logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜୟପୁର - ୩୧ ଜୁଲାଇ ୨୦୨୬ - ପୃଷ୍ଠା ୮ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର X & ନ ଭୋଇ ଭିନ୍ନସମ ସାମର୍ଥ୍ୟ ଅଭିଯାନ ଶି00 ରାସ୍ତା 285 କଲ୍ୟାଣସିଂହପୁର ୩୦୭ (ସମିସ): ଜିଲ୍ଲା ପ୍ରଶାସନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, କଲ୍ୟାଣସିଂହପୁର ବ୍ଲକ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କଲ୍ୟାଣସିଂହପୁର ସ୍ଥିତ ପଞ୍ଚାଯତ ସମିତି ଅଫିସ୍ ଜୟପୁର - ୩୧ ଜୁଲାଇ ୨୦୨୬ - ପୃଷ୍ଠା ୮ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର X & ନ ଭୋଇ ଭିନ୍ନସମ ସାମର୍ଥ୍ୟ ଅଭିଯାନ ଶି00 ରାସ୍ତା 285 କଲ୍ୟାଣସିଂହପୁର ୩୦୭ (ସମିସ): ଜିଲ୍ଲା ପ୍ରଶାସନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, କଲ୍ୟାଣସିଂହପୁର ବ୍ଲକ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କଲ୍ୟାଣସିଂହପୁର ସ୍ଥିତ ପଞ୍ଚାଯତ ସମିତି ଅଫିସ୍

10 hrs ago
user_Amit jageranga
Amit jageranga
Local News Reporter Rayagada, Odisha•
10 hrs ago
eb16f247-128c-4b76-a4da-9a6a78995174

ଜୟପୁର - ୩୧ ଜୁଲାଇ ୨୦୨୬ - ପୃଷ୍ଠା ୮ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର X & ନ ଭୋଇ ଭିନ୍ନସମ ସାମର୍ଥ୍ୟ ଅଭିଯାନ ଶି00 ରାସ୍ତା 285 କଲ୍ୟାଣସିଂହପୁର ୩୦୭ (ସମିସ): ଜିଲ୍ଲା ପ୍ରଶାସନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, କଲ୍ୟାଣସିଂହପୁର ବ୍ଲକ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କଲ୍ୟାଣସିଂହପୁର ସ୍ଥିତ ପଞ୍ଚାଯତ ସମିତି ଅଫିସ୍ ଜୟପୁର - ୩୧ ଜୁଲାଇ ୨୦୨୬ - ପୃଷ୍ଠା ୮ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର X & ନ ଭୋଇ ଭିନ୍ନସମ ସାମର୍ଥ୍ୟ ଅଭିଯାନ ଶି00 ରାସ୍ତା 285 କଲ୍ୟାଣସିଂହପୁର ୩୦୭ (ସମିସ): ଜିଲ୍ଲା ପ୍ରଶାସନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, କଲ୍ୟାଣସିଂହପୁର ବ୍ଲକ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କଲ୍ୟାଣସିଂହପୁର ସ୍ଥିତ ପଞ୍ଚାଯତ ସମିତି ଅଫିସ୍

More news from ଓଡ଼ିଶା and nearby areas
  • ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l  ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ  ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l  ଅଜୟ ସର୍ତ୍ତ ମୂଳକ ଜାମିନ ରେ  ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
    1
    ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l  ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ  ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l  ଅଜୟ ସର୍ତ୍ତ ମୂଳକ ଜାମିନ ରେ  ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    5 hrs ago
  • ଜୟପୁର R&B ପୁଣି ଚର୍ଚ୍ଚାରେ! ରାସ୍ତା-ବ୍ରିଜ୍ ବିବାଦ ପରେ ଏବେ ଅସ୍ଥାୟୀ କର୍ମଚାରୀଙ୍କ ଅସନ୍ତୋଷ, R&B କାର୍ଯ୍ୟାଳୟ ସାମ୍ନାରେ ଧାରଣା। ଜୟପୁର R&B ପୁଣି ଚର୍ଚ୍ଚାରେ! ରାସ୍ତା-ବ୍ରିଜ୍ ବିବାଦ ପରେ ଏବେ ଅସ୍ଥାୟୀ କର୍ମଚାରୀଙ୍କ ଅସନ୍ତୋଷ, R&B କାର୍ଯ୍ୟାଳୟ ସାମ୍ନାରେ ଧାରଣା।
    1
    ଜୟପୁର R&B ପୁଣି ଚର୍ଚ୍ଚାରେ! ରାସ୍ତା-ବ୍ରିଜ୍ ବିବାଦ ପରେ ଏବେ ଅସ୍ଥାୟୀ କର୍ମଚାରୀଙ୍କ ଅସନ୍ତୋଷ, R&B କାର୍ଯ୍ୟାଳୟ ସାମ୍ନାରେ ଧାରଣା।
ଜୟପୁର R&B ପୁଣି ଚର୍ଚ୍ଚାରେ! ରାସ୍ତା-ବ୍ରିଜ୍ ବିବାଦ ପରେ ଏବେ ଅସ୍ଥାୟୀ କର୍ମଚାରୀଙ୍କ ଅସନ୍ତୋଷ, R&B କାର୍ଯ୍ୟାଳୟ ସାମ୍ନାରେ ଧାରଣା।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    8 hrs ago
  • ଅନ୍ତୋଦୟ ଗୃହ ଯୋଜନାରୁ ବାଦ୍ ପଡ଼ିଲେ ୯୦ ବର୍ଷରୁ ଊର୍ଦ୍ଧ୍ୱ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା ଭଙ୍ଗା ଘରେ ଅମାନବୀୟ ଜୀବନ; ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି ମ. ରାମପୁର, ୨୯/୦୭ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାର ଉଦ୍ଦେଶ୍ୟ ପ୍ରକୃତ ଘରବିହୀନ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରଙ୍କୁ ପକ୍କା ଘର ଯୋଗାଇବା। ହେଲେ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକରେ ଘଟିଥିବା ଏକ ଘଟଣା ଏହି ଯୋଜନାର କାର୍ଯ୍ୟକାରିତା ଓ ହିତାଧିକାରୀ ଚୟନ ପ୍ରକ୍ରିୟାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି। ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ବାସିନ୍ଦା ବାସନ୍ତୀ ଭୋଇ (୯୦ ବର୍ଷରୁ ଊର୍ଦ୍ଧ୍ୱ) ଜଣେ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଶାରୀରିକ ଅକ୍ଷମତା କାରଣରୁ ସେ ଘୂରୁଣ୍ଡି ଘୂରୁଣ୍ଡି ଯିବାକୁ ବାଧ୍ୟ ହେଉଥିବାବେଳେ ଏକ ଅତି ଜରାଜୀର୍ଣ୍ଣ ଓ ଭଙ୍ଗା ଘରେ ଅମାନବୀୟ ପରିସ୍ଥିତିରେ ଦିନ କାଟୁଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ତାଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯାଇନଥିବା ଅଭିଯୋଗ ଉଠିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବର୍ଷା ହେଲେ ଘର ଭିତରକୁ ପାଣି ପଶିଯାଉଥିବାରୁ ବୃଦ୍ଧାଙ୍କ ଜୀବନ ଅଧିକ ଦୁର୍ବିଷହ ହୋଇପଡ଼ିଛି। ପ୍ରକୃତ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଆବାସରୁ ବଞ୍ଚିତ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ଏହା ସହିତ ଅନ୍ତୋଦୟ ଗୃହ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟାର ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ସ୍ଥାନୀୟ ବାସିନ୍ଦା, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନେ ଘଟଣାର ନିରପେକ୍ଷ ଯାଞ୍ଚ କରିବା ସହ ବାସନ୍ତୀ ଭୋଇଙ୍କୁ ତୁରନ୍ତ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରି ପକ୍କା ଘର ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ମାନ୍ୟବର ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି ଏହି ଅସହାୟ ଭିନ୍ନକ୍ଷମ ବୃଦ୍ଧାଙ୍କୁ ଆବଶ୍ୟକ ସରକାରୀ ସହାୟତା ଓ ସୁରକ୍ଷିତ ବାସସ୍ଥାନ ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ଘଟଣା ପୁଣିଥରେ ପ୍ରଶ୍ନ ଉଠାଇଛି—ସରକାରୀ ଯୋଜନାର ପ୍ରକୃତ ହକ୍‌ଦାର ମାନେ କେବେ ନ୍ୟାୟ ପାଇବେ ତାହା ବିଡ଼ିଓ ଶ୍ରୀ ଶରତ ଚନ୍ଦ୍ର ସେଠୀ ଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ?
    3
    ଅନ୍ତୋଦୟ ଗୃହ ଯୋଜନାରୁ ବାଦ୍ ପଡ଼ିଲେ ୯୦ ବର୍ଷରୁ ଊର୍ଦ୍ଧ୍ୱ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା
ଭଙ୍ଗା ଘରେ ଅମାନବୀୟ ଜୀବନ; ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି
ମ. ରାମପୁର, ୨୯/୦୭  ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାର ଉଦ୍ଦେଶ୍ୟ ପ୍ରକୃତ ଘରବିହୀନ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରଙ୍କୁ ପକ୍କା ଘର ଯୋଗାଇବା। ହେଲେ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକରେ ଘଟିଥିବା ଏକ ଘଟଣା ଏହି ଯୋଜନାର କାର୍ଯ୍ୟକାରିତା ଓ ହିତାଧିକାରୀ ଚୟନ ପ୍ରକ୍ରିୟାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି।
ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ବାସିନ୍ଦା ବାସନ୍ତୀ ଭୋଇ (୯୦ ବର୍ଷରୁ ଊର୍ଦ୍ଧ୍ୱ) ଜଣେ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଶାରୀରିକ ଅକ୍ଷମତା କାରଣରୁ ସେ ଘୂରୁଣ୍ଡି ଘୂରୁଣ୍ଡି ଯିବାକୁ ବାଧ୍ୟ ହେଉଥିବାବେଳେ ଏକ ଅତି ଜରାଜୀର୍ଣ୍ଣ ଓ ଭଙ୍ଗା ଘରେ ଅମାନବୀୟ ପରିସ୍ଥିତିରେ ଦିନ କାଟୁଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ତାଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯାଇନଥିବା ଅଭିଯୋଗ ଉଠିଛି।
ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବର୍ଷା ହେଲେ ଘର ଭିତରକୁ ପାଣି ପଶିଯାଉଥିବାରୁ ବୃଦ୍ଧାଙ୍କ ଜୀବନ ଅଧିକ ଦୁର୍ବିଷହ ହୋଇପଡ଼ିଛି। ପ୍ରକୃତ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଆବାସରୁ ବଞ୍ଚିତ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ଏହା ସହିତ ଅନ୍ତୋଦୟ ଗୃହ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟାର ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି।
ସ୍ଥାନୀୟ ବାସିନ୍ଦା, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନେ ଘଟଣାର ନିରପେକ୍ଷ ଯାଞ୍ଚ କରିବା ସହ ବାସନ୍ତୀ ଭୋଇଙ୍କୁ ତୁରନ୍ତ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରି ପକ୍କା ଘର ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ମାନ୍ୟବର ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି ଏହି ଅସହାୟ ଭିନ୍ନକ୍ଷମ ବୃଦ୍ଧାଙ୍କୁ ଆବଶ୍ୟକ ସରକାରୀ ସହାୟତା ଓ ସୁରକ୍ଷିତ ବାସସ୍ଥାନ ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏହି ଘଟଣା ପୁଣିଥରେ ପ୍ରଶ୍ନ ଉଠାଇଛି—ସରକାରୀ ଯୋଜନାର ପ୍ରକୃତ ହକ୍‌ଦାର ମାନେ କେବେ ନ୍ୟାୟ ପାଇବେ ତାହା ବିଡ଼ିଓ ଶ୍ରୀ ଶରତ ଚନ୍ଦ୍ର ସେଠୀ ଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ?
    user_Prasanth kumar sahu
    Prasanth kumar sahu
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    12 hrs ago
  • 🌹🌹🌹🌹🌹🌹🌹🌹🇹🇯
    1
    🌹🌹🌹🌹🌹🌹🌹🌹🇹🇯
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    19 hrs ago
  • ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,
    4
    ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l 
ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,
    user_Pramod kumar Dandasena
    Pramod kumar Dandasena
    ବାଲିଗୁଡା, କନ୍ଧମାଳ, ଓଡ଼ିଶା•
    3 hrs ago
  • ମହେନ୍ଦ୍ରଗିରି ଶିଖର ରେ ୧୫୦ଟି ଦେଶୀ ପ୍ରଜାତି ର ଚାରା ରୂପଣ ଗଜପତି ଜିଲ୍ଲା ରାୟଗଡ ବ୍ଲକ ର ମହେନ୍ଦ୍ରଗିରି ପାହାଡ଼ ଶିଖରରେ ୧୫୦ଟି ଦେଶୀ ପ୍ରଜାତିର ଚାରା ଅଶୋକ ୫୦ଟି ଏବଂ ଜାମୁ ୧୦୦ଟି ଚାରା ରୋପଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ରାମଗିରି ରେଞ୍ଜର ପିୟସ ପଟନାୟକ ଜିରାଙ୍ଗ ବନପାଳ ଅନ୍ତର୍ଗତ ସମସ୍ତ ବନପାଳ, ବନରକ୍ଷୀ , ଲକ୍ଷ୍ମୀ ବାବା, ସମାଜ ସେବୀ, ମହେନ୍ଦ୍ରଗିରି ଇଡିସି ସଭାପତି ଓ କୋଷାଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ, କଇଁପୁର ଏବଂ ବନ ବିଭାଗର ସ୍କ୍ୱାଡ, କର୍ମଚାରୀ ତଥା ସ୍ଥାନୀୟ। ଜନ ସାଧାରଣ ମାନେ ଉପସ୍ଥିତ ଥିଲେ।
    1
    ମହେନ୍ଦ୍ରଗିରି ଶିଖର ରେ ୧୫୦ଟି ଦେଶୀ ପ୍ରଜାତି ର ଚାରା ରୂପଣ 

ଗଜପତି ଜିଲ୍ଲା ରାୟଗଡ ବ୍ଲକ ର  ମହେନ୍ଦ୍ରଗିରି ପାହାଡ଼ ଶିଖରରେ ୧୫୦ଟି ଦେଶୀ ପ୍ରଜାତିର ଚାରା ଅଶୋକ  ୫୦ଟି ଏବଂ ଜାମୁ  ୧୦୦ଟି ଚାରା ରୋପଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ରାମଗିରି ରେଞ୍ଜର  ପିୟସ ପଟନାୟକ ଜିରାଙ୍ଗ ବନପାଳ ଅନ୍ତର୍ଗତ ସମସ୍ତ ବନପାଳ, ବନରକ୍ଷୀ , ଲକ୍ଷ୍ମୀ ବାବା, ସମାଜ ସେବୀ, ମହେନ୍ଦ୍ରଗିରି ଇଡିସି ସଭାପତି ଓ କୋଷାଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ, କଇଁପୁର ଏବଂ ବନ ବିଭାଗର ସ୍କ୍ୱାଡ,  କର୍ମଚାରୀ ତଥା ସ୍ଥାନୀୟ। ଜନ ସାଧାରଣ ମାନେ ଉପସ୍ଥିତ ଥିଲେ।
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    6 hrs ago
  • ଗ୍ରାମ..କାଳେମା ଫୋଟୁ.. ପଦ୍ମପୁର ପଥ୍ୱ଼.. କେଦୁଗୁଡା ଵିଡିୟ ଆସିକି ଚେକି କରିଲାନି କିନ୍ତୁ ଆଜି ପଯୂତ କନସି ରିଫେ ଆସୁ ନହିଁ ଦୀଘ 30ରୁ 35ଵଷ୍ ହେଲାନି ସରକାର ଶାଯ୍ୟମିଲୁନି ଦୟାରୁ ଲେକୁ ଭୁଲ ତିଲେକେମା କରିଵେ ଆଦୀକ ଆଦୀକ ସେୟକର 🙏🙏🙏 ଗ୍ରାମ..କାଳେମା ଫୋଟୁ.. ପଦ୍ମପୁର ପଥ୍ୱ଼.. କେଦୁଗୁଡା ଵିଡିୟ ଆସିକି ଚେକି କରିଲାନି କିନ୍ତୁ ଆଜି ପଯୂତ କନସି ରିଫେ ଆସୁ ନହିଁ ଦୀଘ 30ରୁ 35ଵଷ୍ ହେଲାନି ସରକାର ଶାଯ୍ୟମିଲୁନି ଦୟାରୁ ଲେକୁ ଭୁଲ ତିଲେକେମା କରିଵେ ଆଦୀକ ଆଦୀକ ସେୟକର 🙏🙏🙏
    1
    ଗ୍ରାମ..କାଳେମା
ଫୋଟୁ.. ପଦ୍ମପୁର 
ପଥ୍ୱ଼.. କେଦୁଗୁଡା
ଵିଡିୟ ଆସିକି ଚେକି କରିଲାନି କିନ୍ତୁ ଆଜି ପଯୂତ କନସି
ରିଫେ ଆସୁ ନହିଁ ଦୀଘ  30ରୁ 35ଵଷ୍ ହେଲାନି 
ସରକାର ଶାଯ୍ୟମିଲୁନି ଦୟାରୁ  
 ଲେକୁ ଭୁଲ ତିଲେକେମା କରିଵେ
         ଆଦୀକ ଆଦୀକ ସେୟକର 🙏🙏🙏


ଗ୍ରାମ..କାଳେମା
ଫୋଟୁ.. ପଦ୍ମପୁର 
ପଥ୍ୱ଼.. କେଦୁଗୁଡା
ଵିଡିୟ ଆସିକି ଚେକି କରିଲାନି କିନ୍ତୁ ଆଜି ପଯୂତ କନସି
ରିଫେ ଆସୁ ନହିଁ ଦୀଘ  30ରୁ 35ଵଷ୍ ହେଲାନି 
ସରକାର ଶାଯ୍ୟମିଲୁନି ଦୟାରୁ  
ଲେକୁ ଭୁଲ ତିଲେକେମା କରିଵେ
ଆଦୀକ ଆଦୀକ ସେୟକର 🙏🙏🙏
    user_Semajagrnga
    Semajagrnga
    Actor ପଦ୍ମପୁର, ରାୟଗଡା, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.