ଓଡିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ---------------------------------------------------------------------------------------- ନବରଙ୍ଗପୁର (୩୧/୩)(ଧୃତି ରଞ୍ଜନ ମହାନ୍ତି)- ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡିଆ ପକ୍ଷ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଚଳିତ ବର୍ଷ ଏପ୍ରିଲ ୧ ତାରିଖ ଠାରୁ ୧୪ ତାରିଖ ମହାବିଷୁବ ସଙ୍କ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯିବ | ଏଥିରେ ଓଡିଆ ଦିବସ, ଖଡିଛୁଆଁ ଦିବସ, ପାରମ୍ପାରିକ ପୋଷାକ ପରିଧାନ ଦିବସ, ଓଡିଆରେ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା, ଗଣ ଦୌଡ, ଦେବାଳୟ ଓ ଐତିହ୍ୟ ସ୍ଥଳୀ ସ୍ଵଛତା ଅଭିଯାନ, ବର୍ଣ୍ଣବୋଧ ବଣ୍ଟନ, ରକ୍ତଦାନ ଦିବସ, ଆସ ବହିଟିଏ କିଣିବା ଦିବସ, ଲୋକକଳା ପାଇଁ ଦିନଟିଏ, ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ, ଯୁବ ଲେଖକ ସମ୍ମିଳନୀ, ବ୍ଲକର ବରପୁତ୍ର ମାନଙ୍କ ଉପରେ ଆଲୋଚନା, ପାରମ୍ପରିକ ଖାଦ୍ୟ ଦିବସ ଓ ଶେଷ ଦିନରେ ଓଡିଆ ନବ ବର୍ଷ ପାଳନ ଏବଂ ବିଭିନ୍ନ ପ୍ରତିଯୋଗୀତା ଆଦି କରାଯିବା ନେଇ ଆଲୋଚନା କରାଯାଇଥିଲା | ଏହି ବୈଠକରେ ବିଡିଓ ସମୀର ପାତ୍ର, ବ୍ଲକ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଓଏଲଏମ ବିପିଏମ ଦୀପ୍ତି କିଶୋର ନାୟକ, ଅଙ୍ଗନୱାଡି ସୁପରଭାଇଜର ବିମଳା ନାୟକ, ଆକାଂକ୍ଷା ବ୍ଲକ ସହଭାଗୀ ମୋନାଲ ପରିଡା, ଏମବିକେ ଓ ସିଆରପି ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମ କୁ ଅମୂଲ୍ୟ ଦଳାଇ ପରିଚାଳନା କରିଥିଲେ | ଗଣେଶ ପାଣିଗ୍ରାହୀ ରିପୋର୍ଟ

- ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ଐତିହାସିକ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଭାଷା ଭିତ୍ତିରେ ଗଠିତ ପ୍ରଥମ ପ୍ରଦେଶ ଭାବେ ଓଡ଼ିଶା ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ଏହି ଅବସରରେ ମୁଁ ସେହି ମହାନ ବରପୁତ୍ରମାନଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି, ଯେଉଁମାନଙ୍କ ତ୍ୟାଗ ଓ ଦୂରଦୃଷ୍ଟି ଯୋଗୁଁ ଏକ ସ୍ୱତନ୍ତ୍ର ଓଡ଼ିଶା ସମ୍ଭବ ହୋଇଥିଲା। ଆମ ସରକାର ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ସୁରକ୍ଷା ପାଇଁ ସଦାସର୍ବଦା ପ୍ରତିଶ୍ରୁତିବଦ୍ଧ। ପ୍ରତିଟି ଓଡ଼ିଆର ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ ନିରନ୍ତର କାର୍ଯ୍ୟ କରିଚାଲିଛୁ। ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା ଆମର ଏକମାତ୍ର ଲକ୍ଷ୍ୟ। ଆଜିର ଏହି ପବିତ୍ର ଦିନରେ ଆସନ୍ତୁ ଆମେ ସମସ୍ତେ ମିଶି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ଦୃଢ଼ ଶପଥ ନେବା। ଗଣେଶ ପାଣିଗ୍ରାହୀ ରିପୋର୍ଟ1

- Post by Ansubhai Pandey1
- ବି.ଜଗନ୍ନାଥପୁର ଗ୍ରାମରେ ଲକ୍ଷ୍ମୀ ନୃସିଂହ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ଜଳ ଯାତ୍ରା ଆରମ୍ଭ #live_odisha_news_update #published_from #Braking_News1
- ଗଞ୍ଜାମ ଜିଲ୍ଲାକୁ ୩ ଜାତୀୟ ପୁରସ୍କାର : ପ୍ରତିକ୍ରିୟା ରଖିଲେ ଗଞ୍ଜାମ ଜିଲ୍ଲାପାଳ1
- ଖୋର୍ଦ୍ଧା କଂଗ୍ରେସ ତରଫରୁ ଉତ୍କଳ ଦିବସ ପାଳିତ #spnewstvliveodia #utkaldivas #khordanews1
- ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପୋଲିସ ବ୍ୟାରେକ୍ ପାଳନ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟ ବେତାଗୁଡା ସ୍ଥିତ ପୋଲିସ ବ୍ୟାରେକ୍ ଠାରେ ଆଜି ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁନୀଲ କାନ୍ତି ମହାନ୍ତି , ଓଏସଏପି କମାଣ୍ଡେଣ୍ଟ ଅଶୋକ ମହାନ୍ତି, ପୋଲିସ ଆର ଆଇ ନିରଞ୍ଜନ ନାୟକ ପ୍ରମୁଖ ମଞ୍ଚସ୍ଥ ହୋଇ ଆଜିର ପୋଲିସ ପ୍ରତିଷ୍ଠା ଦିବସ ସମ୍ପର୍କରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଏହି ପରୀପ୍ରେକ୍ଷୀରେ ମୁଖ୍ୟ ମନ୍ତ୍ରୀଙ୍କ ବାର୍ତ୍ତା ପଠନ କରିଥିବା ବେଳେ ପ୍ରାୟ ଆଠ ଜଣ ପୋଲିସ୍ ଅଧିକାରୀ ଏବଂ କନଷ୍ଟେବଲ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ପୋଲିସ ଯବାନ ମାନେ ପ୍ୟାରେଡ୍ କରି ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ। ଏହି ପ୍ରତିଷ୍ଠା ଦିବସ ଅବସରରେ ଜିଲ୍ଳାର ସମସ୍ତ ପୋଲିସ ବିଭାଗୀୟ ଅଧିକାରୀ ଏବଂ ଯବାନ ମାନେ ଉପସ୍ଥିତ ରହି ଏହି ଉତ୍ସବ ପାଳନ କରିଥିଲେ। ଗଜପତି ଜିଲ୍ଲା ରୁ ଟିକି ଲିମା ଙ୍କ ରିପୋର୍ଟ ଖବର ତରଙ୍ଗ1
- Post by Ansubhai Pandey1