ନୂତନ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ପୌର ପରିଷଦ ନିର୍ବାହୀ ଅଧିକାରୀ, ଆର ଆଇ, ଜେ ଇ, ରାଜସ୍ବ ଆର ଆଇ, ଓ ଏସ ଆର ଟି ସି ଡି ଏମ୍, ଓ ବି ସି ସି ଷ୍ଟାଫ୍ ଙ୍କ ଉପସ୍ଥିତି ରେ ପୌର ପରିଷଦ ର ଷ୍ଟଲ୍ ଉଚ୍ଛେଦ ପାଇଁ ଜାଗା ଚିହ୍ନଟ କରା ଯାଇଥିଲା l ବିଜୁ ପଟ୍ଟନାୟକ ଛକ ରୁ ନଳିନୀ ଛକ ଯାଏ ଷ୍ଟଲ୍ ଚିହ୍ନଟ, ଓ ଗାନ୍ଧି ଷ୍ଟାଡିୟମ୍ ବାଉଣ୍ଡ୍ରି ଯାଏ ଦୋକାନୀ ଙ୍କ ଷ୍ଟଲ୍ ପଛ ପଟ ର ସମ୍ପ୍ରସାରଣ ଜାଗା କୁ ଜରୁରୀ କାଳୀନ ଭିତ୍ତିରେ ଉଚ୍ଛେଦ ପାଇଁ ଜାଗା ଚିହ୍ନଟ କରା ଯାଇଥିଲା l ସମସ୍ତ ଅଧିକାରୀ ଙ୍କ ସହିତ ନିଜେ ଜିଲ୍ଲାପାଳ ଦୋକାନୀ ମାନଙ୍କୁ ଜାଗା ଖାଲି କରିବାକୁ ଓ ବିକାଶ କାର୍ଯ୍ଯ ରେ ସହଯୋଗ କରିବାକୁ ନିବେଦନ କରିଥିଲେ l ନୂତନ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ପୌର ପରିଷଦ ନିର୍ବାହୀ ଅଧିକାରୀ, ଆର ଆଇ, ଜେ ଇ, ରାଜସ୍ବ ଆର ଆଇ, ଓ ଏସ ଆର ଟି ସି ଡି ଏମ୍, ଓ ବି ସି ସି ଷ୍ଟାଫ୍ ଙ୍କ ଉପସ୍ଥିତି ରେ ପୌର ପରିଷଦ ର ଷ୍ଟଲ୍ ଉଚ୍ଛେଦ ପାଇଁ ଜାଗା ଚିହ୍ନଟ କରା ଯାଇଥିଲା l ବିଜୁ ପଟ୍ଟନାୟକ ଛକ ରୁ ନଳିନୀ ଛକ ଯାଏ ଷ୍ଟଲ୍ ଚିହ୍ନଟ, ଓ ଗାନ୍ଧି ଷ୍ଟାଡିୟମ୍ ବାଉଣ୍ଡ୍ରି ଯାଏ ଦୋକାନୀ ଙ୍କ ଷ୍ଟଲ୍ ପଛ ପଟ ର ସମ୍ପ୍ରସାରଣ ଜାଗା କୁ ଜରୁରୀ କାଳୀନ ଭିତ୍ତିରେ ଉଚ୍ଛେଦ ପାଇଁ ଜାଗା ଚିହ୍ନଟ କରା ଯାଇଥିଲା l ସମସ୍ତ ଅଧିକାରୀ ଙ୍କ ସହିତ ନିଜେ ଜିଲ୍ଲାପାଳ ଦୋକାନୀ ମାନଙ୍କୁ ଜାଗା ଖାଲି କରିବାକୁ ଓ ବିକାଶ କାର୍ଯ୍ଯ ରେ ସହଯୋଗ କରିବାକୁ ନିବେଦନ କରିଥିଲେ l

- Post by Sonepur news khulasa1
- Post by PABITRA BARIHA1
- ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ନାବାଳିକା ଗଣଦୁଷ୍କର୍ମର ଶିକାର। ଦୁଇ ଗିରଫ1
- Post by BAHUJAN ADHIKAR1
- ମହାନଦୀ ଆଳତି ଘାଟ ରେ ହନୁମାନ ଜୟନ୍ତୀ, ଆଳତି ପ୍ରଦାନ କଲେ ମେଜର ଡ଼ ଦେବାଶିଷ ମିଶ୍ର ବୌଦ୍ଧ - ଆଜି ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି ଅବସରରେ ମହାନଦୀ ଆଳତି ଘାଟ ଠାରେ ହନୁମାନ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି l ସନ୍ଧ୍ୟାରେ ଭଜନ କୀର୍ତ୍ତନ ହେବା ପରେ ହନୁମାନ ଚାଳିଶା ପାଠ ହୋଇଥିଲା l ଭକ୍ତ ମାନଙ୍କ ଦ୍ଵାରା ମିଳିତ ଭାବେ ଦିବ୍ୟ ମହାନଦୀ ଆଳତି ପ୍ରଦାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ କୁନି କୁନି ଛୁଆ ମାନେ ଶ୍ରୀରାମ, ଲକ୍ଷ୍ମଣ ଓ ହନୁମାନ ବେଶରେ ମହାନଦୀ ଆଳତି କରିଥିଲେ l ମୂଖ୍ୟ ଅତିଥି ଭାବେ ମେଜର ଡ଼ ଦେବାଶିଷ ମିଶ୍ର ଯୋଗଦାନ କରି ଆଳତି କରିବା ସହିତ ନିଜର ମତ ପ୍ରକାଶ କରିଥିଲେ l ପୂଜକ ଭାବେ ମିନୁପ୍ରସାଦ ମିଶ୍ର, ବ୍ରହ୍ମଚାରୀ ଆଦିତ୍ୟ ଦାସ, ସୌମ୍ୟ ରଂଜନ ପୁରୋହିତ ପରିଚାଳନା କରିଥିଲେ l ମହାନଦୀ ମହୋତ୍ସବ ସମିତି ପକ୍ଷରୁ ମେଜର ମିଶ୍ରଙ୍କୁ ଉପଢୌକନ ଦେଇ ଶ୍ରେଷ୍ଠ ସେବା ଶିରୋମଣି ସମ୍ମାନ ପ୍ରଦାନ କରାଯାଇଥିଲା l କୁନି କୁନି ଛୁଆ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଆଳତି ଘାଟ ର ପୃଷ୍ଠପୋଷକ ଦେବାଶିଷ ପୁରୋହିତ ଧନ୍ୟବାଦ ଜ୍ଞାପନ କରିଥିଲେ l ଶେଷରେ ଭକ୍ତ ମାନଙ୍କୁ ପଣା ପ୍ରସାଦ ବିତରଣ ହୋଇଥଲା l1
- ତରବରିଆ ଭାବେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇ ଥିବା ପ୍ରକ୍ରିୟା ନେଇ କେବଳ ରୋଗୀ କଲ୍ୟାଣ ସମିତି ପକ୍ଷରୁ ବୈଠକ ପରେ ସ୍ଥାନାନ୍ତରିତ ନେଇ ତୀବ୍ରପ୍ରତିକ୍ରିୟା ପ୍ରକାଶ ପାଇଛି। ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ନ କରି ତରବରିଆ ଭାବେ ସ୍ଥାନାନ୍ତରିତ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସହର ଦୂର, ଦୂରାନ୍ତ ରୁ ଲୋକେ ଟିଟିଲାଗଡ ଟ୍ରେନ,ବସ ଆଦିରେ ଆସିବା ଓ ସହର ବାହାର ମାତୃ ଶିଶୁ ଡାକ୍ତରଖାନା ପରିସରରେ ବ୍ୟବସ୍ଥା କରା ଯାଉ ଥିବା ଚିକିତ୍ସାଳୟ ପହଞ୍ଚିବା ନେଇ ଯାତା ୟାତ ରେ ଗୁରୁତର ସମସ୍ୟା ରହିଛି । ଏ ନେଇ ବିଗତ ସର୍ବ ଦଳୀୟ ବୈଠକ ରେ ବଲାଙ୍ଗୀର ଭଳି ଜିଲ୍ଲା ଡାକ୍ତରଖାନାରେ ଅଧିକ୍ ପଦବୀ ପୂରଣ ସହ କାର୍ଯ୍ୟକାରିତା ସହ ଉକ୍ତ ଡ଼ାକ୍ତରଖାନାକୁ ମଧ୍ୟ କାର୍ଯ୍ୟକାରିତା କରାଯିବା ଦାବୀ ଉପ ସ୍ଥାପନ କରାଯାଇଥିଲା । ସାଧାରଣ ଓ ପଡୋଶୀ ରାଜ୍ୟ ର ରୋଗୀ ଚିକିତ୍ସା ଅଭାବରୁ ଦୁର୍ଦ୍ଦଶା ଭୋଗିବା ସାର ହୋଇଛି ଏଣୁ ଉଭୟ କାର୍ଯ୍ୟକାରୀ କରାଯିବା ବିଭିନ୍ନ ମହଲ ରେ ତୀବ୍ର ଦାବୀ ହୋଇଛି।4
- କୃତୀ ପ୍ରତିଭାଙ୍କୁ ଜିଲ୍ଲା ପ୍ରଶାସନର ସମ୍ବର୍ଦ୍ଧନା । ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜାତୀୟସ୍ତର ତୀରନ୍ଦାଜ ପ୍ରତିଯୋଗିତାରେ ପଦକ ହାସଲ କରିଥିବା ବୁଟୁପାଲିର ଦୁଇ କୃତୀ ଭାଇଭଉଣୀ ଟେନିଶା ମେହେର ଓ ଦୁର୍ଗାଦତ୍ତ ମେହେରଙ୍କୁ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ସମ୍ବର୍ଦ୍ଧିତ କରି ଉଭୟଙ୍କୁ ଖେଳ ଉପକରଣ ଯୋଗେଇଦେବେ ବୋଲି କହିଛନ୍ତି । ସେହିପରି ବୌଦ୍ଧ ଜିଲ୍ଲା କ୍ରୀଡା ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ ଉଭୟଙ୍କୁ ଶୁଭେତ୍ସା ଜଣେଇବା ସହିତ ଜିଲ୍ଲାରେ କିପରି ତୀରନ୍ଦାଜ କ୍ରୀଡ଼ାର ଆହୁରି ଉନ୍ନତି ହୋଇପାରିବ ସେ ବିଷୟରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ ।1
- ଜିଲ୍ଲାପାଳଙ୍କୁ ଘେରିଲେ ସୋନପୁର ପଲିଟେକନିକର ଛାତ୍ରୀଛାତ୍ର ସୁବର୍ଣ୍ଣପୁର: ଥମୁଁ ନାହିଁ ଛାତ୍ରୀଛାତ୍ର ଅଶାନ୍ତି ସରକାରୀ ପଲିଟେକନିକ୍ ସୋନପୁରର। ନିଜ ସମ୍ମାନ ଦାବି ରଖିଲେ। ଗତ ୧୫ ତାରିଖରେ ଛାତ୍ରୀଛାତ୍ର କଲେଜ ଗେଟରେ ପ୍ରଚଣ୍ଡ ଖରାରେ ବସି ରହିଥିଲେ। ପ୍ରଶାସନ ପାଖରେ ସମୟ ନାହିଁ ଛାତ୍ରୀଛାତ୍ର ଦାବି ଶୁଣିବାକୁ। ଆଜି ସହ ସହ ଛାତ୍ରୀଛାତ୍ର ଜିଲ୍ଲାପାଳ ଅଫିସ ଘେରିଲେ।1