logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜାତୀୟ ଯୁବ ଦିବସ ଉପଲକ୍ଷେ ଜାନୁଆରୀ 12 ତାରିଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଛାତ୍ରଛାତ୍ରୀମାନେ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଥିଲେ। ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏହି କାର୍ଯ୍ୟକ୍ରମର ସୁଚାରୁ ରୂପେ ଆୟୋଜନ ପାଇଁ ସମସ୍ତ ଜିଲ୍ଲା କଲେକ୍ଟରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ପ୍ରତ୍ୟେକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କୁ ଆତ୍ମନିର୍ଭର ଭାରତ ଆମ୍ବାସାଡର ଭାବରେ ମନୋନୀତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଇଥିଲା ଏବଂ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। । ମାଲକାନଗିରି ଜିଲ୍ଲା ଜୟପୁର ଜୋନରେ ଅନ୍ତର୍ଭୁକ୍ତ ଥିଲା, ଯେଉଁଠାରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲା ମଧ୍ୟ ସାମିଲ ଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତଦାରଖ କରି ପ୍ରଧାନ ଶିକ୍ଷକ ଗଣଙ୍କୁ ପୂର୍ବ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

7 hrs ago
user_The Malkangiri news
The Malkangiri news
Journalist ମାଲକାନଗିରି, ମାଲକାନଗିରି, ଓଡ଼ିଶା•
7 hrs ago
8014086d-64d9-466e-8483-280460cb9c51

ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜାତୀୟ ଯୁବ ଦିବସ ଉପଲକ୍ଷେ ଜାନୁଆରୀ 12 ତାରିଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଛାତ୍ରଛାତ୍ରୀମାନେ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ

a4b6460f-c97e-449b-86a2-3a2b29f8f039

ପାଠ କରିଥିଲେ। ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏହି କାର୍ଯ୍ୟକ୍ରମର ସୁଚାରୁ ରୂପେ ଆୟୋଜନ ପାଇଁ ସମସ୍ତ ଜିଲ୍ଲା କଲେକ୍ଟରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ପ୍ରତ୍ୟେକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କୁ ଆତ୍ମନିର୍ଭର ଭାରତ ଆମ୍ବାସାଡର ଭାବରେ ମନୋନୀତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଇଥିଲା

6ac7222f-705e-486a-890d-db3393d62869

ଏବଂ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। । ମାଲକାନଗିରି ଜିଲ୍ଲା ଜୟପୁର ଜୋନରେ ଅନ୍ତର୍ଭୁକ୍ତ ଥିଲା, ଯେଉଁଠାରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲା ମଧ୍ୟ ସାମିଲ ଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତଦାରଖ କରି ପ୍ରଧାନ ଶିକ୍ଷକ ଗଣଙ୍କୁ ପୂର୍ବ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

More news from Odisha and nearby areas
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur, Odisha•
    5 hrs ago
  • ବନ୍ଧୁଗାଁରେ ଜିଲ୍ଲାପାଳଙ୍କ ମିଳିତ ବା ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
    1
    ବନ୍ଧୁଗାଁରେ ଜିଲ୍ଲାପାଳଙ୍କ ମିଳିତ ବା ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
    user_KADAMBINI
    KADAMBINI
    Journalist ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    22 hrs ago
  • ଜୟ ବୁଢ଼ାରଜା
    1
    ଜୟ ବୁଢ଼ାରଜା
    user_Jagadish Naik
    Jagadish Naik
    Reporter କୋକସରା, କଳାହାଣ୍ଡି, ଓଡ଼ିଶା•
    2 hrs ago
  • ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ୱିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ଵିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ସ୍ଥାନୀୟ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଅର୍ବାନ ବ୍ୟାଙ୍କ୍ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବର୍ଷକୁ ବର୍ଷ ଏହି ବିଦ୍ୟାଳୟ ବଢ଼ି ଚାଲିଥିବା ଯୋଗୁଁ ପ୍ରଥମେ ଏହି ଅନୁଷ୍ଠାନର ଉଦ୍ୟୋକ୍ତା ମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ । ଅନୁଷ୍ଠାନର ଉଦ୍ୟୋକ୍ଟା ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ମୂର୍ତ୍ତିକାର ହୋଇ ଛୋଟ ଛୋଟ ପିଲା ମାନଙ୍କ ଭବିଷ୍ୟତ ରେ ଶିକ୍ଷ୍ୟା ଓ ଭଲ ମଣିଷ ଗଢ଼ିବା ପାଇଁ ଯେଉଁ ଦାଇତ୍ୱ ନେଇଛନ୍ତି ସେଥିପାଇଁ ଭଗବାନ ଆଶୀର୍ବାଦ କରନ୍ତୁ । ପିଲାମାନଙ୍କ ଭବିଷ୍ୟତରେ ସେମାନଙ୍କ ଚରିତ୍ର ଗଠନର ଆପଣ ମାନେ ସର୍ବଦା ଯତ୍ନବାନ ହେବାକୁ ପରାମର୍ଶ ଦେଇ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶ୍ରେଷ୍ଠ ନାଗରିକ ହେବାପାଇଁ ପରାମର୍ଶ ଦେଇଥିଲେ। ଆମ ଦେଶର ସଂସ୍କାର , କଳା ଓ ସଂସ୍କୃତି ଅନ୍ୟ ଦେଶ ମାନଙ୍କ ପାଇଁ ଉଦାହରଣ ହୋଇ ରହିଛି । ତେଣୁ ଜଣେ ସୁନାଗରିକ ହେବା ପାଇଁ ଚରିତ୍ର ଗଠନର ଯେଉଁ ସବୁ ଉପାଦାନ ରହିଛି ସେ ସବୁ ଗଢିବାରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମୁଖ୍ୟ ଭୂମିକା ଓ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ । କାର୍ଯ୍ୟକ୍ରମରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ , ତାଙ୍କର ମୋହନା ନିର୍ବାଚନ ମଣ୍ଡଳୀରେ ଏହିଭଳି ବିରଳ ଅନୁଷ୍ଠାନକୁ ପ୍ରସାରିତ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏଥିପାଇଁ ବିଧାୟକ ଭାବେ ମୋର ଯାହା ସାହାଯ୍ୟ ଆବଶ୍ୟକ ପଡ଼ିବ ସେଥିପାଇଁ ମୁଁ ନିଶ୍ଚିତ ଭାବେ ପାରୁ ପର୍ଯ୍ୟନ୍ତ ସାହାଯ୍ୟ ଓ ସହଯୋଗ କରିବି ବୋଲି କହିଥିଲେ ।ଉକ୍ତ ସ୍କୁଲର ପ୍ରତିଷ୍ଠାତା ସନ୍ତୋଷ ପାତ୍ର ଏବଂ ଶିବ କୁମାର ପାଟଯୋଶୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ବଣ୍ଟନ କରାଯିବ ସହ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠାନର ପିଲାମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ସନ୍ତୋଷ କୁମାର ପାତ୍ର ଏବଂ ଅନୁଷ୍ଠାନର ଉଦ୍ୟୋକ୍ତା ଶ୍ରୀ ଶିବ କୁମାର ପାଟ୍ଟଯୋଶୀ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।
    1
    ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ୱିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ 
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ଵିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ସ୍ଥାନୀୟ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଅର୍ବାନ ବ୍ୟାଙ୍କ୍ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି।
ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବର୍ଷକୁ ବର୍ଷ ଏହି ବିଦ୍ୟାଳୟ ବଢ଼ି ଚାଲିଥିବା ଯୋଗୁଁ ପ୍ରଥମେ ଏହି ଅନୁଷ୍ଠାନର ଉଦ୍ୟୋକ୍ତା ମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ । ଅନୁଷ୍ଠାନର ଉଦ୍ୟୋକ୍ଟା ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ମୂର୍ତ୍ତିକାର ହୋଇ ଛୋଟ ଛୋଟ ପିଲା ମାନଙ୍କ ଭବିଷ୍ୟତ ରେ ଶିକ୍ଷ୍ୟା ଓ ଭଲ ମଣିଷ ଗଢ଼ିବା ପାଇଁ ଯେଉଁ ଦାଇତ୍ୱ ନେଇଛନ୍ତି ସେଥିପାଇଁ ଭଗବାନ ଆଶୀର୍ବାଦ କରନ୍ତୁ । ପିଲାମାନଙ୍କ ଭବିଷ୍ୟତରେ ସେମାନଙ୍କ ଚରିତ୍ର ଗଠନର ଆପଣ ମାନେ ସର୍ବଦା ଯତ୍ନବାନ ହେବାକୁ ପରାମର୍ଶ ଦେଇ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶ୍ରେଷ୍ଠ ନାଗରିକ ହେବାପାଇଁ ପରାମର୍ଶ ଦେଇଥିଲେ। ଆମ ଦେଶର ସଂସ୍କାର , କଳା ଓ ସଂସ୍କୃତି ଅନ୍ୟ ଦେଶ ମାନଙ୍କ ପାଇଁ ଉଦାହରଣ ହୋଇ ରହିଛି । ତେଣୁ ଜଣେ ସୁନାଗରିକ ହେବା ପାଇଁ ଚରିତ୍ର ଗଠନର ଯେଉଁ ସବୁ ଉପାଦାନ ରହିଛି ସେ ସବୁ ଗଢିବାରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମୁଖ୍ୟ ଭୂମିକା ଓ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ ।
କାର୍ଯ୍ୟକ୍ରମରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ ,  ତାଙ୍କର ମୋହନା ନିର୍ବାଚନ ମଣ୍ଡଳୀରେ ଏହିଭଳି ବିରଳ ଅନୁଷ୍ଠାନକୁ ପ୍ରସାରିତ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏଥିପାଇଁ  ବିଧାୟକ ଭାବେ ମୋର ଯାହା ସାହାଯ୍ୟ ଆବଶ୍ୟକ ପଡ଼ିବ ସେଥିପାଇଁ ମୁଁ ନିଶ୍ଚିତ ଭାବେ ପାରୁ ପର୍ଯ୍ୟନ୍ତ ସାହାଯ୍ୟ ଓ ସହଯୋଗ କରିବି ବୋଲି କହିଥିଲେ ।ଉକ୍ତ ସ୍କୁଲର ପ୍ରତିଷ୍ଠାତା ସନ୍ତୋଷ ପାତ୍ର ଏବଂ ଶିବ କୁମାର ପାଟଯୋଶୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
କାର୍ଯ୍ୟକ୍ରମ ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ବଣ୍ଟନ କରାଯିବ ସହ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠାନର ପିଲାମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା ।
ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ସନ୍ତୋଷ କୁମାର ପାତ୍ର ଏବଂ ଅନୁଷ୍ଠାନର ଉଦ୍ୟୋକ୍ତା ଶ୍ରୀ ଶିବ କୁମାର ପାଟ୍ଟଯୋଶୀ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।
    user_GUMMA UPDATE NEWS
    GUMMA UPDATE NEWS
    Journalist ସେରଙ୍ଗୋ, ଗଜପତି, ଓଡ଼ିଶା•
    7 hrs ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    20 hrs ago
  • गलास या बोतल में पानी डालते समय गिरना आम समस्या है, लेकिन इसके पीछे साफ़ विज्ञान काम करता है। सही एंगल पर बर्तन झुकाने और ग्लास को पास रखने से हवा का गैप कम होता है, जिससे पानी की धार नियंत्रित रहती है। सतह तनाव और फ्लो रेट संतुलित होने पर पानी साफ़ तरीके से गिरता है। यह छोटा सा तरीका रोज़मर्रा की गंदगी से बचा सकता है। #ScienceHack #PhysicsTrick #LifeHacks #EverydayScience #FluidDynamics #SmartTips
    1
    गलास या बोतल में पानी डालते समय गिरना आम समस्या है, लेकिन इसके पीछे साफ़ विज्ञान काम करता है। सही एंगल पर बर्तन झुकाने और ग्लास को पास रखने से हवा का गैप कम होता है, जिससे पानी की धार नियंत्रित रहती है। सतह तनाव और फ्लो रेट संतुलित होने पर पानी साफ़ तरीके से गिरता है। यह छोटा सा तरीका रोज़मर्रा की गंदगी से बचा सकता है।
#ScienceHack #PhysicsTrick #LifeHacks #EverydayScience #FluidDynamics #SmartTips
    user_द संक्षेप
    द संक्षेप
    Media company Bangomunda, Balangir•
    19 hrs ago
  • ଖଡ଼ିଆଳ ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ
    1
    ଖଡ଼ିଆଳ ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ
    user_Om prakash choudhury Journalist pragativadi reporter
    Om prakash choudhury Journalist pragativadi reporter
    ନୂଆପଡା, ନୂଆପଡ଼ା, ଓଡ଼ିଶା•
    4 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur, Odisha•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.