Shuru
Apke Nagar Ki App…
ଭଣ୍ତାନାଳୀସାହି ପୋଲରେ ଗର୍ତ୍ତ କେନ୍ଦୁଝର ,୩୧।୭:କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ ଗାଁର ଭଣ୍ତାନାଳୀସାହି ପୋଲ ଉପରେ ଲଘୁଚାପ ଜନିତ ବର୍ଷାଜଳସ୍ତର ବୃଦ୍ଧି ପାଇଥିଲା।ଅଧିକ ମାତ୍ରାରେ ପାଣି ପ୍ରବାହିତ ହେବାରୁ ରାସ୍ତାର ମାଟି ଧୋଇ ହୋଇ ଯିବାସହ ଗର୍ତ୍ତ ସୃଷ୍ଟି ହୋଇଛି।ଫଳରେ ସାଇକେଲ ବାଇକ୍,ଆଦି ଛୋଟ ବଡ ଗାଡି ଧରି ଯାଆସ କରୁଥିବା ଲୋକେ ସୁରକ୍ଷିତ ମଣୁନାଁହାନ୍ତି।ତୁରନ୍ତ ରାସ୍ତା ମରାମତି ସହ ଗର୍ତ୍ତ ସମତୁଲ କରାଯିବାକୁ ସାଧାରଣରେ ଦାବି ହୋଇଛି।
ଦୁର୍ଯ୍ୟୋଧନ ପାତ୍ର
ଭଣ୍ତାନାଳୀସାହି ପୋଲରେ ଗର୍ତ୍ତ କେନ୍ଦୁଝର ,୩୧।୭:କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ ଗାଁର ଭଣ୍ତାନାଳୀସାହି ପୋଲ ଉପରେ ଲଘୁଚାପ ଜନିତ ବର୍ଷାଜଳସ୍ତର ବୃଦ୍ଧି ପାଇଥିଲା।ଅଧିକ ମାତ୍ରାରେ ପାଣି ପ୍ରବାହିତ ହେବାରୁ ରାସ୍ତାର ମାଟି ଧୋଇ ହୋଇ ଯିବାସହ ଗର୍ତ୍ତ ସୃଷ୍ଟି ହୋଇଛି।ଫଳରେ ସାଇକେଲ ବାଇକ୍,ଆଦି ଛୋଟ ବଡ ଗାଡି ଧରି ଯାଆସ କରୁଥିବା ଲୋକେ ସୁରକ୍ଷିତ ମଣୁନାଁହାନ୍ତି।ତୁରନ୍ତ ରାସ୍ତା ମରାମତି ସହ ଗର୍ତ୍ତ ସମତୁଲ କରାଯିବାକୁ ସାଧାରଣରେ ଦାବି ହୋଇଛି।
More news from ଓଡ଼ିଶା and nearby areas
- ଘସିପୁରା ନିର୍ବାଚନ ମଣ୍ଡଳୀର କର୍ମକର୍ତ୍ତା ମାନଙ୍କୁ ନେଇ ଖଲଣା ଠାରେ କଂଗ୍ରେସ ପକ୍ଷରୁ BLA-2 ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ।1
- ଆନନ୍ଦ ବଜ଼ାର ଅଞ୍ଚଳରେ ଯୋଗାଇ ଦିଆଯାଉଥିବା ପାଇପ ପାଣି ଗୋଳିଆ ନେଇ ଗ୍ରାମ୍ୟ ଜଳ ଯୋଗାଣ ଯନ୍ତ୍ରୀଙ୍କୁ ଅଭିଯୋଗ କଲେ ଗ୍ରାମବାସୀ ତାଳଚେର :- ତାଳଚେର ବ୍ଲକ ସନ୍ଥପଡା ଗ୍ରାମ ପଂଚାୟତ ଅନ୍ତର୍ଗତ ଆନନ୍ଦ ବଜ଼ାର ଅଞ୍ଚଳରେ ଯୋଗାଇ ଦିଆଯାଉଥିବା ବସୁଧା ପାଇପ ପାଣି ଆଜିକୁ ଦୁଇ ଦିନ ହେବ ଗୋଳିଆ ନେଇ ଗ୍ରାମ୍ୟ ଜଳ ଯୋଗାଣ ଯନ୍ତ୍ରୀଙ୍କୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି l ଶୀଘ୍ର ପାଣି ସମସ୍ୟାକୁ ସମାଧାନ କରିବା ପାଇଁ ଜଳ ଯୋଗାଣ କର୍ତ୍ତୃପକ୍ଷ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଲେ l1
- ତାଳଚେରର ଟ୍ରକ ମାଲିକମାନଙ୍କ ଦୁଃଖ କଣ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଦେଖାଯାଉନାହିଁ କି ? ଏନେଇ ତାଳଚେର ବିଧାୟକଙ୍କ ପ୍ରତିକ୍ରିୟା ତାଳଚେର :-କୋଇଲା ଶିଳ୍ପର ମେରୁଦଣ୍ଡ ହୋଇଥିବା ତାଳଚେରର ଟ୍ରକ ମାଲିକମାନେ ଆଜି ଆର୍ଥିକ ସଙ୍କଟ, କାମର ଅଭାବ ଓ ଅନିଶ୍ଚିତ ଭବିଷ୍ୟତ ସହ ସଂଘର୍ଷ କରୁଛନ୍ତି l ସରକାରଙ୍କ ନିକଟରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ପ୍ରଶ୍ନ କରିଛନ୍ତି l ଯେଉଁମାନେ ଶିଳ୍ପକୁ ଗତି ଦେଉଛନ୍ତି, ସେମାନଙ୍କ ସମସ୍ୟାର ସମାଧାନ କେବେ ହେବ ବୋଲି ବିଧାୟକ ଶ୍ରୀ ପ୍ରଧାନ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l1
- ସରକାରୀ ବିଦ୍ୟାଳୟରେ ପିଲାମାନଙ୍କ ପାଇଁ ଚାଲିଥିବା ମଧ୍ୟାହ୍ନ ଭୋଜନ ଯୋଜନାକୁ ନେଇ ଯାଜପୁର ଜିଲ୍ଲାରୁ ଆସିଛି ସଙ୍ଗୀନ ଅଭିଯୋଗ। ବୈତରଣୀ ସରକାରୀ ନୋଡାଲ ବିଦ୍ୟାଳୟରେ ଅଣ୍ଡା ବଣ୍ଟନ ଓ ଉପସ୍ଥିତି ଖାତାରେ ଅନିୟମିତତା ହେଉଥିବା ନେଇ କିଛି ଅଭିଭାବକ ଅଭିଯୋଗ କରିଛନ୍ତି। #ଯାଜପୁର #ବୈତରଣୀ #SchoolNews #MidDayMeal #OdishaNews #JajpurNews #Education #BreakingNews #news7odia #Odisha #viralnews #jajpurdeo #koreibeo1
- ଉଦଳା ଦେଓ ନଦୀ କଇଁସାରୀ ପୋଲ କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ, ଅବଧି ସରି ଯାଇ ଥିଲେ ସୁଦ୍ଧା ପୋଲ କାର୍ଯ୍ୟ ଅସମ୍ପୂର୍ଣ, ରାଜ୍ୟରେ ଲଗାଣ ବର୍ଷା ତାଣ୍ଡବ ରଚି ଥିବା ବେଳେ , ବନ୍ୟା ଜଳରେ ବୁଡିଗଲା ଅସ୍ଥାୟୀ ପୋଲ ବାଲେଶ୍ୱର ସାଇଁକୁଳା ଉଦଳା ଯାତାୟାତ ଠପ.. ଦେଖନ୍ତୁ ପୁରା ରିପୋର୍ଟ4
- Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ1
- ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର1
- #ବ୍ୟାଙ୍କ_ପରିଚାଳକଙ୍କୁ_ଅଫିସ_ଭିତରେ_ଆକ୍ରମଣ ନିମାପଡ଼ା କେନ୍ଦ୍ର ସମବାୟ ବ୍ୟାଙ୍କର ପରିଚାଳକ ଶ୍ରୀ ବିକାଶ ପରିଡାଙ୍କୁ, ଅଫିସ ଭିତରେ ଆକ୍ରମଣ । ତେବେ ଭିଡ଼ିଓଟି ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ବେଳେ, ବ୍ୟାଙ୍କ ମ୍ୟାନେଜରଙ୍କ କୌଣସି ପ୍ରତିକ୍ରିୟା ମିଳିପIରିନି । ଥାନାରେ କୌଣସି ଅଭିଯୋଗ ମଧ୍ୟ ହୋଇନି । କିନ୍ତୁ କେଉଁ କାରଣରୁ ଏଭଳି ଘଟିଛି, ତାହା ସ୍ପଷ୍ଟ ହୋଇନି ।1