logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାଳକାଟି ଵଜାରରୁ ଜବର ଦଖଲ ଉଚ୍ଛେଦ ବୁଲୁଛି ୪ JCP ମେସିନ୍ #Balakati #Balakatibajar #Balianta #jayadevnews #Baliantatahasil #Baliantatahasidar #DMKhordha #CMOOdisha #mohanamajhi #JayadevNews

1 hr ago
user_Gagan Bhoi
Gagan Bhoi
ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
1 hr ago

ବାଳକାଟି ଵଜାରରୁ ଜବର ଦଖଲ ଉଚ୍ଛେଦ ବୁଲୁଛି ୪ JCP ମେସିନ୍ #Balakati #Balakatibajar #Balianta #jayadevnews #Baliantatahasil #Baliantatahasidar #DMKhordha #CMOOdisha #mohanamajhi #JayadevNews

More news from ଓଡ଼ିଶା and nearby areas
  • ଭୁବନେଶ୍ୱର :କୁଳପତି ନିଯୁକ୍ତି ଦାବି ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ରାଜ୍ୟପାଳଙ୍କୁ ସାକ୍ଷାତ କଲେ।
    1
    ଭୁବନେଶ୍ୱର :କୁଳପତି ନିଯୁକ୍ତି ଦାବି ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ରାଜ୍ୟପାଳଙ୍କୁ ସାକ୍ଷାତ କଲେ।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    14 hrs ago
  • ଭୁବନେଶ୍ୱର: ଆମ୍ବୁଲାନ୍‌ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମଠାରେ ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବା ବେଳେ, ଆଜି ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରାଯାଇଛି। ଏହି ସମସ୍ତ ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରାୟ ୧୧୧ କୋଟି ଟଙ୍କା ବିନିଯୋଗ କରିଛନ୍ତି। ବର୍ତ୍ତମାନ ସାରା ରାଜ୍ୟରେ ୮୬୬ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଚାଲୁଥିବା ବେଳେ, ଗର୍ଭବତୀ ମହିଳା ଏବଂ ଅସୁସ୍ଥ ଶିଶୁମାନଙ୍କ ପାଇଁ ‘ଜନନୀ ଏକ୍ସପ୍ରେସ୍’ ନାମରେ ଆଉ ୫୦୦ଟି ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ଆମ୍ବୁଲାନ୍ସ ସେବାଗୁଡ଼ିକ ରାଜ୍ୟବାସୀଙ୍କ ପାଇଁ ଏକ ଜୀବନରେଖା ଭାବେ କାମ କରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି।
    1
    ଭୁବନେଶ୍ୱର: ଆମ୍ବୁଲାନ୍‌ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମଠାରେ ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ  କରିଛନ୍ତି।
ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବା ବେଳେ, ଆଜି ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରାଯାଇଛି। ଏହି ସମସ୍ତ ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରାୟ ୧୧୧ କୋଟି ଟଙ୍କା ବିନିଯୋଗ କରିଛନ୍ତି।
ବର୍ତ୍ତମାନ ସାରା ରାଜ୍ୟରେ ୮୬୬ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଚାଲୁଥିବା ବେଳେ, ଗର୍ଭବତୀ ମହିଳା ଏବଂ ଅସୁସ୍ଥ ଶିଶୁମାନଙ୍କ ପାଇଁ ‘ଜନନୀ ଏକ୍ସପ୍ରେସ୍’ ନାମରେ ଆଉ ୫୦୦ଟି ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ଆମ୍ବୁଲାନ୍ସ ସେବାଗୁଡ଼ିକ ରାଜ୍ୟବାସୀଙ୍କ ପାଇଁ ଏକ ଜୀବନରେଖା ଭାବେ କାମ କରୁଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି।
    user_Saroj Kumar Mohapatra
    Saroj Kumar Mohapatra
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    15 hrs ago
  • ଆସନ୍ତା ୪ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ । ଏହା ପ୍ରଭାବରେ ଶୀତ ବଢ଼ିବା ନେଇ ଆକଳନ କରାଯାଇଛି। କଟକରେ ଦିନ ୮ ଟା ବେଳେ କୁହୁଡି ଦେଖାଉଛି ନିଜର ପ୍ରତିଆରା। ମେଲାଉଛି ତାର ଆସ୍ତରଣ।
    1
    ଆସନ୍ତା ୪ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ । ଏହା ପ୍ରଭାବରେ ଶୀତ ବଢ଼ିବା ନେଇ ଆକଳନ କରାଯାଇଛି। କଟକରେ ଦିନ ୮ ଟା ବେଳେ କୁହୁଡି ଦେଖାଉଛି ନିଜର ପ୍ରତିଆରା। ମେଲାଉଛି ତାର ଆସ୍ତରଣ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
  • କଟକ ଗ୍ରାମାଞ୍ଚରେ ଓଡିଶୀ ଭାଙ୍ଗିରେ ନାଚିଲେ କୁନି ଝିଅ
    1
    କଟକ ଗ୍ରାମାଞ୍ଚରେ ଓଡିଶୀ ଭାଙ୍ଗିରେ ନାଚିଲେ କୁନି ଝିଅ
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    ନିଶ୍ଚିନ୍ତକୋଇଲି, କଟକ, ଓଡ଼ିଶା•
    19 hrs ago
  • ଢେଙ୍କାନାଳ ରେ ସକାଳୁ ସକାଳୁ ହାତୀ ଆକ୍ରମଣରେ ତିନି ଜଣ ମୃତ, ତିନି ଜଣ ଗୁରୁତର l Dhenkanal news odisha l 👉 ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ସେଠାରେ ଘଟିଛି ଏହି ଅଭାବନୀୟ ଘଟଣା.. #elephantattack #dhenkanalforest #kapilashforest #dhenkanalnewsodisha
    1
    ଢେଙ୍କାନାଳ ରେ ସକାଳୁ ସକାଳୁ ହାତୀ ଆକ୍ରମଣରେ ତିନି ଜଣ ମୃତ, ତିନି ଜଣ ଗୁରୁତର l Dhenkanal news odisha l
👉 ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ସେଠାରେ ଘଟିଛି ଏହି ଅଭାବନୀୟ ଘଟଣା..
#elephantattack #dhenkanalforest #kapilashforest #dhenkanalnewsodisha
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    15 hrs ago
  • Post by Tapasdas 6372788705
    1
    Post by Tapasdas 6372788705
    user_Tapasdas 6372788705
    Tapasdas 6372788705
    ସାମ୍ବାଦିକ Dhenkanal Sadar, Odisha•
    1 day ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    6 hrs ago
  • ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଆଧୁନିକ ୧୦୮ ଆମ୍ବୁଲାନ୍ସର ଶୁଭାରମ୍ଭ କରୁଛନ୍ତି I
    1
    ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଆଧୁନିକ ୧୦୮ ଆମ୍ବୁଲାନ୍ସର ଶୁଭାରମ୍ଭ କରୁଛନ୍ତି I
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    15 hrs ago
  • ଚୌଦ୍ୱାରରେ ବିଳମ୍ବିତ ରାତିରେ ରେଲୱେ କ୍ରସିଂଙ୍ଗ ସୁରକ୍ଷା ବାଡାକୁ ପିଟିଲା ଟ୍ରକ। ମଦ୍ୟପାନ କରି ଡ୍ରାଇଭର ଗାଡ଼ି ଚଳାଉଥିବା ବେଳେ ଭାରସ୍ୟାମ ହରାଇ ରେଲୱେ କ୍ରସିଂଙ୍ଗ ସୁରକ୍ଷା ବାଡାକୁ ପିଟିଲା ଟ୍ରକ। ଘଟଣାସ୍ଥଳରେ ଡ୍ରାଇଭର ଓ ହେଲ୍ପର ଆହତ। ଚୌଦ୍ୱାର ଥାନା ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଆହତଙ୍କୁ ମେଡ଼ିକାଲ ସ୍ଥାନାନ୍ତର କରିଛି।
    1
    ଚୌଦ୍ୱାରରେ ବିଳମ୍ବିତ ରାତିରେ ରେଲୱେ କ୍ରସିଂଙ୍ଗ ସୁରକ୍ଷା ବାଡାକୁ ପିଟିଲା ଟ୍ରକ। ମଦ୍ୟପାନ କରି ଡ୍ରାଇଭର ଗାଡ଼ି ଚଳାଉଥିବା ବେଳେ ଭାରସ୍ୟାମ ହରାଇ ରେଲୱେ କ୍ରସିଂଙ୍ଗ ସୁରକ୍ଷା ବାଡାକୁ ପିଟିଲା ଟ୍ରକ। ଘଟଣାସ୍ଥଳରେ ଡ୍ରାଇଭର ଓ ହେଲ୍ପର ଆହତ। ଚୌଦ୍ୱାର ଥାନା ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଆହତଙ୍କୁ ମେଡ଼ିକାଲ ସ୍ଥାନାନ୍ତର କରିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.