logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅଦ୍ୟ ତାରିଖ 7.01.2026 ବୁଧବାର ଦିନ ଦିବା 11.30 ଘଟିକାରେ ଆଭାସୀ ମାଧ୍ୟମରେ ଓଡିଶାର ଯଶସ୍ବୀ ମୁଖ୍ୟମନ୍ତ୍ରୀ ମାନନୀୟ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ,ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, କଲ୍ୟାଣପୁରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ l ଏହି ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ନୂଆପଡ଼ା ବ୍ଲକ ଶିକ୍ଷା ଅଧିକାରୀ ମାନନୀୟା ଶ୍ରୀମତୀ ଗୀତାରାଣୀ ଯୋଶୀ ସଭାପତିତ୍ୱ କରିଥିଲେ ‌l ଏହି ସଭାରେ ମୁଖ୍ୟ ଅଥିତି ଭାବରେ ବରିଷ୍ଠ ଆଇନଜୀବି ତଥା ସାଂସଦ ପ୍ରତିନିଧି ମାନନୀୟ ଶ୍ରୀଯୁକ୍ତ ପ୍ରସନ୍ନ କୁମାର ପାଢ଼ୀ ଉପସ୍ଥିତ ଥିବା ଅଭିଭାବକ ଅଭିଭାବିକା ତଥା ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ l ଅନ୍ୟତମ ସମ୍ମାନିତ ଅତିଥି ଆମସେନା ପଞ୍ଚାୟତ ସରପଞ୍ଚ ଶ୍ରୀମତୀ କବିତା ଚୌହାନ, ଡୁମେରପାଣି ପଞ୍ଚାୟତ ସମିତି ସଭ୍ୟ ଶ୍ରୀଯୁକ୍ତ ଚୁରନ ସିଂ ମାଝୀ, ପୂର୍ବତନ ଆମସେନା ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଚନ୍ଦନ କୁମାର ସାହୁ, ପୂର୍ବତନ ଆମସେନା ପଞ୍ଚାୟତ ସମିତି ସଭ୍ୟ ଶ୍ରୀଯୁକ୍ତ ହେତୁରାମ ସାହୁ, ତାରାଚନ୍ଦ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ଗୋପୀନାଥ ପାଣ୍ଡେ, ବରିଷ୍ଠ ଅଭିଭାବକ ଶ୍ରୀଯୁକ୍ତ ସୀତାରାମ ସାହୁ, ଡୁମେରପାଣି ଗୋଷ୍ଠି ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ମକରଧ୍ଵଜ ବାରିକ ତଥା ଏହି ବିଦ୍ୟାଳୟର ଭାରାପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ନିହାର ରଞ୍ଜନ ସାମଲ ନିଜ ନିଜ ମତ ପୋଷଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ରବିନ୍ଦ୍ର କୁମାର ମହାରଣା ସୁଚାରୁ ରୂପେ ମଞ୍ଚ ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମର ଶୋଭା ବଢାଇବା ପାଇଁ ମଞ୍ଚ ସମ୍ମୁଖରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ତିନିଶହରୁ ଅଧିକ ଅଭିଭାବକ ଅଭିଭାବିକା, ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀ ତଥା ଗ୍ରାମର ଭଦ୍ର ବ୍ୟକ୍ତି ଓ ମହିଳା ଗଣ ଉପସ୍ଥିତ ଥିଲେ l ଏହି କାର୍ଯ୍ୟ କ୍ରମକୁ ସମ୍ପୂର୍ଣ ରୂପେ ସାଫଲ୍ୟ ମଣ୍ଡିତ କରିବା ପାଇଁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ l

2 days ago
user_MAKARDHWAJA BARIK
MAKARDHWAJA BARIK
Educational consultant Nuapada, Odisha•
2 days ago
2bee8f78-e49b-4b3c-88d5-d226d7f8a0cf

ଅଦ୍ୟ ତାରିଖ 7.01.2026 ବୁଧବାର ଦିନ ଦିବା 11.30 ଘଟିକାରେ ଆଭାସୀ ମାଧ୍ୟମରେ ଓଡିଶାର ଯଶସ୍ବୀ ମୁଖ୍ୟମନ୍ତ୍ରୀ ମାନନୀୟ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ,ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, କଲ୍ୟାଣପୁରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ l ଏହି ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ନୂଆପଡ଼ା ବ୍ଲକ ଶିକ୍ଷା ଅଧିକାରୀ ମାନନୀୟା ଶ୍ରୀମତୀ ଗୀତାରାଣୀ ଯୋଶୀ ସଭାପତିତ୍ୱ କରିଥିଲେ ‌l ଏହି ସଭାରେ ମୁଖ୍ୟ ଅଥିତି ଭାବରେ ବରିଷ୍ଠ ଆଇନଜୀବି ତଥା ସାଂସଦ ପ୍ରତିନିଧି ମାନନୀୟ ଶ୍ରୀଯୁକ୍ତ ପ୍ରସନ୍ନ କୁମାର ପାଢ଼ୀ ଉପସ୍ଥିତ ଥିବା ଅଭିଭାବକ ଅଭିଭାବିକା ତଥା ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ l ଅନ୍ୟତମ ସମ୍ମାନିତ ଅତିଥି ଆମସେନା ପଞ୍ଚାୟତ ସରପଞ୍ଚ ଶ୍ରୀମତୀ କବିତା ଚୌହାନ, ଡୁମେରପାଣି ପଞ୍ଚାୟତ ସମିତି ସଭ୍ୟ ଶ୍ରୀଯୁକ୍ତ ଚୁରନ ସିଂ ମାଝୀ, ପୂର୍ବତନ ଆମସେନା ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଚନ୍ଦନ କୁମାର ସାହୁ, ପୂର୍ବତନ ଆମସେନା ପଞ୍ଚାୟତ ସମିତି ସଭ୍ୟ

7980f205-6af5-470c-8243-73c5cc35014c

ଶ୍ରୀଯୁକ୍ତ ହେତୁରାମ ସାହୁ, ତାରାଚନ୍ଦ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ଗୋପୀନାଥ ପାଣ୍ଡେ, ବରିଷ୍ଠ ଅଭିଭାବକ ଶ୍ରୀଯୁକ୍ତ ସୀତାରାମ ସାହୁ, ଡୁମେରପାଣି ଗୋଷ୍ଠି ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ମକରଧ୍ଵଜ ବାରିକ ତଥା ଏହି ବିଦ୍ୟାଳୟର ଭାରାପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ନିହାର ରଞ୍ଜନ ସାମଲ ନିଜ ନିଜ ମତ ପୋଷଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ରବିନ୍ଦ୍ର କୁମାର ମହାରଣା ସୁଚାରୁ ରୂପେ ମଞ୍ଚ ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମର ଶୋଭା ବଢାଇବା ପାଇଁ ମଞ୍ଚ ସମ୍ମୁଖରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ତିନିଶହରୁ ଅଧିକ ଅଭିଭାବକ ଅଭିଭାବିକା, ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀ ତଥା ଗ୍ରାମର ଭଦ୍ର ବ୍ୟକ୍ତି ଓ ମହିଳା ଗଣ ଉପସ୍ଥିତ ଥିଲେ l ଏହି କାର୍ଯ୍ୟ କ୍ରମକୁ ସମ୍ପୂର୍ଣ ରୂପେ ସାଫଲ୍ୟ ମଣ୍ଡିତ କରିବା ପାଇଁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ l

More news from ଓଡ଼ିଶା and nearby areas
  • ଜୋଙ୍କ ପୋଲିସ ଖରିଆର ରୋଡ ଦ୍ବାରା ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ। ଆଠ କେଜି ଗଞ୍ଜେଇ ଓ ଦୁଇ ମୋବାଇଲ ଜବତ। ଏନ୍ ଡି ପି ଏସ ଆକ୍ଟ ରେ କେସ ରୁଜୁ କରି ଅଭିଯୁକ୍ତ ଦ୍ବୟ ଙ୍କୁ କୋର୍ଟ ଚାଲାଣ।
    2
    ଜୋଙ୍କ ପୋଲିସ ଖରିଆର ରୋଡ ଦ୍ବାରା ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ। ଆଠ କେଜି ଗଞ୍ଜେଇ ଓ ଦୁଇ ମୋବାଇଲ ଜବତ। ଏନ୍ ଡି ପି ଏସ ଆକ୍ଟ ରେ କେସ ରୁଜୁ କରି ଅଭିଯୁକ୍ତ ଦ୍ବୟ ଙ୍କୁ କୋର୍ଟ ଚାଲାଣ।
    user_Surendra Tiwari
    Surendra Tiwari
    Journalist ନୂଆପଡା, ନୂଆପଡ଼ା, ଓଡ଼ିଶା•
    4 hrs ago
  • ନୂଆପଡା ଜ଼ିଲ୍ଲା ଖଡ଼ିଆଳ ପୋଲିସ ପାଇଁ ବଡ ସଫଳତା ଗତ ସପ୍ତାହ ରାଇପୁର ର ଜଣେ ବ୍ୟାପାରୀ ଗୋବିନ୍ଦ ପ୍ରସାଦ ଜିନ୍ଦଲ ଟ୍ରକ ଯୋଗେ ୭୦୦ ବସ୍ତା ବିଗ ବୋଷ ବ୍ରାଣ୍ଡ ର ଚାଉଳ ରାଇପୁର ରୁ ବିଶାଖାପାଟଣା ନେଉଥିବା ବେଳେ ୨୮୨ ବସ୍ତା ଚାଉଳ ଚୋରି ହୋଇଥିବା ନେଇ ଖଡ଼ିଆଳ ଥାନା ରେ ୦୮-୦୧-୨୬ ଦିନ ରିପୋର୍ଟ କରିଥିଲେ l ଏହି ବିଷୟ ରେ ଖଡ଼ିଆଳ ଉପଖଣ୍ଡ ଆରକ୍ଷ୍ୟ ଅଧିକାରୀ ଶ୍ରୀଯୁକ୍ତ ଉପେନ୍ଦ୍ର ପ୍ରଧାନ ଙ୍କ ଦ୍ୱାରା ଖଡ଼ିଆଳ ପୋଲିସ ର ସଫଳତା ନେଇ ସାମ୍ବାଦିକ ସମ୍ମିଳନୀ
    1
    ନୂଆପଡା ଜ଼ିଲ୍ଲା ଖଡ଼ିଆଳ ପୋଲିସ ପାଇଁ ବଡ ସଫଳତା ଗତ ସପ୍ତାହ  ରାଇପୁର ର ଜଣେ ବ୍ୟାପାରୀ ଗୋବିନ୍ଦ ପ୍ରସାଦ ଜିନ୍ଦଲ ଟ୍ରକ ଯୋଗେ ୭୦୦ ବସ୍ତା ବିଗ ବୋଷ ବ୍ରାଣ୍ଡ ର ଚାଉଳ ରାଇପୁର ରୁ ବିଶାଖାପାଟଣା ନେଉଥିବା ବେଳେ ୨୮୨ ବସ୍ତା ଚାଉଳ ଚୋରି ହୋଇଥିବା ନେଇ ଖଡ଼ିଆଳ ଥାନା ରେ ୦୮-୦୧-୨୬ ଦିନ  ରିପୋର୍ଟ କରିଥିଲେ l ଏହି ବିଷୟ ରେ ଖଡ଼ିଆଳ ଉପଖଣ୍ଡ ଆରକ୍ଷ୍ୟ ଅଧିକାରୀ ଶ୍ରୀଯୁକ୍ତ ଉପେନ୍ଦ୍ର ପ୍ରଧାନ ଙ୍କ ଦ୍ୱାରା ଖଡ଼ିଆଳ ପୋଲିସ ର ସଫଳତା ନେଇ ସାମ୍ବାଦିକ ସମ୍ମିଳନୀ
    user_Hareram karuan
    Hareram karuan
    Reporter Nuapada, Odisha•
    4 hrs ago
  • ବ୍ଳକ୍ ସ୍ତରୀୟ ଲୋକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି
    1
    ବ୍ଳକ୍ ସ୍ତରୀୟ ଲୋକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି
    user_ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ
    ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ
    ଖରିଆର, ନୂଆପଡ଼ା, ଓଡ଼ିଶା•
    14 hrs ago
  • ପାଟଣାଗଡ଼ ଧୁବଲପଡା ଠାରେ କାର ଦୁର୍ଘଟଣା।
    1
    ପାଟଣାଗଡ଼ ଧୁବଲପଡା ଠାରେ କାର ଦୁର୍ଘଟଣା।
    user_BHOJARAJ DANDASENA
    BHOJARAJ DANDASENA
    Journalist ବେଲପରା, ବଲାଙ୍ଗୀର, ଓଡ଼ିଶା•
    8 hrs ago
  • କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬
    1
    କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬
    user_Sritam Ranjan Panda
    Sritam Ranjan Panda
    Photographer Kantabanji, Balangir•
    15 hrs ago
  • #ପୋଲିସ_ଆନ୍ଦୋଳନ_କରୁଥିବା_ଚାଷୀଙ୍କୁ_ଉଠାଇ_ନେଲେ #ଅତାବିରାରେ_ଟୋକନ_ଓ_ଧାନ_ବିକ୍ରି_ସମସ୍ୟାକୁ_ନେଇ_ଆନ୍ଦୋଳନ_କରୁଥିଲେ_ଚାଷୀ #ଜୟ_କିଶାନ_ଆନ୍ଦୋଳନ_ତରଫରୁ_ଅତାବିରା_ଠାରେ_ଆନ୍ଦୋଳନ_ଚାଲିଥିଲା #ରାସ୍ତା_ରୋକ_କରିଥିଲେ_ଚାଷୀ_ପୋଲିସ_ଚାଷୀଙ୍କୁ_ଗିରଫ_କଲା
    1
    #ପୋଲିସ_ଆନ୍ଦୋଳନ_କରୁଥିବା_ଚାଷୀଙ୍କୁ_ଉଠାଇ_ନେଲେ  
#ଅତାବିରାରେ_ଟୋକନ_ଓ_ଧାନ_ବିକ୍ରି_ସମସ୍ୟାକୁ_ନେଇ_ଆନ୍ଦୋଳନ_କରୁଥିଲେ_ଚାଷୀ
#ଜୟ_କିଶାନ_ଆନ୍ଦୋଳନ_ତରଫରୁ_ଅତାବିରା_ଠାରେ_ଆନ୍ଦୋଳନ_ଚାଲିଥିଲା 
#ରାସ୍ତା_ରୋକ_କରିଥିଲେ_ଚାଷୀ_ପୋଲିସ_ଚାଷୀଙ୍କୁ_ଗିରଫ_କଲା
    user_B Putel
    B Putel
    Mission ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    5 hrs ago
  • Post by KOSAL TIMES
    1
    Post by KOSAL TIMES
    user_KOSAL TIMES
    KOSAL TIMES
    Journalist ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    15 hrs ago
  • ନୂଆପଡା ଜ଼ିଲ୍ଲା ଖଡ଼ିଆଳକୁ ପହଂଚିଲା ସୁବର୍ଣ୍ଣ କୋଦଣ୍ଡ ଧନୁଷ ରଥ, ଭବ୍ୟ ସ୍ୱାଗତ କଲେ ଅଞ୍ଚଳ ବାସୀ l
    1
    ନୂଆପଡା ଜ଼ିଲ୍ଲା ଖଡ଼ିଆଳକୁ ପହଂଚିଲା ସୁବର୍ଣ୍ଣ କୋଦଣ୍ଡ ଧନୁଷ ରଥ, ଭବ୍ୟ ସ୍ୱାଗତ କଲେ ଅଞ୍ଚଳ ବାସୀ l
    user_Hareram karuan
    Hareram karuan
    Reporter Nuapada, Odisha•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.