logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

*ଜନଗଣନା-୨୦୨୭ ଓ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ* ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଆରମ୍ଭ ହେବାକୁ ଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ଏବଂ ଜନଗଣନା-୨୦୨୭ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।ଏହି ଅବସରରେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ମାଲକାନଗିରି ପୌରପାଳିକାର ନିର୍ବାହୀ ଅଧିକାରୀ ଏବଂ ବାଲିମେଳା ଏନ.ଏ.ସି.ର ନିର୍ବାହୀ ଅଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ କିପରି ସୁଚାରୁ ରୂପେ ପରିଚାଳନା କରାଯାଇ ସଫଳ କରାଯାଇପାରିବ, ସେ ନେଇ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ କଠୋର ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଜନଗଣନା କାର୍ଯ୍ୟରେ କୌଣସି ତ୍ରୁଟି ନରଖିବା ଏବଂ ସଠିକ୍ ତଥ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି। ଏହି ଆଭାସି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜର ମତାମତ ରଖିଥିଲେ।

1 hr ago
user_The Malkangiri news
The Malkangiri news
ସାମ୍ବାଦିକ ମାଲକାନଗିରି, ମାଲକାନଗିରି, ଓଡ଼ିଶା•
1 hr ago
43b68f2b-a929-45d5-9011-cac4f4f4d485

*ଜନଗଣନା-୨୦୨୭ ଓ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ* ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଆରମ୍ଭ ହେବାକୁ ଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ଏବଂ ଜନଗଣନା-୨୦୨୭ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ

7f55fb75-dc12-4fd8-90c6-fd406371b74b

ଆଲୋଚନା କରାଯାଇଛି।ଏହି ଅବସରରେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ମାଲକାନଗିରି ପୌରପାଳିକାର ନିର୍ବାହୀ ଅଧିକାରୀ ଏବଂ ବାଲିମେଳା ଏନ.ଏ.ସି.ର ନିର୍ବାହୀ ଅଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ କିପରି ସୁଚାରୁ ରୂପେ ପରିଚାଳନା କରାଯାଇ ସଫଳ କରାଯାଇପାରିବ, ସେ ନେଇ

db9dd8b4-3300-4e75-b950-2dd7dea9a887

ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ କଠୋର ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଜନଗଣନା କାର୍ଯ୍ୟରେ କୌଣସି ତ୍ରୁଟି ନରଖିବା ଏବଂ ସଠିକ୍ ତଥ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି। ଏହି ଆଭାସି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜର ମତାମତ ରଖିଥିଲେ।

More news from ଓଡ଼ିଶା and nearby areas
  • ରାଜରାଜେଶ୍ୱରୀ ସୁନାବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଲେ ମା ମଙ୍ଗଳା #Jaimaamangala #Maamangala #puri #kakatpur #Odisha
    1
    ରାଜରାଜେଶ୍ୱରୀ ସୁନାବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଲେ ମା ମଙ୍ଗଳା #Jaimaamangala #Maamangala #puri #kakatpur #Odisha
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    2 hrs ago
  • ବେଦାନ୍ତ କମ୍ପାନୀର ଏକ ଛତ୍ରବାଦ ଓ ଜନବିରୋଧୀ କାର୍ଯ୍ୟକଳାପ ପ୍ରତିବାଦରେ ବିଶାଳ ବହୁଜନ ସମାବେଶ।
    1
    ବେଦାନ୍ତ କମ୍ପାନୀର ଏକ ଛତ୍ରବାଦ ଓ ଜନବିରୋଧୀ କାର୍ଯ୍ୟକଳାପ ପ୍ରତିବାଦରେ ବିଶାଳ ବହୁଜନ ସମାବେଶ।
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    22 hrs ago
  • ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।
    1
    ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ 
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ  ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ  କରିଥିଲେ ।
    user_AK14TV
    AK14TV
    ସାମ୍ବାଦିକ ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    1 hr ago
  • ସବୁବେଳେ ପଡୋଶୀ ବୌଦ୍ଧ ଜିଲ୍ଲା ଆମଗଁ ବଜାରରୁ ହଜାର ସଂଖ୍ୟାରେ ବାଲିପଡା ବଜାର କୁ ଚାରଣ କଲାପରେ ମଟରଗାଡି ରେ ଲୋଡ କରି ରାୟଗଡ଼ା ଜିଲ୍ଲା କୁ ନିଆ ଯାଉଛି।
    1
    ସବୁବେଳେ ପଡୋଶୀ ବୌଦ୍ଧ ଜିଲ୍ଲା ଆମଗଁ ବଜାରରୁ ହଜାର ସଂଖ୍ୟାରେ ବାଲିପଡା ବଜାର କୁ ଚାରଣ କଲାପରେ ମଟରଗାଡି ରେ ଲୋଡ କରି ରାୟଗଡ଼ା ଜିଲ୍ଲା କୁ ନିଆ ଯାଉଛି।
    user_Padmanabha Naik
    Padmanabha Naik
    Video Creator ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    5 hrs ago
  • କୁଟି ସେ ଆ ନା ଜାନା
    1
    କୁଟି ସେ ଆ ନା ଜାନା
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    15 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    7 hrs ago
  • ଢାମଣାହାଣ୍ଡି ଗ୍ରାମରେ ମହା ଆଡମ୍ବରରେ ଘଟଯାତ୍ରା ଅନୁଷ୍ଠିତ #Kotpad #Ghatajatra #Dhamanahandi #maasitalathakurani #maa #koraput #viral #fbviralvideo #nonfollowers #Odisha #OdishaNews
    1
    ଢାମଣାହାଣ୍ଡି ଗ୍ରାମରେ ମହା ଆଡମ୍ବରରେ ଘଟଯାତ୍ରା ଅନୁଷ୍ଠିତ  #Kotpad #Ghatajatra #Dhamanahandi #maasitalathakurani #maa #koraput #viral #fbviralvideo   #nonfollowers #Odisha #OdishaNews
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    2 hrs ago
  • ଆଜି ପବିତ୍ର ମହାବୀର ଜୟନ୍ତୀ ଅବସରରେ ଜୟପୁର ସହରରେ ବିଶାଳ ଶୋଭାଯାତ୍ରା ବାହାରି ଉତ୍ସାହ ଓ ଭକ୍ତିଭାବର ସହିତ ପାଳନ କରାଯାଇଛି।
    1
    ଆଜି ପବିତ୍ର ମହାବୀର ଜୟନ୍ତୀ ଅବସରରେ ଜୟପୁର ସହରରେ ବିଶାଳ ଶୋଭାଯାତ୍ରା ବାହାରି ଉତ୍ସାହ ଓ ଭକ୍ତିଭାବର ସହିତ ପାଳନ କରାଯାଇଛି।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    5 hrs ago
  • Post by ସୋନୁ ଟାଇଗର
    1
    Post by ସୋନୁ ଟାଇଗର
    user_ସୋନୁ ଟାଇଗର
    ସୋନୁ ଟାଇଗର
    ବେଲପରା, ବଲାଙ୍ଗୀର, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.