♥️1
- କନ୍ତପହଁରାଠାରେ ଶ୍ରୀ ରଘୁନାଥ ଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା1
- ତା.22/04/2026 ରିଖ କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ।ଏହି ମାରାଥନ ପୁରୀରେ ଆସନ୍ତା ଡିସେମ୍ବର ୧୩ ତାରିଖ ଦ୍ୱିତୀୟ ରବିବାର ଅନୁଷ୍ଠିତ ହେବାକୁ ଯାଉଛି।ମାରାଥନ ର ବିଜେତା ଙ୍କୁ ଏକ କୋଟି ର ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା।ଓଡିଶା ପର୍ଯ୍ୟଟନ ବିଭାଗ ଏବଂ ଓଏମସି ସହଯୋଗ ରେ ପୁରୀ କୋଷ୍ଟାଲ ମାରାଥନ ନାମରେ ଏକ ମେଗା ବା ବୃହତ ମାରାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ସଚେତନତା ଉଦ୍ଦେଶ୍ୟ ରେ ଆଜି ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ ବିଚ ଠାରୁ ତାଜ ହୋଟେଲ ପର୍ଯ୍ୟନ୍ତ ମାରାଥନ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଯୋଗ ଦେଇ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଦ୍ବାରା ବାଲୁକା କଳାରେ ପ୍ରସ୍ତୁତ ଏହି ଲୋଗୋକୁ ଉଦଘାଟନ କରିଥିଲେ। ପରେ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅତିଥି ମାନେ ପୁରୀ ବ୍ଲୁ ଫ୍ଲାଗ ବିଚ ଠାରେ ପତାକା ଦେଖାଇ ମାରାଥନ କ୍ରୀଡ଼ାବିତ ମାନଙ୍କୁ ଉତ୍ସାହିତ କରିଥିଲେ l ମାରାଥନ ରେ ଅଂଶଗ୍ରହଣକାରୀ ମାନେ ପହଞ୍ଚିବା ପରେ ତାଜ ହୋଟେଲ ପରିସରରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନୂତନ ଟ୍ୟାଗ ଲାଇନ "ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା"କୁ ଉନ୍ମୋଚନ କରାଯାଇଥିବା ବେଳେ ଓଡିଶା ପର୍ଯ୍ୟଟନ ବିଭାଗ ଓଏମସି ଦ୍ୱାରା ହେବାକୁ ଥିବା ଏହି କୋଷ୍ଟାଲ ମାରାଥନ ରେ ଭାଗ ନେବା ପାଇଁ ବିଭିନ୍ନ କ୍ରୀଡ଼ାବିତ ମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା l ମୁଖ୍ୟ ଅତିଥି ଭାବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ନିଜ ବକ୍ତବ୍ୟ ରେ ପର୍ଯ୍ୟଟନ ଆମ ଜୀବନ ରେଖା।ପୁରୀ ପାଇଁ ମହାପ୍ରଭୁଙ୍କ ଦର୍ଶନ ସହ ପର୍ଯ୍ୟଟନ ପାଇଁ ଲୋକ ମାନେ ଆସିଥାନ୍ତି।ତେଣୁ ଆମକୁ ଏପରି ଭାବରେ ପର୍ଯ୍ୟଟନ ର ବିକାଶ କରିବାକୁ ପଡିବ ଯାହା ଅଧିକ ପର୍ଯ୍ୟଟକଙ୍କୁ ଅଧିକ ଦିନ ପର୍ଯ୍ୟନ୍ତ ପୁରୀ ଓ ଓଡିଶା ରେ ରହିବାକୁ ଉତ୍ସାହିତ କରିବ ବୋଲି କହିଥିଲେ।ପର୍ଯ୍ଯଟନ ବିଭାଗ ର ପୂର୍ବାପେକ୍ଷା ବଜେଟ କୁ ବୃଦ୍ଧି କରି ହଜାରେ କୋଟି ରେ ପହଞ୍ଚାଯାଇଛି। ପର୍ଯ୍ୟଟନକୁ ଆଉ ସିକ୍ରେଟ ଭାବେ ନ ରଖି ସାର୍ବଜନୀନ କରି ପର୍ଯ୍ୟଟକ ମାନ ଙ୍କୁ ଆକର୍ଷିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।ବିଭିନ୍ନ ସ୍ଥାନରେ ଏହି ଭଳି ଡମି ମାରାଥନ ମାଧ୍ୟମରେ ସଚେତନ ଓ ଆଗ୍ରହ ସୃଷ୍ଟି ପାଇଁ ଉଦ୍ୟମ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ଓଡିଶା ରେ ପର୍ଯ୍ୟଟନ ର ବିପୁଳ ଭଣ୍ଡାର ରହିଥିବା ବେଳେ ଏହାର ବିକାଶ ଓ ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିବାର ପ୍ରୟାସ ସ୍ବାଗତଯୋଗ୍ୟ।ଏହା ଦ୍ବାରା ଆର୍ଥିକ ଅଗ୍ରଗତି ଘଟିବା ସହ ରାଜ୍ୟ, ଜିଲ୍ଲା ଓ ସ୍ଥାନୀୟ ଅର୍ଥନୀତି କୁ ପ୍ରୋତ୍ସାହନ ମିଳିବ ବୋଲି କହିଥିଲେ l ଏହି ଅବସରରେ ରାଜ୍ୟ ପର୍ଯ୍ୟଟନ ସଚିବ ବଲବନ୍ତ ସିଂ ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଏସପି ପ୍ରତୀକ ସିଂ, ଡିଏଫଓ ଧନଜ ରାକୋସ ମଗର ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ବରିଷ୍ଠ କ୍ରୀଡାବିତ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା ଭୁବନେଶ୍ୱର1
- ବିଭିନ୍ନ ଖବର ଓ ମନୋରଞ୍ଜନ ଭିଡ଼ିଓ ଗୁଡ଼ିକ ଦେଖିବା ପାଇଁ ଦୟାକରି ଆମ ସହ ଯୋଡ଼ି ହୁଅନ୍ତୁ।1