Shuru
Apke Nagar Ki App…
ସିଏମସି କମିଶନର ଓ ମେୟରଙ୍କୁ ଏକ ଦାବୀପତ୍ର ପ୍ରଦାନ କଲେ କର୍ପୋରେଟର। କଟକ ମହାନଗର ନିଗମ ୩୫ନଂ ଓ୍ଵାର୍ଡ ଏସସିବି ମେଡିକାଲ ଅଞ୍ଚଳରେ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରି ବିକ୍ରୀ କରୁଥିବା ବ୍ୟବସାୟୀଙ୍କୁ ସିଏମସି ସଠିକ ଭାବେ ନିୟମିତ ସଚେତନ, ତଦାରଖ ନକରାଇବା, ଟ୍ରେଡ ଫୁଡ୍ ଲାଇସେନ୍ସ ଯାଞ୍ଚ ନକରାଇ ଅଚାନକ ଚଢ଼ାଉ କରି ଗରିବ ନୀରିହ ବ୍ୟବସାୟୀଙ୍କ ଖାଦ୍ୟ ନଷ୍ଟ କରିବା ଦ୍ବାରା ବ୍ୟବସାୟୀଙ୍କ କ୍ଷତି ସହ ଦୂରଦୂରାନ୍ତରୁ ଏସସିବି ମେଡିକାଲକୁ ଆସୁଥିବା ରୋଗୀ, ଜନସାଧାରଣଙ୍କ ଉପରେ କୁପ୍ରଭାବ ପଡିବା ଓ କଟକର ସମ୍ମାନ, ସ୍ଵାଭିମାନ ପ୍ରତି ପ୍ରଶ୍ନ ଉଠିବାକୁ ବିରୋଧ କରି ଆଜି ଅପରାହ୍ନ ୪ଟା ସମୟରେ କଟକ ମହାନଗର ନିଗମର କମିଶନର ଓ ମେୟରଙ୍କୁ ଏକ ଲିଖିତ ଦାବୀପତ୍ର ପ୍ରଦାନ କଲେ ଓ୍ଵାର୍ଡ ନଂ-୩୫ର କର୍ପୋରେଟର ଜେ.କାମେଶ୍ଵର ରାଓ।
Amrit Prasad Das

More news from ଓଡ଼ିଶା and nearby areas
- ଏସସିବି ମେଡ଼ିକାଲ ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ ସିଏମସି ଫୁଡ଼୍ ସେଫ୍ଟି ଟିମ୍ ତରଫରୁ ଚଢ଼ାଉ କରାଯାଇଛି। ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ କରି ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍ ।1
- SCB ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ CMC food ସେଫ୍ଟି ଟିମ୍ ତରଫ ରୁ ଚଢ଼ାଉ। ଅପରିଷ୍କାର ପରିବେଶ ରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ ବେଳେ ଜଣେ ହୋଟେଲ ମାଲିକ ଦୋକାନ ବନ୍ଦ କରି ଦୌଡି ପଳାଉଥିଲେ ହେଲେ ଦୋକନି କୁ ମାଡ଼ି ବସିଲା CMC food ସେଫ୍ଟି ଟିମ୍ ତାପରେ କଲା ଦୋକାନ କୁ ସିଲ।1
- ଭୁବନେଶ୍ବର : ଓଡିଶା ରାଜ୍ୟ ମହିଳା ଆୟୋଗର 33 ତମ ପ୍ରତିଷ୍ଠା ଦିବସରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା , ମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ । ଉର୍ମିଳା ମହାପାତ୍ର , ପ୍ରତିଭା ଶତପଥୀ ଓ କଳ୍ପନା ମଲ୍ଲିକଙ୍କୁ ସମ୍ନାନିତ କରାଗଲା ।1
- Post by Gagan Bhoi1
- ଭୁବନେଶ୍ୱର ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି I1
- ତେଙ୍କାନାଳ କାଲି ଦ୍ଭାରତ ବନ୍ଦ ପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ଡାକବାଜି ଦ୍ଵାରା ବନ୍ଦ ସଫଳ ପାଇଁ ନିବେଦନ2
- ବାଲ୍ୟବିବାହରେ ଲାଗିଲା ରୋକ ନାବାଳିକା ସ୍ୱାଧର ଗୃହରେ ଭର୍ତିବାଲ୍ୟବିବାହରେ ଲାଗିଲା ରୋକ ନାବାଳିକା ସ୍ୱାଧର ଗୃହରେ ଭର୍ତି ଭୁବନ ତା 10.2 କାନ୍ଥରେ ଟଙ୍ଗା ହୋଇଛି ଫ୍ଲେକ୍ସ। ଦାଣ୍ଡରେ ବନ୍ଧା ହୋଇଛି ଟେଣ୍ଟ। ମନ୍ଦିରରେ ଚାଲିଛି ଭୋଜି ରନ୍ଧା। ଠିକ ଏତିକି ବେଳେ ଖବର ପାଇ ପହଁଚିଲେ ବାଲ୍ୟବିବାହ ନିରୋଧ କମିଟି। ଚାଲିଲା ପଚରା ଉଚରା । ପରିବେଶ ହଠାତ ପାଲଟିଗଲା ସ୍ତବ୍ଧ। କୋଳାହଳ ପରିବେଶରେ ପଶିଗଲା ଷଣ୍ଢ। ନକଲି ଆଧାର ଦେଖାଇ ଚାଲିଥିଲା ବାହାଘର । ନବମ ଶ୍ରେଣୀ ଛାତ୍ରୀଙ୍କୁ ନିଜ ହେପାଜତକୁ ନେଲେ ଶିଶୁମଙ୍ଗଳ ଅଧିକାରିଣୀ ।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଢେ଼ଙ୍କାନାଳ ଜିଲ୍ଲା ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ୱର୍ -୭(ସାତ)ରେ । ସୂଚନାରୁ ଜଣାପଡିଛି କଟକ ଜିଲ୍ଲାର ଏକ ମଫସଲ ଗ୍ରାମର ଜଣେ ଯୁବକଙ୍କର ଭୁବନର ସାତ ନମ୍ୱର୍ ୱାର୍ଡ ବାସିନ୍ଦା ଗଣେଶ୍ୱର ଦାସଙ୍କ ପୁଅ ସହ ବିବାହ ପାଇଁ ପ୍ରସ୍ତୁତ ହେଉଥିଲେ। ଯୁବତୀ ଜଣକ ସହମତିରେ ବିଗତ ଆଠ ମାସ ହେଲା ନିଜ ଘରୁ ଚାଲି ଆସିଥିଲେ। ତେବେ ଉଭୟ ପରିବାରଙ୍କ ସହମତି କ୍ରମେ ଏହି ବାହାଘର ହେଉଥିବା ସମୟରେ ଖବର ପାଇଥିଲେ ଭୁବନ ଶିଶୁମଙ୍ଗଳ ଅଧିକାରିଣୀ ଭଗବତୀ ଗୁରୁ ।ସ୍ଥାନୀୟ ଅଙ୍ଗନୱାଡ଼ି କର୍ମୀ ଏବଂ ଭୁବନ ପୋଲିସକୁ ନେଇ ପହଞ୍ଚିଥିଲେ ଗଣେଶ୍ୱରଙ୍କ ଘରେ ।ପଚରା ଉଚରା କରିବାରୁ ଜଣାପଡ଼ିଲା ନାବାଳିକାର ଏକ ଫର୍ଜି ଆଧାର କାର୍ଡ ତିଆରି କରାଯାଇଥିବା ବେଳେ ନାବାଳିକା ଜଣଙ୍କ ଭୁବନେଶ୍ବର ନିକଟସ୍ଥ ବାରଙ୍ଗ ବ୍ଲକ ଏକ ଗ୍ରାମାଞ୍ଚଳରେ ନବମ ଶ୍ରେଣୀ ଛାତ୍ରୀ । ସେ ଚତୁର୍ଥ ଝିଅ। ଅନ୍ୟ ୩ ଭଉଣୀ ବିବାହିତା। ଜନୈକ ସଂପର୍କୀୟଙ୍କ ତାଡନା ସହି ନ ପାରି ଭୁବନର ଯୁବକଙ୍କୁ ଭରସା କରି ପ୍ରେମ କରି ଗତ ଆଠ ମାସରୁ ବିଦ୍ୟାଳୟ ଛାଡ଼ି ପଳାଇ ଆସିଛି । ନାବାଳିକାଙ୍କୁ ବିବାହ ଯୋଗ୍ୟ ବୟସ ହୋଇ ନଥିବାରୁ ବାହାଘର ର ମାଙ୍ଗଳିକ କାର୍ଯ୍ୟକୁ ବନ୍ଦ କରାଯାଇଥିଲା। ନାବାଳିକାକୁ ଶିଶୁ ମଙ୍ଗଳ ଅଧିକାରୀଣି ନିଜ ହେପାଜତକୁ ନେଇଛନ୍ତି । ସ୍ୱାଧର ଗୃହରେ ଭର୍ତି କରିଛନ୍ତି ।1
- ପେଟରେ ଯନ୍ତ୍ରଣା ବଢ଼ିବା ପରେ ଜେଲ୍ ରୁ ମେଡିକାଲକୁ ଚିକିତ୍ସା ପାଇଁ ଆସିଲେ ବିକ୍ରମ ପଣ୍ଡା। ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡା ମେଡିକାଲ ବେଡରେ ସଂଘର୍ଷ କରୁଛନ୍ତି।1