*ଆନ୍ଦୋଳନ ସଫଳ ହେବ ନା ବିଫଳ ହେବ ? ବିଭାଗରେ ଭୁଲ୍ ହେଲା ବୋଲି ପ୍ରତ୍ୟେକ ଥର ମନ୍ତ୍ରୀଙ୍କ ଇସ୍ତଫା ଆବଶ୍ୟକ ନୁହେଁ। ଭୁଲ୍ର ଗମ୍ଭୀରତା, ମନ୍ତ୍ରୀଙ୍କ ଦାୟିତ୍ୱ ଓ ଅବହେଳା ଉପରେ ନିଷ୍ପତ୍ତି ନିର୍ଭର କରେ । କିନ୍ତୁ ତଦନ୍ତ ଓ ନ୍ୟାୟ ପାଇଁ ଆନ୍ଦୋଳନ ଠିକ୍ ନିଷ୍ପତ୍ତି ।* ଗୁରୁତର ଅବହେଳା, ବଡ଼ ପ୍ରଶାସନିକ ବିଫଳତା କିମ୍ବା ମନ୍ତ୍ରୀଙ୍କ ସିଧାସଳଖ ଦାୟିତ୍ୱ ପ୍ରମାଣିତ ହେଲେ ଇସ୍ତଫା ଦାବି ଯୁକ୍ତିସଙ୍ଗତ। 👉 ଭୁଲ୍ ହେଲା ≠ ନିହାତି ଇସ୍ତଫା; ଗୁରୁତର ବିଫଳତା = ଜବାବଦେହିତା ଆବଶ୍ୟକ। *ଆନ୍ଦୋଳନ ସଫଳ ହେବ ନା ବିଫଳ ହେବ ? ବିଭାଗରେ ଭୁଲ୍ ହେଲା ବୋଲି ପ୍ରତ୍ୟେକ ଥର ମନ୍ତ୍ରୀଙ୍କ ଇସ୍ତଫା ଆବଶ୍ୟକ ନୁହେଁ। ଭୁଲ୍ର ଗମ୍ଭୀରତା, ମନ୍ତ୍ରୀଙ୍କ ଦାୟିତ୍ୱ ଓ ଅବହେଳା ଉପରେ ନିଷ୍ପତ୍ତି ନିର୍ଭର କରେ । କିନ୍ତୁ ତଦନ୍ତ ଓ ନ୍ୟାୟ ପାଇଁ ଆନ୍ଦୋଳନ ଠିକ୍ ନିଷ୍ପତ୍ତି ।* ଗୁରୁତର ଅବହେଳା, ବଡ଼ ପ୍ରଶାସନିକ ବିଫଳତା କିମ୍ବା ମନ୍ତ୍ରୀଙ୍କ ସିଧାସଳଖ ଦାୟିତ୍ୱ ପ୍ରମାଣିତ ହେଲେ ଇସ୍ତଫା ଦାବି ଯୁକ୍ତିସଙ୍ଗତ। 👉 ଭୁଲ୍ ହେଲା ≠ ନିହାତି ଇସ୍ତଫା; ଗୁରୁତର ବିଫଳତା = ଜବାବଦେହିତା ଆବଶ୍ୟକ।

- ବନ୍ଧୁଗାଁ ବ୍ଲକ କାବ୍ରିବାଡି ପଞ୍ଚାୟତ ର ରାସ୍ତା ନିର୍ମାଣ ବିଳମ୍ବ ଯୋଗୁଁ ପଞ୍ଚାୟତର ୨୨ ଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି3
- ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡ଼ମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ପାଳିତ ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ସତସଙ୍ଗ କେନ୍ଦ୍ର ଦାମନଯୋଡି ଠାରେ ଶୁକ୍ରବାର ପାଳିତ ହୋଇଛି। ଏହି ଅବସରରେ ପ୍ରଭାତରେ ଉଷା କୀର୍ତ୍ତନ, ଜନ୍ମ ଲଗ୍ନ ଘୋଷଣା ଓ ସଙ୍ଗୀତାଞଳି, ଅପରାହ୍ନରେ ମାତୃ ସମ୍ମୀଳନୀ ଏବଂ ସନ୍ଧ୍ୟାରେ ସନ୍ଧ୍ୟା ବିନତୀ,ସତସଙ୍ଗ, ଆନନ୍ଦ ବଜାର ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏକ ଉତ୍ତମ ପରିବାର ଗଠନରେ ନାରୀର କର୍ତ୍ତବ୍ୟ,ସ୍ବାମୀ ସ୍ତ୍ରୀର ସମ୍ପର୍କ,ନାରୀର ନୀତି ଏବଂ ଶ୍ରୀ ଶ୍ରୀ ବଡମାଙ୍କ ବାଣୀ ଉପରେ ସଦାଲୋଚନା କରାଯାଇଥିଲା। ବିପ୍ଳବ ନାୟକ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରବୀନ୍ଦ୍ର ପାଣିଗ୍ରାହୀ,ଅଭୟ ଜେନା,ନୀଳମଣି ପଟ୍ଟନାୟକ,ହିତେନ୍ଦ୍ର ସେଠୀ,ଅଜୟ ଜେନା, ସୌରଭ ବିଶ୍ବାଳ,ସଂଗ୍ରାମ ଘଡ଼େଇ,ନୀଳମାଧବ ପାତ୍ର,ଦୁର୍ଯୋଧନ ଘଡ଼େଇ,ଜନକ ସାମଲ,ଆଲୋକ ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲା ବେଳେ ସ୍ଥାନୀୟ ଅଞ୍ଚଳରୁ ଶତାଧିକ ଗୁରୁଭାଇ ଓ ମାଆମାନେ ଯୋଗ ଦେଇଥିଲେ।1
- ଦରମା ଦାବିରେ ଆନ୍ଦୋଳନ, ଜୟପୁର R & B SEଙ୍କ ବୟାନରେ ଉଠିଲା ଅନେକ ପ୍ରଶ୍ନ ଦରମା ଦାବିରେ ଆନ୍ଦୋଳନ, ଜୟପୁର R & B SEଙ୍କ ବୟାନରେ ଉଠିଲା ଅନେକ ପ୍ରଶ୍ନ1
- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଅଜୟ ସର୍ତ୍ତ ମୂଳକ ଜାମିନ ରେ ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l1
- 🌹🌹🌹🌹🌹🌹🌹🌹🌹1
- ଦେବାଦେବୀଙ୍କ ପାରମ୍ପାରିକ ଆଭୂଷଣ ତିଆରି କରି ସ୍ୱାବଲମ୍ବୀ #Nabarangpur #National241
- ମହେନ୍ଦ୍ରଗିରି ଶିଖର ରେ ୧୫୦ଟି ଦେଶୀ ପ୍ରଜାତି ର ଚାରା ରୂପଣ ଗଜପତି ଜିଲ୍ଲା ରାୟଗଡ ବ୍ଲକ ର ମହେନ୍ଦ୍ରଗିରି ପାହାଡ଼ ଶିଖରରେ ୧୫୦ଟି ଦେଶୀ ପ୍ରଜାତିର ଚାରା ଅଶୋକ ୫୦ଟି ଏବଂ ଜାମୁ ୧୦୦ଟି ଚାରା ରୋପଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ରାମଗିରି ରେଞ୍ଜର ପିୟସ ପଟନାୟକ ଜିରାଙ୍ଗ ବନପାଳ ଅନ୍ତର୍ଗତ ସମସ୍ତ ବନପାଳ, ବନରକ୍ଷୀ , ଲକ୍ଷ୍ମୀ ବାବା, ସମାଜ ସେବୀ, ମହେନ୍ଦ୍ରଗିରି ଇଡିସି ସଭାପତି ଓ କୋଷାଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ, କଇଁପୁର ଏବଂ ବନ ବିଭାଗର ସ୍କ୍ୱାଡ, କର୍ମଚାରୀ ତଥା ସ୍ଥାନୀୟ। ଜନ ସାଧାରଣ ମାନେ ଉପସ୍ଥିତ ଥିଲେ।1
- ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ1