logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କଳାମୋତିଆ ରୋଗ ଉପରେ ସଚେତନତା ବଢ଼ାଇବାକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ। ବାଲେଶ୍ୱର, ୧୧/୦୩/୨୦୨୬ ବାଲେଶ୍ୱର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଆନୁକୁଲ୍ୟରେ ବିଶ୍ବ ଗ୍ଲୁକୋମା ଦିବସ -୨୦୨୬ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ପଦଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ସିନେମା ଛକ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ  ହୋଇଥିଲା। ଜିଲ୍ଲା ସ୍ଵାସ୍ଥ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସଚେତନତା ସଭା ଆୟୋଜିତ ହୋଇଥିଲା। ଚଳିତ ବର୍ଷର ବିଶ୍ବ ଗ୍ଲୁକୋମା ଦିବସର ବିଷବସ୍ତୁ - ଗ୍ଲୁକୋମା ମୁକ୍ତ ବିଶ୍ଵ ପାଇଁ ଏକାଠି ହେବା । ଉକ୍ତ ସଭା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଆସିଥିବା ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରିଣୀ ଏବଂ ଜିଲ୍ଲା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ୍ କେନ୍ଦ୍ରର ଅଧ୍ୟୟନ ରତ ଛାତ୍ରୀମାନେ,ମନୋଜ କୁମାର ଦାସ, ତାଳିମ୍ କେନ୍ଦ୍ରର ଟିଉଟର ମାଡ଼ାମ ମାନେ ଉପସ୍ଥିତ ଥିଲେ। ସଭାପତି ଶ୍ରୀଯୁକ୍ତ ବେହେରା ତାଙ୍କ ଅଭିଭାଷଣରେ କଳାମୋତିଆର କାରଣ ଗୁଡିକ ଯଥା ବାର୍ଦ୍ଧକ୍ୟ,ସମୀପ ଦୃଷ୍ଟିଦୋଷ,ଦୀର୍ଘ ମିଆଦି ଷ୍ଟିରଏଡ ଚିକିତ୍ସା, ବଂଶଗତ, ଡାଇବେଟିସ, ଉଚ୍ଚ ରକ୍ତଚାପ ଏବଂ ଆଖିର ମାତ୍ରାଧିକ ଚାପ ଉପରେ ଗଭୀର ଆଲୋକ ପାତ କରିଥିଲେ। ଏହାର କୌଣସି ଲକ୍ଷଣ ପ୍ରକାଶ ନ ଥାଇ ଅନ୍ଧ କରିଦେଇଥାଏ।ଏଣୁ ସମସ୍ତ ୪୦ ବର୍ଷ ଉପରେ ଥିବା ଜନ ସାଧାରଣ ନିୟମିତ ଆଖି ନିକଟସ୍ଥ ଚିକିତ୍ସା କେନ୍ଦ୍ର ମାନଙ୍କରେ ପରୀକ୍ଷା କରାଇବା ଉଚିତ। ମୁଖ୍ୟ ବକ୍ତା ଭାବେ ଡ଼ାକ୍ତର ବିକାଶ ରଞ୍ଜନ ନାୟକ (ଚକ୍ଷୁ ବିଶେଷଜ୍ଞ) ଅଭିଭାଷଣରେ କହିଥିଲେ ଯେ ସମଗ୍ର ବିଶ୍ୱରେ ୭୮ କୋଟି ଲୋକ ଏହି ରୋଗରେ ଆକ୍ରାନ୍ତ ଓ ଏହା ଆରୋଗ୍ୟ ସାଧ୍ୟ ନୁହେଁ, ଏଣୁ ସମସ୍ତେ ନିୟମିତ ବ୍ୟବଧାନରେ ଚକ୍ଷୁ ପରୀକ୍ଷା କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଡ଼ାକ୍ତର ମନୋଜ ସାହୁ  ଭିଟାମିନ (କ) ଯୁକ୍ତ ଖାଦ୍ୟ ଖାଇବା ଉପରେ ମତ ପ୍ରକାଶ କରିଥିଲେ। ସଭାରେ ଡ଼ାକ୍ତର ପ୍ରଦୀପ କର (ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ), ଡ଼ାକ୍ତର ସଞ୍ଜୀବ କୁମାର ପ୍ରଧାନ କଳାମୋତିଆ ଉପରେ ମତ ବ୍ୟକ୍ତ କରିଥିଲେ। ସଭା ଶେଷରେ କଳାମୋତିଆ ବିଷୟରେ ଗୋଷ୍ଠୀ ସ୍ତରରେ ଅଧିକ ସଚେତନତା ସୃଷ୍ଟିପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କାର୍ଯ୍ୟକ୍ରମକୁ ଡାକ୍ତର ସୁଜିତ୍ କୁମାର ମହାପାତ୍ର (ବରିଷ୍ଠ ଚକ୍ଷୁ ବିଶେଷଜ୍ଞ) ଙ୍କ ପରିଚାଳନାରେ ହୋଇଥିଲା ଓ ଶେଷରେ ପ୍ରଦୀପ କୁମାର ସାହୁ (ସହକାରୀ ଜିଲ୍ଳା ଯୋଗାଯୋଗ ଅଧିକାରୀ) ଧନ୍ୟବାଦ ଅର୍ପଣ କରିଥିଲେ।

2 hrs ago
user_Journalist Harishankar Jena
Journalist Harishankar Jena
Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•

More news from ଓଡ଼ିଶା and nearby areas
  • ବାଲେଶ୍ୱର ଜିଲ୍ଲାର ପୂର୍ବତନ ସାଂସଦ Ravindra Jena ବିଜେଡି ଛାଡି ଆଜି ଔପଚାରିକ ଭାବେ Bharatiya Janata Party (ବିଜେପି)ରେ ଯୋଗଦେଇଛନ୍ତି। ରାଜ୍ୟ ବିଜେପି ସଭାପତି Manmohan Samalଙ୍କ ନେତୃତ୍ୱରେ Bhubaneswar ସ୍ଥିତ ବିଜେପି ରାଜ୍ୟ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ୍ମ ଚିହ୍ନ ଧରି ଦଳରେ ସମ୍ମିଳିତ ହୋଇଥିଲେ। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ। ପୂର୍ବରୁ ସେ Biju Janata Dal (ବିଜେଡି)ର ଏକ ପ୍ରମୁଖ ନେତା ଥିଲେ ଏବଂ Balasore ଲୋକସଭା ଆସନରୁ ସାଂସଦ ଭାବେ କାର୍ଯ୍ୟ କରିଥିଲେ। ତାଙ୍କର ବିଜେପିରେ ଯୋଗଦାନ ପରେ ବାଲେଶ୍ୱର ଓ ରାଜ୍ୟର ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି ହୋଇଛି।।
    1
    ବାଲେଶ୍ୱର ଜିଲ୍ଲାର ପୂର୍ବତନ ସାଂସଦ Ravindra Jena ବିଜେଡି ଛାଡି ଆଜି ଔପଚାରିକ ଭାବେ Bharatiya Janata Party (ବିଜେପି)ରେ ଯୋଗଦେଇଛନ୍ତି।
ରାଜ୍ୟ ବିଜେପି ସଭାପତି Manmohan Samalଙ୍କ ନେତୃତ୍ୱରେ Bhubaneswar ସ୍ଥିତ ବିଜେପି ରାଜ୍ୟ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ୍ମ ଚିହ୍ନ ଧରି ଦଳରେ ସମ୍ମିଳିତ ହୋଇଥିଲେ।
ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ। ପୂର୍ବରୁ ସେ Biju Janata Dal (ବିଜେଡି)ର ଏକ ପ୍ରମୁଖ ନେତା ଥିଲେ ଏବଂ Balasore ଲୋକସଭା ଆସନରୁ ସାଂସଦ ଭାବେ କାର୍ଯ୍ୟ କରିଥିଲେ।
ତାଙ୍କର ବିଜେପିରେ ଯୋଗଦାନ ପରେ ବାଲେଶ୍ୱର ଓ ରାଜ୍ୟର ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି ହୋଇଛି।।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    1 hr ago
  • ବାଲେଶ୍ବର ରେ ପାଳିତ ହେଲା ଅନ୍ତର୍ଜାତୀୟ ମହିଳା ଦିବସ।
    1
    ବାଲେଶ୍ବର ରେ ପାଳିତ ହେଲା ଅନ୍ତର୍ଜାତୀୟ ମହିଳା ଦିବସ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    14 hrs ago
  • #କେମିତି_ଅଛି_ବସ୍ତା_ବିଜେଡି_ସ୍ଥିତି ! ଏମିତି କିଛି କହିଲେ ବିଜେଡି ବସ୍ତା ବ୍ଲକ ସଭାପତି ଅନୀଲ କୁମାର ମହାନ୍ତି।
    1
    #କେମିତି_ଅଛି_ବସ୍ତା_ବିଜେଡି_ସ୍ଥିତି ! 
ଏମିତି କିଛି କହିଲେ ବିଜେଡି ବସ୍ତା ବ୍ଲକ ସଭାପତି ଅନୀଲ କୁମାର ମହାନ୍ତି।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    8 hrs ago
  • ସୁବର୍ଣ୍ଣରେଖା ନଦୀରୁ ପନ୍ତାଇ ଘାଟରୁ ବେଆଇନ ବାଲି ଚାଲାଣ ବେଳେ ଦୁଇଟି ଟ୍ରାକ୍ଟର ଧରିଲେ ଖଣି ବିଭାଗ ।
    1
    ସୁବର୍ଣ୍ଣରେଖା ନଦୀରୁ ପନ୍ତାଇ ଘାଟରୁ ବେଆଇନ ବାଲି ଚାଲାଣ ବେଳେ ଦୁଇଟି ଟ୍ରାକ୍ଟର ଧରିଲେ ଖଣି ବିଭାଗ ।
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    6 hrs ago
  • yah Mera dukaan hai chapla chhakkon mein hai yah mera contact number hai 9938726163
    1
    yah Mera dukaan hai chapla chhakkon mein hai yah mera contact number hai 9938726163
    user_Nandankumar lenka
    Nandankumar lenka
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    12 hrs ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ବାଲେଶ୍ୱର, ୧୧/୦୩/୨୦୨୬ ବାଲେଶ୍ୱର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଆନୁକୁଲ୍ୟରେ ବିଶ୍ବ ଗ୍ଲୁକୋମା ଦିବସ -୨୦୨୬ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ପଦଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ସିନେମା ଛକ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ  ହୋଇଥିଲା। ଜିଲ୍ଲା ସ୍ଵାସ୍ଥ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସଚେତନତା ସଭା ଆୟୋଜିତ ହୋଇଥିଲା। ଚଳିତ ବର୍ଷର ବିଶ୍ବ ଗ୍ଲୁକୋମା ଦିବସର ବିଷବସ୍ତୁ - ଗ୍ଲୁକୋମା ମୁକ୍ତ ବିଶ୍ଵ ପାଇଁ ଏକାଠି ହେବା । ଉକ୍ତ ସଭା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଆସିଥିବା ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରିଣୀ ଏବଂ ଜିଲ୍ଲା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ୍ କେନ୍ଦ୍ରର ଅଧ୍ୟୟନ ରତ ଛାତ୍ରୀମାନେ,ମନୋଜ କୁମାର ଦାସ, ତାଳିମ୍ କେନ୍ଦ୍ରର ଟିଉଟର ମାଡ଼ାମ ମାନେ ଉପସ୍ଥିତ ଥିଲେ। ସଭାପତି ଶ୍ରୀଯୁକ୍ତ ବେହେରା ତାଙ୍କ ଅଭିଭାଷଣରେ କଳାମୋତିଆର କାରଣ ଗୁଡିକ ଯଥା ବାର୍ଦ୍ଧକ୍ୟ,ସମୀପ ଦୃଷ୍ଟିଦୋଷ,ଦୀର୍ଘ ମିଆଦି ଷ୍ଟିରଏଡ ଚିକିତ୍ସା, ବଂଶଗତ, ଡାଇବେଟିସ, ଉଚ୍ଚ ରକ୍ତଚାପ ଏବଂ ଆଖିର ମାତ୍ରାଧିକ ଚାପ ଉପରେ ଗଭୀର ଆଲୋକ ପାତ କରିଥିଲେ। ଏହାର କୌଣସି ଲକ୍ଷଣ ପ୍ରକାଶ ନ ଥାଇ ଅନ୍ଧ କରିଦେଇଥାଏ।ଏଣୁ ସମସ୍ତ ୪୦ ବର୍ଷ ଉପରେ ଥିବା ଜନ ସାଧାରଣ ନିୟମିତ ଆଖି ନିକଟସ୍ଥ ଚିକିତ୍ସା କେନ୍ଦ୍ର ମାନଙ୍କରେ ପରୀକ୍ଷା କରାଇବା ଉଚିତ। ମୁଖ୍ୟ ବକ୍ତା ଭାବେ ଡ଼ାକ୍ତର ବିକାଶ ରଞ୍ଜନ ନାୟକ (ଚକ୍ଷୁ ବିଶେଷଜ୍ଞ) ଅଭିଭାଷଣରେ କହିଥିଲେ ଯେ ସମଗ୍ର ବିଶ୍ୱରେ ୭୮ କୋଟି ଲୋକ ଏହି ରୋଗରେ ଆକ୍ରାନ୍ତ ଓ ଏହା ଆରୋଗ୍ୟ ସାଧ୍ୟ ନୁହେଁ, ଏଣୁ ସମସ୍ତେ ନିୟମିତ ବ୍ୟବଧାନରେ ଚକ୍ଷୁ ପରୀକ୍ଷା କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଡ଼ାକ୍ତର ମନୋଜ ସାହୁ  ଭିଟାମିନ (କ) ଯୁକ୍ତ ଖାଦ୍ୟ ଖାଇବା ଉପରେ ମତ ପ୍ରକାଶ କରିଥିଲେ। ସଭାରେ ଡ଼ାକ୍ତର ପ୍ରଦୀପ କର (ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ), ଡ଼ାକ୍ତର ସଞ୍ଜୀବ କୁମାର ପ୍ରଧାନ କଳାମୋତିଆ ଉପରେ ମତ ବ୍ୟକ୍ତ କରିଥିଲେ। ସଭା ଶେଷରେ କଳାମୋତିଆ ବିଷୟରେ ଗୋଷ୍ଠୀ ସ୍ତରରେ ଅଧିକ ସଚେତନତା ସୃଷ୍ଟିପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କାର୍ଯ୍ୟକ୍ରମକୁ ଡାକ୍ତର ସୁଜିତ୍ କୁମାର ମହାପାତ୍ର (ବରିଷ୍ଠ ଚକ୍ଷୁ ବିଶେଷଜ୍ଞ) ଙ୍କ ପରିଚାଳନାରେ ହୋଇଥିଲା ଓ ଶେଷରେ ପ୍ରଦୀପ କୁମାର ସାହୁ (ସହକାରୀ ଜିଲ୍ଳା ଯୋଗାଯୋଗ ଅଧିକାରୀ) ଧନ୍ୟବାଦ ଅର୍ପଣ କରିଥିଲେ।
    1
    ବାଲେଶ୍ୱର, ୧୧/୦୩/୨୦୨୬
ବାଲେଶ୍ୱର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଆନୁକୁଲ୍ୟରେ ବିଶ୍ବ ଗ୍ଲୁକୋମା ଦିବସ -୨୦୨୬ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ପଦଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ସିନେମା ଛକ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ  ହୋଇଥିଲା। ଜିଲ୍ଲା ସ୍ଵାସ୍ଥ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସଚେତନତା ସଭା ଆୟୋଜିତ ହୋଇଥିଲା। ଚଳିତ ବର୍ଷର ବିଶ୍ବ ଗ୍ଲୁକୋମା ଦିବସର ବିଷବସ୍ତୁ - ଗ୍ଲୁକୋମା ମୁକ୍ତ ବିଶ୍ଵ ପାଇଁ ଏକାଠି ହେବା ।
ଉକ୍ତ ସଭା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଆସିଥିବା ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରିଣୀ ଏବଂ ଜିଲ୍ଲା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ୍ କେନ୍ଦ୍ରର ଅଧ୍ୟୟନ ରତ ଛାତ୍ରୀମାନେ,ମନୋଜ କୁମାର ଦାସ, ତାଳିମ୍ କେନ୍ଦ୍ରର ଟିଉଟର ମାଡ଼ାମ ମାନେ ଉପସ୍ଥିତ ଥିଲେ।
ସଭାପତି ଶ୍ରୀଯୁକ୍ତ ବେହେରା ତାଙ୍କ ଅଭିଭାଷଣରେ କଳାମୋତିଆର କାରଣ ଗୁଡିକ ଯଥା ବାର୍ଦ୍ଧକ୍ୟ,ସମୀପ ଦୃଷ୍ଟିଦୋଷ,ଦୀର୍ଘ ମିଆଦି ଷ୍ଟିରଏଡ ଚିକିତ୍ସା, ବଂଶଗତ, ଡାଇବେଟିସ, ଉଚ୍ଚ ରକ୍ତଚାପ ଏବଂ ଆଖିର ମାତ୍ରାଧିକ ଚାପ ଉପରେ ଗଭୀର ଆଲୋକ ପାତ କରିଥିଲେ। ଏହାର କୌଣସି ଲକ୍ଷଣ ପ୍ରକାଶ ନ ଥାଇ ଅନ୍ଧ କରିଦେଇଥାଏ।ଏଣୁ ସମସ୍ତ ୪୦ ବର୍ଷ ଉପରେ ଥିବା ଜନ ସାଧାରଣ ନିୟମିତ ଆଖି ନିକଟସ୍ଥ ଚିକିତ୍ସା କେନ୍ଦ୍ର ମାନଙ୍କରେ ପରୀକ୍ଷା କରାଇବା ଉଚିତ। ମୁଖ୍ୟ ବକ୍ତା ଭାବେ ଡ଼ାକ୍ତର ବିକାଶ ରଞ୍ଜନ ନାୟକ (ଚକ୍ଷୁ ବିଶେଷଜ୍ଞ) ଅଭିଭାଷଣରେ କହିଥିଲେ ଯେ ସମଗ୍ର ବିଶ୍ୱରେ ୭୮ କୋଟି ଲୋକ ଏହି ରୋଗରେ ଆକ୍ରାନ୍ତ ଓ ଏହା ଆରୋଗ୍ୟ ସାଧ୍ୟ ନୁହେଁ, ଏଣୁ ସମସ୍ତେ ନିୟମିତ ବ୍ୟବଧାନରେ ଚକ୍ଷୁ ପରୀକ୍ଷା କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ।
ଡ଼ାକ୍ତର ମନୋଜ ସାହୁ  ଭିଟାମିନ (କ) ଯୁକ୍ତ ଖାଦ୍ୟ ଖାଇବା ଉପରେ ମତ ପ୍ରକାଶ କରିଥିଲେ। ସଭାରେ ଡ଼ାକ୍ତର ପ୍ରଦୀପ କର (ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ), ଡ଼ାକ୍ତର ସଞ୍ଜୀବ କୁମାର ପ୍ରଧାନ କଳାମୋତିଆ ଉପରେ ମତ ବ୍ୟକ୍ତ କରିଥିଲେ। ସଭା ଶେଷରେ କଳାମୋତିଆ ବିଷୟରେ ଗୋଷ୍ଠୀ ସ୍ତରରେ ଅଧିକ ସଚେତନତା ସୃଷ୍ଟିପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
କାର୍ଯ୍ୟକ୍ରମକୁ ଡାକ୍ତର ସୁଜିତ୍ କୁମାର ମହାପାତ୍ର (ବରିଷ୍ଠ ଚକ୍ଷୁ ବିଶେଷଜ୍ଞ) ଙ୍କ ପରିଚାଳନାରେ ହୋଇଥିଲା ଓ ଶେଷରେ ପ୍ରଦୀପ କୁମାର ସାହୁ (ସହକାରୀ ଜିଲ୍ଳା ଯୋଗାଯୋଗ ଅଧିକାରୀ) ଧନ୍ୟବାଦ ଅର୍ପଣ କରିଥିଲେ।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.