logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପର୍ଯ୍ୟଟକ ଙ୍କ ଲାଗି ଚମକୁଛି ଗଞ୍ଜାମ ଜିଲ୍ଳାର ତାମ୍ପରା ହ୍ରଦ : ପ୍ରତିକ୍ରିୟା ରଖିଲେ ଗଞ୍ଜାମ ଜିଲ୍ଲାପାଳ ପର୍ଯ୍ୟଟକ ଙ୍କ ଲାଗି ଚମକୁଛି ଗଞ୍ଜାମ ଜିଲ୍ଳାର ତାମ୍ପରା ହ୍ରଦ : ପ୍ରତିକ୍ରିୟା ରଖିଲେ ଗଞ୍ଜାମ ଜିଲ୍ଲାପାଳ

on 22 March
user_Santosh Kumar Sahu
Santosh Kumar Sahu
ଛତ୍ରପୁର, ଗଞ୍ଜାମ, ଓଡ଼ିଶା•
on 22 March

ପର୍ଯ୍ୟଟକ ଙ୍କ ଲାଗି ଚମକୁଛି ଗଞ୍ଜାମ ଜିଲ୍ଳାର ତାମ୍ପରା ହ୍ରଦ : ପ୍ରତିକ୍ରିୟା ରଖିଲେ ଗଞ୍ଜାମ ଜିଲ୍ଲାପାଳ ପର୍ଯ୍ୟଟକ ଙ୍କ ଲାଗି ଚମକୁଛି ଗଞ୍ଜାମ ଜିଲ୍ଳାର ତାମ୍ପରା ହ୍ରଦ : ପ୍ରତିକ୍ରିୟା ରଖିଲେ ଗଞ୍ଜାମ ଜିଲ୍ଲାପାଳ

More news from ଓଡ଼ିଶା and nearby areas
  • ନୂଆଗାଁ ବାଣ ବିସ୍ଫୋରଣ ଘଟଣାରେ ଆକ୍ସନକୁ ଆସିଲା ନୟାଗଡ଼ ପୋଲିସ l ୫ ଜଣ ଗିରଫ #spnewstvliveodia #breakingnews #nayagarhnews
    1
    ନୂଆଗାଁ ବାଣ ବିସ୍ଫୋରଣ ଘଟଣାରେ ଆକ୍ସନକୁ ଆସିଲା ନୟାଗଡ଼ ପୋଲିସ l ୫ ଜଣ ଗିରଫ #spnewstvliveodia #breakingnews #nayagarhnews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    16 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel ପୁରୀ (M), ପୁରୀ, ଓଡ଼ିଶା•
    11 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
  • ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାୟୀ ହିନ୍ଦୋଳ ର ସମସ୍ତ ବିଦ୍ୟାଳୟ ମାନଙ୍କରେ ପ୍ରଥମ ପ୍ରବେଶ ଏବଂ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଛି. ହିନ୍ଦୋଳ ରୁପାଳି ପ୍ରାଥମିକ ସ୍କୁଲ ସହ ସମସ୍ତ ସ୍କୁଲରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ସୂଚନା.
    1
    ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାୟୀ ହିନ୍ଦୋଳ ର ସମସ୍ତ ବିଦ୍ୟାଳୟ ମାନଙ୍କରେ ପ୍ରଥମ ପ୍ରବେଶ ଏବଂ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଛି. ହିନ୍ଦୋଳ ରୁପାଳି ପ୍ରାଥମିକ ସ୍କୁଲ ସହ ସମସ୍ତ ସ୍କୁଲରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ସୂଚନା.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    18 hrs ago
  • କଟକ ଚୌଦ୍ୱାର ଜେଲ୍ ରୁ ଫେରାର ପରେ କର୍ଣ୍ଣାଟକ ର ମହୀଶୂରରୁ ଏକ ଅଳଙ୍କାର ଦୋକାନ ରୁ ୨୦୨୫ ଡିସେମ୍ବର ମାସରେ ଲୁଟ୍ କରିଥିଲା ରାଜା ଏହାପରେ ହାଇଦ୍ରାବାଦ ରୁ ଆଉ ଏକ ସୁନା ଅଳଙ୍କାର ଦୋକାନରୁ ଲୁଟ ଉଦ୍ୟମ କରିଥିବା ବେଳେ ସଫଳ ହୋଇ ନଥିଲା । ରାଜା କୁ ଧରିବା ପାଇଁ କମିଶନରେଟ ପୋଲିସ ର ୨୪ ଜଣିଆ ଟିମ୍ ନିୟୋଜିତ ହୋଇଥିଲେ। ବିଭିନ୍ନ ଲୋକେସ ରେ ପୋଲିସ ଚଢ଼ାଉ କରିଥିବା ବେଳେ ରାଜା ପୋଲିସ କୁ ବାରମ୍ବାର ଚଖମା ଦେଇଥିଲା। ଶେଷରେ ଉତ୍ତରାଖଣ୍ଡ ର ଋଷିକେଶ ରୁ ରାଜା କୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲା କି କୁଖ୍ୟାତ ଅପରାଧୀ ରାଜା ସାହାଣୀ ନାମରେ ଏକାଧିକ ହତ୍ୟା ମାମଲା ସହ ଭାରତର ବିଭିନ୍ନ ରାଜ୍ୟ ରେ ୨୮ ଟି ଜଘନ୍ୟ ଅପରାଧିକ ମାମଲା ରହିଛି।ଏହି ମାମଲା ଭିତରେ ଡକାୟତି ମାମଲା ଅଧିକ ରହିଛି। ରାଜା ଏକ ବଡ଼ ନେଟୱର୍କ କରି ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଲୁଟ ଘଟଣା ଘଟାଉଥିଲା । ଶେଷରେ ପୋଲିସ ରାଜାକୁ ଧରିବା ପରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜେଲ କୁ ପଠା ଯାଇଛି। ଅନ୍ୟ ରାଜ୍ୟର ପୋଲିସ ର ମଧ୍ୟ ମୋଷ୍ଟ୍ ୱାଣ୍ଟେଡ ଥିବା ରାଜା ସାହାଣୀ କୁ ପଚରା ଉଚରା କରି ପାରନ୍ତି ଅନ୍ୟ ରାଜ୍ୟର ପୋଲିସ। ତେବେ ରାଜା ର ଗିରଫ ପରେ ତାଙ୍କ ଗ୍ୟାଙ୍ଗ ର ମନୋବଳ ହ୍ରାସ ପାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଏସ ଦେବଦତ୍ତ ସିଂ ( ପୋଲିସ କମିଶନର)
    2
    କଟକ ଚୌଦ୍ୱାର ଜେଲ୍ ରୁ ଫେରାର ପରେ କର୍ଣ୍ଣାଟକ ର ମହୀଶୂରରୁ ଏକ ଅଳଙ୍କାର ଦୋକାନ ରୁ ୨୦୨୫ ଡିସେମ୍ବର ମାସରେ ଲୁଟ୍ କରିଥିଲା ରାଜା ଏହାପରେ ହାଇଦ୍ରାବାଦ ରୁ ଆଉ ଏକ ସୁନା ଅଳଙ୍କାର ଦୋକାନରୁ ଲୁଟ ଉଦ୍ୟମ କରିଥିବା ବେଳେ ସଫଳ ହୋଇ ନଥିଲା  । ରାଜା କୁ ଧରିବା ପାଇଁ କମିଶନରେଟ ପୋଲିସ ର ୨୪ ଜଣିଆ ଟିମ୍ ନିୟୋଜିତ ହୋଇଥିଲେ। ବିଭିନ୍ନ ଲୋକେସ ରେ ପୋଲିସ ଚଢ଼ାଉ କରିଥିବା ବେଳେ ରାଜା ପୋଲିସ କୁ ବାରମ୍ବାର ଚଖମା ଦେଇଥିଲା। ଶେଷରେ ଉତ୍ତରାଖଣ୍ଡ ର ଋଷିକେଶ ରୁ ରାଜା କୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲା କି କୁଖ୍ୟାତ ଅପରାଧୀ ରାଜା ସାହାଣୀ ନାମରେ ଏକାଧିକ ହତ୍ୟା ମାମଲା ସହ ଭାରତର ବିଭିନ୍ନ ରାଜ୍ୟ ରେ  ୨୮ ଟି ଜଘନ୍ୟ ଅପରାଧିକ ମାମଲା ରହିଛି।ଏହି ମାମଲା ଭିତରେ ଡକାୟତି ମାମଲା ଅଧିକ ରହିଛି। ରାଜା ଏକ ବଡ଼ ନେଟୱର୍କ କରି ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଲୁଟ ଘଟଣା ଘଟାଉଥିଲା । ଶେଷରେ ପୋଲିସ ରାଜାକୁ ଧରିବା ପରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜେଲ କୁ ପଠା ଯାଇଛି। ଅନ୍ୟ ରାଜ୍ୟର ପୋଲିସ ର ମଧ୍ୟ ମୋଷ୍ଟ୍ ୱାଣ୍ଟେଡ ଥିବା ରାଜା ସାହାଣୀ କୁ ପଚରା ଉଚରା କରି ପାରନ୍ତି ଅନ୍ୟ ରାଜ୍ୟର ପୋଲିସ। ତେବେ ରାଜା ର ଗିରଫ ପରେ ତାଙ୍କ ଗ୍ୟାଙ୍ଗ ର ମନୋବଳ ହ୍ରାସ ପାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ।
ଏସ ଦେବଦତ୍ତ ସିଂ ( ପୋଲିସ କମିଶନର)
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    9 hrs ago
  • ପେଟାନାଳରେ ପଡ଼ିଗଲେ ନନ୍ଦୀ ମହାରାଜ! ଷଣ୍ଢ ଟିକୁ ଉଦ୍ଧାର କରିବାକୁ ନାକେଦମ୍ ହେଲା ଅଗ୍ନିଶମ ବାହିନୀ। କଟକ ସିଡିଏସ୍ଥିତ ପେଟାନାଳରେ ଫସିଲେ ନନ୍ଦୀ ମହାରାଜ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଷଣ୍ଢ ଟିକୁ ବାହାର କରିଛନ୍ତି।
    1
    ପେଟାନାଳରେ ପଡ଼ିଗଲେ ନନ୍ଦୀ ମହାରାଜ!
ଷଣ୍ଢ ଟିକୁ ଉଦ୍ଧାର କରିବାକୁ ନାକେଦମ୍ ହେଲା ଅଗ୍ନିଶମ ବାହିନୀ। କଟକ ସିଡିଏସ୍ଥିତ ପେଟାନାଳରେ ଫସିଲେ ନନ୍ଦୀ ମହାରାଜ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଷଣ୍ଢ ଟିକୁ ବାହାର କରିଛନ୍ତି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    10 hrs ago
  • ବି ଜଗନ୍ନାଥପୁର ଗ୍ରାମର ଲକ୍ଷ୍ମୀ ନୃସିଂହ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ଦେବତା ନଗର ଭ୍ରମଣ ଓ ପୁର୍ଣ୍ଣାହୁତ ୩/୪/୨୦୨୬ #live_odisha_news_update #published_from #Braking_News
    1
    ବି ଜଗନ୍ନାଥପୁର ଗ୍ରାମର ଲକ୍ଷ୍ମୀ ନୃସିଂହ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ଦେବତା ନଗର ଭ୍ରମଣ ଓ ପୁର୍ଣ୍ଣାହୁତ ୩/୪/୨୦୨୬
#live_odisha_news_update #published_from #Braking_News
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    22 hrs ago
  • ବ୍ରାଉନସୁଗାର ଡିଲ ବେଳେ ମାଡ଼ିବସିଲା ଖୋର୍ଦ୍ଧା ପୋଲିସ #spnewstvliveodia #BreakingNews #khordanews
    1
    ବ୍ରାଉନସୁଗାର ଡିଲ ବେଳେ ମାଡ଼ିବସିଲା ଖୋର୍ଦ୍ଧା ପୋଲିସ #spnewstvliveodia #BreakingNews #khordanews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    20 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel ପୁରୀ (M), ପୁରୀ, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.