logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଲଛିପେଟା ଛକରେ ଯାତ୍ରୀ ପ୍ରତୀକ୍ଷାଳୟ ଜରାଜୀର୍ଣ୍ଣ ହୋଇ ପଡ଼ିଥ‌ିବା ଲୋକଙ୍କ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଷ୍ମୀ ବସ୍ ଯୋଜନାରେ ମାଲକାନଗିରି ଜିଲା କାଲିମେଳା ବ୍ଲକ୍ ତାଣ୍ଡବାଇ ପଞ୍ଚାୟତ ଅଧୀନ ଏମ୍‌ଭି ୭୯ ୩୨୬ ନମ୍ବର ଜାତୀୟ ରାଜପଥ ମୁଖ୍ୟ ରାସ୍ତା ପାର୍ଶ୍ବ ତଥା ଲଛିପେଟା ଛକରେ ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ କରାଯାଇଥିଲା; କିନ୍ତୁ ଦୁର୍ଦଶା ଭୋଗୁଛନ୍ତି ଯାତ୍ରୀ। ଞ୍ଚାୟତ କର୍ତ୍ତୃପକ୍ଷ ଏବଂ ବ୍ଲକ ପ୍ରଶା ଶାସନ ପକ୍ଷରୁ ରକ୍ଷ କ୍ଷଣାବେକ୍ଷଣ ଦିଗରେ ଦୃଷ୍ଟି ଦୃଷ୍ଟି ଦିଆ ନ ଯିବାରୁ ଉକ୍ତ ବିଶ୍ରାମାଗାର ଜରାଜୀର୍ଣ୍ଣ ହୋଇ ପଡ଼ିଥ‌ିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି । ବିଶ୍ରାମାଗାରରେ ଲାଗିଥିବା ଚୌକି ଓ ଷ୍ଟିଲବାଡ଼ଗୁଡିକ ଭାଙ୍ଗିଯାଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଉକ୍ତ ପ୍ରତୀକ୍ଷାଳୟ ପରିସରରେ ଅଳିଆ ଆବର୍ଜନା ପଡି ରହିବା ସହିତ ଏହା ଏବେ ବୁଲାଗୋରୁ ଏବଂ ଅନ୍ୟ ଗୃହପାଳିତ ପଶୁଙ୍କର ଆଶ୍ରୟସ୍ଥଳୀ ପାଲଟିଛି । ମୁଖ୍ୟତଃ ଯାତ୍ରୀ ପ୍ରତୀକ୍ଷାଳୟରେ ଯାତ୍ରୀଙ୍କ ବିଭିନ୍ନ ଅଞ୍ଚଳକୁ ଯାତାୟତ କରିବା ନିମନ୍ତେ ବସ୍‌ଗୁଡିକର ରୁଟ ଚାର୍ଟ, ସମୟ ସାରଣୀ ମାନଚିତ୍ରର ସୂଚନା ଫଳକ ସ୍ଥାନିତ କରାଯିବା କଥା; କିନ୍ତୁ ଏହି ଯାତ୍ରୀ ପ୍ରତୀକ୍ଷା କ୍ଷାଳୟରେ ଏଭଳି କୌଣସି ସୂଚନା ଫଳକ ଲଗା ଯାଇନାହିଁ । ଫଳରେ କେଉଁ ବସ୍ କେଉଁ ସମୟରେ ଏହି ରାସ୍ତା ଦେଇ ଦେଇ କେଉଁ ଅଞ୍ଚଳକୁ ଯାତାୟାତ କରୁଛି ସେ ସମ୍ପର୍କରେ ସମ୍ପର୍କରେ । ଯାତ୍ରୀମାନେ ସୂଚନା ନ ପାଇ ବହୁ ଅସୁବିଧାର ସମ୍ମୁଖୀନ ହେଉଥ‌ିବା । ହେଉଥ‌ିବା ଅଭିଯୋଗ ହୋଇଛି ।

on 11 March
user_The Malkangiri news
The Malkangiri news
ସାମ୍ବାଦିକ ମାଲକାନଗିରି, ମାଲକାନଗିରି, ଓଡ଼ିଶା•
on 11 March

ଲଛିପେଟା ଛକରେ ଯାତ୍ରୀ ପ୍ରତୀକ୍ଷାଳୟ ଜରାଜୀର୍ଣ୍ଣ ହୋଇ ପଡ଼ିଥ‌ିବା ଲୋକଙ୍କ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଷ୍ମୀ ବସ୍ ଯୋଜନାରେ ମାଲକାନଗିରି ଜିଲା କାଲିମେଳା ବ୍ଲକ୍ ତାଣ୍ଡବାଇ ପଞ୍ଚାୟତ ଅଧୀନ ଏମ୍‌ଭି ୭୯ ୩୨୬ ନମ୍ବର ଜାତୀୟ ରାଜପଥ ମୁଖ୍ୟ ରାସ୍ତା ପାର୍ଶ୍ବ ତଥା ଲଛିପେଟା ଛକରେ ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ କରାଯାଇଥିଲା; କିନ୍ତୁ ଦୁର୍ଦଶା ଭୋଗୁଛନ୍ତି ଯାତ୍ରୀ। ଞ୍ଚାୟତ କର୍ତ୍ତୃପକ୍ଷ ଏବଂ ବ୍ଲକ ପ୍ରଶା ଶାସନ ପକ୍ଷରୁ ରକ୍ଷ କ୍ଷଣାବେକ୍ଷଣ ଦିଗରେ ଦୃଷ୍ଟି

2448f3dc-0647-4d0d-970d-8459fcc2295b

ଦୃଷ୍ଟି ଦିଆ ନ ଯିବାରୁ ଉକ୍ତ ବିଶ୍ରାମାଗାର ଜରାଜୀର୍ଣ୍ଣ ହୋଇ ପଡ଼ିଥ‌ିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି । ବିଶ୍ରାମାଗାରରେ ଲାଗିଥିବା ଚୌକି ଓ ଷ୍ଟିଲବାଡ଼ଗୁଡିକ ଭାଙ୍ଗିଯାଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଉକ୍ତ ପ୍ରତୀକ୍ଷାଳୟ ପରିସରରେ ଅଳିଆ ଆବର୍ଜନା ପଡି ରହିବା ସହିତ ଏହା ଏବେ ବୁଲାଗୋରୁ ଏବଂ ଅନ୍ୟ ଗୃହପାଳିତ ପଶୁଙ୍କର ଆଶ୍ରୟସ୍ଥଳୀ ପାଲଟିଛି । ମୁଖ୍ୟତଃ ଯାତ୍ରୀ ପ୍ରତୀକ୍ଷାଳୟରେ ଯାତ୍ରୀଙ୍କ ବିଭିନ୍ନ ଅଞ୍ଚଳକୁ ଯାତାୟତ କରିବା ନିମନ୍ତେ ବସ୍‌ଗୁଡିକର

3f3fab71-036a-417b-9359-be06ef581c72

ରୁଟ ଚାର୍ଟ, ସମୟ ସାରଣୀ ମାନଚିତ୍ରର ସୂଚନା ଫଳକ ସ୍ଥାନିତ କରାଯିବା କଥା; କିନ୍ତୁ ଏହି ଯାତ୍ରୀ ପ୍ରତୀକ୍ଷା କ୍ଷାଳୟରେ ଏଭଳି କୌଣସି ସୂଚନା ଫଳକ ଲଗା ଯାଇନାହିଁ । ଫଳରେ କେଉଁ ବସ୍ କେଉଁ ସମୟରେ ଏହି ରାସ୍ତା ଦେଇ ଦେଇ କେଉଁ ଅଞ୍ଚଳକୁ ଯାତାୟାତ କରୁଛି ସେ ସମ୍ପର୍କରେ ସମ୍ପର୍କରେ । ଯାତ୍ରୀମାନେ ସୂଚନା ନ ପାଇ ବହୁ ଅସୁବିଧାର ସମ୍ମୁଖୀନ ହେଉଥ‌ିବା । ହେଉଥ‌ିବା ଅଭିଯୋଗ ହୋଇଛି ।

More news from ଓଡ଼ିଶା and nearby areas
  • Post by Poriman Poriman sisa
    1
    Post by Poriman Poriman sisa
    user_Poriman Poriman sisa
    Poriman Poriman sisa
    ଚିତ୍ରକୋଣ୍ଡା, ମାଲକାନଗିରି, ଓଡ଼ିଶା•
    1 hr ago
  • CBSE ଦଶମ ବୋର୍ଡରେ 96% ରଖି କୋଟପାଡ଼ ଟପ୍ପର ହେଲେ ବନ୍ଦନା ପ୍ରିୟଦର୍ଶନୀ ରଥ l ଡକ୍ଟର ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି ବନ୍ଦନା #kotpadbreakingnews #CBSE_KOTPAD_TOPPER #ଆଜି_ପ୍ରକାଶ_ପାଇଲା_CBSE_ରେଜଲ୍ଟ #Cbse_kotpad_topper
    1
    CBSE ଦଶମ ବୋର୍ଡରେ 96% ରଖି କୋଟପାଡ଼ ଟପ୍ପର ହେଲେ ବନ୍ଦନା ପ୍ରିୟଦର୍ଶନୀ ରଥ l ଡକ୍ଟର ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି ବନ୍ଦନା #kotpadbreakingnews #CBSE_KOTPAD_TOPPER 
#ଆଜି_ପ୍ରକାଶ_ପାଇଲା_CBSE_ରେଜଲ୍ଟ  #Cbse_kotpad_topper
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    15 hrs ago
  • ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଖାତିଗୁଡା ଗ୍ରାମରେ ଦ୍ରିଘ ଦିନ ହେଲା ଚାଲିଛି ପାଟ ବାଲିଯାତ୍ରା ଏହି ଯାତ୍ରା ଆସନ୍ତା ମାସ ୬ ତାରିଖ ଦିନ ସମାପ୍ତ ହେବାକୁ ଯାଉଥିବା ବେଳେ ପ୍ରତେକ ମଙ୍ଗଳବାର ଓ ଶନିବାର ଦିନ ଉପବାସ ରହି ଯାତ୍ରା କରି ନାଚି ଥାଆନ୍ତି ଅନେକ ଦେବାଦେବୀ।
    1
    ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଖାତିଗୁଡା ଗ୍ରାମରେ ଦ୍ରିଘ ଦିନ ହେଲା ଚାଲିଛି ପାଟ ବାଲିଯାତ୍ରା ଏହି ଯାତ୍ରା ଆସନ୍ତା ମାସ ୬ ତାରିଖ ଦିନ ସମାପ୍ତ ହେବାକୁ ଯାଉଥିବା ବେଳେ ପ୍ରତେକ ମଙ୍ଗଳବାର ଓ ଶନିବାର ଦିନ ଉପବାସ ରହି ଯାତ୍ରା କରି ନାଚି ଥାଆନ୍ତି ଅନେକ ଦେବାଦେବୀ।
    user_Santunu chanda
    Santunu chanda
    Local News Reporter କୋସାଗୁମୁଡା, ନବରଙ୍ଗପୁର, ଓଡ଼ିଶା•
    14 hrs ago
  • ଶୁଣନ୍ତୁ କଣ୍ଟାମାଳ ଗ୍ରାମ ର 🙏🙏🙏
    1
    ଶୁଣନ୍ତୁ କଣ୍ଟାମାଳ ଗ୍ରାମ ର 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    14 hrs ago
  • ଗୁଡାରି ପୋଲିସ ଥାନା ପରିସରରେ ନୂତନ ଅପରାଧିକ ଆଇନ ସଚେତନ ଶିବିର ଅନୁଷ୍ଠିତ
    1
    ଗୁଡାରି ପୋଲିସ ଥାନା ପରିସରରେ ନୂତନ ଅପରାଧିକ ଆଇନ ସଚେତନ ଶିବିର ଅନୁଷ୍ଠିତ
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    16 hrs ago
  • ଟିଟିଲାଗଡ଼ ସହର ନିକଟରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇ ଗୋଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣ ଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡିଛି l ଟିଟିଲାଗଡ଼ ହଳଦୀ କୁ ସଂଯୋଗ କରିଥିବା ୫୯ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀପଦର ଗାଁ ନିକଟରେ ତିନିଜଣ ଯୁବତୀ ଏକ ସ୍କୁଟି ରେ ଆସୁଥିବା ବେଳେ ସାମ୍ନା ପଟରୁ ଜଣେ ଯୁବକ ମୋଟର ସାଇକେଲ ସହ ସାମ୍ନା ସାମନି ଧକ୍କା ହୋଇଥିଲା l ଏଥିରେ ତିନିଜଣ ଯୁବତୀ ଟିଟିଲାଗଡ଼ ସହର ସର୍ଗିଗୁଡା ର ଆହତ ହୋଇଥିବା ବେଳେ ଟିଟିଲାଗଡ଼ ଥାନା ବେଲପଡା ଗାଁ ର ଦର୍ଣ ବିଶି ଙ୍କ ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନା ରେ ଚିକିତ୍ସାପାଇଁ ଆସିଥିବା ବେଳେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି l ଠିକ ସେହିପରି ଟିଟିଲାଗଡ଼ ଲୁଥୁରବନ୍ଦ ମୁଖ୍ୟ ରାସ୍ତା କତରକେଲା ଗାଁ ନିକଟରେ ଏକ ଟ୍ରକ ଏକ ବାଇକ କୁ ପଛପଟେ ଧକ୍କା ଦେବା ଯୋଗୁଁ ବାଇକରେ ବସିଥିବା ଘଣ୍ଟାବାହାଳୀ ଗାଁ ର ଜଣେ ଗର୍ଭବତୀ ମହିଳା ଙ୍କ ମୃତ୍ୟୁ ଘଟିଛି l ଅନ୍ୟ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି l ଘଟଣା ସମ୍ପର୍କ ରେ ସୂଚନା ପାଇ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଘଟଣା ସ୍ଥଳରେ ପହଂଚି ସ୍ଥିତି ପରଖିବା ସହିତ ଆହତ ବ୍ୟକ୍ତି ମାନଙ୍କ ଆରୋଗ୍ୟ କାମନା କରିବା ତଥା ମୃତକ ଗର୍ଭବତୀ ମହିଳା ଙ୍କ ପ୍ରତି ଶୋକ ପ୍ରକାଶ କରିବା ସହ ପରିବାର ପ୍ରତି ସମବେଦନା ଜଣାଇଛନ୍ତି l ଉଭୟ ଘଟଣା ରେ ଟିଟିଲାଗଡ଼ ପୋଲିସ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି l ଶବକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି l
    3
    ଟିଟିଲାଗଡ଼ ସହର ନିକଟରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇ ଗୋଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣ ଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡିଛି l ଟିଟିଲାଗଡ଼ ହଳଦୀ କୁ ସଂଯୋଗ କରିଥିବା ୫୯ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀପଦର ଗାଁ ନିକଟରେ ତିନିଜଣ ଯୁବତୀ ଏକ ସ୍କୁଟି ରେ ଆସୁଥିବା ବେଳେ ସାମ୍ନା ପଟରୁ ଜଣେ ଯୁବକ ମୋଟର ସାଇକେଲ ସହ ସାମ୍ନା ସାମନି ଧକ୍କା ହୋଇଥିଲା l ଏଥିରେ ତିନିଜଣ ଯୁବତୀ ଟିଟିଲାଗଡ଼ ସହର ସର୍ଗିଗୁଡା ର ଆହତ ହୋଇଥିବା ବେଳେ ଟିଟିଲାଗଡ଼ ଥାନା ବେଲପଡା ଗାଁ ର ଦର୍ଣ ବିଶି ଙ୍କ ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନା ରେ ଚିକିତ୍ସାପାଇଁ ଆସିଥିବା ବେଳେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି l ଠିକ ସେହିପରି ଟିଟିଲାଗଡ଼ ଲୁଥୁରବନ୍ଦ ମୁଖ୍ୟ ରାସ୍ତା କତରକେଲା ଗାଁ ନିକଟରେ ଏକ ଟ୍ରକ ଏକ ବାଇକ କୁ ପଛପଟେ ଧକ୍କା ଦେବା ଯୋଗୁଁ ବାଇକରେ ବସିଥିବା ଘଣ୍ଟାବାହାଳୀ ଗାଁ ର ଜଣେ ଗର୍ଭବତୀ ମହିଳା ଙ୍କ ମୃତ୍ୟୁ ଘଟିଛି l ଅନ୍ୟ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି l ଘଟଣା ସମ୍ପର୍କ ରେ ସୂଚନା ପାଇ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଘଟଣା ସ୍ଥଳରେ ପହଂଚି ସ୍ଥିତି ପରଖିବା ସହିତ ଆହତ ବ୍ୟକ୍ତି ମାନଙ୍କ ଆରୋଗ୍ୟ କାମନା କରିବା ତଥା ମୃତକ ଗର୍ଭବତୀ ମହିଳା ଙ୍କ ପ୍ରତି ଶୋକ ପ୍ରକାଶ କରିବା ସହ ପରିବାର ପ୍ରତି ସମବେଦନା ଜଣାଇଛନ୍ତି l ଉଭୟ ଘଟଣା ରେ ଟିଟିଲାଗଡ଼ ପୋଲିସ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି l ଶବକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି l
    user_ସଞ୍ଜୟ କୁମାର ବେହେରା
    ସଞ୍ଜୟ କୁମାର ବେହେରା
    Photographer ଟିଟିଲାଗଡ଼, ବଲାଙ୍ଗୀର, ଓଡ଼ିଶା•
    12 hrs ago
  • Post by Rabindra Mandal
    1
    Post by Rabindra Mandal
    user_Rabindra Mandal
    Rabindra Mandal
    Farmer R.Udayagiri, Gajapati•
    23 hrs ago
  • କଣ୍ଟାମାଳ ଗ୍ରାମ ର ଦେଖନ୍ତୁ 🙏🙏🙏
    1
    କଣ୍ଟାମାଳ ଗ୍ରାମ ର ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.