logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜଗତସିଂହପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଅନୁଷ୍ଠିତ ଜଗତସିଂହପୁର ୨୮/୪- ଜଗତସିଂହପୁର ଜିଲ୍ଲା ସ୍ତରୀୟ ଉନ୍ନୟନ ସମନ୍ଵୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଜଗତସିଂହପୁରର ଲୋକସଭା ସାଂସଦ ତଥା ଜିଲ୍ଲା ଦିଶା କମିଟିର ଅଧ୍ୟକ୍ଷ ବିଭୁପ୍ରସାଦ ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ପ୍ରାରମ୍ଭ ରେ ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇ ସମସ୍ତଙ୍କୁ ସ୍ୱାଗତ ଜଣାଇ ଜିଲ୍ଳାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସହାୟତାରେ ରାଜ୍ୟରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଜନକଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଗୁଡିକର ସଫଳ ରୂପାୟନ ଓ କାର୍ଯ୍ୟାନ୍ଵୟନ ପାଇଁ ଜିଲ୍ଲା ସ୍ତରୀୟ ଜିଲ୍ଲା ଦିଶା କମିଟିର ସମସ୍ତ ଲୋକପ୍ରତିନିଧି ସଭ୍ୟ/ସଭ୍ୟା ଏବଂ ସମ୍ପୃକ୍ତ ବିଭାଗର ଅଧିକାରୀଗଣ ଙ୍କ ସକ୍ରିୟ ଅଂଶ ଗ୍ରହଣ ର ଆବଶ୍ୟକତା ରହିଛି ବୋଲି ପରାମର୍ଶ ଦେଇଥିଲେ । ଏହି ବୈଠକରେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜଗତସିଂହପୁର ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ପ୍ରମୁଖ ଉପସ୍ଥିତ ରହି ଜନ ପ୍ରତିନିଧି ଓ ପ୍ରାଶାସନିକ ସହଯୋଗ ଓ ଆଲୋଚନା ରେ ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟ ଲୋକଙ୍କ ପାଖରେ ପହଞ୍ଚିବ ବୋଲି ମତ ଦେଇଥିଲେ। ଜିଲ୍ଲାପାଳ ଜେ ସୋନାଲ ବୈଠକରେ ଉପସ୍ଥିତ ରହି ଆଲୋଚନା ଓ ପରିଦର୍ଶନ ଦ୍ଵାରା ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି କହିଥିଲେ। ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ ପିଲେ ମଧ୍ୟ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସରକାରଙ୍କ ଯୋଜନା ଅନ୍ତର୍ଭୁକ୍ତ ପ୍ରଧାନ ମନ୍ତ୍ରୀ ଗ୍ରାମ ସଡକ ଯୋଜନା,ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ପାନୀୟ ଜଳ ଯୋଜନା ଅନ୍ତର୍ଗତ ଜଳ ଜୀବନ ମିଶନ, ଜାତୀୟ ରାଜପଥ ଭିତ୍ତି ଭୂମି ବିକାଶ, ସମନ୍ୱିତ ଶିଶୁବିକାଶ ଯୋଜନା, ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ମୃତ୍ତିକା ହେଲଥ କାର୍ଡ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, କୃଷି ଓ କୃଷକ ସଶକ୍ତିକରଣ,ସ୍ଵଚ୍ଛ ଭାରତ ଅଭିଯାନ,ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନା, କାମଧେନୁ ଯୋଜନା,ପି ଏମ୍ ସ୍ୱନିଧି, ଜାତୀୟ ସ୍ୱାସ୍ଥ୍ୟ ମିଶନ, ବିଦ୍ୟୁତ ଯୋଜନା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ପ୍ରାଣୀ ସମ୍ପଦ ବିଭାଗର ଯୋଜନା ଇତ୍ୟାଦି ବିଭିନ୍ନ କେନ୍ଦ୍ରୀୟ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ପୂର୍ବକ ସମୀକ୍ଷା କରାଯାଇଥିଲା । ବୈଠକରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ, ଜିଲ୍ଲାର ପଂଚାୟତ ସମିତିର ଅଧ୍ୟକ୍ଷ/ଅଧ୍ୟକ୍ଷା, ଅନ୍ୟାନ୍ୟ ଜନପ୍ରତିନିଧି ତଥା ଦିଶା କମିଟିର ସଦସ୍ୟ/ସଦସ୍ୟା, ଗଣମାଧ୍ଯମ ର ପ୍ରତିନିଧି ଯୋଗଦେଇଥିଲେ ।

20 hrs ago
user_Ranjan Khuntia
Ranjan Khuntia
Jagatsinghapur, Odisha•
20 hrs ago

ଜଗତସିଂହପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଅନୁଷ୍ଠିତ ଜଗତସିଂହପୁର ୨୮/୪- ଜଗତସିଂହପୁର ଜିଲ୍ଲା ସ୍ତରୀୟ ଉନ୍ନୟନ ସମନ୍ଵୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଜଗତସିଂହପୁରର ଲୋକସଭା ସାଂସଦ ତଥା ଜିଲ୍ଲା ଦିଶା କମିଟିର ଅଧ୍ୟକ୍ଷ ବିଭୁପ୍ରସାଦ ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ପ୍ରାରମ୍ଭ ରେ ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇ ସମସ୍ତଙ୍କୁ ସ୍ୱାଗତ ଜଣାଇ ଜିଲ୍ଳାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସହାୟତାରେ ରାଜ୍ୟରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଜନକଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଗୁଡିକର ସଫଳ ରୂପାୟନ

ଓ କାର୍ଯ୍ୟାନ୍ଵୟନ ପାଇଁ ଜିଲ୍ଲା ସ୍ତରୀୟ ଜିଲ୍ଲା ଦିଶା କମିଟିର ସମସ୍ତ ଲୋକପ୍ରତିନିଧି ସଭ୍ୟ/ସଭ୍ୟା ଏବଂ ସମ୍ପୃକ୍ତ ବିଭାଗର ଅଧିକାରୀଗଣ ଙ୍କ ସକ୍ରିୟ ଅଂଶ ଗ୍ରହଣ ର ଆବଶ୍ୟକତା ରହିଛି ବୋଲି ପରାମର୍ଶ ଦେଇଥିଲେ । ଏହି ବୈଠକରେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜଗତସିଂହପୁର ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ପ୍ରମୁଖ ଉପସ୍ଥିତ ରହି ଜନ ପ୍ରତିନିଧି ଓ ପ୍ରାଶାସନିକ ସହଯୋଗ ଓ ଆଲୋଚନା ରେ ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟ ଲୋକଙ୍କ ପାଖରେ ପହଞ୍ଚିବ ବୋଲି ମତ ଦେଇଥିଲେ। ଜିଲ୍ଲାପାଳ

b152e9f9-ffa6-4784-9420-0094c3af8158

ଜେ ସୋନାଲ ବୈଠକରେ ଉପସ୍ଥିତ ରହି ଆଲୋଚନା ଓ ପରିଦର୍ଶନ ଦ୍ଵାରା ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି କହିଥିଲେ। ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ ପିଲେ ମଧ୍ୟ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସରକାରଙ୍କ ଯୋଜନା ଅନ୍ତର୍ଭୁକ୍ତ ପ୍ରଧାନ ମନ୍ତ୍ରୀ ଗ୍ରାମ ସଡକ ଯୋଜନା,ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ପାନୀୟ ଜଳ ଯୋଜନା ଅନ୍ତର୍ଗତ ଜଳ ଜୀବନ ମିଶନ, ଜାତୀୟ ରାଜପଥ ଭିତ୍ତି ଭୂମି ବିକାଶ, ସମନ୍ୱିତ ଶିଶୁବିକାଶ ଯୋଜନା, ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ମୃତ୍ତିକା ହେଲଥ କାର୍ଡ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା,

274cf9aa-99c2-487b-9a67-c72eeafbd967

ପ୍ରଧାନମନ୍ତ୍ରୀ ଆବାସ ଯୋଜନା, କୃଷି ଓ କୃଷକ ସଶକ୍ତିକରଣ,ସ୍ଵଚ୍ଛ ଭାରତ ଅଭିଯାନ,ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନା, କାମଧେନୁ ଯୋଜନା,ପି ଏମ୍ ସ୍ୱନିଧି, ଜାତୀୟ ସ୍ୱାସ୍ଥ୍ୟ ମିଶନ, ବିଦ୍ୟୁତ ଯୋଜନା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ପ୍ରାଣୀ ସମ୍ପଦ ବିଭାଗର ଯୋଜନା ଇତ୍ୟାଦି ବିଭିନ୍ନ କେନ୍ଦ୍ରୀୟ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ପୂର୍ବକ ସମୀକ୍ଷା କରାଯାଇଥିଲା । ବୈଠକରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ, ଜିଲ୍ଲାର ପଂଚାୟତ ସମିତିର ଅଧ୍ୟକ୍ଷ/ଅଧ୍ୟକ୍ଷା, ଅନ୍ୟାନ୍ୟ ଜନପ୍ରତିନିଧି ତଥା ଦିଶା କମିଟିର ସଦସ୍ୟ/ସଦସ୍ୟା, ଗଣମାଧ୍ଯମ ର ପ୍ରତିନିଧି ଯୋଗଦେଇଥିଲେ ।

More news from ଓଡ଼ିଶା and nearby areas
  • #ସୁନ୍ଦରଗ୍ରାମ_ମୁଖ୍ୟମନ୍ତ୍ରୀ_ଙ୍କ_କାର୍ଯ୍ୟକ୍ରମ_ବିଳମ୍ବ_ହେତୁ_ଚାଲିଗଲା ତିନି ପ୍ରାଣୀ ଙ୍କ ଜୀବନ ଏଥିପାଇଁ ଦାୟୀ ରହିବ କିଏ ବିଚାର ଆପଣଙ୍କ #jindabadniali #odia #news #mlaniali #chabimallik #CMOdisha
    1
    #ସୁନ୍ଦରଗ୍ରାମ_ମୁଖ୍ୟମନ୍ତ୍ରୀ_ଙ୍କ_କାର୍ଯ୍ୟକ୍ରମ_ବିଳମ୍ବ_ହେତୁ_ଚାଲିଗଲା ତିନି ପ୍ରାଣୀ ଙ୍କ ଜୀବନ ଏଥିପାଇଁ ଦାୟୀ ରହିବ କିଏ ବିଚାର ଆପଣଙ୍କ 
#jindabadniali #odia #news #mlaniali #chabimallik #CMOdisha
    user_Kabi Prasad Mohanty
    Kabi Prasad Mohanty
    ନିଆଳି, କଟକ, ଓଡ଼ିଶା•
    21 hrs ago
  • ଦୁନିଆରେ ଭଗବାନ ସମସ୍ତଙ୍କୁ ଭଲରେ ରଖନ୍ତୁ,ଏ ସଂସାର ଭଲରେ ଚାଲୁ,ଜୟ ଗୋ ମାତା,ଜୟ ବଜରଙ୍ଗ ଦଳ,ଭୁବନେଶ୍ୱର,ଓଡିଶା,
    1
    ଦୁନିଆରେ ଭଗବାନ ସମସ୍ତଙ୍କୁ ଭଲରେ ରଖନ୍ତୁ,ଏ ସଂସାର ଭଲରେ ଚାଲୁ,ଜୟ ଗୋ ମାତା,ଜୟ ବଜରଙ୍ଗ ଦଳ,ଭୁବନେଶ୍ୱର,ଓଡିଶା,
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by Bikram Mohapatra
    1
    Post by Bikram Mohapatra
    user_Bikram Mohapatra
    Bikram Mohapatra
    Artist ଏରସମା, ଜଗତସିଂହପୁର, ଓଡ଼ିଶା•
    7 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    18 hrs ago
  • ସର୍ବ ଭାରତୀୟ ସ୍ତରରେ ଗୋମାତାଙ୍କୁ ସେବା ସୁରକ୍ଷା ଓ ସମ୍ମାନ ଦୃଷ୍ଟିରୁ ଦେଶର ୫୧୦୦ ତହସିଲରେ ଦସ୍ତଖତ ଅଭିଯାନ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    1
    ସର୍ବ ଭାରତୀୟ ସ୍ତରରେ ଗୋମାତାଙ୍କୁ ସେବା ସୁରକ୍ଷା ଓ ସମ୍ମାନ ଦୃଷ୍ଟିରୁ ଦେଶର ୫୧୦୦ ତହସିଲରେ ଦସ୍ତଖତ ଅଭିଯାନ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    user_Apananka Khabara
    Apananka Khabara
    Local News Reporter Cuttack (M.Corp.) P.S, Odisha•
    3 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel Balianta, Khordha•
    4 hrs ago
  • କାଲି ଭଉଣୀର କଙ୍କାଳ ନେଇ ବ୍ୟାଙ୍କ ଯାଇଥିଲେ.. ଆଜି ଘରେ ଆଣି ଟଙ୍କା ଦେଲା ବ୍ୟାଙ୍କ.. ||
    1
    କାଲି ଭଉଣୀର କଙ୍କାଳ ନେଇ ବ୍ୟାଙ୍କ ଯାଇଥିଲେ.. ଆଜି ଘରେ ଆଣି ଟଙ୍କା ଦେଲା ବ୍ୟାଙ୍କ.. ||
    user_Purnima Biswal
    Purnima Biswal
    Artist ତିର୍ତ୍ତୋଲ, ଜଗତସିଂହପୁର, ଓଡ଼ିଶା•
    21 hrs ago
  • Post by Prabhati Sahoo
    2
    Post by Prabhati Sahoo
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • ଆର୍ଥିକ ବର୍ଷ ୨୦୨୫-୨୬ ଅନ୍ତର୍ଗତ ଧାନ ପର୍ବତୀ ପଡ଼ିଆ ଜମିର ପରିଚାଳନା ଯୋଜନାରେ ଆଜି ଦୁବୁଲା ସମବାୟ ସମିତିରେ କ୍ଷେତ୍ର ଦିବସ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    1
    ଆର୍ଥିକ ବର୍ଷ ୨୦୨୫-୨୬ ଅନ୍ତର୍ଗତ ଧାନ ପର୍ବତୀ ପଡ଼ିଆ ଜମିର  ପରିଚାଳନା ଯୋଜନାରେ ଆଜି ଦୁବୁଲା ସମବାୟ ସମିତିରେ କ୍ଷେତ୍ର ଦିବସ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    user_Apananka Khabara
    Apananka Khabara
    Local News Reporter Cuttack (M.Corp.) P.S, Odisha•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.