logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

#ଢେଙ୍କାନାଳ_ଜିଲ୍ଲା_ପାଇଁ_ଗୌରବ_ଆଣିଲେ_ଶ୍ରୀୟା_ଶିଳ୍ପୀ_ସାହୁ_ସିବିଏସଇ_ଦଶମ_ପରୀକ୍ଷାରେ_ଜିଲ୍ଲା_ଟପ୍ପର..... ଢେଙ୍କାନାଳ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଶ୍ରୀୟା ଶିଳ୍ପୀ ସାହୁ। ସିବିଏସଇ (CBSE) ଦଶମ ଶ୍ରେଣୀ ପରୀକ୍ଷାରେ ୯୯% ମାର୍କ ରଖି ସେ ଜିଲ୍ଲା ଟପ୍ପର ହୋଇଛନ୍ତି। ଢେଙ୍କାନାଳ ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (DPS) ର ଏହି ମେଧାବୀ ଛାତ୍ରୀଙ୍କୁ 'ଢେଙ୍କାନାଳ ନ୍ୟୁଜ' ପରିବାର ତରଫରୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। #DhenkanalNews #ShriyaShilpiSahu #CBSETopper #DhenkanalPride #OdishaNews #CBSEResults2026 #DistrictTopper #SuccessStory

4 hrs ago
user_Dhenkanal News
Dhenkanal News
Media company Dhenkanal Sadar, Odisha•
4 hrs ago

#ଢେଙ୍କାନାଳ_ଜିଲ୍ଲା_ପାଇଁ_ଗୌରବ_ଆଣିଲେ_ଶ୍ରୀୟା_ଶିଳ୍ପୀ_ସାହୁ_ସିବିଏସଇ_ଦଶମ_ପରୀକ୍ଷାରେ_ଜିଲ୍ଲା_ଟପ୍ପର..... ଢେଙ୍କାନାଳ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଶ୍ରୀୟା ଶିଳ୍ପୀ ସାହୁ। ସିବିଏସଇ (CBSE) ଦଶମ ଶ୍ରେଣୀ ପରୀକ୍ଷାରେ ୯୯% ମାର୍କ ରଖି ସେ ଜିଲ୍ଲା ଟପ୍ପର ହୋଇଛନ୍ତି। ଢେଙ୍କାନାଳ ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (DPS) ର ଏହି ମେଧାବୀ ଛାତ୍ରୀଙ୍କୁ 'ଢେଙ୍କାନାଳ ନ୍ୟୁଜ' ପରିବାର ତରଫରୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। #DhenkanalNews #ShriyaShilpiSahu #CBSETopper #DhenkanalPride #OdishaNews #CBSEResults2026 #DistrictTopper #SuccessStory

More news from Odisha and nearby areas
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    18 hrs ago
  • ଶ୍ରୀମନ୍ଦିର ଭିତରକୁ ଫୋନ୍ ନେଲେ । ମନ ଇଚ୍ଛା ଭିଡ଼ିଓ ରେକର୍ଡ କଲେ ଯୁବତୀ । ଶ୍ରୀ ମନ୍ଦିର ଭିତରର ଭିଡ଼ିଓ ଭାଇରାଲ୍ । ପୋଲିସ୍ ଓ ଲୋକେ ଦେଖି କାବା। ଏତେ କଡ଼ା କଡ଼ି ଯାଞ୍ଚ ଭିତରେ କେମିତି ଭିତରକୁ ଗଲା ଫୋନ୍ ?
    1
    ଶ୍ରୀମନ୍ଦିର ଭିତରକୁ ଫୋନ୍ ନେଲେ । ମନ ଇଚ୍ଛା ଭିଡ଼ିଓ ରେକର୍ଡ କଲେ ଯୁବତୀ । ଶ୍ରୀ ମନ୍ଦିର ଭିତରର ଭିଡ଼ିଓ ଭାଇରାଲ୍ । ପୋଲିସ୍ ଓ ଲୋକେ ଦେଖି କାବା। ଏତେ କଡ଼ା କଡ଼ି ଯାଞ୍ଚ ଭିତରେ କେମିତି ଭିତରକୁ ଗଲା ଫୋନ୍ ?
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    5 hrs ago
  • ଆମ ମେଡିକାଲରେ ରୋଗ ଦେଖାଯାଏ, କାହା ପକେଟ୍ ଦେଖା ଯାଏନାହିଁ | ଓଡ଼ିଆ ଫିଲ୍ମ ଆଫା' ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    ଆମ ମେଡିକାଲରେ ରୋଗ ଦେଖାଯାଏ, କାହା ପକେଟ୍ ଦେଖା ଯାଏନାହିଁ | ଓଡ଼ିଆ ଫିଲ୍ମ ଆଫା'
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • ଯାଜପୁର, ବାଇକ ଚୋରୀ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରି ବରୁଆଁ ସ୍ଥିତ ମହେଶ୍ୱରପୁର ଗାଁର ୧୦୦ ରୁ ଉର୍ଦ୍ଧ୍ୱ ଯୁବକ ପଡୋଶୀ ଗାଁର ୩ ପରିବାରକୁ ଆଣି ଗାଁ ମଝିରେ ଇଲେକ୍ଟ୍ରିପୋଲରେ ବାନ୍ଧି ୧୨ ଘଣ୍ଟା ଧରି ପିଟି ଲହୁଲୁହାଣା କରିଥିଲେ। ଯାଜପୁର ସଦର ପୋଲିସ ଏହି ପରିବାରଙ୍କୁ ଉଦ୍ଧାର କରିବା ପରେ ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ଛାଡିଦେଇ ୧୯ ବର୍ଷର ତିନିଜଣ ଯୁବକଙ୍କୁ ସଦର ଥାନାରେ ଅଟକ ରଖି ବିନା ଲିଖିତ ଅଭିଯୋଗରେ ୩ ଦିନ ଧରି ପିଟିଥିଲା। ଏହି ଘଟଣାରେ ପରିବାର ଲୋକ ଏବଂ ମୂଳନନିବାସୀ ଛାତ୍ର ଓ ଯୁବ ସମ୍ମୁଖ୍ୟ (MSYF)ର କର୍ମକର୍ତ୍ତା ମାନେ ଏସପି, କଲେକ୍ଟର, ଡିଜିପି, ଓଡିଶା ମାନବିକ ଅଧିକାର କମିଶନ, ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ମାର୍ଚ୍ଚ ୩୧ ତାରିଖ ଦିନ ହଜାର ହଜାର ସଂଖ୍ୟାରେ ଲୋକ କଲେକ୍ଟର ଅଫିସ ଭିତରକୁ ଧସେଇ ପଶି ୪ ଘଣ୍ଟା କାଳ ଏକପ୍ରକାର କବ୍ଜା କରିଥିଲେ। ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବା ପୋଲିସ ନିଘୋଡ଼ ନିଦ୍ରାରେ ଶୋଇଲା ପରି ମନେହେଉଛି। ଆଇଜି ସେଣ୍ଟ୍ରାଲ କଲେକ୍ଟର ଅଫିସ ଘେରାଉ ଦିନ ସେଠାରେ ଉପସ୍ଥିତ ଥିଲେ ମଧ୍ୟ ପୋଲିସର ହାତ ଖାଲି। ଅପରପକ୍ଷରେ ସଦର ଥାନା ଅଧିକାରୀଣି ଚିନ୍ମୟୀ ବେହେରାଙ୍କୁ ବଦଳି ନକରିବା ଫଳରେ ସେ ସାକ୍ଷୀମାନଙ୍କୁ ଧମକ ଚମକ ଦେବା ପିଡ଼ିତ ପରିବାର ଅଭିଯୋଗ କରିଛନ୍ତି । ଏସଡିପିଓ ପ୍ରଶାନ୍ତ ମାଝୀଙ୍କ ହାତରେ ତଦନ୍ତ ଭାର ଥିବା ସ୍ଥଳେ ପୋଲିସ ବିରୋଧରେ ଥାନା ହଜତରେ ୩ ଦିନ ରଖି ବାଡେଇବା ଘଟଣାର ଏଫଆଇଆର ରେଜିଷ୍ଟର୍ଡ଼ ହୋଇପାରି ନାହିଁ। ଅନ୍ୟପଟରେ ସୋମନାଥ ଓଝା ଏବଂ ତପନ ଓଝାଙ୍କୁ ପୋଲିସ ଗିରଫ କରିଥିଲେ ମଧ୍ୟ କୋହଳ ଦଫା ଲଗାଇବାରୁ ଏତେ ସାଙ୍ଘାତିକ ଘଟଣାରେ ସେମାନେ ମାତ୍ର ୫ ଦିନ ଭିତରେ ବେଲ ପାଇବା ସାଧାରଣରେ ଲୋକଙ୍କ ଭିତରେ ଅସନ୍ତୋଷ ସୃଷ୍ଟି କରିଛି।ପୋଲିସ ଅପରାଧୀଙ୍କ ପାଖରେ ବିକ୍ରି ହୋଇଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି।
    1
    ଯାଜପୁର, ବାଇକ ଚୋରୀ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରି ବରୁଆଁ ସ୍ଥିତ ମହେଶ୍ୱରପୁର ଗାଁର ୧୦୦ ରୁ ଉର୍ଦ୍ଧ୍ୱ ଯୁବକ ପଡୋଶୀ ଗାଁର ୩ ପରିବାରକୁ ଆଣି ଗାଁ ମଝିରେ ଇଲେକ୍ଟ୍ରିପୋଲରେ ବାନ୍ଧି ୧୨ ଘଣ୍ଟା ଧରି ପିଟି ଲହୁଲୁହାଣା କରିଥିଲେ।
ଯାଜପୁର ସଦର ପୋଲିସ ଏହି ପରିବାରଙ୍କୁ ଉଦ୍ଧାର କରିବା ପରେ ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ଛାଡିଦେଇ ୧୯ ବର୍ଷର ତିନିଜଣ ଯୁବକଙ୍କୁ ସଦର ଥାନାରେ ଅଟକ ରଖି ବିନା ଲିଖିତ ଅଭିଯୋଗରେ ୩ ଦିନ ଧରି ପିଟିଥିଲା।
ଏହି ଘଟଣାରେ ପରିବାର ଲୋକ ଏବଂ ମୂଳନନିବାସୀ ଛାତ୍ର ଓ ଯୁବ ସମ୍ମୁଖ୍ୟ (MSYF)ର କର୍ମକର୍ତ୍ତା ମାନେ ଏସପି, କଲେକ୍ଟର, ଡିଜିପି, ଓଡିଶା ମାନବିକ ଅଧିକାର କମିଶନ, ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ମାର୍ଚ୍ଚ ୩୧ ତାରିଖ ଦିନ ହଜାର ହଜାର ସଂଖ୍ୟାରେ ଲୋକ କଲେକ୍ଟର ଅଫିସ ଭିତରକୁ ଧସେଇ ପଶି ୪ ଘଣ୍ଟା କାଳ ଏକପ୍ରକାର କବ୍ଜା କରିଥିଲେ।
ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବା ପୋଲିସ ନିଘୋଡ଼ ନିଦ୍ରାରେ ଶୋଇଲା ପରି ମନେହେଉଛି। ଆଇଜି ସେଣ୍ଟ୍ରାଲ କଲେକ୍ଟର ଅଫିସ ଘେରାଉ ଦିନ ସେଠାରେ ଉପସ୍ଥିତ ଥିଲେ ମଧ୍ୟ ପୋଲିସର ହାତ ଖାଲି। ଅପରପକ୍ଷରେ ସଦର ଥାନା ଅଧିକାରୀଣି ଚିନ୍ମୟୀ ବେହେରାଙ୍କୁ ବଦଳି ନକରିବା ଫଳରେ ସେ ସାକ୍ଷୀମାନଙ୍କୁ ଧମକ ଚମକ ଦେବା ପିଡ଼ିତ ପରିବାର ଅଭିଯୋଗ କରିଛନ୍ତି । ଏସଡିପିଓ ପ୍ରଶାନ୍ତ ମାଝୀଙ୍କ ହାତରେ ତଦନ୍ତ ଭାର ଥିବା ସ୍ଥଳେ ପୋଲିସ ବିରୋଧରେ ଥାନା ହଜତରେ ୩ ଦିନ ରଖି ବାଡେଇବା ଘଟଣାର ଏଫଆଇଆର ରେଜିଷ୍ଟର୍ଡ଼ ହୋଇପାରି ନାହିଁ। 
ଅନ୍ୟପଟରେ ସୋମନାଥ ଓଝା ଏବଂ ତପନ ଓଝାଙ୍କୁ ପୋଲିସ ଗିରଫ କରିଥିଲେ ମଧ୍ୟ କୋହଳ ଦଫା ଲଗାଇବାରୁ ଏତେ ସାଙ୍ଘାତିକ ଘଟଣାରେ ସେମାନେ ମାତ୍ର ୫ ଦିନ ଭିତରେ ବେଲ ପାଇବା ସାଧାରଣରେ ଲୋକଙ୍କ ଭିତରେ ଅସନ୍ତୋଷ ସୃଷ୍ଟି କରିଛି।ପୋଲିସ ଅପରାଧୀଙ୍କ ପାଖରେ ବିକ୍ରି ହୋଇଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି।
    user_Janata News
    Janata News
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • ଶ୍ରୀ ରାମ ଅଭିଷେକ, ନୂଆପାଟଣା ରାମଲୀଳା ସମିତି
    1
    ଶ୍ରୀ ରାମ ଅଭିଷେକ, ନୂଆପାଟଣା ରାମଲୀଳା ସମିତି
    user_DIBYA PATTANAIK REAL ESTATE BUSINESSES
    DIBYA PATTANAIK REAL ESTATE BUSINESSES
    ମଞ୍ଚେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    7 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    14 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    19 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    14 hrs ago
  • Post by Gagan Bhoi
    2
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.