SIM ଉପରେ କଡ଼ା ନଜର ଆଜିଠୁ ନୂଆ ବ୍ୟବସ୍ଥା...A closer look at the SIM New system from today SIM ଉପରେ କଡ଼ା ନଜର, ଆଜିଠୁ ନୂଆ ବ୍ୟବସ୍ଥା . ନିର୍ଦ୍ଧାରିତ ସୀମା ପୂରଣ ହୋଇଥିଲେ ଆଉ ମିଳିବନି ନୂଆ କନେକ୍ସନ୍ . ଟେଲିକମ୍ କମ୍ପାନୀ କରିବେ ଯାଞ୍ଚ . ସୀମା ପୂରଣ ହେଲେ ନୂଆ SIMକୁ ‘ନା' . ଅଲଗା କମ୍ପାନୀର SIM ହେଲେ ବି ମିଳିବ ହିସାବ . SIM ଦୁରୁପଯୋଗ ରୋକିବାକୁ କଡ଼ା ନିୟମ . ଟେଲିକମ୍ ସେବା ପ୍ରଦାନକାରୀ କମ୍ପାନୀ ବୈଷୟିକ ଓ ପ୍ରଶାସନିକ ବ୍ୟବସ୍ଥା କରିବାକୁ କହିଛି ଜଣେ ଗ୍ରାହକ SIM ନେଇ ସୀମା ଅତିକ୍ରମ କରିପାରିବେ ନାହିଁ Strict vigil on SIM, new system from today . If the specified limit is reached, no new connections will be available. . Telecom company will check . Say 'no' to new SIM once limit is met . You will get an account even if you have a SIM from a different company. Strict rules to prevent SIM misuse . Telecom service provider company asked to make technical and administrative arrangements A customer cannot cross the border with a SIM.

- ❤️❤️❤️🌺🌺🌺🙏🙏🙏ଓଁ ଜୟ ଜଗଦୀଶ ହରେ. 🙏🙏🙏🌺🌺🌺❤️❤️❤️..1
- ରିଲିଫ କୁ ନେଇ ପ୍ରମିଳା ଓ ବବିତା ମୁହାଁମୁହିଁ, ବନ୍ୟା ବେଳେ ବାଦିପାଲା,ନେତାମାନଙ୍କ ମଧ୍ୟରେ ଥମିବାର ନାଁ ଧରୁନି ବାକ୍ ଯୁଦ୍ଧ । ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବନ୍ୟା ଓ ରିଲିଫ ବଣ୍ଟନକୁ ନେଇ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଏବଂ ବିଜେପି ନେତ୍ରୀ ବବିତା ମଲ୍ଲିକଙ୍କ ମଧ୍ୟରେ ରାଜନୈତିକ ତର୍କ ଏବଂ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି।ପ୍ରମିଳା ବନ୍ୟା ଓ ରିଲିଫ ବଣ୍ଟନରେ ଅବହେଳା ଏବଂ ପ୍ରଶାସନିକ ବିଳମ୍ବ ପ୍ରସଙ୍ଗରେ ବିଜେଡି MLA ପ୍ରମିଳା ମଲ୍ଲିକ ସରକାର ତଥା କର୍ତ୍ତୃପକ୍ଷଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି।ଅନ୍ୟପକ୍ଷରେ ବିଜେପି ନେତ୍ରୀ ବବିତା ମଲ୍ଲିକ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରମିଳା ମଲ୍ଲିକଙ୍କ ରାଜନୀତିକୁ ଟାର୍ଗେଟ କରି କଡ଼ା ଜବାବ ଦେଇଛନ୍ତି1
- ଚୋରା ନିଶାଦ୍ରବ୍ୟ କାରବାର ବିରୋଧରେ ରାଷ୍ଟ୍ରୀୟ ବଜରଂଗ ଦଳ ଘେରୋଉ କଲେ ଅବକାରୀ ଅଫିସ। ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଚୋରା ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗୁଛି। ଆଜିର ଦିନରେ ଗାଁ ଗଣ୍ଡାରେ ଯୁବ ପିଢିଙ୍କୁ ପଥଭ୍ରଷ୍ଟ କରୁଛି ବିଭିନ୍ନ ପ୍ରକାରର ନିଶା । ଏହି ନିଶା ବେପାରୀଙ୍କ ବିରୋଧରେ ରାଷ୍ଟ୍ରୀୟ ବଜରଂଗ ଦଳ ଘେରାଉ କଲେ ଅବକାରୀ ଅଫିସ ।1
- balibil gopala sahi ra pani rastare jami rahithibaru jiba asiba pani asubidha hauchi1
- ତିନି ଲକ୍ଷ ଲୋକଙ୍କ ନିର୍ଭର କରୁଥିବା ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତର ଖାନାରେ ଡକ୍ତର ଅଭାବ ତିନି ଲକ୍ଷ ଲୋକଙ୍କ ନିର୍ଭର କରୁଥିବା ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତର ଖାନାରେ ଡକ୍ତର ଅଭାବ #LatestNews #UpdateNews #apanankakhabara #news #OdishaNews #odisha1
- ବିଇଓଙ୍କ କାର୍ଯ୍ୟାଳୟ ପରିସରରେ ବର୍ଷାପାଣି ଜମି ରହି ପୁଷ୍କରିଣୀର ଭ୍ରମ ସୃଷ୍ଟି କରୁଛି ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକର ବ୍ଲକ ଏଜୁକେଶନ ଅଫିସରଙ୍କ କାର୍ଯ୍ୟାଳୟ ପରିସରରେ ବର୍ଷାପାଣି ଜମି ରହିଛି । ଫାଟକ ନିକଟରେ ସତେ ଯେପରି ଏକ କୃତ୍ରିମ ପୁଷ୍କରିଣୀ ସୃଷ୍ଟି ହୋଇଛି । ସେହି କାର୍ଯ୍ୟାଳୟ ପରିସରରେ ଏକ ଆବାସିକ ବିଦ୍ୟାଳୟ ଅଛି। ଶିକ୍ଷକ,ଶିକ୍ଷୟିତ୍ରୀ, କର୍ମଚାରୀ ଏବଂ ଅଭିଭାବକଙ୍କୁ ପାଣିରେ ପଶି ଯିବାକୁ ପଡୁଛି। ସେହି ପରି ଅନତି ଦୂରରେ ଥିବା ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ପରିସରର ଅବସ୍ଥା ତଦ୍ରୁପ । ଅଫିସ ପରିସରରେ ବର୍ଷାପାଣି ଜମି ରହୁଥିବାରୁ ସାଧାରଣ ଲୋକେ କିମ୍ବା କର୍ମଚାରୀ ଭିତରକୁ ବହୁ ଅସୁବିଧାରେ ଆସୁଥିବା ଦେଖିବାକୁ ମିଳୁଛି । ସିଉଳି ଯୋଗୁଁ ଗୋଡ଼ ଖସିଯାଇ କେତେକ ଲୋକ ତଳେ ପଡି ଖଣ୍ଡିଆ ଖାବରା ହୋଇଛନ୍ତି । ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ମତପ୍ରକାଶ ପାଇଛି।4
- ଅଲାର ପୁର ନିକଟ ପୁରୀ ମୁଖ୍ୟ କେନାଲରେ ଭାସୁଛି ଅନିହ୍ନା ଶବ #Balianta #Baliantapolice #Police #ACPBhubaneswar1
- 🌺🌺🌺🌺🌺🙏🙏🙏🙏🙏ଜୟ ଶ୍ରୀରାମ 🙏🙏🙏🙏🙏🌺🌺🌺🌺🌺.....1