logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

चीन में नाली बनाने की रफ्तार ने पूरी दुनिया को चौंका दिया है। विशाल प्रीकास्ट कंक्रीट ब्लॉक्स, हाइड्रोलिक क्रेन और मॉड्यूलर तकनीक से सड़क के नीचे नालियां घंटों में तैयार हो जाती हैं। न देरी, न अव्यवस्था,बस सटीक योजना और तेज़ काम। यही वजह है कि चीन के शहर बाढ़ से सुरक्षित रहते हैं और विकास रुकता नहीं। #trending #viral #china #engineering #infrastructure #technology #civilengineering #reels

4 hrs ago
user_द संक्षेप
द संक्षेप
Media company Bari - Ramachandrapur, Jajapur•
4 hrs ago

चीन में नाली बनाने की रफ्तार ने पूरी दुनिया को चौंका दिया है। विशाल प्रीकास्ट कंक्रीट ब्लॉक्स, हाइड्रोलिक क्रेन और मॉड्यूलर तकनीक से सड़क के नीचे नालियां घंटों में तैयार हो जाती हैं। न देरी, न अव्यवस्था,बस सटीक योजना और तेज़ काम। यही वजह है कि चीन के शहर बाढ़ से सुरक्षित रहते हैं और विकास रुकता नहीं। #trending #viral #china #engineering #infrastructure #technology #civilengineering #reels

More news from Jajapur and nearby areas
  • चीन में नाली बनाने की रफ्तार ने पूरी दुनिया को चौंका दिया है। विशाल प्रीकास्ट कंक्रीट ब्लॉक्स, हाइड्रोलिक क्रेन और मॉड्यूलर तकनीक से सड़क के नीचे नालियां घंटों में तैयार हो जाती हैं। न देरी, न अव्यवस्था,बस सटीक योजना और तेज़ काम। यही वजह है कि चीन के शहर बाढ़ से सुरक्षित रहते हैं और विकास रुकता नहीं। #trending #viral #china #engineering #infrastructure #technology #civilengineering #reels
    1
    चीन में नाली बनाने की रफ्तार ने पूरी दुनिया को चौंका दिया है। विशाल प्रीकास्ट कंक्रीट ब्लॉक्स, हाइड्रोलिक क्रेन और मॉड्यूलर तकनीक से सड़क के नीचे नालियां घंटों में तैयार हो जाती हैं। न देरी, न अव्यवस्था,बस सटीक योजना और तेज़ काम। यही वजह है कि चीन के शहर बाढ़ से सुरक्षित रहते हैं और विकास रुकता नहीं।
#trending #viral #china #engineering #infrastructure #technology #civilengineering #reels
    user_द संक्षेप
    द संक्षेप
    Media company Bari - Ramachandrapur, Jajapur•
    4 hrs ago
  • କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନଠାରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ଯେ, ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଆସନ୍ତା ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପ୍ରଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ । ପାଣି ପଞ୍ଚାୟତରେ ସୁଫଳ ଓ ଏହାର କାର୍ଯ୍ୟକାରିତା ନିମନ୍ତେ ଥିବା ଯୋଜନାଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଯେଉଁ ସଚେତନତାର ଆବଶ୍ୟକତା ରହିଛି ସେଥି ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି, କୃଷି, ମସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରଦର୍ଶନୀ ମଣ୍ଡପମାନ ଖୋଲା ଯାଇ ସଚେତନ କରାଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ
    1
    କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନଠାରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ଯେ, ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଆସନ୍ତା ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପ୍ରଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ । ପାଣି ପଞ୍ଚାୟତରେ ସୁଫଳ ଓ ଏହାର କାର୍ଯ୍ୟକାରିତା ନିମନ୍ତେ ଥିବା ଯୋଜନାଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଯେଉଁ ସଚେତନତାର ଆବଶ୍ୟକତା ରହିଛି ସେଥି ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି, କୃଷି, ମସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରଦର୍ଶନୀ ମଣ୍ଡପମାନ ଖୋଲା ଯାଇ ସଚେତନ କରାଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    7 hrs ago
  • କଟକ ସଦର ଅଞ୍ଚଳ ସ୍ଥିତ ଶ୍ରୀରାମ ଗ୍ରାମ ର ଗ୍ରାମ ଦେବତୀ ଙ୍କ ଦ୍ୱିପ୍ରହର ନୀତି #social_influencer
    1
    କଟକ ସଦର ଅଞ୍ଚଳ ସ୍ଥିତ ଶ୍ରୀରାମ ଗ୍ରାମ ର ଗ୍ରାମ ଦେବତୀ ଙ୍କ ଦ୍ୱିପ୍ରହର ନୀତି
#social_influencer
    user_Bishnu charandash
    Bishnu charandash
    କଟକ ସଦର, କଟକ, ଓଡ଼ିଶା•
    4 hrs ago
  • ରାଜ୍ୟସରକାର ଙ୍କ ତରଫରୁ ଢେଙ୍କାନାଳ ଜିଲ୍ଲା କୋର୍ଟ ରେ GP ଭାବେ ନବକିଶୋର ଗୁରୁ ଦାୟିତ୍ ଗ୍ରହଣ
    2
    ରାଜ୍ୟସରକାର ଙ୍କ ତରଫରୁ ଢେଙ୍କାନାଳ ଜିଲ୍ଲା କୋର୍ଟ ରେ GP ଭାବେ  ନବକିଶୋର ଗୁରୁ ଦାୟିତ୍ ଗ୍ରହଣ
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    9 hrs ago
  • Morning News in Hindi and English.
    2
    Morning News in Hindi and English.
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    17 hrs ago
  • ବାଲେଶ୍ବର : ବାଲେଶ୍ୱରର ପୂର୍ବତନ ବିଧାୟକ ସ୍ୱର୍ଗତ ଗୋପନାରାୟଣ ଦାସଙ୍କ ପବିତ୍ର ସ୍ମୃତି ଉଦ୍ଦେଶ୍ୟରେ, ଆଦର୍ଶ କ୍ରିକେଟ୍ କ୍ଲବ୍ ଓ ରୋଟାରୀ କ୍ଲବ୍, ବାଲେଶ୍ୱରଙ୍କ ସଂଯୁକ୍ତ ଆୟୋଜନରେ ଅନୁଷ୍ଠିତ *2nd All India Gopanarayan Das Memorial Cricket Tournament*
    1
    ବାଲେଶ୍ବର : ବାଲେଶ୍ୱରର ପୂର୍ବତନ ବିଧାୟକ ସ୍ୱର୍ଗତ ଗୋପନାରାୟଣ ଦାସଙ୍କ ପବିତ୍ର ସ୍ମୃତି ଉଦ୍ଦେଶ୍ୟରେ, ଆଦର୍ଶ କ୍ରିକେଟ୍ କ୍ଲବ୍ ଓ ରୋଟାରୀ କ୍ଲବ୍, ବାଲେଶ୍ୱରଙ୍କ ସଂଯୁକ୍ତ ଆୟୋଜନରେ ଅନୁଷ୍ଠିତ *2nd All India Gopanarayan Das Memorial Cricket Tournament*
    user_Odisha News Express
    Odisha News Express
    Journalist ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    7 hrs ago
  • ବୋଲେରୋ ଧକ୍କାରେ ନାବାଳକଙ୍କ ମୃତ୍ୟୁ, ବଡଦାଣ୍ଡରେ ଉତ୍ତେଜନା ପୁରୀ ବଳଗଣ୍ଡି ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏକ ବୋଲେରୋ ଗାଡି ଧକ୍କା ଦେବାରୁ ନାବାଳକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ କେନ୍ଦ୍ର କରି ବଡଦାଣ୍ଡ (ମେଡିକାଲ ଛକ) ଉପରେ ମୃତଦେହ ରଖି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଟାୟାର ଜାଳି ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ହୋଇଥିଲା। ଦୁର୍ଘଟଣାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟଙ୍କର ଅସନ୍ତୋଷ ଦେଖାଦେଇଥିଲା। ଏହା ସହ ଉତ୍ତେଜିତ ଲୋକେ ଟ୍ରାଫିକ ଥାନାକୁ ଘେରାଉ କରି ଗାଡି ଭାଙ୍ଗିଦେଇଥିବା ଖବର ମିଳିଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖବର ପାଇଁ ସଂପୃକ୍ତ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରହିଛି।
    2
    ବୋଲେରୋ ଧକ୍କାରେ ନାବାଳକଙ୍କ ମୃତ୍ୟୁ, ବଡଦାଣ୍ଡରେ ଉତ୍ତେଜନା
ପୁରୀ ବଳଗଣ୍ଡି ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏକ ବୋଲେରୋ ଗାଡି ଧକ୍କା ଦେବାରୁ ନାବାଳକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣାକୁ କେନ୍ଦ୍ର କରି ବଡଦାଣ୍ଡ (ମେଡିକାଲ ଛକ) ଉପରେ ମୃତଦେହ ରଖି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଟାୟାର ଜାଳି ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ହୋଇଥିଲା। ଦୁର୍ଘଟଣାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟଙ୍କର ଅସନ୍ତୋଷ ଦେଖାଦେଇଥିଲା।
ଏହା ସହ ଉତ୍ତେଜିତ ଲୋକେ ଟ୍ରାଫିକ ଥାନାକୁ ଘେରାଉ କରି ଗାଡି ଭାଙ୍ଗିଦେଇଥିବା ଖବର ମିଳିଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ଖବର ପାଇଁ ସଂପୃକ୍ତ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରହିଛି।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    11 hrs ago
  • ଆଜି ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ଜିଲ୍ଲା ପ୍ରଦକ୍ଷଣ ଭବନଠାରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ..!ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ଯେ, ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଆସନ୍ତା ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପ୍ରଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ । ପାଣି ପଞ୍ଚାୟତରେ ସୁଫଳ ଓ ଏହାର କାର୍ଯ୍ୟକାରିତା ନିମନ୍ତେ ଥିବା ଯୋଜନାଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଯେଉଁ ସଚେତନତାର ଆବଶ୍ୟକତା ରହିଛି ସେଥି ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି, କୃଷି, ମସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରଦର୍ଶନୀ ମଣ୍ଡପମାନ ଖୋଲା ଯାଇ ସଚେତନ କରାଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ
    1
    ଆଜି ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ଜିଲ୍ଲା ପ୍ରଦକ୍ଷଣ ଭବନଠାରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ..!ହୋଇଯାଇଛି ।  ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ଯେ, ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଆସନ୍ତା ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପ୍ରଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ । ପାଣି ପଞ୍ଚାୟତରେ ସୁଫଳ ଓ ଏହାର କାର୍ଯ୍ୟକାରିତା ନିମନ୍ତେ ଥିବା ଯୋଜନାଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଯେଉଁ ସଚେତନତାର ଆବଶ୍ୟକତା ରହିଛି ସେଥି ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି, କୃଷି, ମସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରଦର୍ଶନୀ ମଣ୍ଡପମାନ ଖୋଲା ଯାଇ ସଚେତନ କରାଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.