logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ପବିତ୍ର ହିନ୍ଦୁ ନବବର୍ଷ ଓ ପଣା ସଂକ୍ରାନ୍ତି ଭଳି ଦିନରେ ଶ୍ରୀ ରାମଲୀଳା ନାଟ୍ୟ ସଂସଦ ର ସଦସ୍ୟ ମାନେ ଏକ ଅପରିଚିତ ବ୍ୟକ୍ତି ଙ୍କ ଶବଦାହ ଭଳି ମହତ କାର୍ଯ୍ୟ କରିଛନ୍ତି ଯାହାକୁ ନେଇ ସବୁ ମହଲରେ ପ୍ରଶଂଶା କରାଯାଉଛି। ପୋଲିସ ଖବର ଅନୁଯାୟୀ ବାଉଁଶୁଣୀ ଅଞ୍ଚଳ ର ସନ୍ତୋଷ ପାଣ୍ଡେ (ବୟସ ୫୫) ଙ୍କ ପରିବାରରେ କେହି ନ ଥିବା ଶୁଣିବାକୁ ମିଳୁଛି। ସନ୍ତୋଷ ବୁଲି ବୁଲି ସମସ୍ତ ଙ୍କ ଘରେ ଖାଇ ବାହାରେ ବୁଲି ବୁଲି ରହି ଆସୁଥିଲେ। ଗତକାଲି ସନ୍ଧ୍ୟାରେ ସନ୍ତୋଷ ଙ୍କ ଦେହ ଅସୁସ୍ଥ ହେବାରୁ କେହି ଆଣି ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି କରିଥିଲେ। ଆଜି ସକାଳେ ସନ୍ତୋଷ ଙ୍କ ଡାକ୍ତରଖାନା ରେ ଦେହାନ୍ତ ହୋଇଯାଇଥିଲା। ଆଜି ପୋଷ୍ଟମର୍ଟମ ପରେ ବୌଦ୍ଧ ପୋଲିସ ଶବ ସତ୍କାର ପାଇଁ ଶ୍ରୀ ରାମଲୀଳା ନାଟ୍ୟ ସଂସଦ ର କର୍ମକର୍ତ୍ତା ଙ୍କ ସହ ଯୋଗାଯୋଗ କରିବା ପରେ ଅନୁଷ୍ଠାନ ର ଉପଦେଷ୍ଟା ଶ୍ରୀଯୁକ୍ତ ଜୟନାରାୟଣ ମହାନ୍ତି, ସନ୍ତୋଷ ସାହୁ, ଜଗଦୀଶ ବାରିକ, ବିଶ୍ଵାମିତ୍ର ସାହୁ,କାହ୍ନା ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଶବ ସତ୍କାର କରିଥିଲେ।

9 hrs ago
user_Ranjan Kumar Dash
Ranjan Kumar Dash
ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
9 hrs ago
1314d711-390c-4415-9c70-06c9ecae7c18
24b023ec-ddb8-4db2-9489-be706b7806c6

ଆଜି ପବିତ୍ର ହିନ୍ଦୁ ନବବର୍ଷ ଓ ପଣା ସଂକ୍ରାନ୍ତି ଭଳି ଦିନରେ ଶ୍ରୀ ରାମଲୀଳା ନାଟ୍ୟ ସଂସଦ ର ସଦସ୍ୟ ମାନେ ଏକ ଅପରିଚିତ ବ୍ୟକ୍ତି ଙ୍କ ଶବଦାହ ଭଳି ମହତ କାର୍ଯ୍ୟ କରିଛନ୍ତି ଯାହାକୁ ନେଇ ସବୁ ମହଲରେ ପ୍ରଶଂଶା କରାଯାଉଛି। ପୋଲିସ ଖବର ଅନୁଯାୟୀ ବାଉଁଶୁଣୀ ଅଞ୍ଚଳ ର ସନ୍ତୋଷ ପାଣ୍ଡେ (ବୟସ ୫୫) ଙ୍କ ପରିବାରରେ କେହି ନ ଥିବା ଶୁଣିବାକୁ ମିଳୁଛି। ସନ୍ତୋଷ ବୁଲି ବୁଲି ସମସ୍ତ ଙ୍କ ଘରେ ଖାଇ ବାହାରେ ବୁଲି ବୁଲି ରହି ଆସୁଥିଲେ। ଗତକାଲି ସନ୍ଧ୍ୟାରେ ସନ୍ତୋଷ ଙ୍କ ଦେହ ଅସୁସ୍ଥ ହେବାରୁ କେହି ଆଣି ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି କରିଥିଲେ। ଆଜି ସକାଳେ ସନ୍ତୋଷ ଙ୍କ ଡାକ୍ତରଖାନା ରେ ଦେହାନ୍ତ ହୋଇଯାଇଥିଲା। ଆଜି ପୋଷ୍ଟମର୍ଟମ ପରେ ବୌଦ୍ଧ ପୋଲିସ ଶବ ସତ୍କାର ପାଇଁ ଶ୍ରୀ ରାମଲୀଳା ନାଟ୍ୟ ସଂସଦ ର କର୍ମକର୍ତ୍ତା ଙ୍କ ସହ ଯୋଗାଯୋଗ କରିବା ପରେ ଅନୁଷ୍ଠାନ ର ଉପଦେଷ୍ଟା ଶ୍ରୀଯୁକ୍ତ ଜୟନାରାୟଣ ମହାନ୍ତି, ସନ୍ତୋଷ ସାହୁ, ଜଗଦୀଶ ବାରିକ, ବିଶ୍ଵାମିତ୍ର ସାହୁ,କାହ୍ନା ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଶବ ସତ୍କାର କରିଥିଲେ।

More news from ଓଡ଼ିଶା and nearby areas
  • ଚାରଭଟା ରେ ରେଲି ସହିତ ବାବା ସାହେବ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲା ଭୀମ ଆର୍ମୀ ତରଭା।
    1
    ଚାରଭଟା ରେ ରେଲି ସହିତ ବାବା ସାହେବ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲା ଭୀମ ଆର୍ମୀ ତରଭା।
    user_BAHUJAN ADHIKAR
    BAHUJAN ADHIKAR
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ରାମେଶ୍ୱର ମନ୍ଦିର ଠେଙ୍ଗୋଡ୍ୟାମ ଠାରେ ରାମେଶ୍ୱର ବାବା ଙ୍କର ଦଣ୍ଡ ଯାତ୍ରା ଉଦଯାପିତ ହୋଇଯାଇଛି। ସେହିପରି ଅଞ୍ଚଳର ବିଭିନ୍ନ ଶୈବପୀଠ ରେ ଶତାଧିକ ପୁରୁଷ ବ୍ରତ ଧାରି ସାମିଲ ହୋଇଥିବା ବେଳେ ଏଠାରେ ୩୦ ରୁ ଉର୍ଦ୍ଧ ମହିଳା ପୁରୁଷ ଅଧିଆ ପଡିଥିଲେ। ଏହି ଯାତ୍ରାକୁ ଦେଖିବା ପାଇଁ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା। ଏହି ଦଣ୍ଡ ଯାତ୍ରା ଶୈବଶକ୍ତ ଉପାସନା ସହ ମନୋରଞ୍ଜନ ର ମାଧ୍ୟମ ଅଟେ। ଏହି ଯାତ୍ରା ବିଶେଷତଃ କୃଷି ଉପରେ ଆଧାରିତ ଓ ସମାଜକୁ ବିଭିନ୍ନ ସଚେତନତା ବାର୍ତ୍ତା ପ୍ରଦାନ କରିଥାଏ। ସେହିପରି ବାବା ଗୋଧନେଶ୍ଵର, ସ୍ଵପ୍ନେଶ୍ଵରଙ୍କ ସହ କେଶଲଗା ଶୈବପୀଠ, ବଡ଼ମାଳ ମହାରପଡା, ତେନ୍ତୁଳିମହଦା, ସୁନାରିବେର୍ଣ୍ଣି, ଗୌଡ଼ଗାଡ଼, ଦଣ୍ଡ ଯାତ୍ରା ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ସମ୍ପନ୍ନ ହୋଇଛି। ଏହି ମେରୁ ଯାତ୍ରା ର ଅନ୍ୟ ଏକ ଆକର୍ଷଣ ହେଉଛି ଝାମୁଯାତ୍ରା। ମାନସିକଧାରୀ ମାନେ ନିର୍ଜଳା ଉପବାସ ରହି ମହାଦେବ ଙ୍କୁ ଆରାଧନା କରିଥାନ୍ତି। ଏବଂ ପ୍ରଚଣ୍ଡ ଖରାରେ ନିଜକୁ କଷ୍ଟସାଧ୍ୟ ଦେଇ ପାଣି ଦଣ୍ଡ,ଧୁଲି ଦଣ୍ଡ ରେ ସାମିଲ ହୋଇ ମହାଦେବଙ୍କୁ ସନ୍ତୁଷ୍ଟ କରିଥାନ୍ତି।‌ ଫଳରେ ଏଭଳି କରିବା ଦ୍ୱାରା ମାନସିକ ପୂରଣ ହୁଏ ବୋଲି ପୂର୍ବରୁ ବିଶ୍ବାସ ରହିଛି। ଏହି ଅବସରରେ ହଜାର ହଜାର ଭକ୍ତ ଓ ମାନସିକଧାରୀ ମେରୁଯାତ୍ରା ରେ ସାମିଲ ହୋଇଥିଲେ।‌ ରାମେଶ୍ୱର ମନ୍ଦିର ପରିଚାଳନା କମିଟି, ଠେଙ୍ଗୋଡ୍ୟାମ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ସର୍ବତ,ପଣାପାଣି ବଣ୍ଟନ ଓ ଅନ୍ନ ଛତ୍ର ର ବ୍ୟବସ୍ତା କରାଯାଇଥିଲା ।
    2
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ରାମେଶ୍ୱର ମନ୍ଦିର ଠେଙ୍ଗୋଡ୍ୟାମ ଠାରେ ରାମେଶ୍ୱର ବାବା ଙ୍କର ଦଣ୍ଡ ଯାତ୍ରା ଉଦଯାପିତ ହୋଇଯାଇଛି। ସେହିପରି ଅଞ୍ଚଳର ବିଭିନ୍ନ ଶୈବପୀଠ ରେ ଶତାଧିକ ପୁରୁଷ  ବ୍ରତ ଧାରି ସାମିଲ ହୋଇଥିବା ବେଳେ ଏଠାରେ ୩୦ ରୁ ଉର୍ଦ୍ଧ ମହିଳା ପୁରୁଷ ଅଧିଆ ପଡିଥିଲେ।  ଏହି ଯାତ୍ରାକୁ ଦେଖିବା ପାଇଁ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା। ଏହି ଦଣ୍ଡ ଯାତ୍ରା ଶୈବଶକ୍ତ ଉପାସନା ସହ ମନୋରଞ୍ଜନ ର ମାଧ୍ୟମ ଅଟେ। ଏହି ଯାତ୍ରା ବିଶେଷତଃ କୃଷି ଉପରେ ଆଧାରିତ ଓ ସମାଜକୁ ବିଭିନ୍ନ ସଚେତନତା ବାର୍ତ୍ତା ପ୍ରଦାନ କରିଥାଏ। ସେହିପରି ବାବା ଗୋଧନେଶ୍ଵର, ସ୍ଵପ୍ନେଶ୍ଵରଙ୍କ ସହ କେଶଲଗା ଶୈବପୀଠ, ବଡ଼ମାଳ ମହାରପଡା, ତେନ୍ତୁଳିମହଦା, ସୁନାରିବେର୍ଣ୍ଣି, ଗୌଡ଼ଗାଡ଼, ଦଣ୍ଡ ଯାତ୍ରା ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ସମ୍ପନ୍ନ ହୋଇଛି। ଏହି ମେରୁ ଯାତ୍ରା ର ଅନ୍ୟ ଏକ ଆକର୍ଷଣ ହେଉଛି ଝାମୁଯାତ୍ରା। ମାନସିକଧାରୀ ମାନେ ନିର୍ଜଳା ଉପବାସ ରହି ମହାଦେବ ଙ୍କୁ ଆରାଧନା କରିଥାନ୍ତି। ଏବଂ ପ୍ରଚଣ୍ଡ ଖରାରେ ନିଜକୁ କଷ୍ଟସାଧ୍ୟ ଦେଇ ପାଣି ଦଣ୍ଡ,ଧୁଲି ଦଣ୍ଡ ରେ ସାମିଲ ହୋଇ ମହାଦେବଙ୍କୁ ସନ୍ତୁଷ୍ଟ କରିଥାନ୍ତି।‌  ଫଳରେ ଏଭଳି କରିବା ଦ୍ୱାରା ମାନସିକ ପୂରଣ ହୁଏ ବୋଲି ପୂର୍ବରୁ ବିଶ୍ବାସ ରହିଛି।  ଏହି ଅବସରରେ ହଜାର ହଜାର ଭକ୍ତ ଓ ମାନସିକଧାରୀ ମେରୁଯାତ୍ରା ରେ ସାମିଲ ହୋଇଥିଲେ।‌ ରାମେଶ୍ୱର ମନ୍ଦିର ପରିଚାଳନା କମିଟି, ଠେଙ୍ଗୋଡ୍ୟାମ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ସର୍ବତ,ପଣାପାଣି ବଣ୍ଟନ ଓ ଅନ୍ନ ଛତ୍ର ର ବ୍ୟବସ୍ତା କରାଯାଇଥିଲା ।
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    12 hrs ago
  • Post by Pitambar Sahu
    2
    Post by Pitambar Sahu
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    22 hrs ago
  • ସୁବର୍ଣ୍ଣପୁର: ଆମ ପରମ୍ପରା ଆମ ସଂସ୍କୃତି ଆମ ଭାଷା ଆମ ବେଶଭୂଷା ନିଶ୍ଚିତ ଭାବରେ ଅନନ୍ୟ ଓଡ଼ିଆ ପକ୍ଷ ପାଳନର ଶେଷ ଦିନରେ ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ।
    1
    ସୁବର୍ଣ୍ଣପୁର: ଆମ ପରମ୍ପରା ଆମ ସଂସ୍କୃତି ଆମ ଭାଷା ଆମ ବେଶଭୂଷା ନିଶ୍ଚିତ ଭାବରେ ଅନନ୍ୟ ଓଡ଼ିଆ ପକ୍ଷ ପାଳନର ଶେଷ ଦିନରେ ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    10 hrs ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।
    2
    ସସୁବର୍ଣ୍ଣପୁର ଜିଲ୍ଲା  ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    18 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.