ମଜାହିଦ ଆଲାମଙ୍କୁ ଜିଲ୍ଲା ମାଇନରିଟି ସଭାପତି ଦାୟିତ୍ୱ ଝୁମ୍ପୁରା, ଝୁମ୍ପୁରା ଅଞ୍ଚଳର ଜଣେ ସକ୍ରିୟ ଓ ବଳିଷ୍ଠ ଭାଜପା କାର୍ଯ୍ୟକର୍ତ୍ତା ଏମ.ଡି. ମଜାହିଦ ଆଲାମଙ୍କୁ ଜିଲ୍ଲା ଭାଜପା ମାଇନରିଟି ସଭାପତି ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରାଯାଇଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ରାଜ୍ୟ ଭାଜପା ମାଇନରିଟି ସଭାପତି ଗୁରିନ୍ଦର ସିଂହ ଏବଂ ଜିଲ୍ଲା ଭାଜପା ସଭାପତି ସୁଖଦେବ ମହାନ୍ତଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଘୋଷଣା କରାଯାଇଥିବା ସୂଚନା ମିଳିଛି। ଏହି ଅବସରରେ ଝୁମ୍ପୁରା ବଙ୍ଗଳା ପ୍ରାଙ୍ଗଣରେ ଏକ ଭବ୍ୟ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ନବନିଯୁକ୍ତ ସଭାପତି ମଜାହିଦ ଆଲାମଙ୍କୁ ପୁଷ୍ପଗୁଛ ଓ ମିଠା ପ୍ରଦାନ କରି ସ୍ୱାଗତ ଓ ସମ୍ମାନ ଜଣାଯାଇଥିଲା। ସେଥିପାଇଁ ପୂର୍ବତନ ଜିଲ୍ଲା ମାଇନରିଟି ସଭାପତି ମହତାବ ଆଲାମଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇ ସେମାନଙ୍କର ଅବଦାନକୁ ସ୍ମରଣ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ସେରାଯୁଦ୍ଦିନ କମ୍ପାନୀର ଏମ.ଡି. ଇନ୍ତାଖାବ ଆଲାମ (ଖୁସ୍ତାର ବାବୁ), ଗଣେଶ୍ୱର ମହାନ୍ତ, ମଜହାର ହୁସେନ,ଅନିଦ୍ୟ ବେହେରା, ବିଜୟ କୁମାର ବେହେରା,ଜଲାଲୁଦ୍ଦିନ ଆକବର, ମହେନ୍ଦ୍ର ପଟ୍ଟନାୟକ,ଜ଼ଇଦ ଆନସାରୀ,ଏମ.ଡି. ମୁଖତାର ଜାଫିର ଅହମଦ,ଓ ଅନ୍ୟାନ୍ୟ ଭାଜପା କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ। ନବନିଯୁକ୍ତ ସଭାପତି ମଜାହିଦ ଆଲାମ ତାଙ୍କୁ ମିଳିଥିବା ଏହି ଦାୟିତ୍ୱ ପାଇଁ ଦଳ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇ ଆଗାମୀ ଦିନରେ ଦଳକୁ ଆହୁରି ସୁଦୃଢ଼ କରିବା ସହ ମାଇନରିଟି ସମାଜର ଉନ୍ନତି ପାଇଁ କାମ କରିବେ ବୋଲି କହିଥିଲେ।

- चंपुआ में इलेक्ट्रिक का समस्या काफी दिनों से चल रहा है आम पब्लिक बहुत परेशान है इलेक्ट्रिक ऑफिस वाले हर महीने बिल लेने तो पहुंच जाते हैं मगर थोड़ी सी हवा चले या थोड़ी सी बारिश हो जाए तो फिर लाइन इस कदर काट देते हैं के घर में सोना दुश्वार मुश्किल हो जाता है क्योंकि यहां पर बहुत सारे गरीब परिवार से लोग बिलॉन्ग करते हैं जिनके घर में इनवर्टर भी नहीं है छोटे-छोटे बच्चे हैं और जिनके घर में इनवर्टर भी है तो उसे न फन चल सकता है ना ऐसी चल सकता है तो मैं चंपुआ के पब्लिक से रिक्वेस्ट करता हूं की सब मिलकर इस समस्या का समाधान करें1
- * ଚମ୍ପୁଆ: ସିବିଏସଇ ଦଶମ ଶ୍ରେଣୀ (2025-26) ପରୀକ୍ଷାରେ ଉତ୍କୃଷ୍ଟ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଚମ୍ପୁଆର କେରଳା ଇଂଲିଶ୍ ମେଡିୟମ୍ ସ୍କୁଲରେ ଏକ ଭବ୍ୟ ସମ୍ମାନ ସମାରୋହ ଆୟୋଜିତ ହୋଇଥିଲା। ଏହି ଅବସରରେ ଛାତ୍ର ଆସଦ କମାଲ ୯୮.୪% ଅଙ୍କ ଅଧିଗତ କରି ସ୍କୁଲର ଟପ୍ପର ହେବା ସହିତ ଏକ ନୂତନ ଇତିହାସ ଗଢ଼ିଛନ୍ତି। ସ୍କୁଲର ପୂର୍ବତନ ଫଳାଫଳ ତୁଳନାରେ ଏହା ସର୍ବୋଚ୍ଚ ଅଙ୍କ ଥିବାରୁ ତାଙ୍କର ଏହି ସଫଳତା ସ୍କୁଲ ପାଇଁ ଗର୍ବର ବିଷୟ ହୋଇପଡ଼ିଛି। ଆସଦ କମାଲ ତାଙ୍କର ଏହି ସଫଳତା ପାଇଁ ମାତାପିତା, ଶିକ୍ଷକ ଓ ସ୍କୁଲ ପରିବେଶକୁ ଶ୍ରେୟ ଦେଇଛନ୍ତି। ସେ ଭବିଷ୍ୟତରେ ଉଚ୍ଚ ଶିକ୍ଷା ଗ୍ରହଣ କରି ଏକ ସଫଳ ଆଇଟି ଇଞ୍ଜିନିୟର୍ ହେବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି। ସମାରୋହରେ ସ୍କୁଲର ଚେୟାରମ୍ୟାନ୍, ଡାକ୍ତର ରାଜ ମୋହନ ପି. ଏସ,ପ୍ରଧାନ ଶିକ୍ଷକ ଓ ଅନ୍ୟାନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ସମସ୍ତ ଟପ୍ପର ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ, ପ୍ରଶଂସାପତ୍ର ଓ ସ୍ମୃତିଚିହ୍ନ ଦେଇ ସମ୍ମାନିତ କରିଥିଲେ। ସେମାନେ ଛାତ୍ରଛାତ୍ରୀଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ଏହି ସମ୍ମାନ ସମାରୋହ ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ କରିବାକୁ ପ୍ରେରିତ କରିଛି। *ଚମ୍ପୁଆ ରୁ ଆବିଦ ଆନସାରୀ କଳିଙ୍ଗ 24 ଫୋକସ ନିୟୁସ*1
- Post by ମିଲନ କୁମାର ନାଏକ1
- Odia Short reels video Mo Swapnoro Sauda ghara Kedar Naik Jay Jagannath1
- Post by Rajib Behera1
- ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ଏବଂ ଅଖି ମୁଠି ଅନୁକୂଳ । ଦେବଗଡ଼, ତା ୨୦.୦୪.୨୦୨୬ ଆଜି ପବିତ୍ର ଅକ୍ଷୟ ତୃତୀୟ ଦିବସ ଅବସରରେ ବାରକୋଟ ବ୍ଲକ୍ ବିଜୟନଗର ସରଣିପାଟ ପଡ଼ିଆ ପରିସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ସମାରୋହ ଏବଂ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ, ଓ ବରୋଣ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର ଓ କୃଷକ ଉପଦେଷ୍ଠା ମଣ୍ଡଳୀର ଅଧ୍ୟକ୍ଷ ଭରତ ଭୁଷଣ ପ୍ରଧାନ ଯୋଗଦେଇ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ପରେ ସାଧାରଣ ସଭା କାର୍ଯ୍ୟକ୍ରମ ରେ ଯୋଗଦେଇ ମାନ୍ୟବର ମୁଖ୍ୟ ମନ୍ତ୍ରୀ ଦ୍ୱାରା ସି ଏମ କିଶାନ ସହାୟତା ରାଶି ପ୍ରଦାନର ସିଧା ପ୍ରସାରଣ କରାଯାଇଥିଲା । ଆଜିର ଦିନରେ ଚାଷୀ ଭାଇ ମାନେ ଧାନ ବୁଣିବେ ଏବଂ ଆମ୍ଭ ମାନଙ୍କୁ ବର୍ଷକ ପର୍ଯ୍ୟନ୍ତ ଆହାର ଯୋଗାଇଦେବେ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ଭାବେ ଗଢିତୋଳିବାକୁ ଆମର ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଭାରତକୁ ଚାରୋଟି ଶ୍ରେଣୀରେ ବିଭକ୍ତ କରିଛନ୍ତି। ଯେଉଁଥିରେ କୃଷକ ସଶକ୍ତିକରଣ ଅନନ୍ୟ ଅଟେ। ବିକଶିତ ଭାରତ ଗଠନ କରିବାକୁ ହେଲେ ପ୍ରଥମେ ଚାଷୀ ଭାଇଙ୍କୁ ସୁଦୃଢ କରିବାକୁ ପଡ଼ିବ ଏବଂ କୃଷିକୁ ପ୍ରାଧାନ୍ୟ ଦେବାକୁ ପଡ଼ିବ। କୃଷକ ମାନଙ୍କ ନିମିତ୍ତ ପ୍ରଣୀତ ସମସ୍ତ ସରକାରୀ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚିବା ଦରକାର ଏବଂ ଚାଷୀ ଭାଇମାନଙ୍କ ପାଖରେ ପହଞ୍ଚିବା ଦରକାର ଯାହା ଫଳରେ ସେମାନେ ଉପକୃତ ହୋଇପାରିବେ। ଦେବଗଡ଼ ଜିଲ୍ଲାରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ସି ଏମ କିଶାନ ସହାୟତା ରାଶି ଜିଲ୍ଲାରେ ୪୧୮୮୩ ଜଣ ଚାଷୀଙ୍କୁ ଆଜି ୨୦୦୦ ଟଙ୍କା ଲେଖାଏଁ ଡି ବୀ ଟି ମାଧ୍ୟମରେ ସିଧାସଳଖ ଚାଷୀର ଖାତା କୁ ପ୍ରଦାନ କରଯାଇଥିଲା। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଓ ଚାଷୀ ମାନେ ଉପସ୍ଥିତ ଥିଲେ।2
- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews Date - 19.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- Post by Rajib Behera1